Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, July 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ...

  • ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ...

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ...

  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ...

  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ...

  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ ...

Home ›› ››‘ନେଚର୍‌ ମ୍ୟୁଜିକ୍‌ ଫେଷ୍ଟିଭାଲ୍‌’ସ୍ଥଳରୁ ୨୬୦ଟି ଶବ ଉଦ୍ଧାର

‘ନେଚର୍‌ ମ୍ୟୁଜିକ୍‌ ଫେଷ୍ଟିଭାଲ୍‌’ସ୍ଥଳରୁ ୨୬୦ଟି ଶବ ଉଦ୍ଧାର

2023-10-09 09:54:11
15664
Share:
Facebook
Twitter
E-Mail
WhatsApp
Telegram
‘ନେଚର୍‌ ମ୍ୟୁଜିକ୍‌ ଫେଷ୍ଟିଭାଲ୍‌’ସ୍ଥଳରୁ ୨୬୦ଟି ଶବ ଉଦ୍ଧାର

ଜେରୁଜେଲମ୍‌: ‘ଗାଜା ଷ୍ଟ୍ରିପ୍‌’ ନିକଟରେ ଆୟୋଜିତ ସାରା ରାତି ‘ନେଚର୍‌ ମ୍ୟୁଜିକ୍‌ ଫେଷ୍ଟିଭାଲ୍‌’ସ୍ଥଳରୁ ପାରାମେଡିକ୍‌ମାନେ ପ୍ରାୟ ୨୬୦ଟି ଶବ ଉଦ୍ଧାର କରିଥିବା କଥା ଇସ୍ରାଏଲୀୟ ଉଦ୍ଧାରକାରୀ ସେବା ‘ଜାକା’ କହିଛି। ନେଚର୍‌ ମ୍ୟୁଜିକ୍‌ ଫେଷ୍ଟିଭାଲ୍‌’ରେ ଯୋଗ ଦେଇଥିବା ହଜାର ହଜାର ଜନତାଙ୍କ ଉପରେ ପାଲେଷ୍ଟାଇନ୍‌ସ୍ଥିତ ହମାସ୍‌ ଆତଙ୍କବାଦୀମାନେ ଶନିବାର ପାହାନ୍ତା ସମୟରେ ଆକ୍ରମଣ କରିଥିଲେ। ସମ୍ପ୍ରତି ସେ ଅଞ୍ଚଳରେ ଅନ୍ୟ ‘ପାରାମେଡିକ୍‌’ ଟିମ୍‌ ସବୁ ଉଦ୍ଧାର କାର୍ଯ୍ୟ ଚଳାଇଥିବାରୁ ମୃତ୍ୟୁସଂଖ୍ୟା ଆହୁରି ବୃଦ୍ଧି ପାଇବାର ସମ୍ଭାବନା ରହିଛି। ଯୁକ୍ତରାଷ୍ଟ୍ର ଆମେରିକାର ବୈଦେଶିକ ବିଭାଗ ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ ଦାବି କରିଛନ୍ତି ଯେ, ଏହି ଗଣ ଆକ୍ରମଣରେ ପ୍ରାୟ ୧୦୦୦ ହମାସ୍‌ ଆତଙ୍କବାଦୀ ସାମିଲ୍‌ ହୋଇଥିଲେ। 

ହମାସ୍‌ ଅପ୍ରତ୍ୟାଶିତ ଆକ୍ରମଣର ୪୦ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ବି ଆଜି ସକାଳ ପର୍ଯ୍ୟନ୍ତ ଇସ୍ରାଏଲୀ ସୖନିକମାନେ ବିଭିନ୍ନ ସ୍ଥାନରେ ଆତ୍ମଗୋପନ କରିଥିବା ଆତଙ୍କବାଦୀମାନଙ୍କ ସହିତ ଲଢ଼େଇ କରୁଛନ୍ତି। ଜଳ, ସ୍ଥଳ, ଓ ଆକାଶରୁ ହମାସ୍‌ କରିଥିବା ଅପ୍ରତ୍ୟାଶିତ ଆକ୍ରମଣରେ କେତେକ ଆମେରିକୀୟ ନାଗରିକଙ୍କର ମଧ୍ୟ ମୃତ୍ୟୁ ଘଟିଛି। ହମାସ୍‌ ବିରୋଧରେ ଇସ୍ରାଏଲ୍‌କୁ ଯୁଦ୍ଧରେ ସହଯୋଗ କରିବା ଲାଗି ଆମେରିକୀୟ ରାଷ୍ଟ୍ରପତି ଜୋ ବାଇଡେନ୍‌ ଯୁଦ୍ଧପୋତ ଓ ଲଢୁଆ ବିମାନ ପଠାଇବାକୁ ଆଦେଶ ଦେଇଛନ୍ତି।

Powered by Froala Editor

Tags Israel Hamas war

Related articles Odisha News Lens 4.1

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି
    ବିଶେଷ

    ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14921
    Jul 07, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ
    ଦେଶ-ଦେଶାନ୍ତର

    ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14309
    Jul 06, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    14064
    Jul 06, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14824
    Jul 07, 2026
  • ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା
    ଅପରାଧ

    ଟଏଲେଟ୍ କ୍ଲିନର୍ ଇଞ୍ଜେକ୍ସନ ଦେଇ ସ୍ବାମୀଙ୍କୁ ହତ୍ୟା

    14498
    Jul 07, 2026
  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ
    ଦେଶ-ଦେଶାନ୍ତର

    ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ

    14776
    Jul 07, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14276
    Jul 07, 2026
  • ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା
    ଦେଶ-ଦେଶାନ୍ତର

    ବାଙ୍କିପୁର ବିଧାନସଭା ଉପନିର୍ବାଚନ: ପ୍ରଶାନ୍ତ କିଶୋରଙ୍କୁ ପ୍ରାର୍ଥୀ ଘୋଷଣା

    14004
    Jul 06, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13350
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14276
    Jul 07, 2026
  • ଦେଶ-ଦେଶାନ୍ତର

    ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ

    14776
    Jul 07, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    14824
    Jul 07, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16967
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17578
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17632
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18031
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    14921
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15455
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15338
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15201
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14627
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15833
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15702
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13806
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14919
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁମ୍ବାଇରେ ଆରେଞ୍ଜ ଆଲର୍ଟ, ସ୍କୁଲ ଓ କଲେଜ ବନ୍ଦ

    14776
    Jul 07, 2026
  • ଗ୍ଲୋବାଲ୍ ପାସପୋର୍ଟ ଇଣ୍ଡେକ୍ସ-୨୦୨୬: ଭାରତ କେତେ ସ୍ଥାନରେ ଅଛି ଜାଣନ୍ତୁ

    14309
    Jul 06, 2026
  • ପତ୍ନୀଙ୍କୁ ତିନ୍ ତଲାକ୍ ଦେବା ପରେ ବଡ଼ ଭାଇ କଲା ଦୁଷ୍କର୍ମ

    14064
    Jul 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In