Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, March 05, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ...

  • ଆମେରିକା କଲା ଏହି ଶକ୍ତିଶାଳୀ ...

  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ...

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର

  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ...

  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ...

  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ...

  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ...

  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ...

Home ›› ›› ମୁହାଁମୁହିଁ ହେଲେ କ୍ୟାପିଟାଲ୍ ହସ୍ପିଟାଲ୍‌ କର୍ତ୍ତୃପକ୍ଷ- ଶିଶୁ ବଦଳ ଅଭିଯୋଗକାରୀ ବାପା

ମୁହାଁମୁହିଁ ହେଲେ କ୍ୟାପିଟାଲ୍ ହସ୍ପିଟାଲ୍‌ କର୍ତ୍ତୃପକ୍ଷ- ଶିଶୁ ବଦଳ ଅଭିଯୋଗକାରୀ ବାପା

2023-10-07 05:33:39
14134
Share:
Facebook
Twitter
E-Mail
WhatsApp
Telegram
 ମୁହାଁମୁହିଁ ହେଲେ କ୍ୟାପିଟାଲ୍ ହସ୍ପିଟାଲ୍‌ କର୍ତ୍ତୃପକ୍ଷ- ଶିଶୁ ବଦଳ ଅଭିଯୋଗକାରୀ ବାପା

ଭୁବନେଶ୍ବର: କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ମାମଲା ଏବେ ନୂଆ ମୋଡ଼ ନେଇଛି। ଡିଏନ୍‌ଏ ପରୀକ୍ଷାରେ ପୁଅ ନୁହେଁ ବରଂ ଝିଅ ଜନ୍ମ ହୋଇଥିବା ସ୍ପଷ୍ଟ ହେବା ପରେ ହସ୍ପିଟାଲ କର୍ତୃପକ୍ଷ ଏବେ ସଂପୃକ୍ତ ଅଭିଯୋଗକାରୀଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତ ହେଉଛନ୍ତି। ଅନ୍ୟ ପକ୍ଷରେ ସଂପୃକ୍ତ ଶିଶୁଙ୍କ ବାପା ମଧ୍ୟ ପାଲଟା ଅଭିଯୋଗ କରିବା ସହିତ ଭୁଲ୍‌ ତଥ୍ୟ ଦେଇଥିବାରୁ ଆଇନର ଆଶ୍ରୟ ନେବି ବୋଲି କହିଛନ୍ତି। ଏସବୁକୁ ନେଇ ରାଜ୍ୟର ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଏକପ୍ରକାର ଆଲୋଡ଼ନ ସୃଷ୍ଟି ହୋଇଛି।

ଗତମାସ ୨୬ ତାରିଖରେ କ୍ୟାପିଟାଲ ହସ୍ପିଟାଲରେ ପ୍ରାଣକୃଷ୍ଣ ବିଶ୍ବାଳଙ୍କର ଏକ ପୁଅ ଜନ୍ମ ହୋଇଛି ବୋଲି ମହିଳା ଆଟେଣ୍ଡାଣ୍ଟ୍‌ କହିଥିଲେ। ହେଲେ ତାଙ୍କୁ ଝିଅ ଦିଆଯାଇଥିଲା ବୋଲି ପ୍ରାଣକୃଷ୍ଣ ଅଭିଯୋଗ କରିଥିଲେ। ଠିକ୍ ଏହି ସମୟରେ ଅନ୍ୟ ଜଣେ ମହିଳା ପୁଅ ଜନ୍ମ ଦେଇଥିବାରୁ ଏହାକୁ ନେଇ ବିବାଦ ଆରମ୍ଭ ହୋଇଥିଲା। ମହିଳା ଆଟେଣ୍ଡାଣ୍ଟ୍‌ଙ୍କ କଥାକୁ ଧରି ଅଡ଼ି ବସିଥିଲେ ପ୍ରାଣକୃଷ୍ଣ। ପରେ ଏହାକୁ ନେଇ କ୍ୟାପିଟାଲ ଥାନାର ଦ୍ବାରସ୍ଥ ହୋଇଥିଲେ। ଡିଏନ୍‌ଏ ପରୀକ୍ଷା କରିବା ପାଇଁ ଜିଦ୍ ଧରିଥିଲେ। ଡିଏନ୍‌ଏ ପରୀକ୍ଷା ପାଇଁ କୋର୍ଟ ଅନୁମତି ଦେବା ପରେ ଗତ ସୋମବାର ମା’ ଓ ନବଜାତ ଶିଶୁର ରକ୍ତ ନମୁନା ସଂଗ୍ରହ ହୋଇଥିଲା। ଡିଏନ୍‌ଏ ରିପୋର୍ଟରେ ପ୍ରାଣକୃଷ୍ଣଙ୍କ ଝିଅ ହୋଇଥିବା ସ୍ପଷ୍ଟ ‌ହୋଇଥିଲା। ଅନ୍ୟପକ୍ଷରେ ଶିଶୁ ଅଦଳବଦଳ ଅଭିଯୋଗ ପରେ ହସ୍ପିଟାଲ କର୍ତୃପକ୍ଷ ମଧ୍ୟ ମହିଳା ଆଟେଣ୍ଡାଣ୍ଟ୍‌ଙ୍କୁ ତରବରିଆ ଭାବେ ନିଲମ୍ବିତ କରିଥିଲେ।

ଏହି ଘଟଣାକୁ ନେଇ ଏବେ ହସ୍ପିଟାଲ କର୍ତୃପକ୍ଷ କ୍ଷୁବ୍ଧ ହୋଇଛନ୍ତି। କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଡା.ଲକ୍ଷ୍ମୀଧର ସାହୁ କହିଛନ୍ତି, ହସ୍ପିଟାଲ ଗୁଣବତ୍ତା ଅକ୍ଷୁର୍ଣ୍ଣ ରଖିବା ଲାଗି ସବୁପ୍ରକାର ବ୍ୟବସ୍ଥା କରାଯାଉଛି। ଏଥିପାଇଁ ହସ୍ପିଟାଲକୁ ଏନ୍‌କ୍ବାସ୍, ଲକ୍ଷ୍ୟ ଓ କାୟାକଳ୍ପ ସାର୍ଟିଫିକେଟ୍ ମିଳିଛି। ପ୍ରତ୍ୟେକ ଦିନ ୩୦ଟି ଓ ମାସକୁ ୧ହଜାର ଶିଶୁଙ୍କ ପ୍ରସବ କରାଯାଉଛି। ଏଥିପାଇଁ ସମସ୍ତ ପଦକ୍ଷେପ ନିଆଯାଉଛି। ମହିଳା ଆଟେଣ୍ଡାଣ୍ଟ୍‌ ଜଣକ ମଧ୍ୟ ଶିଶୁଙ୍କ ବାପାଙ୍କୁ ଝିଅ ଜନ୍ମ ହୋଇଥିବା କହିଥିଲେ। ମାତ୍ର ଲୋକ ଜଣକ ଠିକ୍ ଭାବେ ଶୁଣି ନାହାନ୍ତି କିମ୍ବା ମାନସିକ ଭାବେ ପୁଅ ଜନ୍ମ ହେବ ବୋଲି ଭାବିଥିବାରୁ ଏଭଳି ପରିସ୍ଥିତି ସୃଷ୍ଟି ହୋଇଥିଲା। ଝିଅ ଜନ୍ମ ହେବାର ଅଧ ଘଣ୍ଟା ପରେ ପୁଅ ଜନ୍ମ ହୋଇଥିଲା। ଶିଶୁଟିଏ ଜନ୍ମ ହେବା ପରେ ତାଙ୍କ ମା’ଙ୍କୁ ସୂଚନା ଦିଆଯାଏ, ଫୁଟ୍‌ ପ୍ରିଣ୍ଟ ରଖାଯିବା ସହିତ ଉପସ୍ଥିତ ଷ୍ଟାଫ୍‌ମାନେ ଆବଶ୍ୟକ କାଗଜପତ୍ରରେ ଉଲ୍ଲେଖ କରିଥାନ୍ତି। ଯଦି ଶିଶୁଟି ଗୁରୁତର ନ ଥାଏ ତାହାଲେ ଏକ ଟ୍ୟାଗ୍ ଲଗାଯିବ। ହସ୍ପିଟାଲରେ ଏଭଳି ଭୁଲ୍‌ କେବେ ହେବନାହିଁ। ଏହା ଏକ ବ୍ୟାବସାୟିକ ସେଣ୍ଟର ନୁହେଁ। ତେଣୁ ସରକାରଙ୍କୁ ଅସୁବିଧାରେ ପକାଉଥିବା ଓ ହସ୍ପିଟାଲକୁ ବଦନାମ କରୁଥିବା ବ୍ୟକ୍ତିଙ୍କୁ ଦୃଢ଼ ହସ୍ତରେ ଦମନ କରାଯିବାର ଆବଶ୍ୟକତା ରହିଛି। ଏ ଦୃଷ୍ଟିରୁ ସଂପୃକ୍ତ ବ୍ୟକ୍ତିଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ।

ଅପରପକ୍ଷରେ ନବଜାତକଙ୍କ ବାପା ପ୍ରାଣକୃଷ୍ଣ ବିଶ୍ବାଳ ମଧ୍ୟ କ୍ୟାପିଟାଲ ହସ୍ପିଟାଲ ବିରୋଧରେ ମାମଲା ଦାୟର କରିବେ ବୋଲି ଧମକ ଦେଇଛନ୍ତି। ପାଣକୃଷ୍ଣ କହିଛନ୍ତି, ହସ୍ପିଟାଲର ଭୁଲ୍‌ ତଥ୍ୟ ପାଇଁ ତାଙ୍କ ସମୟ ବରବାଦ ହୋଇଛି। ଅନେକ ଦିନ ହେବ ସେ ହଇରାଣ ହେଉଛନ୍ତି। ତେଣୁ ଆଇନର ଆଶ୍ରୟ ନେବି ବୋଲି ସେ ସୂଚନା ଦେଇଛନ୍ତି। ତେବେ ଏସବୁ ଭିତରେ ନିଲମ୍ବିତ ହୋଇଥିବା ମହିଳା ଆଟେଣ୍ଡାଣ୍ଟଙ୍କ ନିଲମ୍ବନ ଆଦେଶକୁ ହସ୍ପିଟାଲ କର୍ତୃପକ୍ଷ ହଟାଇ ଦେଇଛନ୍ତି। ତାଙ୍କୁ ପୁନର୍ବାର କାର୍ଯ୍ୟରେ ଯୋଗଦେବା ପାଇଁ କୁହାଯାଇଛି। ଖୁବ୍‌ଶୀଘ୍ର ସେ ହସ୍ପିଟାଲ‌କୁ ଫେରିବେ ବୋଲି ସୂଚନା ମିଳିଛି।

Powered by Froala Editor

Tags Capital hospital

Related articles Odisha News Lens 4.1

  • ନାମାଙ୍କନ ଦାଖଲ କଲେ ନୀତିଶ କୁମାର
    ଦେଶ-ଦେଶାନ୍ତର

    ନାମାଙ୍କନ ଦାଖଲ କଲେ ନୀତିଶ କୁମାର

    14867
    Mar 05, 2026
  • ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ
    ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14685
    Mar 05, 2026
  •  ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ
    ବିଶେଷ

    ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14368
    Mar 05, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...
    ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ...

    13661
    Mar 05, 2026
  • ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ
    ଦେଶ-ଦେଶାନ୍ତର

    ମହାରାଷ୍ଟ୍ରରୁ ବିଜେପି ରାଜ୍ୟସଭା ପାଇଁ ୪ ଜଣ ପ୍ରାର୍ଥୀଙ୍କ ନାମ ମନୋନୀତ

    15221
    Mar 04, 2026
  • ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ
    ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14818
    Mar 03, 2026
  • ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ
    ଦେଶ-ଦେଶାନ୍ତର

    ଆମେରିକା ଗଭୀର ଅନୁତାପ କରିବ: ବୈଦେଶିକ ମନ୍ତ୍ରୀ

    14853
    Mar 05, 2026
  • ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ
    ଦେଶ-ଦେଶାନ୍ତର

    ଲାଗିରହିଛି ଯୁଦ୍ଧ: ଭାରତୀୟ ସେୟାର ବଜାରରେ ଭୂକମ୍ପ, ଷ୍ଟକ୍ ମୂଲ୍ୟରେ ଦ୍ରୁତ ହ୍ରାସ

    15231
    Mar 04, 2026
  • ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି
    ଦେଶ-ଦେଶାନ୍ତର

    ଏହି କାରଣରୁ ଧୋନୀଙ୍କୁ ନୋଟିସ ଜାରି

    14297
    Mar 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆମେରିକା କଲା ଏହି ଶକ୍ତିଶାଳୀ କ୍ଷେପଣାସ୍ତ୍ରର ପରୀକ୍ଷଣ

    14685
    Mar 05, 2026
  • ଦେଶ-ଦେଶାନ୍ତର

    ସୁରକ୍ଷିତ ଭାବେ ଭାରତ ଫେରିଲେ ପିଭି ସିନ୍ଧୁ

    14818
    Mar 03, 2026
  • ବାଣିଜ୍ୟ

    ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ...

    13661
    Mar 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17361
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17428
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17774
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16246
    Apr 03, 2021

ବିଶେଷ

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14368
    Mar 05, 2026
  • ଗ୍ରହଣ ଦିନ ଜନ୍ମିତ ଶିଶୁ ହୋଇଥାନ୍ତି ଏମିତି

    14845
    Mar 03, 2026
  • ନିୟମିତ ମିଶ୍ରି ଖାଇଲେ ଦୃଷ୍ଟିଶକ୍ତିଜନିତ ସମସ୍ୟା କମିଥାଏ

    14055
    Mar 02, 2026
  • ଅଜୀର୍ଣ୍ଣ ସମସ୍ୟାର ସମ୍ମୁଖୀନ ହେଉଥିଲେ ଆପଣାନ୍ତୁ ଏହି ଉପାୟ....

    15034
    Feb 28, 2026
  • ଖାଲି ପେଟରେ ଉଷୁମ ପାଣି ପିଇଲେ ମିଳେ ଏହିସବୁ ଲାଭ

    14656
    Feb 27, 2026

ବାଣିଜ୍ୟ

ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

ଭୁବନେଶ୍ୱର: ଦି ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ (ୟୁଡବ୍ଲୁ୍ଏ) ଏବଂ ସାଇନ୍ସ ଆଣ୍ଡ୍‌ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ (ଅଫିସ ଅଫ୍‌ ଦି ପ୍ରିନସିପାଲ ସାଇଣ୍ଟିଫିକ ...

  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15667
    Feb 23, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    15125
    Feb 09, 2026
  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14977
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14490
    Feb 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହଠାତ୍ ଭୋକ ଲାଗିବା ବନ୍ଦ ହେଉଥିଲେ, ହୋଇପାରେ ସାଂଘାତିକ ରୋଗ

    14368
    Mar 05, 2026
  • ଇରାନୀୟ ଜାହାଜ ଉପରେ ଆକ୍ରମଣ: ୧୦୧ ନିଖୋଜ, ୭୮ ଆହତ

    15549
    Mar 04, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    13661
    Mar 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In