Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, March 28, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଓଜନ କମାଇବାର ସହଜ ଉପାୟ

  • ଭାରତ ସହିତ ମିଶି କାମ କରିବାକୁ ଖୁବ ...

  • ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ...

  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ...

  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ...

  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ...

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ...

  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଚିତ୍ତରଞ୍ଜନ ତ୍ରିପାଠୀ

ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଚିତ୍ତରଞ୍ଜନ ତ୍ରିପାଠୀ

2023-10-07 09:37:44
15664
Share:
Facebook
Twitter
E-Mail
WhatsApp
Telegram
ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଚିତ୍ତରଞ୍ଜନ ତ୍ରିପାଠୀ


ନୂଆଦିଲ୍ଲୀ : ନ୍ୟାସନାଲ ସ୍କୁଲ ଅଫ ଡ୍ରାମାର ନୂତନ ନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କଲେ ଚିତ୍ତରଞ୍ଜନ ତ୍ରିପାଠୀ । ଉଭୟ ବଲିଉଡ୍‌ ଓ ଓଲିଉଡରେ କାମ କରୁଛନ୍ତି  ଚିତ୍ତରଞ୍ଜନ ତ୍ରିପାଠୀ । ଜଣେ ଜଣାଶୁଣା ଅଭିନେତା, ନିର୍ଦ୍ଦେଶକ ତଥା ପ୍ରଯୋଜକ ଭାବେ ଢେର କାମ କରିଛନ୍ତି ଚିତ୍ତରଞ୍ଜନ ତ୍ରିପାଠୀ ।
ଖବର ଅନୁଯାୟୀ, ୧୯୭୧ ମସିହାରେ ଭଦ୍ରକ ଜିଲ୍ଲା  ଚାନ୍ଦବାଲିରେ ଜନ୍ମିତ ଶ୍ରୀ ତ୍ରିପାଠୀ ଓଡ଼ିଆ ଏବଂ ହିନ୍ଦୀ ଭାଷାରେ ଓଲିଉଡ  ଏବଂ ବଲିଉଡରେ କାମ କରୁଛନ୍ତି । ବଲିଉଡରେ  ଅଭିନୟ ସହ ନିର୍ଦ୍ଦେଶକ ଭାବେ କାର୍ୟ୍ୟ କରୁଛନ୍ତି ।  ୨୦୧୫ରେ ପ୍ରଥମ ଥର ପାଇଁ ଫିଲ୍ମ ‘ତେରା  ମେରା ତେଢ଼ା ମେଢ଼ା’ ମାଧ୍ୟମରେ ବଲିଉଡରେ  ନିର୍ଦ୍ଦେଶନା ଦେଇଥିଲେ । ନାଟକ ତଥା ମଞ୍ଚକଳାର  ଉନ୍ନତି ପାଇଁ ନୂଆଦିଲ୍ଲୀରେ ‘ସୂତ୍ରଧର’ ନାଟ୍ୟ  ଦଳ ଗଢ଼ି ଦୀର୍ଘ ୨୬ ବର୍ଷରୁ ଅଧିକ ସମୟ  ହେବ ସାଧନାକୁ ଜାରି ରଖିଛନ୍ତି । ଓଟିଟି ପ୍ଲାଟ୍‌ଫର୍ମ  ନେଟ୍‌ଫ୍ଲିକ୍ସର ‘ସାକ୍‌ରେଡ୍‌ ଗେମ୍ସ’ ସିରିଜ୍‌ରେ  ତ୍ରିବେଦୀ ଭୂମିକା ପାଇଁ ସେ ବେଶ୍‌ ପରିଚିତ ।  ୨୦୦୭ରେ ଶ୍ରୀ ତ୍ରିପାଠୀ ଓଡ଼ିଆ ଚଳଚ୍ଚିତ୍ର  ଦୁନିଆରେ ପାଦ ରଖିଲେ । ନିର୍ମାଣ କଲେ ଓଡ଼ିଆ  ସିନେମା ‘ଧଉଳି ଏକ୍ସପ୍ରେସ୍‌’ । ଚଳଚ୍ଚିତ୍ରଟି ୩ଟି  ବର୍ଗରେ ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର  ପାଇଥିଲା । ୨୦୦୯ରେ ସେ ଆଉ ଏକ ଚଳଚ୍ଚିତ୍ର  କରଥିଲେ ‘ମୁଖ୍ୟମନ୍ତ୍ରୀ’ । ଏହାସହ ୫୦ରୁ  ଅଧିକ ମଞ୍ଚ ନାଟକ କରିଛନ୍ତି । ବିଭିନ୍ନ ନାଟକରେ  ୫୦୦ ସଙ୍ଗୀତର ସଂଯୋଜନା କରିଛନ୍ତି । 
୨୦୦୭ରେ ‘ଧଉଳି ଏକ୍ସପ୍ରେସ୍‌’ ପାଇଁ ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ସିନେମା, ଶ୍ରେଷ୍ଠ ସଙ୍ଗୀତ ନିର୍ଦ୍ଦେଶକ ଓ ଶ୍ରେଷ୍ଠ କଣ୍ଠଶିଳ୍ପୀ ଏବଂ ୨୦୧୬ରେ ସିନେମା ‘ଲଭ୍‌ ୟୁ ଜେସିକା’ ପାଇଁ ଶ୍ରେଷ୍ଠ କମେଡିଆନ୍‌ ଭାବେ ପୁରସ୍କାର ପାଇଛନ୍ତି । ଏଥିସହ ‘ପ୍ରେମ୍‌ କୁମାର- ସେଲ୍ସମ୍ୟାନ୍‌ ଅଫ୍‌ ଦ ଇଅର’, ‘୪ ଇଡିଅଟ୍‌ସ’, ‘ନିମ୍‌କି’, ‘ଅଦୃଶ୍ୟମ୍‌’ ଭଳି ଅନେକ ଓଡ଼ିଆ ସିନେମା ସହ ହିନ୍ଦୀ ସିନେମା ‘ଦିଲ୍ଲୀ-୬’, ‘ଫାଣ୍ଟମ୍‌’, ‘ଶାନ୍‌ଦାର୍‌’, ‘ପ୍ରମୋଦ ଗୁପ୍ତା ଜେ.ଇ.’, ‘ଶୁଭ ମଙ୍ଗଳ ସାବଧାନ’, ‘ମୁକ୍କାବାଜ’, ‘କାନପୁରିୟା’, ‘ଇନ୍ଦୁ କି ଜୱାନୀ’, ‘ଦଶ୍‌ବୀ’ ସହ ଟେଲି ପରଦା, ଓଟିଟି ପାଇଁ ‘ଏମ୍‌.ଓ.ଏମ୍‌- ମିଶନ୍‌ ଓଭର ମାର୍ସ’, ‘ରକ୍ତାଞ୍ଚଳ’, ‘ରନ୍‌ୱେ ଲୁଗାଇ’, ‘ଫର୍ଜି’ ପ୍ରମୁଖରେ ଅଭିନୟ କରିଛନ୍ତି । ଟିଭି ଧାରାବାହିକ ‘ଜାନେ ପେହେଚାନେ ସେ ଅଜ୍‌ନବି’, ‘ମାନୋ ନା ୟା ନା ମାନୋ’, ‘ୟେ ଇସ୍କ ହୈ’, ‘ଢ଼ୁଣ୍ଡ୍‌ ଲେଗି ମଞ୍ଜିଲ’ ଏବଂ ‘ସାବ୍‌ଧାନ ଇଣ୍ଡିଆ’ରେ ସୁନ୍ଦର ଅଭିନୟ ମଧ୍ୟ କରିଛନ୍ତି ।

Powered by Froala Editor

Tags Nsd director

Related articles Odisha News Lens 4.1

  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି
    ଦେଶ-ଦେଶାନ୍ତର

    ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15311
    Mar 26, 2026
  • ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....
    ଦେଶ-ଦେଶାନ୍ତର

    ଲକଡାଉନ ଗୁଜବର ଜବାବ ଦେଲେ ନିର୍ମଳା ସୀତାରମଣ, କହିଲେ ଏହା....

    14229
    Mar 27, 2026
  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା
    ଦେଶ-ଦେଶାନ୍ତର

    ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13867
    Mar 28, 2026
  • ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...
    ଦେଶ-ଦେଶାନ୍ତର

    ବାଲେନ ଶାହଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ, ଗିରଫ ହେଲେ ପୂର୍ବତନ ପ୍ରଧାନମନ୍ତ୍ରୀ ...

    15015
    Mar 28, 2026
  • ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ
    ଦେଶ-ଦେଶାନ୍ତର

    ନେପାଳର ନୂଆ ପ୍ରଧାନମନ୍ତ୍ରୀ ଭାବରେ ଶପଥ ଗ୍ରହଣ କଲେ ବାଲେନ ଶାହ

    13834
    Mar 27, 2026
  • ଓଜନ କମାଇବାର ସହଜ ଉପାୟ
    ବିଶେଷ

    ଓଜନ କମାଇବାର ସହଜ ଉପାୟ

    15495
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା
    ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14951
    Mar 27, 2026
  • ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ
    ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14704
    Mar 27, 2026
  •  ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ
    ଦେଶ-ଦେଶାନ୍ତର

    ଇଞ୍ଜିନରେ ଯାନ୍ତ୍ରିକ ତ୍ରୁଟି, ଜରୁରୀ ଅବତରଣ କଲା ଇଣ୍ଡିଗୋ ଏୟାରଲାଇନ୍ସର ବିମାନ

    14409
    Mar 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଓଜନ କମାଇବାର ସହଜ ଉପାୟ

    15495
    Mar 28, 2026
  • ଦେଶ-ଦେଶାନ୍ତର

    ବନ୍ଦେ ଭାରତ ଯାତ୍ରୀଙ୍କ ଦହି ପ୍ୟାକେଟରେ ପୋକ, ୫୦ ଲକ୍ଷ ଟଙ୍କାର ଜୋରିମାନା ଲାଗୁ

    14704
    Mar 27, 2026
  • ବିଶେଷ

    ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14951
    Mar 27, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17388
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17452
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17802
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16272
    Apr 03, 2021

ବିଶେଷ

  • ଓଜନ କମାଇବାର ସହଜ ଉପାୟ

    15495
    Mar 28, 2026
  • ଘରର ଛାତକୁ ସବୁବେଳେ ରଖନ୍ତୁ ସଫାସୁତୁରା

    14951
    Mar 27, 2026
  • କେଉଁ ତ୍ଵଚା ପାଇଁ ମୁଲତାନି ମିଟ୍ଟି ବ୍ୟବହାର କରିବେ ଜାଣନ୍ତୁ....

    15381
    Mar 25, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15025
    Mar 23, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    14007
    Mar 22, 2026

ବାଣିଜ୍ୟ

ସୁନା୬,୭୦୦ ଟଙ୍କା କମିଲା

ଘରୋଇ ଫ୍ୟୁଚର୍ସ ବଜାରରେ ସୁନା ଏବଂ ରୂପାର ମୂଲ୍ୟରେ ହ୍ରାସ ହୋଇଛି । ସୋମବାର, ୨୩  ରିପୋର୍ଟ ଲେଖାଯିବା ସମୟରେ, ସୁନା ଫ୍ୟୁଚର୍ସ ମଲ୍ଟି କମୋଡିଟି ଏକ୍ସଚେଞ୍ଜ (MCX) ରେ ପ୍ରାୟ ୬,୭୦୬ ହ୍ରାସ ପାଉଥିଲା।

MCX ରେ, ସୁନା ୧,୪୦,୧୫୮ (ପ୍ରତି ୧୦ ଗ୍ରାମ) ରେ ଖୋଲିଥିଲା। ପୂର୍ବ MCX ରେ ସୁନା ୧,୪୪,୪୯୨ ରେ କା ...

  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15024
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15531
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13829
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14271
    Mar 05, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଭାରତ ସହିତ ମିଶି କାମ କରିବାକୁ ଖୁବ ଆଗ୍ରହୀ: ବାଲେନ୍ଦ୍ର ଶାହା

    13867
    Mar 28, 2026
  • ସୋସିଆଲ ମିଡିଆ ବ୍ୟବହାର ପାଇଁ ବାଧ୍ୟତାମୂଳକ ହେବ କେଓ୍ବାଇସି

    15311
    Mar 26, 2026
  • ସାହସିକତା ଯବାନଙ୍କ ପାଇଁ ଭାରତୀୟ ରେଲୱେ ପକ୍ଷରୁ ଦେୟମୁକ୍ତ ଯାତ୍ରା

    15384
    Mar 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In