Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, April 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

Home ›› ››ଅଟଳ ବିହାରୀଙ୍କ ପରଲୋକରେ ନବୀନ ଓ ଧର୍ମେନ୍ଦ୍ର କଲେ ଶୋକପ୍ରକାଶ

ଅଟଳ ବିହାରୀଙ୍କ ପରଲୋକରେ ନବୀନ ଓ ଧର୍ମେନ୍ଦ୍ର କଲେ ଶୋକପ୍ରକାଶ

2021-06-05 07:30:35
13778
Share:
Facebook
Twitter
E-Mail
WhatsApp
Telegram
ଅଟଳ ବିହାରୀଙ୍କ ପରଲୋକରେ ନବୀନ ଓ ଧର୍ମେନ୍ଦ୍ର କଲେ ଶୋକପ୍ରକାଶ


ଭୁବନେଶ୍ୱର: କରୋନାରେ ପୁଣି ଜଣେ ବିଶିଷ୍ଟ ଅଭିନେତାଙ୍କ ପରଲୋକ ଘଟିଛି ।  ବିଶିଷ୍ଟ ଅଭିନେତା, ନାଟ୍ୟ କଳାକାର ତଥା କଥାକାର ଅଟଳବିହାରୀ ପଣ୍ଡା ଶେଷନିଶ୍ୱାସ ତ୍ୟାଗ କରିଛନ୍ତି ।  ବୁର୍ଲା ବୀର ସୁରେନ୍ଦ୍ର ସାଏ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ଅଟଳ ବିହାରୀଙ୍କ ପରଲୋକ ଘଟିଛି । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା। ସେ କୋଭିଡ୍ ଆକ୍ରାନ୍ତ ହୋଇ ସୁସ୍ଥ ହୋଇଥିଲେ । ଏହାପରେ ପୁଣି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ ।

ତାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ  କେନ୍ଦ୍ରମନ୍ତ୍ରୀ  ଧର୍ମେନ୍ଦ୍ର ପ୍ରଧାନ ଗଭୀର ଶୋକ ପ୍ରକାଶ କରିଛନ୍ତି । 

‘ସଲାବୁଢା’, ‘ଆଦିମ ବିଚାର’ ପରି ଚଳଚ୍ଚିତ୍ରରେ ନିଖୁଣ ଅଭିନୟ ତାଙ୍କୁ ଚିରସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଛନ୍ତି ।  ଏଡାଛଡ଼ା ତାଙ୍କ ବିୟୋଗ ଓଡ଼ିଆ କଳାଜଗତ ପାଇଁ ଏକ ଅପୂରଣୀୟ କ୍ଷତି ବୋଲି କହିବା ସହ ମୁଖ୍ୟମନ୍ତ୍ରୀ ତାଙ୍କର ଅମର ଆତ୍ମାର ସଦଗତି କାମନା କରିଛନ୍ତି । 

ଅନ୍ୟପକ୍ଷରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି ଯେ, ଓଡ଼ିଶା ବିଶେଷ ଭାବରେ ପଶ୍ଚିମ ଓଡିଶାର ବର୍ଷିଆନ କଳାକାର ଅଟଳବିହାରୀ ପଣ୍ଡାଙ୍କ ବିୟୋଗ ଖବର ଶୁଣି ମୁଁ ଦୁଃଖିତ ଓ ମର୍ମାହତ। ପ୍ରସିଦ୍ଧିଲାଭ କରିଥିବା ଅନେକ ସମ୍ୱଲପୁରୀ ଚଳଚ୍ଚିତ୍ରରେ ନିଖୁଣ ଅଭିନୟ କରି ସେ ଦର୍ଶକୀୟ ଆଦୃତ ଲାଭ କରିଥିଲେ। ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଉଛି।

ସୂଚନା ଥାଉ କି, ଶ୍ରୀ ପଣ୍ଡା କିଛିଦିନ ପୂର୍ବରୁ ଅସୁସ୍ଥ ଥିବାରୁ ତାଙ୍କୁ ବୁର୍ଲା ମେଡିକାଲ ମେଡିସି୍ ବିଭାଗ ଚିକିତ୍ସା କରାଯାଇଥିଲା। ସାମାନ୍ୟ ସୁସ୍ଥ ହେବାରୁ ଗତ ରବିବାର ତାଙ୍କ ପରିବାର ଲୋକେ ତାଙ୍କୁ ଘରକୁ ନେଇଥିଲେ। ପୁଣି ସ୍ବାସ୍ଥ୍ୟବସ୍ଥା ବିଗିଡିବାରୁ ସୋମବାର ସନ୍ଧ୍ୟାରେ ତାଙ୍କୁ ଭିମ୍‌ସାରେ ଭର୍ତ୍ତି କରାଯାଇଥିଲା।

Powered by Froala Editor

Tags Naveen Patnaik , Dharmendra Pradhan

Related articles Odisha News Lens 4.1

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13650
    Apr 14, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13603
    Apr 15, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା
    ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15045
    Apr 15, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15205
    Apr 15, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14464
    Apr 13, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15581
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15716
    Apr 14, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15500
    Apr 14, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    15022
    Apr 13, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13603
    Apr 15, 2026
  • ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15500
    Apr 14, 2026
  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14464
    Apr 13, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15269
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15987
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14674
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15653
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14506
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15066
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15205
    Apr 15, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13603
    Apr 15, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15500
    Apr 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In