Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, August 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

ରାଜ୍ୟ
Home ›› ରାଜ୍ୟ ››ନୂଆବର୍ଷରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ନବୀନ

ନୂଆବର୍ଷରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ନବୀନ

2023-10-08 05:42:37
15746
Share:
Facebook
Twitter
E-Mail
WhatsApp
Telegram
ନୂଆବର୍ଷରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ନବୀନ

ଭୁବନେଶ୍ଵର: ରାଜଧାନୀରେ ମେଟ୍ରୋ ଟ୍ରେନ ପ୍ରକଳ୍ପ ଆଉ ପାଦେ ଆଗେଇଛି। ନୂଆବର୍ଷ ଅର୍ଥାତ ଜାନୁଆରୀ ୧ରେ ମେଟ୍ରୋ ରେଳ ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ୪ ବର୍ଷରେ କାମ ସାରିବାକୁ ଲକ୍ଷ୍ୟ ରଖାଯାଇଛି। ଏଥିସହ ମେଟ୍ରୋ ରେଲ୍ ଡିପିଆରକୁ ମୁଖ୍ୟମନ୍ତ୍ରୀ ଅନୁମୋଦନ ଦେଇଛନ୍ତି। ଏହି ମେଗା ପ୍ରକଳ୍ପ ପାଇଁ ୫୯୨୯ କୋଟି ବ୍ୟୟବରାଦ କରିଛନ୍ତ ରାଜ୍ୟ ସରକାର। ଏହା  ସହିତ ସପ୍ଲିମେଣ୍ଟାରୀ ବଜେଟରେ ୧୨୦ ଟଙ୍କା  ମଞ୍ଜୁର କରାଯାଇଛି। ତ୍ରିଶୂଳିଆରୁ ଭୁବନେଶ୍ଵର ଏୟାରପୋର୍ଟ ପର୍ୟ୍ୟନ୍ତ ମେଟ୍ରୋ ଗଡ଼ିବ। ଏହା ମଧ୍ୟରେ ୧୦ଟି ଷ୍ଟେସନ କରିବା ପାଇଁ ଯୋଜନା ପ୍ରସ୍ତୁତ କରାଯାଇଛି।

ନୂଆ ପରିକଳ୍ପନା ଅନୁସାରେ, ରାସ୍ତାରୁ ପ୍ରାୟ ୮ ମିଟର (ପ୍ରାୟ ୨୬.୨୪ ଫୁଟ୍‌) ଉପରେ ରହିବ ଫ୍ଲାଏଓଭର । ତା’ ଉପରେ ଯିବ ମେଟ୍ରୋ । ମାଟିରୁ ୧୪ ମିଟର ଉପରେ (ପ୍ରାୟ ୪୬ ଫୁଟ) ମେଟ୍ରୋ ରେଳ ପଥ ରହିବ । ଏସବୁ ଦିଗକୁ ଲକ୍ଷ୍ୟ କରି ମେଟ୍ରୋ ପାଇଁ ଡିପିଆର୍‌ରେ ପ୍ରସ୍ତୁତ କରାଯାଇଛି । ବିଜୁ ପଟ୍ଟନାୟକ ଆନ୍ତର୍ଜାତିକ ବିମାନବନ୍ଦରରୁ କଟକ ତ୍ରିଶୁଳିଆ ଛକ ପର୍ୟ୍ୟନ୍ତ ୨୬ କିଲୋମିଟର ମେଟ୍ରୋ ରେଳ ପଥ ପାଇଁ ଡିପିଆର୍‌ ପ୍ରସ୍ତୁତ କରାଯାଇଛି।
ଅପରପକ୍ଷରେ ମେଟ୍ରୋ ପ୍ରକଳ୍ପ ପ୍ରଥମ ପର୍ୟ୍ୟାୟରେ ବିମାନବନ୍ଦରରୁ କ୍ୟାପିଟାଲ ହସ୍ପିଟାଲ, ଶିଶୁ ଭବନ ଛକ, ବାପୁଜୀନଗର, ଭୁବନେଶ୍ୱର ରେଳ ଷ୍ଟେସନ, ରାମ ମନ୍ଦିର ଛକ, ବାଣୀବିହାର, ଆଚାର୍ୟ୍ୟବିହାର ଛକ, ଜୟଦେବବିହାର, ଜାଭିୟର ଛକ, ରେଳ ସଦନ, ଡ୍ରିଷ୍ଟିକ ସେଣ୍ଟର, ଡମଣା ଛକ, ପଟିଆ ଛକ, କିଟ୍‌ ଛକ, ନନ୍ଦନ ବିହାର, ରଘୁନାଥପୁର, ନନ୍ଦନକାନନ ପ୍ରାଣୀ ଉଦ୍ୟାନ, ଫୁଲପୋଖରୀ ଦେଇ ତ୍ରିଶୁଳିଆ ଛକରେ ପହଞ୍ଚିବ । ଭୁବନେଶ୍ୱର ବିମାନବନ୍ଦରରୁ କଟକ ତ୍ରିଶୁଳିଆ ପର୍ୟ୍ୟନ୍ତ ୨୬ କିଲୋମିଟର ମେଟ୍ରୋ ପଥ ପ୍ରାୟତଃ ମେଡିଆନ୍‌ ଉପରେ ନିର୍ମାଣ ହେବ ।  ପ୍ରିକାଷ୍ଟ ଟେକ୍ନୋଲୋଜିରେ ନିର୍ମାଣ କାର୍ୟ୍ୟ କରାଯିବ ।

Powered by Froala Editor

Tags Metro train

Related articles Odisha News Lens 4.1

  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13715
    Aug 15, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13527
    Aug 14, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ
    ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15312
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    14010
    Aug 13, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14068
    Aug 15, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14262
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15705
    Aug 13, 2026
  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13864
    Aug 13, 2026
  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15130
    Aug 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14118
    Aug 14, 2026
  • ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14068
    Aug 15, 2026
  • ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    13715
    Aug 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17029
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17694
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18095
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14497
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14527
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14364
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15943
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16357
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14015
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14359
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15263
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14068
    Aug 15, 2026
  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15312
    Aug 14, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14118
    Aug 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In