Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, March 22, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

  • ଛିଣ୍ଡିଗଲା ରୋପୱେ, ମହିଳା ମୃତ

  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ...

  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ...

  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ...

  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ...

Home ›› ››ବୁଦା ମୂଳରୁ ଶିଶୁ କନ୍ୟା ଉଦ୍ଧାର

ବୁଦା ମୂଳରୁ ଶିଶୁ କନ୍ୟା ଉଦ୍ଧାର

2023-10-09 09:31:54
15698
Share:
Facebook
Twitter
E-Mail
WhatsApp
Telegram
ବୁଦା ମୂଳରୁ ଶିଶୁ କନ୍ୟା ଉଦ୍ଧାର

ସୋର : ଜନ୍ମ କରିବା ପରେ ଅଲୋଡ଼ା ଶିଶୁକନ୍ୟାକୁ ଅତି ଅମାନବିକ ଭାବେ ଏକ ବୁଦା ମୂଳରେ କେହି ଜଣେ ଫିଙ୍ଗି ଦେଇଥିବା ବେଳେ ସୋର ପୌରାଞ୍ଚଳ କମରପୁର ଗ୍ରାମର ଜଣେ ଆଶ୍ରମ ମାଲିକ ଉଦ୍ଧାର କରି ସୋର ଡାକ୍ତରଖାନାରେ ଭର୍ତ୍ତି କରିଛନ୍ତି। ସୂଚନା ଅନୁସାରେ ଆଜି ସକାଳେ କମରପୁର ଅନ୍ନପୂର୍ଣ୍ଣା ମିଲ କ୍ୟାମ୍ପସ ଭିତରେ ଥିବା ବାଙ୍କବିହାରୀ ଆଶ୍ରମର ମାଲିକ ତ୍ରୈଲୋକ୍ୟ ଦାସ ସକାଳେ ଉଠିବା ପରେ ଏକ ଶିଶୁର କାନ୍ଦ ଶୁଣି ତାଙ୍କ ସ୍ତ୍ରୀଙ୍କୁ ଡାକି ଖୋଜିଥିଲେ। ପରେ ଏକ ବୁଦା ମୂଳରୁ ବୁରା ଭିତରେ ଘୋଡ଼ାଯାଇ ଅତ୍ୟନ୍ତ ଅମାନବିକ ଭାବେ ଶିଶୁ କନ୍ୟାଟିକୁ ଉଦ୍ଧାର କରିଥିଲେ।

ଦେହରେ କ୍ଷତ ବିକ୍ଷତ ହୋଇଥିବା ଶିଶୁ କନ୍ୟାଟିକୁ ଉଷୁମ ପାଣିରେ ଧୋଇବା ପରେ ସୋର ଡାକ୍ତରଖାନାକୁ ନେଇଥିଲେ। ସେଠାରେ ଡାକ୍ତର ଚିକିତ୍ସା କରାଇବା ପରେ ଶିଶୁ କନ୍ୟାର ଅବସ୍ଥା ଗୁରୁତର ଥିବାରୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏ ସଭ୍ୟ ସମାଜରେ ଆଜିର ଏହି ଘଟଣା ସ୍ଥାନୀୟ ଲୋକଙ୍କୁ ସ୍ତବ୍ଧ ହେବାକୁ ବାଧ୍ୟ କରିଛି। 

Powered by Froala Editor

Tags Girl child rescue

Related articles Odisha News Lens 4.1

  • ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ
    ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15030
    Mar 22, 2026
  • ଛିଣ୍ଡିଗଲା ରୋପୱେ, ମହିଳା ମୃତ
    ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15229
    Mar 22, 2026
  • ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ୨୭ରେ ନେପାଳ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    15322
    Mar 22, 2026
  • ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ
    ଦେଶ-ଦେଶାନ୍ତର

    ବ୍ଲାଉଜ୍ ପାଇଁ ପିଟାପିଟି, ଠେଙ୍ଗାରେ ଆକ୍ରମଣ

    14097
    Mar 22, 2026
  • ରଡ୍ ଚୋରି ପାଇଁ ୪ ମାସ ବେଡ଼ି
    ଅପରାଧ

    ରଡ୍ ଚୋରି ପାଇଁ ୪ ମାସ ବେଡ଼ି

    14060
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ
    ଦେଶ-ଦେଶାନ୍ତର

    ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15054
    Mar 22, 2026
  • ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର
    ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13379
    Mar 22, 2026
  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ
    ଦେଶ-ଦେଶାନ୍ତର

    ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    13933
    Mar 22, 2026
  • ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର
    ଦେଶ-ଦେଶାନ୍ତର

    ଭାରତ ଅଭିମୁଖେ ଆଉ ୨ ଏଲପିଜି ଟ୍ୟାଙ୍କର

    13392
    Mar 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରତ୍ୟେକ ବୁନ୍ଦା ଜଳର ମୂଲ୍ୟ ବୁଝିବା ଆମର ଦାୟିତ୍ୱ : ମୋଦୀ

    15030
    Mar 22, 2026
  • ଦେଶ-ଦେଶାନ୍ତର

    ଛିଣ୍ଡିଗଲା ରୋପୱେ, ମହିଳା ମୃତ

    15229
    Mar 22, 2026
  • ମନୋରଞ୍ଜନ

    ଛୋଟ ଝିଅର ମନ ରଖିଲେ ଦକ୍ଷିଣ ସୁପରଷ୍ଟାର

    13379
    Mar 22, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17381
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17445
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17792
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16265
    Apr 03, 2021

ବିଶେଷ

  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13360
    Mar 22, 2026
  • ‘ପଖାଳ’ ହେଉଛି ଓଡ଼ିଆଙ୍କ ସହ ଜଡ଼ିତ ଭାବପ୍ରବଣତା

    14918
    Mar 20, 2026
  • ସ୍ତ୍ରୀଙ୍କ ପାଖରେ ଏପରି ଗୁଣ ଥିଲେ ହୋଇଯାଆନ୍ତି ବରବାଦ

    15554
    Mar 19, 2026
  • ଗୋଟେ ଗ୍ଲାସ କମଳା ରସ ସହିତ ଆରମ୍ଭ କରନ୍ତୁ ସକାଳ

    15461
    Mar 18, 2026
  • ରାତ୍ରୀ ଭୋଜନରେ ଖାଆନ୍ତୁ ଏହି ଖାଦ୍ୟ, କମିବ ପେଟ

    14190
    Mar 17, 2026

ବାଣିଜ୍ୟ

ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ଯୋଗୁଁ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ ଦର ଆକାଶଛୁଆଁ ହୋଇଛି। ଶୁକ୍ରବାର ଦିନ ଶିଳ୍ପଭିତ୍ତିକ ଡିଜେଲ ଓ ପ୍ରିମିୟମ୍ ପେଟ୍ରୋଲ ଦରରେ ବଡ଼ ଧରଣର ବୃଦ୍ଧି ଘୋଷଣା କରିଛନ୍ତି। ବ୍ୟବସାୟିକ ପ୍ରତିଷ୍ଠାନଗୁଡ଼ିକୁ ବିକ୍ରି ହେଉଥିବା ବଲ୍କ ଡିଜେଲ ଲିଟର ପିଛା ୨୧.୯୨ ଟଙ୍କା (ପ୍ରାୟ ୨୫% ...

  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15217
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13813
    Mar 20, 2026
  • ୟୁନିଭରସିଟି ଅଫ୍‌ ୱେଷ୍ଟର୍ଣ୍ଣ ଅଷ୍ଟ୍ରେଲିଆ ଏବଂ ସାଇନ୍ସ ଆଣ୍ଡ ଟେକ୍‌ନୋଲୋଜି (ଏସ୍‌ ଆଣ୍ଡ ଟି) କ୍ଲଷ୍ଟର୍ସ ବିଜ୍ଞାନ ଓ ନବସୃଜନ ସହଯୋଗୀତା ମଜଭୁତ କରିବାକୁ ରଣକୋ÷ଶଳାତ୍ମକ ଏମ୍‌ଓୟୁରେ ସ୍ୱାକ୍ଷର କଲେ

    14260
    Mar 05, 2026
  • ନିଭାୟେଙ୍ଗେ ଅଲୱେଜ: ଖିମଜୀ ଜୁଏଲର୍ସ ପକ୍ଷରୁ ଚିରକାଳ ପ୍ରତିଶ୍ରୁତିର ଉତ୍ସବ ପାଳନ

    15696
    Feb 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଷାକ୍ତ କ୍ଷୀର ନେଇଗଲା ୧୬ ଜଣଙ୍କ ଜୀବନ

    13933
    Mar 22, 2026
  • ବୟସ ବୃଦ୍ଧିକୁ ହ୍ରାସ କରେ ଏହି ଫଳ

    13360
    Mar 22, 2026
  • ବାସନ ମାଜିଲାନି ବୋଲି ପୁଲିସ ଡାକିଲା ସ୍ତ୍ରୀ

    15054
    Mar 22, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In