Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 17, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇଣ୍ଡୋନେସିଆରେ ଗୋଟିଏ ଦିନରେ ୩ ଥର ...

  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ...

  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ...

  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ...

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ...

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ...

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ...

  • ୭୮ଟି ସାହସିକତା ପୁରସ୍କାରକୁ ...

  • ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ...

  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››୯ମ ‘ଜି୨୦’ ସଂସଦୀୟ ବାଚସ୍ପତିଙ୍କ ଶିଖର ସମ୍ମିଳନୀରେ ଏହା କହିଲେ ପ୍ରଧାନମନ୍ତ୍ରୀ

୯ମ ‘ଜି୨୦’ ସଂସଦୀୟ ବାଚସ୍ପତିଙ୍କ ଶିଖର ସମ୍ମିଳନୀରେ ଏହା କହିଲେ ପ୍ରଧାନମନ୍ତ୍ରୀ

2023-10-13 09:39:37
14047
Share:
Facebook
Twitter
E-Mail
WhatsApp
Telegram
୯ମ ‘ଜି୨୦’ ସଂସଦୀୟ ବାଚସ୍ପତିଙ୍କ ଶିଖର ସମ୍ମିଳନୀରେ ଏହା କହିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ଶାନ୍ତି ଓ ଭ୍ରାତୃତ୍ବ ଲାଗି ସମୟ ଉପସ୍ଥିତ ହୋଇଛି ବୋଲି ଆଜି ଦିଲ୍ଲୀସ୍ଥିତ ‘ଯଶୋଭୂମି ସମ୍ମଳନୀ କେନ୍ଦ୍ର’ରେ ୯ମ ‘ଜି୨୦’ ସଂସଦୀୟ ବାଚସ୍ପତିଙ୍କ ଶିଖର ସମ୍ମିଳନୀ ଉଦ୍‌ଘାଟନ କରିବା ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ କହିଛନ୍ତି। ଭାରତର ‘ଜି୨୦’ ଅଧ୍ୟକ୍ଷତାର ସକାରାତ୍ମକ ଭାବଧାରା ଭଳି ଆଜିର ଏହି ଶିଖର ସମ୍ମଳିନୀକୁ ସଂସଦ ଆୟୋଜନ କରିଛି। ଏହି ଅବସରରେ ଉଦ୍‌ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶାନ୍ତି ଓ ସମ୍ମିଳିତ ଉନ୍ନତି ଉପରେ ଗୁରୁତ୍ବାରୋପ କରିଛନ୍ତି।

ପ୍ରଧାନମନ୍ତ୍ରୀ କହିଲେ, ଏହା ହେଉଛି ସମସ୍ତଙ୍କର ବିକାଶର ସମୟ, ଶାନ୍ତି, ଭ୍ରାତୃତ୍ବ ଓ ଏକତ୍ର ଅଗ୍ରସର ହେବାର ସମୟ। ଆତଙ୍କବାଦ ଓ ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧକୁ ଦର୍ଶାଇ ପ୍ରଧାନମନ୍ତ୍ରୀ କହିଲେ, ସମ୍ପ୍ରତି ବିଶ୍ବ ସମ୍ମୁଖୀନ ହେଉଥିବା ଯୁଦ୍ଧ ଓ ସଂଘର୍ଷ କାହାକୁ ଉପକୃତ କରୁନାହିଁ। ବିଭାଜିତ ବିଶ୍ବ ମାନବତା ସମ୍ମୁଖରେ ଥିବା ଆହ୍ବାନର ସମାଧାନ କରିପାରେ ନାହିଁ।

ସଂସଦର ପ୍ରଥା କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଲେ, ଏହା ହେଉଛି ସମଗ୍ର ବିଶ୍ବରେ ଥିବା ସଂସଦୀୟ ପ୍ରଥାଗୁଡ଼ିକର ଅଭିନବ ସଙ୍ଗମ। ଏହାଦ୍ବାର ଦେଶର ସଂସଦୀୟ ପ୍ରଥା କ୍ରମବିକାଶ ଲାଭ କରି ସୁଦୃଢ଼ ହୋଇଛି। ‘ଜି୨୦’ର ଅଧ୍ୟକ୍ଷତା ସମଗ୍ର ବର୍ଷ ତମାମ ଭାରତରେ ଉତ୍ସବୀୟ ବାତାବରଣ ସୁନିଶ୍ଚିତ କରିଥିଲା। ଭାରତର ଚନ୍ଦ୍ରାବତରଣ ଏହାକୁ ଆହୁରି ଉତ୍ସବମୁଖରିତ କଲା।

Powered by Froala Editor

Tags Modi

Related articles Odisha News Lens 4.1

  • ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...
    ଦେଶ-ଦେଶାନ୍ତର

    ଜାତୀୟ ଗୀତ ‘ବନ୍ଦେ ମାତରମ’ ଗାନ କରି ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ...

    15612
    Aug 15, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା
    ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14654
    Aug 16, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14573
    Aug 14, 2026
  •  ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌
    ଦେଶ-ଦେଶାନ୍ତର

    ପ୍ରଥମ ଥର: ଲାଲ୍‌କିଲ୍ଲାରେ ଗାୟନ କରାଯିବ ବନ୍ଦେ ମାତରମ୍‌

    14198
    Aug 15, 2026
  • ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ
    ଦେଶ-ଦେଶାନ୍ତର

    ୭୮ଟି ସାହସିକତା ପୁରସ୍କାରକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ ପ୍ରଦାନ

    14552
    Aug 15, 2026
  • ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି
    ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14942
    Aug 16, 2026
  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14315
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ
    ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14896
    Aug 16, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ
    ବିଶେଷ

    ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13501
    Aug 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14896
    Aug 16, 2026
  • ଅପରାଧ

    କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14654
    Aug 16, 2026
  • ମନୋରଞ୍ଜନ

    ଶାହରୁଖ, ଅଜୟ ଓ ଟାଇଗରଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି

    14942
    Aug 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17032
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17652
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17700
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18099
    Sep 06, 2023

ବିଶେଷ

  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13501
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14810
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14584
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14420
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15999
    Aug 05, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14241
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14370
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15267
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14639
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଟିଏମସି ବରିଷ୍ଠ ନେତା ଆଶିଷ ବାନାର୍ଜୀଙ୍କ ମୃତ୍ୟୁ

    14315
    Aug 16, 2026
  • ବାଜପେୟୀଙ୍କ ଅଷ୍ଟମ ଶ୍ରାଦ୍ଧ ବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୋଦୀ

    14896
    Aug 16, 2026
  • କଂଗ୍ରେସ ନେତା ଅନିସୁର ଓ ତାଙ୍କ ପୁଅଙ୍କୁ ହତ୍ୟା

    14654
    Aug 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In