Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 01, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ...

  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ...

  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ...

  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ ...

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ...

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ...

  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ...

  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ...

ରାଜ୍ୟ
Home ›› ରାଜ୍ୟ ››ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ

ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ

2023-10-06 05:18:23
14758
Share:
Facebook
Twitter
E-Mail
WhatsApp
Telegram
ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାରେ ପୁଣି ୨୫ ସ୍କ୍ରବ ଟାଇଫସ ରୋଗୀ ଚିହ୍ନଟ ହୋଇଛନ୍ତି। ଗତକାଲି ପରୀକ୍ଷା କରାଯାଇଥିବା ୧୦୮ଟି ନମୁନା ମଧ୍ୟରୁ ୨୫ଟି ପିଜିଟିଭ ଚିହ୍ନଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ସୁନ୍ଦରଗଡ଼ ଜିଲ୍ଲାରେ ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା ୩୫୫ରେ ପହଞ୍ଚିଛି। ଏନେଇ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଡାକ୍ତର  କାହ୍ନୁଚରଣ ନାୟକ କହିଛନ୍ତି, ଯଥେଷ୍ଟ ଔଷଧ ମହଜୁଦ ରହିଛି। ଠିକ୍ ସେହି ଚିକିତ୍ସା ଲାଗି ସ୍ଵତନ୍ତ୍ର ଡାକ୍ତରୀ ଦଳ ବି ପ୍ରସ୍ତୁତ ରହିଛନ୍ତି। ଏହି ରୋଗ ଲାଗି ଗାଁ ଗାଁରେ ଲୋକଙ୍କୁ ସଚେତନ କରାଯାଉଛି।

ଗତ ଜାନୁ୍ଆରି ମାସରୁ ଆଜିର ତାରିଖ ଯାଏ ୩୫୫ ଜଣ ସ୍କ୍ରବ୍‌ ଟାଇଫସ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ବଡ଼ଗାଁ ଅଞ୍ଚଳର ଜଣେ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆଇସିୟୁରେ ଭର୍ତ୍ତି ହୋଇଥିଲେ। ଅନ୍ୟ ସମସ୍ତ ଆକ୍ରାନ୍ତ ସୁସ୍ଥ ଥିବା ସ୍ବାସ୍ଥ୍ୟ ବିଭଗ ସୂଚନା ଦିଆଯାଇଛି।

ଜିଲ୍ଲାର ସଦର ବ୍ଲକ୍‌ ମଝାପଡ଼ା ଓ ବାଲିଶଙ୍କରା ବ୍ଲକରୁ ଅଧିକ ରୋଗୀ ଚିହ୍ନଟ ହୋଇଥିଲେ। ଏହି ରୋଗ କୀଟ ଦଂଶନରୁ ହେଉଥିବାରୁ ଜଙ୍ଗଲ ତଥା ବିଲବାଡ଼ିକୁ ଯିବା ସମୟରେ ସମ୍ପୂର୍ଣ ଶରୀରକୁ ଘୋଡ଼ାଇ ରଖିବାକୁ ସ୍ବାସ୍ଥ୍ୟ ବିଭାଗ ପରାମର୍ଶ ଦେଇଛି। ଏହି ରୋଗକୁ ନିୟନ୍ତ୍ରଣ କରିବା ପାଇଁ ଜିଲ୍ଲା ମୁଖ୍ୟ ଡାକ୍ତରଖାନା ଓ ରାଉରକେଲା ସରକାରୀ ଡାକ୍ତରଖାନାରେ ଔଷଧ, ପରୀକ୍ଷା ବ୍ୟବସ୍ଥା ରହିଥିବା ସୂଚନା ଦେଇଛନ୍ତି ଭାରପ୍ରାପ୍ତ ସିଡିଏମଓ ଡ. କାହ୍ନୁଚରଣ ନାୟକ। ସେପଟେ ସ୍ବାସ୍ଥ୍ୟ ବିଭାଗର ସଚେତନତା  ଲୋକଙ୍କ ପାଖରେ ପହଞ୍ଚି ପାରୁନଥିବା ଅଭିଯୋଗ ରହିଛି।

Powered by Froala Editor

Tags scrub tiforce

Related articles Odisha News Lens 4.1

  • ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ
    ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15702
    Jul 31, 2026
  • ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ
    ଦେଶ-ଦେଶାନ୍ତର

    ଆତଙ୍କବାଦୀ ଆକ୍ରମଣରେ ଚାଲିଗଲା ୨ ଶ୍ରମିକଙ୍କ ଜୀବନ

    14411
    Aug 01, 2026
  • ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କୁ ଏମିତି କହିଲେ ଅଭିନେତା ସୁଦେଶ ବେରୀ

    15116
    Aug 01, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ
    ବିଶେଷ

    ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14306
    Jul 31, 2026
  • ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର
    ଦେଶ-ଦେଶାନ୍ତର

    ଅଗଷ୍ଟ ପହିଲାରୁ ଶସ୍ତା ହେଲା ଗ୍ୟାସ ସିଲିଣ୍ଡର ଦର

    14741
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...
    ବାଣିଜ୍ୟ

    ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ...

    14050
    Jul 31, 2026
  • ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...
    ରାଜନୀତି

    ଓଡ଼ିଶା ବିଜେପିର ଚାପରେ ଗେରୁଆ ହୋଇଗଲା ଭାରତୀୟ ହକିର ଜର୍ସି। ନବୀନ କଲେ କଡ଼ା ...

    15509
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା
    ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14311
    Jul 31, 2026
  • ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...
    ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ...

    14318
    Jul 30, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14311
    Jul 31, 2026
  • ଦେଶ-ଦେଶାନ୍ତର

    ଭୁଶୁଡ଼ିଲା ୪ ମହଲା କୋଠା, ଚାଲିଗଲା ୭ ଜୀବନ

    15702
    Jul 31, 2026
  • ଦେଶ-ଦେଶାନ୍ତର

    ୧୧ କୋଟି ଟଙ୍କାର ମାନହାନି ମାମଲା ରୁଜୁ ସହ ଆପତ୍ତିଜନକ ପୋଷ୍ଟ ହଟାଇବାକୁ ଆବେଦନ କଲେ ନିତିନ୍ ଗଡ଼କରୀ

    14318
    Jul 30, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17011
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17616
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17669
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18070
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14306
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14354
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    15977
    Jul 27, 2026
  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15863
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15517
    Jul 22, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

ବେଦାନ୍ତ ଆଲୁମିନିୟମର ତୀରନ୍ଦାଜୀ ତାଲିମ କାର୍ଯ୍ୟକ୍ରମରେ କ୍ଷୀରୋଦ କୁମାର ଏବଂ ଓଙ୍କାର ମାଝୀ ଗତ ଚାରି ବର୍ଷ ଧରି ପ୍ରଶିକ୍ଷଣ ନେଉଛନ୍ତି

ଭୁବନେଶ୍ୱର 01.08.2026: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ ...

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14050
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14122
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15030
    Jul 28, 2026
  • ଫିକା ପଡିବ ସୁନାର ଚମକ

    14130
    Jul 27, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14050
    Jul 31, 2026
  • ବାଂଲାଦେଶୀ ଲେଖିକା ତସଲିମା ନସରିନ୍‌ ଫେରିଲେ କୋଲକାତା

    14311
    Jul 31, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    13774
    Aug 01, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In