Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 31, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ...

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ...

  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ...

  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ...

  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ...

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

  • ଏପରି ସଜାନ୍ତୁ ରାକ୍ଷୀ ଥାଳି

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଉଜ୍ଜ୍ବଳା ହିତାଧିକାରୀଙ୍କୁ ମିଳିବ ୩୦୦ ଟଙ୍କାର ସବ୍‌ସିଡି

ଉଜ୍ଜ୍ବଳା ହିତାଧିକାରୀଙ୍କୁ ମିଳିବ ୩୦୦ ଟଙ୍କାର ସବ୍‌ସିଡି

2023-10-05 10:34:25
15989
Share:
Facebook
Twitter
E-Mail
WhatsApp
Telegram
ଉଜ୍ଜ୍ବଳା ହିତାଧିକାରୀଙ୍କୁ ମିଳିବ ୩୦୦ ଟଙ୍କାର ସବ୍‌ସିଡି

ନୂଆଦିଲ୍ଲୀ : ଉଜ୍ଜ୍ବଳା ଯୋଜନାର ହିତାଧିକାରୀମାନଙ୍କୁ ଏଲ୍‌ପିଜି ସିଲିଣ୍ଡର ପିଛା ୩୦୦ ଟଙ୍କାର ସବ୍‌ସିଡି ମିଳିବ। ପୂର୍ବରୁ ସେମାନଙ୍କ ଲାଗି ସରକାର ୨୦୦ ଟଙ୍କାର ସବ୍‌ସିଡି ଘୋଷଣା କରିଥିଲେ। ଆଜି ସେଥିରେ ଆଉ ୧୦୦ ଟଙ୍କା ଯୋଡ଼ାଯାଇଛି। ଫଳରେ ଉଜ୍ଜ୍ବଳାର ହିତାଧିକାରୀମାନେ ଏଲ୍‌ପିଜି ସିଲିଣ୍ଡର କିଣିଲେ ତାଙ୍କୁ ୩୦୦ ଟଙ୍କାର ସବ୍‌ସିଡି ମିଳିବ। ବର୍ତ୍ତମାନ ଭୁବନେଶ୍ବରରେ ୧୪.୨ କେଜିଆ ଏଲ୍‌ପିଜି ସିଲିଣ୍ଡର ଦାମ୍ ୯୨୯ ଟଙ୍କା ରହିଛି। ଉଜ୍ଜ୍ବଳା ହିତାଧିକାରୀମା‌ନେ ତାହାକୁ ୬୨୯ ଟଙ୍କାରେ କିଣିପାରିବେ। ଅନ୍ୟ ଗ୍ରାହକମାନଙ୍କୁ କିନ୍ତୁ ୯୨୯ ଟଙ୍କା ଗଣିବାକୁ ପଡ଼ିବ।

୨୦୨୪ରେ ଲୋକସଭା ନିର୍ବାଚନ ହେବାକୁ ଯାଉଥିବାରୁ କେନ୍ଦ୍ର ସରକାର ଦ୍ବିତୀୟ ଥର ପାଇଁ ଉଜ୍ଜ୍ବଳା ସ୍କିମ୍‌‌ର ସବ୍‌ସିଡି ରାଶି ବଢ଼ାଇଛନ୍ତି। ଏହି ସ୍କିମ୍‌ରେ ଗରିବ ମହିଳାମାନଙ୍କୁ ଏଲ୍‌ପିଜି ସଂଯୋଗ ପ୍ରଦାନ କରାଯାଇଛି। ଗତ ମାସରେ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଉଜ୍ଜ୍ବଳା ଯୋଜନାର ସମ୍ପ୍ରସାରଣ କରି ଆଉ ୭୫ ଲକ୍ଷ ଗରିବ ପରିବାରକୁ ଏଲ୍‌ପିଜି ସଂ‌ଯୋଗ ପ୍ରଦାନ କରିବେ ବୋଲି ଘୋଷଣା କରିଥିଲେ। ଏବାବଦରେ ୧୬୫୦ ଟଙ୍କା ଖର୍ଚ୍ଚ ହେବ। ଏହି ନୂଆ ସଂଯୋଗଗୁଡ଼ିକ ପ୍ରଦାନ କରାଯିବା ପରେ ଦେଶରେ ଉଜ୍ଜ୍ବଳା ହିତାଧିକାରୀଙ୍କ ସଂଖ୍ୟା ୧୦.୩୫ କୋଟିକୁ ବୃଦ୍ଧି ପାଇବ। ୨୦୧୬ରେ କେନ୍ଦ୍ର ସରକାର ଉଜ୍ଜ୍ବଳା ଯୋଜନା ଆରମ୍ଭ କରିଥିଲେ। 

Powered by Froala Editor

Tags Ujwala

Related articles Odisha News Lens 4.1

  • କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ
    ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14041
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ
    ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14874
    Jul 30, 2025
  • ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ
    ଦେଶ-ଦେଶାନ୍ତର

    ୧ ଅଗଷ୍ଟରୁ ଭାରତ ଉପରେ ଲାଗିବ ୨୫% ଶୁଳ୍କ

    14046
    Jul 30, 2025
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି
    ଦେଶ-ଦେଶାନ୍ତର

    ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15198
    Jul 30, 2025
  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା
    ଦେଶ-ଦେଶାନ୍ତର

    ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14818
    Jul 30, 2025
  • ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର
    ଦେଶ-ଦେଶାନ୍ତର

    ଆସିବ ଭୟଙ୍କର ସୁନାମୀ; ମାଡ଼ି ଆସିଲାଣି ସମୁଦ୍ର

    13719
    Jul 30, 2025
  • ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ
    ଦେଶ-ଦେଶାନ୍ତର

    ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13637
    Jul 30, 2025
  • ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ
    ଦେଶ-ଦେଶାନ୍ତର

    ପ୍ରଲୋଭିତ କରାଇ ଆତଙ୍କୀ ବନାଉଥିଲେ ମହିଳା, ହେଲେ ଗିରଫ

    15203
    Jul 30, 2025
  • କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ
    ଦେଶ-ଦେଶାନ୍ତର

    କଂଗ୍ରେସ ଛାଡ଼ି ପଦ୍ମ ଧରିଲେ ପୂର୍ବତନ ମନ୍ତ୍ରୀ

    14572
    Jul 30, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କଳହ ବନ୍ଦ କରୁନାହାଁନ୍ତି ଦୁଇ ପତ୍ନୀ, ଜିଲ୍ଲାପାଳଙ୍କ ନିକଟରେ ଅଭିଯୋଗ କଲେ ଭିକ୍ଷୁକ

    14041
    Jul 30, 2025
  • ଦେଶ-ଦେଶାନ୍ତର

    ସିନ୍ଦ୍ ନଦୀରେ ଖସିଲା ଯବାନଙ୍କ ବସ

    13637
    Jul 30, 2025
  • ବିଶେଷ

    ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14874
    Jul 30, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    16646
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16759
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17083
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15565
    Apr 03, 2021

ବିଶେଷ

  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14874
    Jul 30, 2025
  • ଏପରି ସଜାନ୍ତୁ ରାକ୍ଷୀ ଥାଳି

    14913
    Jul 30, 2025
  • ଆହାନ ପାଣ୍ଡେ ଓ ଅନୀତ୍ ପଡ୍ଡାଙ୍କ 'ସୈୟାରା ' କରୁଛି କମାଲ

    15879
    Jul 29, 2025
  • ସର୍ଭାଇକାଲ ଯନ୍ତ୍ରଣା କଣ, ଜାଣନ୍ତୁ କାରଣ...

    15796
    Jul 28, 2025
  • ପ୍ରତିଦିନ ସେବନ କରନ୍ତୁ ପିଜୁଳି ପତ୍ର

    14949
    Jul 28, 2025

ବାଣିଜ୍ୟ

ଏୟୁ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରରେ ଚାରିଟି ନୂଆ ପୋଲିସ ବୁଥ୍‌ ସହିତ ସଡ଼କ ସୁରକ୍ଷାକୁ ପରିବର୍ଦ୍ଧିତ କଲା

ଭୁବନେଶ୍ୱର : ସଡ଼କ ସୁରକ୍ଷା ଏବଂ ଗୋଷ୍ଠୀ କଲ୍ୟାଣ ପ୍ରତି ପ୍ରତିବଦ୍ଧତାର ଅଂଶ ଭାବରେ ଭାରତର ସର୍ବବୃହତ ସ୍ମଲ୍‌ ଫାଇନାନ୍ସ ବ୍ୟାଙ୍କ, ଏୟୁ ସ୍ମଲ ଫାଇନାନ୍ସ ବ୍ୟାଙ୍କ ଭୁବନେଶ୍ୱରର କେତେକ ସର୍ବାଧିକ ବ୍ୟସ୍ତବହୁଳ ଜଙ୍କ୍‌ସନଗୁଡିକରେ ଚାରିଟି ପୂର୍ଣ୍ଣ ସୁସଜ୍ଜିତ ପୋଲିସ ବୁଥ୍‌ ସ୍ଥାପନ କରି ଭୁବନେଶ୍ୱର ଟ ...

  • ଦୁର୍ଗମ ଅଞ୍ଚଳରେ ଜୀବନ ରକ୍ଷାକାରୀ ସ୍ୱାସ୍ଥ୍ୟସେବା ଯୋଗାଇ ଦେଉଛ ୟୁଏଆଇଏଲ୍‌ର ‘ନିରୋଗଶାଳା’

    14713
    Jul 28, 2025
  • ହିଣ୍ଡାଲ୍କୋ ଓ ରାଜ୍ୟ ସରକାରଙ୍କ ମଧ୍ୟରେ 2'ଟି ଏମଓୟୁ ସ୍ଵାକ୍ଷର, କେନ୍ଦୁଝର ଓ ସମ୍ବଲପୁରରେ ହେବ ପୋଷାକ ତିଆରି କାରଖାନା

    14806
    Jul 25, 2025
  • ନ୍ୟୁବର୍ଗ ପଲ୍ସ-ମହେନ୍ଦ୍ର ସିଂହ ଧୋନିଙ୍କ ସହଭାଗିତାରେ ରାଞ୍ଚିରେ ସ୍ୱୟଂ ସମ୍ପୂର୍ଣ୍ଣ ସମନ୍ଵିତ ନିଦାନ କେନ୍ଦ୍ର ଆରମ୍ଭ, ଏଥିରେ ରହିଛି, ସହରର ପ୍ରଥମ ଉନ୍ନତ ପେଟ୍-ସିଟି (PET-CT) ବ୍ୟବସ୍ଥା

    14153
    Jul 21, 2025
  • ଋଥଯାତ୍ରା ୨୦୨୫ରେ ୧ ଲକ୍ଷରୁ ଅଧିକ ଭକ୍ତ ଆଧ୍ୟାତ୍ମିକ ଭାବରେ ନିଜକୁ ଆଶୀର୍ବାଦର ‘ଭକ୍ତି ପଥେ’ ଅଭିଯାନରେ ତଲ୍ଲୀନ କଲେ

    14450
    Jul 19, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଲଞ୍ଚ ହେଲା NISAR, ଏବେ ଭୂକମ୍ପ-ସୁନାମି ପୂର୍ବରୁ ମିଳିବ ସୂଚନା

    14818
    Jul 30, 2025
  • ରାକ୍ଷୀରେ ଥାଳିରେ ରଖନ୍ତୁ ଏହିସବୁ ଜିନିଷ

    14874
    Jul 30, 2025
  • ଭୟଙ୍କର ଭୂକମ୍ପ, ଥରିଲା କୋଠାବାଡ଼ି

    15198
    Jul 30, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In