Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ରାଘବ ଚଢାଙ୍କୁ ପଟିଆଲା କୋର୍ଟରୁ ଝଟକା, ସରକାରୀ ବଙ୍ଗଳା ଖାଲି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ରାଘବ ଚଢାଙ୍କୁ ପଟିଆଲା କୋର୍ଟରୁ ଝଟକା, ସରକାରୀ ବଙ୍ଗଳା ଖାଲି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

2023-10-07 10:33:00
14785
Share:
Facebook
Twitter
E-Mail
WhatsApp
Telegram
ରାଘବ ଚଢାଙ୍କୁ ପଟିଆଲା କୋର୍ଟରୁ ଝଟକା, ସରକାରୀ ବଙ୍ଗଳା ଖାଲି କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ: ରାଜ୍ୟସଭା ସାଂସଦ ରାଘବ ଚଢାଙ୍କୁ ଦିଲ୍ଲୀ ପଟିଆଲା କୋର୍ଟରୁ ଝଟକା । ସରକାରୀ ବଙ୍ଗଳା ଖାଲି କରିବାକୁ ରାଘବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପଟିଆଲା କୋର୍ଟ । ଟାଇପ-୭ ବଙ୍ଗଳାକୁ ନେଇ ରାଜ୍ୟସଭା ସଚିବାଳୟ ଓ ରାଘବଙ୍କୁ ନେଇ ଚାଲିଥିବା ବିବାଦର ଶୁଣାଣି କରି ଏହି ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ । ଅନ୍ୟପଟେ ରାଜ୍ୟସଭା ସଚିବାଳୟ ଦ୍ୱାରା ଆବଣ୍ଟିତ ସରକାରୀ ଆବାସକୁ ରଦ୍ଦ କରିଯିବା ନେଇ ପ୍ରତିକ୍ରୟା ପ୍ରକାଶ କରିଛନ୍ତି  ରାଘବ ଚଢା । ବିନା ସୂଚନାରେ ବଙ୍ଗଳା ରଦ୍ଦ କରି ବିଜେପି ତାଙ୍କ ବିରୋଧରେ ଷଡଯନ୍ତ୍ର କରିଛି ବୋଲି ସେ ଅଭିଯୋଗ କରିଛନ୍ତି । ରାଜ୍ୟସଭାରେ ୭୦ ବର୍ଷରୁ ଅଧିକ ବର୍ଷର ଇତିହାସରେ ଏଭଳି ଘଟଣା ପ୍ରଥମଥର ଘଟିଥିବା ସେ କହିଛନ୍ତି ।

ରାଘବଙ୍କୁ ଦିଲ୍ଲୀର ପାଣ୍ଡରା ରୋଡରେ ଯେଉଁ ଟାଇପ-୭ ବଙ୍ଗଳା ଦିଆଯାଇଥିଲା ତାହାକୁ ଗତ ମାର୍ଚ୍ଚରେ ରଦ୍ଦ କରିଥିଲା ରାଜ୍ୟସଭା ସଚିବାଳୟ । ପ୍ରଥମ ଥରର ସାଂସଦମାନଙ୍କୁ ଯେଉଁ ଘର ଦିଆଯାଇଥାଏ ତାହାଠାରୁ ଅଧିକ ମାନର ଟାଇପ-୭ ଘର ଦିଆଯାଇଥିଲା ବୋଲି ସଚିବାଳୟ ପକ୍ଷରୁ କୁହାଯାଇଥିଲା । ଏହା ସହ ତାଙ୍କୁ ଆଉ ଏକ କ୍ବାର୍ଟର୍ସ ଦିଆଗଲା ବୋଲି ସଚିବାଳୟ କହିଥିଲା । ଏହି ନିଷ୍ପତ୍ତି ବିରୋଧରେ ରାଘବ ପାଟିଆଲା ହାଉସ କୋର୍ଟଙ୍କ ଦ୍ବାରସ୍ଥ ହୋଇ ଏହା ଉପରେ ଗତ ଏପ୍ରିଲରେ ସ୍ଥଗିତାଦେଶ ପାଇଥିଲେ ।

ପୂର୍ବତନ କ୍ୟାବିନେଟ ମନ୍ତ୍ରୀ, ପୂର୍ବତନ ଗଭର୍ଣ୍ଣର, ପୂର୍ବତନ ମୁଖ୍ୟମନ୍ତ୍ରୀ, ପୂର୍ବତନ ଲୋକସଭା ବାଚସ୍ପତି ଥିବା ସାଂସଦମାନଙ୍କୁ ହିଁ ଟାଇପ-୭ ବଙ୍ଗଳା ମିଳିବ । କ୍ବାର୍ଟର୍ସ ରଦ୍ଦ ଲାଗି କରାଯାଇଥିବା ଯୋଜନାକୁ ରାଘବ ସମାଲୋଚନା କରିବା ସହ ତାଙ୍କୁ କୌଣସି ନୋଟିସ ଦିଆ ନଯାଇ ଏହି ପ୍ରକ୍ରିୟା କରାଯାଇଛି ବୋଲି ସେ କହିଛନ୍ତି । ରାଜ୍ୟସଭାର ୭୦ ବର୍ଷର ଇତିହାସରେ ଏପରି ଘଟି ନଥିଲା ଏବଂ ଜଣେ ସାଂସଦଙ୍କ ପ୍ରତି ଏପରି ଆଚରଣ କରାଯିବାର ନମୁନା ନାହିଁ ବୋଲି ସେ କହିଛନ୍ତି । ଏହାକୁ ନେଇ ସେ ବିଜେପି ଉପରେ ବର୍ଷିଛନ୍ତି ।

Powered by Froala Editor

Tags Raghab chadha

Related articles Odisha News Lens 4.1

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15633
    Aug 15, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14346
    Aug 16, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14973
    Aug 16, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14573
    Aug 15, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13522
    Aug 16, 2026
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ଭୂମିକମ୍ପ ଅନୁଭୂତ

    14963
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14593
    Aug 14, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14685
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14920
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14973
    Aug 16, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14219
    Aug 15, 2026
  • ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13522
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17033
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17653
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17701
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18100
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13522
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14813
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14587
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14423
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    16002
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14242
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14371
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15268
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14640
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14219
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14573
    Aug 15, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14973
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In