Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

  • ଘୋଷଯାତ୍ରା ପାଇଁ ...

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

ରାଜ୍ୟ
Home ›› ରାଜ୍ୟ ››୧୦ ହଜାର ଟଙ୍କା ତଣ୍ଡ ଗଣିବେ ମୋକିମ୍‌

୧୦ ହଜାର ଟଙ୍କା ତଣ୍ଡ ଗଣିବେ ମୋକିମ୍‌

2023-10-14 09:39:23
15081
Share:
Facebook
Twitter
E-Mail
WhatsApp
Telegram
୧୦ ହଜାର ଟଙ୍କା ତଣ୍ଡ ଗଣିବେ ମୋକିମ୍‌

କଟକ: ବାରବାଟୀ-କଟକ ନିର୍ବାଚନୀ ମାମଲାରେ ବିଧାୟକ ଇଂଜିନିୟର ମହମ୍ମଦ ମୋକିମ୍‌ ୧୦ ହଜାର ଟଙ୍କା ତଣ୍ଡ ଗଣିବେ। ଶ୍ରୀ ମୋକିମ୍‌ଙ୍କୁ ୧୦ ହଜାର ଟଙ୍କା ହାଇକୋର୍ଟ ବାର୍ ଆସୋସିଏସନ ୱେଲଫେୟାର୍‌ ପାଣ୍ଠିରେ ଜମା କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ସାକ୍ଷ୍ୟ ଗ୍ରହଣ ପାଇଁ ଶ୍ରୀ ମୋକିମ୍‌ଙ୍କ ପକ୍ଷରୁ ଅଧିକ ସମୟ ଲୋଡ଼ା ଯିବାରୁ ହାଇକୋର୍ଟ ଏଥିପାଇଁ ସମୟ ଦେଇଥିଲେ। ଅଦାଲତଙ୍କ ସମୟ ଅପଚୟ ହେଉଥିବା କାରଣରୁ ଏଭଳି ନିର୍ଦ୍ଦେଶ ଦିଆଯାଇଛି। ଶ୍ରୀ ମୋକିମ୍‌ଙ୍କ ତରଫରୁ ମାମଲା ପରିଚାଳନା କରୁଥିବା ଆଇନଜୀବୀ ବ୍ୟକ୍ତିଗତ ଅସୁବିଧା କାରଣ ଦର୍ଶାଇ ସାକ୍ଷ୍ୟ ଗ୍ରହଣ ଲାଗି ଅଧିକ ସମୟ ପ୍ରଦାନ ପାଇଁ ଏକ ଅନ୍ତରୀଣ ଆବେଦନ ଦାୟର କରିଥିଲେ। କିନ୍ତୁ ଏହି ଆବେଦନକୁ ନିର୍ବାଚନ ମୋକଦ୍ଦମାର ଆବେଦନକାରୀ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ତରଫରୁ ବିରୋଧ କରାଯାଇଥିଲା।
ଅନ୍ୟପକ୍ଷରେ ଅକ୍ଟୋବର ୬ରେ ଶ୍ରୀ ମୋକିମ୍‌ଙ୍କ ଜେରା ଶେଷ ହୋଇଥିବା ବେଳେ ତାଙ୍କ ତରଫରୁ ସାକ୍ଷ୍ୟ ପ୍ରଦାନ କରିବାକୁ ଥିବା ତିନି ଜଣଙ୍କ ମଧ୍ୟରୁ ଜଣେ ସାକ୍ଷୀଙ୍କ ସତ୍ୟପାଠର କପି ଆବେଦନକାରୀ ଶ୍ରୀ ସାମନ୍ତରାୟଙ୍କୁ ପ୍ରଦାନ କରାଯାଇ ସାରିଛି ବୋଲି ଆଜି ଶୁଣାଣି ସମୟରେ ସ୍ପଷ୍ଟ ହୋଇଥିଲା। ଅନ୍ୟ ଦୁଇ ସାକ୍ଷୀଙ୍କ ସତ୍ୟପାଠର କପି ଆସନ୍ତା ୧୫ ତାରିଖ ସୁଦ୍ଧା ଆବେଦନକାରୀଙ୍କୁ ପ୍ରଦାନ କରିବାକୁ ଶ୍ରୀ ମୋକିମ୍‌ଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅକ୍ଟୋବର ୧୭ରେ ପରବର୍ତ୍ତୀ ଶୁଣାଣି ସମୟରେ ସାକ୍ଷୀମାନେ ଅଦାଲତରେ ଉପସ୍ଥିତ ରହିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ୍‌ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଖଣ୍ଡପୀଠ ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟଙ୍କ ନିର୍ବାଚନୀ ମୋକଦ୍ଦମାର ଶୁଣାଣି କରି ଏପରି ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ବାରବାଟୀ-କଟକ ବିଧାୟକ ଭାବେ ମହମ୍ମଦ ମୋକିମ୍‌ଙ୍କ ନିର୍ବାଚନକୁ ଚାଲେଞ୍ଜ କରି ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ ଏହି ମାମଲା ରୁଜୁ କରିଥିଲେ। ଆବେଦନକାରୀ ‌ଶ୍ରୀ ସାମନ୍ତରାୟଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ମିଲନ୍‌ କାନୁନଗୋ, ଆଇନଜୀବୀ ଗୋପାଳ ଅଗ୍ରୱାଲ, ସିଦ୍ଧାର୍ଥ ଦାସ ଏବଂ ଶ୍ରୀ ମୋକିମ୍‌ଙ୍କ ତରଫରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ମାମଲା ପରିଚାଳନା କରୁଛନ୍ତି।

Powered by Froala Editor

Tags Mokim

Related articles Odisha News Lens 4.1

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13444
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି
    ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14839
    Jul 16, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    14907
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା
    ଦେଶ-ଦେଶାନ୍ତର

    ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14971
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15013
    Jul 16, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15266
    Jul 16, 2026
  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    15012
    Jul 16, 2026
  •  ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

    13698
    Jul 16, 2026
  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା
    ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13805
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14839
    Jul 16, 2026
  • ଦେଶ-ଦେଶାନ୍ତର

    ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14971
    Jul 16, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    13835
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16979
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17589
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17642
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18043
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13966
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14623
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14907
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15657
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15764
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15829
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13776
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14663
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15852
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    13835
    Jul 16, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15266
    Jul 16, 2026
  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14971
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In