Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ...

  • ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ...

  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ...

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ...

  • ରୁପା ଆମଦାନୀରେ କଟକଣା

  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ...

  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ...

  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ ...

Home ›› ››ଇସ୍ରାଏଲରେ ଫସିଥିଲେ, ଭାରତ ଫେରିଲେ ନୁସରତ

ଇସ୍ରାଏଲରେ ଫସିଥିଲେ, ଭାରତ ଫେରିଲେ ନୁସରତ

2023-10-08 19:52:40
15162
Share:
Facebook
Twitter
E-Mail
WhatsApp
Telegram
ଇସ୍ରାଏଲରେ ଫସିଥିଲେ, ଭାରତ ଫେରିଲେ ନୁସରତ

ଭୟଙ୍କର ହେଲାଣି ପାଲେଷ୍ଟାଇନ ଓ ଇସ୍ରାଏଲ ଯୁଦ୍ଧ । ଦେଶରେ ଜରୁରୀ ପରିସ୍ଥିତି ଘୋଷଣା ହୋଇସାରିଛି । ଏହାସହ ଭାରତୀୟଙ୍କ ପାଇଁ ଆଡଭାଇଜରି ଜାରି କରାଯାଇଛି । ଏଭଳି ସ୍ଥିତିରେ ସେଠାରେ ଫସି ରହିଥିବା ବଲିଉଡ ଅଭିନେତ୍ରୀ ନୁସରତ ଭରୁଚା ଭାରତରେ ପହଞ୍ଚିଛନ୍ତି ।

ଏକ ଫିଲ୍ମ ଫେଷ୍ଟିଭାଲରେ ଯୋଗ ଦେବାକୁ ନୁସରତ ଇସ୍ରାଏଲ ଯାଇଥିଲେ। ତେବେ ଇସ୍ରାଏଲ ପାଲେଷ୍ଟାଇନ ମଧ୍ୟରେ ଅଚାନକ ଯୁଦ୍ଧ ହେବା ପରେ ସେ ଜେରୁଜେଲମରେ ଫସି ରହିଥିଲେ। ଯୁଦ୍ଧ ପରିସ୍ଥିତି ଯୋଗୁଁ ବାହାରକୁ ବାହାରି ପାରୁନଥିଲେ ନୁସରତ। ନୁସରତଙ୍କୁ ଫେରାଇ ଆଣିବା ଲାଗି ତାଙ୍କ ପରିବାର ଲୋକେ ବହୁ ଚେଷ୍ଟା ଚଳାଇଥିଲେ। ଇସ୍ରାଏଲରେ ଥିବା ଭାରତୀୟ ରାଷ୍ଟ୍ରଦୂତଙ୍କ ସହ ମଧ୍ୟ ସମ୍ପର୍କ କରାଯାଇଥିଲା। ପରେ ସେ ସ୍ୱତନ୍ତ୍ର ବିମାନ ଯୋଗେ ଇସ୍ରାଏଲରୁ ଫେରିଥିବା ସୂଚନା ମିଳିଛି। ସ୍ୱତନ୍ତ୍ର ବିମାନ ଯୋଗେ ଆସି ସେ ମୁମ୍ବାଇରେ ପହଞ୍ଚିଛନ୍ତି।

ଉଲ୍ଲେଖଯୋଗ୍ୟ, ଶନିବାର ପ୍ରତ୍ୟୁଷରୁ ଆତଙ୍କବାଦୀ ସଙ୍ଗଠନ ହମାସ୍‌ ଗାଜାରୁ ଇସ୍ରାଏଲ୍‌ ଆଡ଼କୁ ମାତ୍ର ୨୦ ମିନିଟ୍‌ ମଧ୍ୟରେ ପ୍ରାୟ ୫୦୦୦ ରକେଟ ନିକ୍ଷେପ କରି ଆକ୍ରମଣ ଆରମ୍ଭ କରିଥିଲା। ବିଭିନ୍ନ ପଥ ଓ ପାରାସୁଟ୍‌ ଯୋଗେ ମଧ୍ୟ ଅନେକ ଆତଙ୍କବାଦୀ ଇସ୍ରାଏଲ୍‌ରେ ଅନୁପ୍ରବେଶ କରିବାରେ ସଫଳ ହୋଇଥିଲେ।

Powered by Froala Editor

Tags nusrat

Related articles Odisha News Lens 4.1

  • ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...
    ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ...

    14743
    May 16, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କୁ ତୁରନ୍ତ ବରଖାସ୍ତ କରିବାକୁ ରାହୁଲଙ୍କ ଦାବି

    13583
    May 17, 2026
  • ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହେଣ୍ଟାଭାଇରସ୍ ଯୋଗୁ ୩ ଜଣଙ୍କ ମୃତ୍ୟୁ

    13678
    May 17, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର
    ଦେଶ-ଦେଶାନ୍ତର

    ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15636
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା
    ଦେଶ-ଦେଶାନ୍ତର

    ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15496
    May 17, 2026
  • ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା
    ଦେଶ-ଦେଶାନ୍ତର

    ପାକିସ୍ତାନ ରକେଟ୍ ଫୋର୍ସ କମାଣ୍ଡ ଫତା-୪ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷା

    14948
    May 16, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....
    ବିଶେଷ

    ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15141
    May 17, 2026
  • ରୁପା ଆମଦାନୀରେ କଟକଣା
    ଦେଶ-ଦେଶାନ୍ତର

    ରୁପା ଆମଦାନୀରେ କଟକଣା

    14814
    May 17, 2026
  •  ରବୀନ୍ଦ୍ର ମଣ୍ଡପଠାରେ
    ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14838
    May 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରୂପା ଆମଦାନୀ ଉପରେ କଟକଣା ଲାଗୁ କଲେ ସରକାର

    14391
    May 17, 2026
  • ସଂସ୍କୃତି

    ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

    14838
    May 17, 2026
  • ଦେଶ-ଦେଶାନ୍ତର

    ଆରଜି କର ମେଡିକାଲ କଲେଜ ଛାତ୍ରୀଙ୍କୁ ବଳାତ୍କାର ଓ ହତ୍ୟା ଘଟଣା: ନିଲମ୍ବିତ ହେଲେ ୩ ଆଇପିଏସ୍‌ ଅଧିକାରୀ

    14743
    May 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16864
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17480
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17531
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17916
    Sep 06, 2023

ବିଶେଷ

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15141
    May 17, 2026
  • ଝିଟିପିଟିକୁ ଦୂର କରିବାକୁ ଚାହାଁନ୍ତି କି, ଆପଣାନ୍ତୁ ଏହି ଉପାୟ.....

    14944
    May 15, 2026
  • ଏହା କଲେ ନିୟନ୍ତ୍ରଣରେ ରହିବ କୋଲେଷ୍ଟରଲ

    15443
    May 14, 2026
  • ଏପରି କଲେ ଜୀବନରେ ମିଳେ ଅନେକ ସଫଳତା

    16057
    May 12, 2026
  • ଏହି ଉପାୟରେ ଖାଆନ୍ତୁ ଖାଦ୍ୟ, ଜୀବନ ହେବ ସୁସ୍ଥ

    16225
    May 09, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15405
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15144
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15636
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13965
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15141
    May 17, 2026
  • ଟିଏମ୍‌ସି କୌଣସି ପରିସ୍ଥିତିରେ ମଣ୍ଡ ନୁଆଁଇବ ନାହିଁ: ମମତା

    15496
    May 17, 2026
  • ଆନ୍ଧ୍ର ସରକାରଙ୍କ ଘୋଷଣା: ୩ୟ ସନ୍ତାନ ହେଲେ ମିଳିବ ୩୦ ହଜାର

    15636
    May 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In