Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, June 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ...

  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ...

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ ...

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ...

  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ...

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ...

  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ ...

  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ...

  • ୫୨ ବର୍ଷରେ ପାଦ ଥାପିଲେ ବିଜୟ

ରାଜ୍ୟ
Home ›› ରାଜ୍ୟ ››ଆଉ ଫେରିବେନି ସରୋଜ, ଲୋପାମୁଦ୍ରାଙ୍କ ଆଖିରୁ ଲୁହ ଶୁଖୁନି

ଆଉ ଫେରିବେନି ସରୋଜ, ଲୋପାମୁଦ୍ରାଙ୍କ ଆଖିରୁ ଲୁହ ଶୁଖୁନି

2023-10-05 20:04:19
14821
Share:
Facebook
Twitter
E-Mail
WhatsApp
Telegram
ଆଉ ଫେରିବେନି ସରୋଜ, ଲୋପାମୁଦ୍ରାଙ୍କ ଆଖିରୁ ଲୁହ ଶୁଖୁନି

ଉତ୍ତର ସିକିମ୍‌ର ଲୋନାକ ଲେକ୍‌ ଅଞ୍ଚଳରେ ହୋଇଥିବା ବାଦଲଫଟା ବର୍ଷା ପରେ ତିସ୍ତା ନଦୀ ଅବବାହିକାରେ ଆସିଥିବା ବନ୍ୟାରେ ଭାସିଯାଇ ନିଖୋଜ ହୋଇଯାଇଥିବା ଓଡ଼ିଆ ଯବାନ ସରୋଜ କୁମାର ଦାସ (୨୯) ଶହୀଦ ହୋଇଯାଇଛନ୍ତି। ଗୁରୁବାର ସେନା ପକ୍ଷରୁ ଏ ନେଇ ତାଙ୍କ ପରିବାରକୁ ଖବର ଦିଆଯିବା ପରେ ଢେଙ୍କାନାଳ ଜିଲା ଭୁବନ ବ୍ଲକ ଓ କାମାକ୍ଷାନଗର ଥାନା ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।

ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା ଦିଘି ପଞ୍ଚାୟତ କେନ୍ଦୁଢ଼ିପ ଗାଁରେ ଜନ୍ମଗ୍ରହଣ କରିଥିଲେ ସରୋଜ କୁମାର ଦାସ। ୨୦୧୨ ମସିହାରେ ଭାରତୀୟ ସେନାରେ ଯୋଗ ଦେଇଥିଲେ। ଚଳିତ ବର୍ଷ ଫେବ୍ରୁଆରୀ ୧୧ ତାରିଖରେ ଲୋପାମୁଦ୍ରାଙ୍କୁ ସେ ବୈଦିକ ରୀତିନୀତିରେ ବିବାହ କରିଥିଲେ। ବାହାଘର ପରେ ଚାକିରିକୁ ପଳାଇ ଯାଇଥିଲେ। ରାକ୍ଷୀପୂର୍ଣ୍ଣିମାରେ ଘରକୁ ଆସିଥିଲେ ସରୋଜ।

ସେପ୍ଟେମ୍ବର ୪ ତାରିଖରେ କର୍ମ କ୍ଷେତ୍ରକୁ ଫେରିଯାଇଥିଲେ। ପ୍ରମୋସନ୍‌ ପାଇଥିବାରୁ ସିକ୍କିମ୍‌ରେ ତାଲିମ୍‌ ନେଉଥିଲେ। ୧୫ ଦିନ ତଳେ ତାଙ୍କର ଟ୍ରେନିଂ ସରିଥିଲା।

ମଙ୍ଗଳବାର ସେ ନିଜ ୟୁନିଟ୍‌ର ଅନ୍ୟ ଯବାନଙ୍କ ସହ କାର୍ଯ୍ୟକ୍ଷେତ୍ରକୁ ଯାଇ ଫେରୁଥିବା ବେଳେ ବାଦଲ ଫଟା ବର୍ଷା ଯୋଗୁ ରାସ୍ତାରେ ଅଟକି ରହିଥିଲେ। ଗାଡ଼ି ଭିତରେ ବସିଥିବା ସମୟରେ ସେ ଫୋନ କରି ପରିବାର ଲୋକଙ୍କ ସହ କଥା ହୋଇଥିଲେ। ସେମାନଙ୍କ ଗାଡ଼ି ଆଗକୁ ବଢ଼ିପାରୁ ନ ଥିବା କହିଥିଲେ।

ହେଲେ ବୁଧବାର ସକାଳୁ ତାଙ୍କ ସହ ଆଉ ପରିବାରର ଯୋଗାଯୋଗ ହୋଇପାରି ନ ଥିଲା। ଫୋନ ବନ୍ଦ ଥିଲା। ସେନାର ୨୩ ଯବାନ ନିଖୋଜ ହୋଇଯାଇଥିବା ଟିଭିରୁ ଜଣାପଡ଼ିବା ପରେ ପରିବାର ଲୋକେ ବ୍ୟସ୍ତ ହୋଇ ୟୁନିଟ୍‌ର ଅନ୍ୟ ଯବାନଙ୍କୁ ଫୋନ କରିଥିଲେ। ସେମାନଙ୍କଠାରୁ ସରୋଜଙ୍କ ନିଖୋଜ ସମ୍ପର୍କରେ ଜାଣିବା କ୍ଷଣି ପରିବାର ଉପରେ ଦୁଃଖର ପାହାଡ଼ ଭାଙ୍ଗିପଡିଥିଲା । ଯବାନ ସହିଦ ହୋଇଥିବ ଖବର ପାଇବା ପରେ ପରିବାର ପୂରା ଭାଙ୍ଗି ପଡିଛନ୍ତି । ୭ ମାସ ତଳେ ବିବାହ କରିଥିବା ପତ୍ନୀଙ୍କ ଆଖିରୁ ଲୁହ ଶୁଖୁନି । 

Powered by Froala Editor

Tags saroj

Related articles Odisha News Lens 4.1

  • କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା
    ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13803
    Jun 23, 2026
  • ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ନିର୍ମାଣାଧୀନ ତିନି ମହଲା ଗୋଦାମ ଘର, ୬ ଶ୍ରମିକ ମୃତ

    14653
    Jun 24, 2026
  • ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ
    ଦେଶ-ଦେଶାନ୍ତର

    ଇରାନ କେବେ ଆମେରିକୀୟମାନଙ୍କୁ ବିଶ୍ୱାସ କରିନାହିଁ

    15222
    Jun 23, 2026
  • ୫୨ ବର୍ଷରେ ପାଦ ଥାପିଲେ ବିଜୟ
    ଦେଶ-ଦେଶାନ୍ତର

    ୫୨ ବର୍ଷରେ ପାଦ ଥାପିଲେ ବିଜୟ

    15732
    Jun 22, 2026
  • କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା
    ରାଜନୀତି

    କେନ୍ଦ୍ରମନ୍ତ୍ରୀ ଜର୍ଜ କୁରିଅନ୍‌ଙ୍କ ଇସ୍ତଫା

    15850
    Jun 23, 2026
  • ୨ ଫାଳ ଉଦ୍ଧବସେନା  : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ
    ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14128
    Jun 23, 2026
  • ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15271
    Jun 24, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...
    ଦେଶ-ଦେଶାନ୍ତର

    ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର ...

    14989
    Jun 22, 2026
  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ
    ଦେଶ-ଦେଶାନ୍ତର

    ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14100
    Jun 23, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କଲେ ନିମନ୍ତ୍ରଣ

    15271
    Jun 24, 2026
  • ରାଜନୀତି

    ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14128
    Jun 23, 2026
  • ଦେଶ-ଦେଶାନ୍ତର

    କୋଚିଂ ସେଣ୍ଟରରେ ନିଆଁ ଲାଗି ଜୀଅନ୍ତା ଜଳିଗଲେ ୧୫ ପିଲା

    13803
    Jun 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16942
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17560
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17609
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18006
    Sep 06, 2023

ବିଶେଷ

  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    14944
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15113
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    14974
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15629
    Jun 20, 2026
  • ଅଧିକ ପିଆଜ ଖାଇଲେ କଣ କଣ ହୋଇଥାଏ ଜାଣନ୍ତୁ....

    14494
    Jun 19, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13784
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14874
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15489
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15240
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟେଲିଗ୍ରାମ ଉପରୁ ହଟିଲା ପ୍ରତିବନ୍ଧକ

    14100
    Jun 23, 2026
  • ଅପରାଧୀଙ୍କୁ ମୁଖ୍ୟମନ୍ତ୍ରୀ ଯୋଗୀଙ୍କ କଡ଼ା ଚେତାବନୀ: ଝିଅମାନଙ୍କୁ ଦୁର୍ବ୍ୟବହାର କଲେ ସିଧା ଯମରାଜଙ୍କ ପାଖକୁ ଯିବ

    14989
    Jun 22, 2026
  • ୨ ଫାଳ ଉଦ୍ଧବସେନା : ‘ଅପରେଶନ ଟାଇଗର’ ସମ୍ପୂର୍ଣ୍ଣ

    14128
    Jun 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In