Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, October 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ...

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

  • ଥେନି ଜିଲ୍ଲା ଜେଲରୁ ୧୭ କଏଦୀ ଫେରାର

  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ...

  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ...

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ ...

  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ...

  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ...

ମନୋରଞ୍ଜନ
Home ›› ମନୋରଞ୍ଜନ ››ବଳାତ୍କାର ଅଭିଯୋଗରେ ଅଭିନେତା ପର୍ଲ ଭି ପୁରୀ ଗିରଫ

ବଳାତ୍କାର ଅଭିଯୋଗରେ ଅଭିନେତା ପର୍ଲ ଭି ପୁରୀ ଗିରଫ

2021-06-05 07:30:35
16055
Share:
Facebook
Twitter
E-Mail
WhatsApp
Telegram
ବଳାତ୍କାର ଅଭିଯୋଗରେ ଅଭିନେତା ପର୍ଲ ଭି ପୁରୀ ଗିରଫ

ମୁମ୍ବାଇ: ପୁଣି ବିବାଦରେ ନାଗୀନ୍‌-୩ ଫେମ୍ ଅଭିନେତା ପର୍ଲ ଭି ପୁରୀ । ତାଙ୍କ ନାମରେ ଆସିଛି ବଳାତ୍କାର ଭଳି ସଙ୍ଗୀନ ଅଭିଯୋଗ । ପୁଲିସ୍ ତାଙ୍କୁ ମୁମ୍ବାଇ ମଲାଡସ୍ଥିତ ମଲୱାନୀରୁ ଗିରଫ କରିଛି । ତାଙ୍କ ସହିତ ଆଉ ୫ ଜଣଙ୍କୁ ମଧ୍ୟ ବନ୍ଧା ଯାଇଛି । ସମସ୍ତ ଅଭିଯୁକ୍ତଙ୍କ ବିରୋଧରେ ପୀଡ଼ିତା ଅଭିଯୋଗ କରିଥିଲେ । ପୁଲିସ୍ ପୀଡ଼ିତାଙ୍କ ବୟାନ ରେକର୍ଡ କରିବା ସହିତ ଅଭିଯୋଗକୁ ଭିତ୍ତିକରି ଗିରଫ କରିଥିବା ଜଣାପଡ଼ିଛି । ଏହାପରେ ଏବେ ବଲିଉଡରେ ଚର୍ଚ୍ଚା ଜୋର୍ ଧରିଛି । ସେପଟେ ପର୍ଲ ଭି ପୁରୀଙ୍କୁ ନେଇ ପ୍ରଯୋଜକମାନେ ଚିନ୍ତାରେ ପଡ଼ିଛନ୍ତି । କାରଣ ତାଙ୍କୁ ନେଇ ଆଗାମୀ ଦିନରେ କିଛି ପ୍ରୋଜେକ୍ଟ କରିବାକୁ ସେମାନେ ଯୋଜନା କରିଥିବା କୁହାଯାଉଛି ।

ପର୍ଲ ଭି ପୁରୀଙ୍କ ନାମରେ ଏହା ପ୍ରଥମ ଅଭିଯୋଗ ନୁହେଁ । କିଛି ଦିନ ତଳେ ତାଙ୍କୁ ନେଇ ଇଣ୍ଡଷ୍ଟ୍ରି ବେଶ୍ ସରଗରମ ହୋଇଥିଲା । ସେ ଟେଲି ଅଭିନେତ୍ରୀ କରିଶ୍ମା ତନ୍ନାଙ୍କ ସହ ଦୀର୍ଘ ଦିନ ଧରି ରିଲେସନସିପରେ ରହିଥିଲେ । ଏହାପରେ ଉଭୟଙ୍କ ମଧ୍ୟରେ କୌଣସି କାରଣକୁ ନେଇ ମତାନ୍ତର ହୋଇଥିଲା । ପରେ ସେମାନେ ଅଲଗା ହୋଇଯାଇଥିଲେ । ଏହି ଘଟଣାକୁ ନେଇ ସେତେବେଳେ ଖୁବ୍ ଚର୍ଚ୍ଚା ହୋଇଥିଲା । ଏବେ ପୁଣି ଏକ ନୂଆ ବିବାଦରେ ଛନ୍ଦି ହେବା ପରେ ତାଙ୍କ ଉପରେ କିଛି ପ୍ରଯୋଜନା ସଂସ୍ଥା ଆସ୍ଥା ତୁଟାଇ ସାରିଥିବା ବିଭିନ୍ନ ଗଣମାଧ୍ୟମରେ ଆଲୋଚନା କରାଯାଉଛି । 

ସୂଚନାଯୋଗ୍ୟ, ପର୍ଲ ଭି ପୁରୀ ନାଗୀନ୍‌-୩ ବ୍ୟତୀତ ଅନେକଗୁଡ଼ିକ ଟିଭି ପ୍ରୋଜେକ୍ଟରେ କାମ କରି ସାରିଛନ୍ତି । ଏହା ତାଙ୍କୁ ଖୁବ୍ ଲୋକପ୍ରିୟ କରିଛି ମଧ୍ୟ । ସେ ଗୁଡ଼ିକ ମଧ୍ୟରୁ ଖୁବସୁରତ, ଫିର୍ ଭି ମାନା ବଦତମିଜ୍ ଦିଲ୍‌, ମେରି ଶାଶୁ ମା’, ନାଗାର୍ଜୁନ ଏକ ଯୋଦ୍ଧା, ବେପନାହା ପ୍ୟାର ଭଳି ଅନେକ ଭଲ ପ୍ରୋଜେକ୍ଟରେ କାମ କରି ନିଜର ଏକ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛନ୍ତି । ତାଙ୍କର ଅନେକ ଫ୍ୟାନ୍ ଅଛନ୍ତି ।  ବଳାତ୍କାର ଘଟଣାରେ ଗିରଫ ହେବା ପରେ ଏବେ ସୋସିଆଲ୍ ମିଡିଆରେ ଫ୍ୟାନମାନେ ବହୁତ ଖରାପ କମେଣ୍ଟ କରୁଥିବା ଦେଖିବାକୁ ମିଳୁଛି ।

Powered by Froala Editor

Tags pearl-v-puri

Related articles Odisha News Lens 4.1

  • ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ
    ଦେଶ-ଦେଶାନ୍ତର

    ବାଲକୋନିରୁ ଛେପ ପକାଉଥିବା ବେଳେ ୧୧ ହଜାର ଭୋଲ୍ଟ ସକ୍ ଲାଗି ବୃଦ୍ଧ ମୃତ

    15140
    Oct 27, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା
    ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15682
    Oct 26, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....
    ବିଶେଷ

    ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14315
    Oct 27, 2026
  • ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ
    ଦେଶ-ଦେଶାନ୍ତର

    ହୋଟେଲ୍‌ ଲିଜ୍‌ ଚୁକ୍ତିକୁ ନେଇ ବିବାଦ, ହୋଟେଲ୍‌ ମାଲିକାଣୀଙ୍କ ସମେତ ୫ ଜଣଙ୍କ ମୃତ୍ୟୁ

    13256
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି
    ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14892
    Oct 27, 2026
  • ମନ୍ଦିରରୁ ନବବଧୂକୁ ଉଠାଇନେଲେ
    ଦେଶ-ଦେଶାନ୍ତର

    ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14406
    Oct 27, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ  ସ୍ତନ କର୍କଟ ସଚେତନତା ମାସ ...
    ବାଣିଜ୍ୟ

    କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ...

    14748
    Oct 26, 2026
  • ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ
    ଦେଶ-ଦେଶାନ୍ତର

    ବିଲୁପ୍ତପ୍ରାୟ ସ୍ଲୋ ଲୋରିସ୍‌ ଚିହ୍ନଟ, ୧୯୩୦ ଦଶକରୁ ଗାଏବ ହୋଇଯାଇଥିଲେ

    15476
    Oct 26, 2026
  • ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ
    ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13541
    Oct 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14892
    Oct 27, 2026
  • ବାଣିଜ୍ୟ

    ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15682
    Oct 26, 2026
  • ଦେଶ-ଦେଶାନ୍ତର

    ଅତି ଭୟଙ୍କର ହେଲାଣି ବାତ୍ୟା ‘ଅର୍ଣ୍ଣବ’ : ୫ ରାଜ୍ୟକୁ ଆଲର୍ଟ

    13541
    Oct 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17225
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17916
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17864
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18285
    Sep 06, 2023

ବିଶେଷ

  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14315
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    15740
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14864
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15596
    Oct 23, 2026
  • ଏପରି କଲେ ଛାଡି ପଳେଇବେ ମା' ଲକ୍ଷ୍ମୀ

    15758
    Oct 23, 2026

ବାଣିଜ୍ୟ

କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

ଭୁବନେଶ୍ୱରର ଅଗ୍ରଣୀ ଡାଏଗ୍ନୋଷ୍ଟିକ ସେଣ୍ଟର ୨୦୨୬ ନଭେମ୍ବର ୧୫ ପର୍ଯ୍ୟନ୍ତ ସୋନୋମାମ୍ମୋଗ୍ରାଫି ଉପରେ ଫ୍ଲାଟ୍ ୧୫% ରିହାତି ଘୋଷଣା କଲା

ଭୁବନେଶ୍ୱର : ଭୁବନେଶ୍ୱର ଟଙ୍କପାଣି ରୋଡରେ କିଓରବେ ଦ୍ଵାରା ପ ...

  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    15682
    Oct 26, 2026
  • ଧନ୍‌ ତେରସ୍ ପୂର୍ବରୁ କମିଲା ସୁନା ଦର

    14275
    Oct 25, 2026
  • ଜିଓ ଆଇପିଓ ଆବେଦନ ସଂଖ୍ୟା କୋଟିଏ ଟପିଲା

    15123
    Oct 24, 2026
  • ଲକ୍ଷ୍ମୀପୁରରେ ଭିଏଏମ୍ଏଲ୍ ପକ୍ଷରୁ ଚକ୍ଷୁ ପରୀକ୍ଷା ଶିବିର ଆୟୋଜିତ, ପ୍ରାୟ ୨୦୦ ଜଣ ଗୋଷ୍ଠୀ ସଦସ୍ୟ ଉପକୃତ

    14817
    Oct 23, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମନ୍ଦିରରୁ ନବବଧୂକୁ ଉଠାଇନେଲେ

    14406
    Oct 27, 2026
  • ଭାରତ ଅଟୋ ପ୍ରେମରେ ବ୍ରିଟେନ ଦମ୍ପତି

    14892
    Oct 27, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14315
    Oct 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In