Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, October 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ...

  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ...

  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ...

  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ...

  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ...

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ...

  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ...

  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ...

  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ମା ଗର୍ଭରେ ଥିବା ନାହି-ଲଗା ଛୁଆକୁ ବି ଛୁରି ଭୁସି ହତ୍ୟା କଲେ ହମାସ୍‌ ଆତଙ୍କବାଦୀ

ମା ଗର୍ଭରେ ଥିବା ନାହି-ଲଗା ଛୁଆକୁ ବି ଛୁରି ଭୁସି ହତ୍ୟା କଲେ ହମାସ୍‌ ଆତଙ୍କବାଦୀ

2023-10-13 09:46:58
15129
Share:
Facebook
Twitter
E-Mail
WhatsApp
Telegram
ମା ଗର୍ଭରେ ଥିବା ନାହି-ଲଗା ଛୁଆକୁ ବି ଛୁରି ଭୁସି ହତ୍ୟା କଲେ ହମାସ୍‌ ଆତଙ୍କବାଦୀ

ସ୍ଡେରୋଟ୍‌ : ବିୟରିରେ ପହଞ୍ଚି ପ୍ରଥମ ଘରେ ପଶି ଜଣେ ମହିଳାଙ୍କ ଶବ ଦେଖି କେବଳ ସେ ନୁହନ୍ତି ତାଙ୍କ ସ୍ବେଚ୍ଛାସେବୀ ଦଳର ସମସ୍ତ ସଦସ୍ୟ ହତବାକ୍‌ ହୋଇଯାଇଥିବା କଥା ହମାସ୍‌ ଆକ୍ରମଣ ପରେ ମୃତ ଇସ୍ରାଏଲୀ ନାଗରିକମାନଙ୍କର ଶବ  ଉଦ୍ଧାର କରୁଥିବା ସ୍ବେଚ୍ଛାସେବୀ ୟୋସି ଲାଣ୍ଡାଉ କହିଛନ୍ତି ଗାଜାଠାରୁ ପ୍ରାୟ ୧୨୦୦ କିଲୋମିଟର୍‌ ଦୂର ଜନବସତି ବିୟରିରେ ପହଞ୍ଚିବା ପରେ ପ୍ରଥମ ଘରେ ପ୍ରବେଶ କରି ସେମାନେ ଦେଖିଲେ, ଜଣେ ମହିଳାଙ୍କ ପେଟ ଚିରାଯାଇଛି। ତାଙ୍କ ଗର୍ଭରେ ଥିବା ନାହି-ଲଗା ଛୁଆଟିକୁ ବି ଛୁରି ଭୁସି ହତ୍ୟା କରାଯାଇଛି।

‌ଜାକା ଅଞ୍ଚଳର ସ୍ବେଚ୍ଛାସେବୀ ଲାଣ୍ଡାଉ କହିଛନ୍ତି, ୨୦ଜଣ ପିଲାଙ୍କ ସମେତ ସେ ଆହୁରି ଅନେକ ମୃତ ସାଧାରଣ ନାଗରିକଙ୍କ ଶବ ଦେଖିଲେ। ସେମାନଙ୍କ ହାତ ପଛଆଡୁଆ କରି ବନ୍ଧାଯାଇଥିଲା। ଗୁଳିମାରି ହତ୍ୟା କରିବା ପରେ ହମାସ୍‌ ଆତଙ୍କବାଦୀମାନେ ସେମାନଙ୍କୁ ପୋଡ଼ି ପକାଇଥିଲେ। କେତେଜଣଙ୍କ ଶବ ଏମିତି ଭାବେ ପଡ଼ିଥିଲା ଯେ, ମନେ ହେଉଥିଲା ତାଙ୍କ ସହିତ ଦୁଷ୍କର୍ମ କରାଯାଇଛି। 

ଶନିବାର ପ୍ରତ୍ୟୁଷ କଥା ସ୍ମରଣ କରି ଲାଣ୍ଡାଉ କହନ୍ତି, ସାଇରନ୍‌ ଶବ୍ଦ ଶୁଣି ନିଦ ଭାଙ୍ଗିଗଲା। ରକେଟ୍‌ ଆକ୍ରମଣ କରାଗଲେ ସାଇରନ୍‌ ବାଜେ ବୋଲି ସମସ୍ତେ ଜାଣନ୍ତି। ତେଣୁ, ଆଶ୍ରୟସ୍ଥଳକୁ ଧାଇଁ ପଳାନ୍ତି। କିନ୍ତୁ, ସେଦିନ ସେତେବେ‌ଳକୁ ଗାଜା ସୀମାନ୍ତ ଅତିକ୍ରମ କରି ହମାସ୍‌ ଆତଙ୍କବାଦୀମାନେ ୧୨୦୦ ଲୋକଙ୍କୁ ହତ୍ୟା କରିଥିବା କଥା ମୋର ଧାରଣା ନ ଥିଲା। ଉତ୍ତର ଗାଜାର ଉପକୂଳବର୍ତ୍ତୀ ନଗରୀ ଆସ୍‌ଡଡ୍‌ସ୍ଥିତ ବାସଭବନରୁ ସେ ଘଟଣାସ୍ଥଳକୁ ଧାଇଁ ଯାଇଥିଲେ ବୋଲି କହିଛନ୍ତି। ସେଠାରେ ପହଞ୍ଚି ଦେଖିଲେ କାର୍‌ ସବୁ ଓଲଟି ପଡ଼ିଛି। ରାସ୍ତାଘାଟରେ ଲୋକେ ମରି ପଡ଼ିଛନ୍ତି।

Powered by Froala Editor

Tags War

Related articles Odisha News Lens 4.1

  •  ଇମ୍ରାନ ଖାନଙ୍କୁ  ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ
    ଦେଶ-ଦେଶାନ୍ତର

    ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14454
    Oct 15, 2026
  •  ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ...

    15281
    Oct 15, 2026
  • ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ
    ଦେଶ-ଦେଶାନ୍ତର

    ଗଙ୍ଗା ନଦୀରେ ବୁଡ଼ିଲା ଡଙ୍ଗା, ଚାଲିଗଲା 14 ଜୀବନ

    15084
    Oct 14, 2026
  • ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ
    ଦେଶ-ଦେଶାନ୍ତର

    ଜୟପୁର ବିମାନବନ୍ଦରରେ ହାଇଜାକ୍ ଆଲର୍ଟ: ଜରୁରୀକାଳୀନ ଅବତରଣ କଲା ଏୟାର ଇଣ୍ଡିଆ ବିମାନ

    15758
    Oct 14, 2026
  • ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍
    ଦେଶ-ଦେଶାନ୍ତର

    ଦୀପାବଳି ଉପହାର : ରେଳ କର୍ମଚାରୀଙ୍କୁ ୭୮ ଦିନର ବୋନସ୍

    15048
    Oct 15, 2026
  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...
    ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ...

    14131
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ
    ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15324
    Oct 15, 2026
  • କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର
    ଦେଶ-ଦେଶାନ୍ତର

    କେନ୍ଦୁଝରରେ ଡିଜାଷ୍ଟର ରିକଭରି ଡାଟା ସେଣ୍ଟର ପ୍ରସ୍ତାବକୁ କ୍ୟାବିନେଟ ମୋହର

    14026
    Oct 14, 2026
  • ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି
    ଦେଶ-ଦେଶାନ୍ତର

    ୧୧ ବର୍ଷର ସମ୍ପର୍କ ଭାଙ୍ଗି ଚାଲିଗଲା ଷ୍ଟେଫି

    13634
    Oct 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ: ଧର୍ମ ପରିବର୍ତ୍ତନ କଲାମାତ୍ରେ ସଂରକ୍ଷଣର ଅଧିକାର ଶେଷ ହୋଇଯାଏ

    15281
    Oct 15, 2026
  • ବାଣିଜ୍ୟ

    କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ...

    14131
    Oct 15, 2026
  • ଅପରାଧ

    ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15324
    Oct 15, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17183
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17876
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17826
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18246
    Sep 06, 2023

ବିଶେଷ

  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14600
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14706
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15709
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    14384
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    16118
    Sep 23, 2026

ବାଣିଜ୍ୟ

କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

ଅନେକ ଗ୍ରାମରେ ସୌର ଶକ୍ତି ଚାଳିତ ପାନୀୟ ଜଳ ସୁବିଧା ସହିତ କଳାହାଣ୍ଡି ଏବଂ ରାୟଗଡ଼ାରେ ୧୪୬ରୁ ଅଧିକ ସୌର ଶକ୍ତି ଚାଳିତ ଷ୍ଟ୍ରିଟ୍ ଲାଇଟ୍ ଲଗାଯାଇଛି

ଭୁବନେଶ୍ୱର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପା ...

  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13843
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15100
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15806
    Oct 08, 2026
  • ରେପୋ ରେଟ୍‌ ୨୫ ବେସିସ୍‌ ପଏଣ୍ଟ ବୃଦ୍ଧି

    15040
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଲେ ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ

    13706
    Oct 14, 2026
  • ଇମ୍ରାନ ଖାନଙ୍କୁ ଅକ୍ଟୋବର ୨୮ ସୁଦ୍ଧା ଭାରତ ଛାଡିବାକୁ ନିର୍ଦ୍ଦେଶ

    14454
    Oct 15, 2026
  • ମିରଟ୍ ବ୍ଲୁ ଡ୍ରମ୍ ହତ୍ୟା ମାମଲା: ମୁସ୍କାନ ରସ୍ତୋଗୀ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

    15324
    Oct 15, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In