Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଡିଜିଟାଲ୍ ସାକ୍ଷରତାରେ ମାତୃଶକ୍ତିର ଅଭିବୃଦ୍ଧି ଭାରତ ପାଇଁ ଶୁଭ ସଙ୍କେତ- ଧର୍ମେନ୍ଦ୍ର ପ୍ରଧାନ

ଡିଜିଟାଲ୍ ସାକ୍ଷରତାରେ ମାତୃଶକ୍ତିର ଅଭିବୃଦ୍ଧି ଭାରତ ପାଇଁ ଶୁଭ ସଙ୍କେତ- ଧର୍ମେନ୍ଦ୍ର ପ୍ରଧାନ

2023-10-12 08:52:59
15233
Share:
Facebook
Twitter
E-Mail
WhatsApp
Telegram
ଡିଜିଟାଲ୍ ସାକ୍ଷରତାରେ ମାତୃଶକ୍ତିର ଅଭିବୃଦ୍ଧି ଭାରତ ପାଇଁ ଶୁଭ ସଙ୍କେତ- ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ - ଭାରତ ଭଳି ଦେଶରେ ଡିଜିଟାଲ୍ ସାକ୍ଷରତାରେ ଅନେକ ମହିଳାମାନେ ଡିଜିଟାଲ ଜ୍ଞାନକୌଶଳକୁ ଭଲରେ ବୁଝିପାରୁଛନ୍ତି, ଯାହା ଭାରତ ପାଇଁ ଏକ ଶୁଭ ସଙ୍କେତ ବୋଲି ବୁଧବାର ନୂଆଦିଲ୍ଲୀରେ ଅନ୍ତଃରାଷ୍ଟ୍ରୀୟ କନ୍ୟା ସନ୍ତାନ ଦିବସ ଅବସରରେ ଆୟୋଜିତ “ନୀତି ସମ୍ବାଦ” କାର୍ଯ୍ୟକ୍ରମରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ଆଇପିଇ ଗ୍ଲୋବାଲ ଲିମିଟେଡର ରୌପ୍ୟ ଜୟନ୍ତୀ ଅବସରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନ କହିଛନ୍ତି ଯେ କିଛି ବର୍ଷ ପୂର୍ବରୁ ମୋବାଇଲରେ ଫେସବୁକ୍ ଓ ହ୍ୱାଟ୍ସଆପକୁ ଏକ ଏଣ୍ଟରଟେନମେଣ୍ଟର ଜରିଆ ଭାବରେ ବିବେଚିତ କରାଯାଉଥିଲା । ମାତ୍ର ଏବେ ଏହି ଆପ୍ ମାଧ୍ୟମରେ ମହିଳାମାନେ ବ୍ୟବସାୟ କରିପାରୁଛନ୍ତି । ବର୍ତ୍ତମାନ ଭାରତରେ ଅଧିକ ଡିଜିଟାଲ୍ କାରବାର ବା ୟୁପିଆଇ ପେମେଣ୍ଟ ଅଧିକ ହେଉଛି । ଅର୍ଥାତ୍ ମହିଳାମାନେ ହି ଏଥିରେ ଯୋଡି ହୋଇ ଏଥିରେ ନିଜକୁ ଯୋଡି ଦେଶରେ ଡିଜିଟାଲ ସାକ୍ଷରତାକୁ ବଢାଇଛନ୍ତି ।

ଶିଶୁକନ୍ୟାଙ୍କ ବିକାଶ ନେଇ ଆୟୋଜିତ କଥାବସ୍ତୁ ଉପରେ ମତ ରଖି ଶ୍ରୀ ପ୍ରଧାନ କହିଛନ୍ତି ଯେ ବିଗତ ୯ ବର୍ଷରେ ମୋଦି ସରକାରରେ ଝିଅ ଓ ମହିଳାଙ୍କ କଲ୍ୟାଣ ପାଇଁ ଅନେକ ଯୋଜନା ପ୍ରଣୟନ କରାଯାଇଛି । ମୋଦି ସରକାର ଦାୟିତ୍ୱ ନେବା ପରେ ସବୁ ଗାଁ ସ୍କୁଲରେ ଛାତ୍ରୀଙ୍କ ପାଇଁ ଶୌଚାଳୟ ଓ ପାନୀୟ ଜଳର ବ୍ୟବସ୍ଥା ସୁନିଶ୍ଚିତ କରାଯାଇଛି । ପ୍ରଧାନମନ୍ତ୍ରୀ ଆବାସରେ ଘର, ଉଜ୍ଜ୍ୱଳା ଯୋଜନାରେ ଗ୍ୟାସ, ମହିଳାଙ୍କ ଖାତା ଖୋଲିବା, ମୁଦ୍ରା ଯୋଜନାରେ ମହିଳାମାନେ ପ୍ରମୁଖ ଲାଭାର୍ଥୀ । ମହିଳାଙ୍କୁ କମ ସୁଧରେ ଋଣ ଦେବାର ବ୍ୟବସ୍ଥା ହୋଇଛି । କରୋନା ସମୟରେ ଗରିବ କଲ୍ୟାଣ ଯୋଜନାରେ ମୁଣ୍ଡ ପିଛା ମାଗଣା ଚାଉଳ ଦେବାର ବ୍ୟବସ୍ଥା କରାଗଲା । ସେମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ଦକ୍ଷତା ବିକାଶରେ ମଧ୍ୟ ଯୋଡାଯାଇଛି । ଏହି ସବୁ ଯୋଜନାରେ ମାଆମାନେ ଲାଭ ପାଇଛନ୍ତି । କାହିଁକି ନା ମାଆ ମାନେ ସୁରକ୍ଷିତ ରହିଲେ ପିଲାମାନେ ସୁସ୍ଥ ଓ ସୁରକ୍ଷିତ ରହିବେ ।

ଆଜି ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାତୀୟ ଶିକ୍ଷା ନୀତି ପ୍ରଣୟନ କରାଯାଇଛି । ଜାତୀୟ ଶିକ୍ଷା ନୀତି ସମାଜରେ ମହିଳାଙ୍କ ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ସ୍ୱୀକୃତି ଦେଇଛି । ଶିକ୍ଷା ନୀତିରେ ମାତୃଭାଷାକୁ ଅଧିକ ପ୍ରାଥମିକତା ଦିଆଯାଇଛି । ପୂର୍ବରୁ ଭାଷାକୁ ଏକ ବିଷୟ ଭାବରେ ଗଣାଯାଉଥିଲା ମାତ୍ର ଏବେ ଭାଷାକୁ ଅନ୍ତରର ସହ ଯୋଡିହେବାର ବ୍ୟବସ୍ଥା ହୋଇଛି । ମାତୃଭାଷାରେ ପିଲାମାନେ ପ୍ରାରମ୍ଭିକ ସମୟରେ ପାଠ ପଢିଲେ ସେମାନଙ୍କୁ ସବୁ ବୁଝିବାରେ ସହଜ ହେବ । ବୌଦ୍ଧିକ କ୍ଷମତା ଓ ବିଶ୍ଲେଷଣ କରିବାର କ୍ଷମତା ବଢିବ । ଆମେ ଯେତେବେଳେ ଏକ ବିକଶିତ ଭାରତର ସ୍ୱପ୍ନକୁ ସାକାର କରିବା ଦିଗରେ ଅଗ୍ରସର ହେଉଛୁ, ସେହି ସମୟରେ ମହିଳାଙ୍କ ନେତୃତ୍ୱାଧୀନ ବିକାଶ ଏବଂ ପ୍ରତ୍ୟେକ କନ୍ୟା ସନ୍ତାନଙ୍କୁ ବିଭିନ୍ନ କ୍ଷେତ୍ରରେ ସମାନ ସୁଯୋଗ ଦେବା ସହିତ ସଶକ୍ତ କରିବା ପାଇଁ ଭାରତ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14281
    Sep 06, 2026
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...
    ରାଜନୀତି

    ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ଲୋକଙ୍କ ପାଇଁ ମନ ପ୍ରାଣ ଦେଇ କାର୍ଯ୍ୟ କରିବା: ...

    15422
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14086
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13798
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14955
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14689
    Sep 06, 2026
  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15374
    Sep 05, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13850
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14656
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14086
    Sep 06, 2026
  • ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13850
    Sep 06, 2026
  • ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14281
    Sep 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17078
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17738
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18149
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14086
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13755
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14558
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14864
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14817
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14976
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14069
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14594
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15460
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15374
    Sep 05, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14689
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14656
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In