Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ...

  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ...

  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ...

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ...

  • ଫିକା ପଡିବ ସୁନାର ଚମକ

  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ...

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ଅମିତାଭଙ୍କୁ ଅଡୁଆରେ ପକାଇଲା ଫ୍ଲିପକାର୍ଟ ବିଜ୍ଞାପନ

ଅମିତାଭଙ୍କୁ ଅଡୁଆରେ ପକାଇଲା ଫ୍ଲିପକାର୍ଟ ବିଜ୍ଞାପନ

2023-10-05 20:08:03
16754
Share:
Facebook
Twitter
E-Mail
WhatsApp
Telegram
ଅମିତାଭଙ୍କୁ ଅଡୁଆରେ ପକାଇଲା ଫ୍ଲିପକାର୍ଟ ବିଜ୍ଞାପନ

ସିଏଆଇଟି (କନଫେଡେରେସନ୍ ଅଫ ଅଲ ଇଣ୍ଡିଆ ଟ୍ରେଡର୍ସ) ବଲିଉଡର ବିଗ ବି ଅମିତାଭ ବଚ୍ଚନଙ୍କ ବିରୋଧରେ ଅଭିଯୋଗ ନେଇ ଖାଉଟି ବ୍ୟାପାର ମନ୍ତ୍ରାଳୟର ଦ୍ୱାରସ୍ଥ ହୋଇଛି। ଖାଉଟି ବ୍ୟାପାର ମନ୍ତ୍ରାଳୟରେ ସିଏଆଇଟି ଦାଖଲ କରିଥିବା ଅଭିଯୋଗ ପତ୍ରରେ ଉଲ୍ଲେଖ ରହିଛି କି,  ଫ୍ଲିପକାର୍ଡରେ ଏବେ ବିଗ୍‌ ବିଲିୟନ ଡେ ସେଲ୍‌ ଅଫର ଚାଲିଛି। ଏହି ସେଲ ଅବସରରେ ଏକ ମୋବାଇଲର ବିଜ୍ଞାପନରେ ବିଗ୍‌ ବି ଅମିତାଭ ବଚ୍ଚନ ନଜର ଆସିଛନ୍ତି। ଏହି ବିଜ୍ଞାପନ ବିଭ୍ରାନ୍ତିକର ଏବଂ ଦେଶର କ୍ଷୁଦ୍ର ବ୍ୟବସାୟୀଙ୍କ ବିରୋଧୀ ବୋଲି କେନ୍ଦ୍ର ଖାଉଟି ସୁରକ୍ଷା କର୍ତ୍ତୃପକ୍ଷ ବା ସିସିପିଏ ନିକଟରେ ଦର୍ଶାଇଛି ସିଏଆଇଟି ।

ଅମିତାଭ ବଚ୍ଚନ ମୋବାଇଲଗୁଡ଼ିକର ବିଜ୍ଞାପନ କରି କହିଛନ୍ତି, ‘ଏତେ ଶସ୍ତାରେ ମୋବାଇଲ ଅଫ୍‌- ଲାଇନ୍‌ ବଜାରରେ ଗ୍ରାହକମାନେ ପାଇ ପାରିବେ ନାହିଁ।’ ଅମିତାଭଙ୍କ ଏଭଳି ବିଜ୍ଞାପନ ବାଣୀ ଶୁଣି ଅଫ-ଲାଇନ ‌ବଜାରର ମୋବାଇଲ ଦୋକାନୀ ଅସନ୍ତୋଷ ବ୍ୟକ୍ତ କରିଛନ୍ତି।

ଖାଉଟି ସୁରକ୍ଷା ଆଇନ ଅନୁସାରେ ଏହି ବିଜ୍ଞାପନ ବିଭ୍ରାନ୍ତିକର ବାର୍ତ୍ତା ଦେଉଛି ଏବଂ ଫ୍ଲିପକାର୍ଟ ବିରୋଧରେ ଜୋରିମାନା ଧାର୍ଯ୍ୟ ସହ ଅମିତାଭଙ୍କ ଉପରେ ୧୦ ଲକ୍ଷ ଟଙ୍କା ଜୋରିମାନା ପକାଯାଇଛି ।

ସିଏଆଇଟି ମହାସଚିବ ପ୍ରବୀଣ ଖାଣ୍ଡେଲଓ୍ବାଲ କହିଛନ୍ତି- ଖାଉଟି ସୁରକ୍ଷା ଆଇନର ଧାରା ୨(୪୭) ଅନୁସାରେ ଭାରତର ସ୍ମାର୍ଟଫୋନ ବଜାରରେ ସେଲର ଓ ସପ୍ଲାୟରମାନଙ୍କ ଦ୍ବାରା ଉପଲବ୍ଧ ମୋବାଇଲ ଫୋନର ଦର ସମ୍ପର୍କରେ ବିଭ୍ରାନ୍ତିକର ତଥ୍ୟ ଦିଆଯାଇଛି । ଏହି ବିଜ୍ଞାପନକୁ ତୁରନ୍ତ ହଟାଇବା ଲାଗି ଦାବି କରିଛି ସିଏଆଇଟି ।

Powered by Froala Editor

Tags amitabh

Related articles Odisha News Lens 4.1

  • ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା  ‘ଦ ଓଡିସି’
    ମନୋରଞ୍ଜନ

    ବକ୍ସ ଅଫିସରେ ରେକର୍ଡ କଲେକ୍ସନ କଲା ‘ଦ ଓଡିସି’

    13561
    Jul 27, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13670
    Jul 26, 2026
  • ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ
    ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13484
    Jul 27, 2026
  • ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା
    ଦେଶ-ଦେଶାନ୍ତର

    ନିଟ୍‌ ଛାତ୍ରୀଙ୍କ ଫାଶୀ ଲଗାଇ ଆତ୍ମହତ୍ୟା

    14452
    Jul 27, 2026
  • ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ
    ଦେଶ-ଦେଶାନ୍ତର

    ଅଭିଜିତଙ୍କ ପାଇଁ ଶହ ଶହ ବିବାହ ପ୍ରସ୍ତାବ

    15078
    Jul 27, 2026
  • ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ
    ଦେଶ-ଦେଶାନ୍ତର

    ସାଉଦି ଉପରେ ଆକ୍ରମଣ : ବାବ୍ ଏଲ୍-ମାଣ୍ଡେବ ଦେଇ ଜାହାଜ ଯାତାୟାତ ହ୍ରାସ

    15468
    Jul 27, 2026
  • ଫିକା ପଡିବ ସୁନାର ଚମକ
    ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13683
    Jul 27, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...
    ବାଣିଜ୍ୟ

    କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ...

    14361
    Jul 28, 2026
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ
    ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13753
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିକ୍ଷୋଭକାରୀ ଛାତ୍ରଙ୍କ ଉପରକୁ ଗୁଳି କଲେ, ନିଲମ୍ବିତ ହେଲେ କନଷ୍ଟେବଲ

    13484
    Jul 27, 2026
  • ବାଣିଜ୍ୟ

    ଫିକା ପଡିବ ସୁନାର ଚମକ

    13683
    Jul 27, 2026
  • ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13753
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17002
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17607
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17659
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18060
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15735
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15387
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16046
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14297
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14570
    Jul 15, 2026

ବାଣିଜ୍ୟ

କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

ଭୁବନେଶ୍ୱର: ଅଧିକାଂଶ ଲୋକଙ୍କର ବିଶ୍ୱାସ ଯେ ସେମାନେ ପ୍ରତ୍ୟେକ ଦିନ କେବଳ କିଛି ପରିମାଣର ଜଳ ବ୍ୟବହାର କରନ୍ତି । କିନ୍ତୁ ବାସ୍ତବତା ହେଉଛି ଯେ ସକାଳେ ପ୍ରଥମ ଗ୍ଲାସ ପିଇବା ଏବଂ ଖାଦ୍ୟ ପ୍ରସ୍ତୁତି ଠାରୁ ଆରମ୍ଭ କରି ...

  • ଫିକା ପଡିବ ସୁନାର ଚମକ

    13683
    Jul 27, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

    15755
    Jul 23, 2026
  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15928
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15299
    Jul 21, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13753
    Jul 26, 2026
  • ଫିକା ପଡିବ ସୁନାର ଚମକ

    13683
    Jul 27, 2026
  • ହସ୍ପିଟାଲରୁ ସୋନମ ୱାଙ୍ଗଚୁକ ହେଲେ ଡିସଚାର୍ଜ

    13754
    Jul 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In