Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, September 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସାଧାରଣ କାର୍ଯ୍ୟକର୍ତ୍ତା ଭାବେ ସାଧାରଣ ...

  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ...

  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ...

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ...

  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ...

  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ...

  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ...

  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ...

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ...

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ...

ରାଜ୍ୟ
Home ›› ରାଜ୍ୟ ››ସୋଆ କମ୍ୟୁନିଟି ରେଡିଓ ତରଫରୁ ସାଇବର ସୁରକ୍ଷା ଅଭିଯାନ

ସୋଆ କମ୍ୟୁନିଟି ରେଡିଓ ତରଫରୁ ସାଇବର ସୁରକ୍ଷା ଅଭିଯାନ

2023-10-12 09:03:33
14709
Share:
Facebook
Twitter
E-Mail
WhatsApp
Telegram
ସୋଆ କମ୍ୟୁନିଟି ରେଡିଓ ତରଫରୁ ସାଇବର ସୁରକ୍ଷା ଅଭିଯାନ

ଭୁବନେଶ୍ୱର : ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଭଏସ୍ ଅଫ୍ ସୋଆ କମ୍ୟୁନିଟି ରେଡିଓ ୯୦.୪ ପକ୍ଷରୁ ଅକ୍ଟୋବର ୧୦ ତାରିଖ ମଙ୍ଗଳବାର ଦିନ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର)ର ଇଞ୍ଜିନିୟରିଂର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ଉଦ୍ଦେଶ୍ୟରେ ରେଡିଓ କ୍ଳବ ଓରିଏଂଟେସନ୍ କାର୍ଯ୍ୟକ୍ରମ ସହିତ ସାଇବର
ସୁରକ୍ଷା ଅଭିଯାନ ପ୍ରସଙ୍ଗ ଉପରେ ଏକ ସଭା ଅନୁଷ୍ଠିତ ହୋଇଯାଇଛି ।


ଏହି କାର୍ଯ୍ୟକ୍ରମରେ କମିଶନରେଟ ପୋଲିସ ପକ୍ଷରୁ ଏସିପି ଶ୍ରୀମତି ଅଞ୍ଜନା ଟୁଡୁ ଯୋଗଦାନ କରି ଛାତ୍ରଛାତ୍ରୀ ଏବଂ ସଭାରେ ଉପସ୍ଥିତ ଥିବା ପ୍ରତ୍ୟେକଟି ସଦସ୍ୟଙ୍କୁ ସାଇବର
ଠକେଇରୁ କିପରି ନିଜକୁ ସୁରକ୍ଷିତ ରଖିହେବ ସେ ବିଷୟରେ ସୂଚାଇଥିଲେ ଓ ଛାତ୍ରଛାତ୍ରୀଙ୍କର ସାଇବର ସମ୍ପର୍କିତ ପ୍ରଶ୍ନର ଉତର ରଖିଥିଲେ । ଆଇଆଇସି, ସାଇବର କ୍ରାଇମ ରଶ୍ମିତା ଜେନା, ସବ୍ ଇନ୍ସପେକ୍ଟର ଜ୍ୟୋତିରଂଜନ ପରିଡା, ସବ୍ ଇନ୍ସପେକ୍ଟର କାଂଚନ ମହାଲିକ ମାସ୍କଟ ସାଇରା ଏବଂ ଟିମ୍ ଏହି କାର୍ଯ୍ୟକ୍ରମର ଅଂଶୀଦାର ହୋଇଥିଲେ ।


ଏହି କାର୍ଯ୍ୟକ୍ରମରେ ଆଇଟିଇଆର କଲେଜର ପ୍ରଫେସର ତଥା ଆଡିସନାଲ ଡିନ୍‌ (ଷ୍ଟୁଡେଂଟ ୱେଲଫେୟାର୍ସ) ଡକ୍ଟର ରେଣୁ ଶର୍ମା, ଆସିଷ୍ଟାଂଟ ପ୍ରଫେସର ସ୍ମୃତି ରଂଜନ
ରାଉତ, ଆସିଷ୍ଟାଂଟ ପ୍ରଫେସର ବେନାଜୀର ବେଗମ୍‌, ଆସିଷ୍ଟାଂଟ ପ୍ରଫେସର ଜୀବନ ମହାକୁଡ, ଆସିଷ୍ଟାଂଟ ପ୍ରଫେସର ଡକ୍ଟର ସତୀଶ କୁମାର ସାମଲଙ୍କ ସହ ଏକାଧିକ କର୍ମଚାରୀ ଉପସ୍ଥିତ ଥିଲେ ।


ଏହି ପରିପ୍ରେକ୍ଷୀରେ ସାଇବର ସୁରକ୍ଷା ବିଷୟବସ୍ତୁକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଚିତ୍ରାଙ୍କନ ପ୍ରତିଯୋଗିତାରେ ଭାଗ ନେଇଥିବା କୃତି ଛାତ୍ରଛାତ୍ରୀଙ୍କୁ ପୁରସ୍କାର ବିତରଣ କରାଯାଇଥିଲା । ଆଇଟିଇଆର କଲେଜର ତିନିଜଣ ଛାତ୍ରଛାତ୍ରୀ ବର୍ଷାରାଣୀ ସାହୁ, ରିଜିତ କୁମାର ସାହୁ, ଆକୃତି ସିଂହ ଆଗାମୀ ଦିନରେ କଲେଜ ପ୍ରାଙ୍ଗଣରେ ସାଇବର

ଅପରାଧ କିଭଳି ରୋକି ହେବ ସେ ସମ୍ପର୍କରେ ସାଇବର କ୍ରାଇମ ଟିମ୍ ସାଙ୍ଗରେ “ସାଇବର ମିତ୍ର” ଭାବେ କାମ କରିବାକୁ ମନୋନୀତ ହୋଇଥିଲେ ଓ ଏସିପି ଅଞ୍ଜନା ଟୁଡୁଙ୍କ ଦ୍ୱାରା ତାଙ୍କୁ ବ୍ୟାଚ୍ ପ୍ରଦାନ କରାଯାଇଥିଲା ।

ଏହି କାର୍ଯ୍ୟକ୍ରମରେ ରେଡିଓ କ୍ଳବର ସଦସ୍ୟମାନେ ନିଜର ଦକ୍ଷତା ପ୍ରଦର୍ଶନ କରିବା ସହିତ ସେମାନଙ୍କ ଜୀବନରେ ୯୦.୪ ସୋଆ କୁମ୍ୟନିଟି ରେଡିଓର ଭୂମିକା ବିଷୟରେ ଅବଗତ କରାଇଥିଲେ । ରେଡିଓ କ୍ଳବର ସଦସ୍ୟଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ ହୋଇଥିଲା । ଏଥିରେ ୯୦.୪ ସୋଆ କମ୍ୟୁନିଟି ରେଡିଓର ନିର୍ଦ୍ଦେଶିକା ଶ୍ରୀମତି ହନି ପଟ୍ଟନାୟକ ଏହି କାର୍ଯ୍ୟକ୍ରମ ପରିଚାଳନା କରିଥିଲେ । ୯୦.୪ ସୋଆ କମ୍ୟୁନିଟି ରେଡିଓ ଏହାର ବିଭିନ୍ନ ସଚେତନତା ମୂଳକ କାର୍ଯ୍ୟକ୍ରମ ମାଧ୍ୟମରେ ଏକ ସୁସ୍ଥ ଓ ଉତମ ସମାଜ ଗଢିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ ବୋଲି ସେ କହିଥିଲେ ।

Powered by Froala Editor

Tags SOA University

Related articles Odisha News Lens 4.1

  • ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ
    ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15387
    Sep 05, 2026
  • ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ
    ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14294
    Sep 06, 2026
  • ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ
    ଦେଶ-ଦେଶାନ୍ତର

    ବସ୍ ପ୍ରତି ୪୦ ବର୍ଷର ଭଲପାଇବା, ଭାବବିହ୍ୱଳ ଦୃଶ୍ୟ

    14670
    Sep 06, 2026
  • ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍
    ଦେଶ-ଦେଶାନ୍ତର

    ନଦୀ ସଫା କରିଥିବା ବିଟ୍ଟୁ ତବାହୀଙ୍କୁ ମିଳିଲା ବିଦେଶ ଚାକିରି ଅଫର୍

    14968
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର
    ବିଶେଷ

    ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14099
    Sep 06, 2026
  • ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...
    ବାଣିଜ୍ୟ

    ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ...

    14632
    Sep 06, 2026
  • ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା
    ଦେଶ-ଦେଶାନ୍ତର

    ୭୩ତମ ମିସ୍ ୱାର୍ଲଡ ବିଜେତା ହେଲେ ଜୋହେରୀ ମୋଲା

    13812
    Sep 06, 2026
  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ
    ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14703
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ
    ଦେଶ-ଦେଶାନ୍ତର

    ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13864
    Sep 06, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୋହେରୀ ମୋଲା ପିନ୍ଧିଲେ ବିଶ୍ବ ସୁନ୍ଦରୀ ୨୦୨୬ ମୁକୁଟ

    14294
    Sep 06, 2026
  • ଦେଶ-ଦେଶାନ୍ତର

    ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14703
    Sep 06, 2026
  • ଦେଶ-ଦେଶାନ୍ତର

    ଧନବାଦର ଶିକ୍ଷୟିତ୍ରୀ ମୁନମୁନ ଭଟ୍ଟାଚାର୍ଯ୍ୟ ଜାତୀୟ ଶିକ୍ଷକ ପୁରସ୍କାରରେ ସମ୍ମାନିତ

    15387
    Sep 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17078
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17738
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17744
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18149
    Sep 06, 2023

ବିଶେଷ

  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14099
    Sep 06, 2026
  • ଛାଡି ଦିଅନ୍ତୁ ଆଳୁ ଖାଇବା, ନିୟନ୍ତ୍ରଣ ହୋଇପାରିବ ଓଜନ

    13756
    Sep 03, 2026
  • କଞ୍ଚାକଦଳୀ ଖାଇବା ଶରୀର ପାଇଁ ଲାଭଦାୟକ, ଭରି ରହିଛି ଏହିସବୁ ଗୁଣ

    14559
    Aug 31, 2026
  • ଛାତି ଯନ୍ତ୍ରଣା ହୋଇଥାଏ ଏହିସବୁ ରୋଗର ଲକ୍ଷଣ

    14865
    Aug 30, 2026
  • ରାକ୍ଷୀ ବାନ୍ଧିବାର ଉଚିତ୍ ସମୟ ଜାଣନ୍ତୁ.....

    14818
    Aug 27, 2026

ବାଣିଜ୍ୟ

ଆଇସିଏସ୍‌ଆଇର ୫୪ତମ କମ୍ପାନୀ ସେକ୍ରେଟାରିଜ୍‌ ଜାତୀୟ ସମ୍ମିଳନୀ ଭୁବନେଶ୍ୱରରେ ଉଦ୍‌ଘାଟିତ

ଭୁବନେଶ୍ୱର: ଦି ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ କମ୍ପାନୀ ସେକ୍ରେଟାରିଜ୍‌ ଅଫ୍‌ ଇଣ୍ଡିଆ ପକ୍ଷରୁ ଭୁବନେଶ୍ୱର, ଓଡ଼ିଶାରେ “ନେକ୍ସଟ୍‌ଜେନ ସିଏସ୍‌- କାଟାଲିଷ୍ଟ ଅଫ୍‌ ଗ୍ ...

  • ଓଡ଼ିଶା କ୍ରାଫ୍ଟ ଓଡ଼ିସି ଉନ୍ମୋଚନ କରିବ ଚାନ୍ଦୁଆ: କାନୋପିଜ୍‌ ଅଫ୍‌ ଲେବର, ଯେଉଁଥିରେ ଓଡ଼ିଶାର ଜୀବନ୍ତ ଚାନ୍ଦୁଆ ପରମ୍ପରାର ସବିଶେଷ ବିଷୟ ସ୍ଥାନ ପାଇଛି

    14976
    Sep 03, 2026
  • ଆମୱେ ଆୟୁର୍ବେଦ କ୍ଷେତ୍ରରେ ସମ୍ପ୍ରସାରଣ ସହିତ ବିକଶିତ ଭାରତ ଲକ୍ଷ୍ୟକୁ ସମର୍ଥନ କରୁଛି

    14069
    Sep 03, 2026
  • ସୁନା ଦରରେ ବଡ଼ ଧରଣର ହ୍ରାସ

    14594
    Sep 03, 2026
  • ଆପଲ୍‌ର ନୂଆ CEO ଜନ୍ ଟର୍ନସ୍

    15460
    Sep 03, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମହାନନ୍ଦ ଏକ୍ସପ୍ରେସର ଇଞ୍ଜିନ ସମେତ ଦୁଇଟି ଜେନେରାଲ୍ କୋଚ୍ ଲାଇନଚ୍ୟୁତ

    14703
    Sep 06, 2026
  • ମଧୁମେହ ରୋଗୀ କାକୁଡିକୁ ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରିବା ନିହାତି ଦରକାର

    14099
    Sep 06, 2026
  • ରୁଷ୍‌ଠାରୁ ଆଉ ୫ଟି ଏସ୍-୪୦୦ ବାୟୁ ସୁରକ୍ଷା ପ୍ରଣାଳୀ କ୍ରୟ କରିବ ଭାରତ

    13864
    Sep 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In