Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, April 11, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ...

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ...

  • ବିଚାରପତି ଜଷ୍ଟିସ୍ ଯଶୱନ୍ତ ବର୍ମାଙ୍କ ...

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ...

  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ...

  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ...

  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ...

  • ମଟନ କଣ୍ଟା ଫସି ଚାଲିଗଲା ଜୀବନ

  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

ରାଜନୀତି
Home ›› ରାଜନୀତି ››ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ: ବିଜେଡି

ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ: ବିଜେଡି

2023-10-14 18:35:38
14374
Share:
Facebook
Twitter
E-Mail
WhatsApp
Telegram
ମିଶନ ଶକ୍ତିକୁ ନେଇ ଧରାପଡିଲା ଧର୍ମେନ୍ଦ୍ରଙ୍କ ମିଛ: ବିଜେଡି

ଭୁବନେଶ୍ୱର, ୧୪/୧୦/୨୦୨୩: ମାନ୍ୟବର କେନ୍ଦ୍ର ଶିକ୍ଷାମନ୍ତ୍ରୀ ଶ୍ରୀଯୁକ୍ତ ଧର୍ମେନ୍ଦ୍ର ପ୍ରଧାନ ଆଠଗଡରେ ଯେଉଁ ଅଭିଭାଷଣ ରଖିଲେ, ସେଥିରୁ ତାଙ୍କର ନିର୍ବୋଧତା ପଦାରେ ପଡିଛି । ଦୁର୍ଭାଗ୍ୟର କଥା ଶ୍ରୀଯୁକ୍ତ ପ୍ରଧାନ କହୁଛନ୍ତି, ମିଶନ ଶକ୍ତି ତାଙ୍କ ସରକାର ସମୟରେ ଆରମ୍ଭ ହେଲା, ଯାହା ସମ୍ପୂର୍ଣ୍ଣ ମିଛ କଥା ବୋଲି କହିଛନ୍ତି ବିଜେଡି ପ୍ରବକ୍ତା ଇପ୍ସିତା ସାହୁ ।


ଶ୍ରୀମତୀ ସାହୁ କହିଛନ୍ତି ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ରାଜ୍ୟରେ ୨୦୦୧ ମସିହାରେ ମିଶନ ଶକ୍ତି କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଏଭଳି ବିଭ୍ରାନ୍ତିକର ତଥ୍ୟ ଦେଇ ଶ୍ରୀଯୁକ୍ତ ପ୍ରଧାନ ରାଜ୍ୟର ଲକ୍ଷ ଲକ୍ଷ ମିଶନ ଶକ୍ତି ମା’ ମାନଙ୍କୁ ଅପମାନିତ କରିଛନ୍ତି । ଯେଉଁ ମା’ ମାନେ ଗଛ ତଳେ ବସି, ମୁଠି ଚାଉଳ ଦେଇ ଏହାକୁ ଗଢିଛନ୍ତି, ତାଙ୍କ କାର୍ଯ୍ୟ ବିଷୟରେ ନଜାଣି ବକ୍ତବ୍ୟ ଦେବା ସେମାନଙ୍କ ପ୍ରତି ଅପମାନ ଓ ଅତ୍ୟନ୍ତ ଦୁର୍ଭାଗ୍ୟଜନକ କଥା ।


ମାନ୍ୟବର କେନ୍ଦ୍ରମନ୍ତ୍ରୀ ଆଠଗଡ ନିର୍ବାଚନ ମଣ୍ଡଳୀ ମଧ୍ୟ ଦେଇ ଯାଇଥିବା ଜାତୀୟ ରାଜପଥର ଶୋଚନୀୟ ଅବସ୍ଥାକୁ ସୁଧାରିବାକୁ କଣ କରିଛନ୍ତି ଏବଂ ୯ ବର୍ଷର କେନ୍ଦ୍ରମନ୍ତ୍ରୀତ୍ୱ ସମୟରେ କଣ ପଦକ୍ଷେପ ନେଇଛନ୍ତି ସେ ବିଷୟରେ ଆଠଗଡବାସୀଙ୍କୁ କହିଥିଲେ ଭଲ ହୋଇଥାନ୍ତା । କାରଣ ଖାଲି ଆଠଗଡବାସୀ ନୁହଁନ୍ତି, ସାରା ଓଡିଶାବାସୀ ଜାଣିବାକୁ ଚାହୁଁଛନ୍ତି କାହିଁକି ଏନଏଚ-୫୫ ମରଣଯନ୍ତା ହେଲା ପରେ ମଧ୍ୟ ସେ ଚୁପ୍ ହୋଇ ରହିଛନ୍ତି ।


ସେହିଭଳି ଓଡିଶାର ବିଜେପି ସାଂସଦମାନେ ଷଡଯନ୍ତ୍ର କରି ଗରିବ ଆଦିବାସୀଙ୍କୁ ମିଳିବାକୁ ଥିବା ଘର ବନ୍ଦ କରିଦେଲେ । ଆଜିର ସଭାରେ ଶ୍ରୀଯୁକ୍ତ ପ୍ରଧାନ ଏ ବାବଦରେ ପଦୁଟିଏ ମଧ୍ୟ ଉଲ୍ଲେଖ କଲେନାହିଁ । ସାଢେ ୪ କୋଟି ଓଡିଶାବାସୀଙ୍କ ସାମ୍ନାରେ ଏଭଳି ଅବିଚାର ନେଇ ବକ୍ତବ୍ୟ ରଖିଥିଲେ ଭଲ ହୋଇଥାନ୍ତା ।


Powered by Froala Editor

Tags BJD , Biju Janata Dal , MIssion Shakti

Related articles Odisha News Lens 4.1

  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା
    ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15263
    Apr 10, 2026
  • ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର
    ଦେଶ-ଦେଶାନ୍ତର

    ଟଙ୍କା ଡବଲ ଆଶାରେ ୧୨ କୋଟି ହରାଇଲେ ଡାକ୍ତର

    14933
    Apr 10, 2026
  • ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ
    ଦେଶ-ଦେଶାନ୍ତର

    ହିଙ୍ଗୋଲି ଜିଲ୍ଲାରେ ୪.୭ ତୀବ୍ରତାର ଭୂମିକମ୍ପ ଅନୁଭୂତ

    15269
    Apr 11, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....
    ବିଶେଷ

    ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14149
    Apr 11, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ
    ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14845
    Apr 10, 2026
  • ମଟନ କଣ୍ଟା ଫସି ଚାଲିଗଲା ଜୀବନ
    ଦେଶ-ଦେଶାନ୍ତର

    ମଟନ କଣ୍ଟା ଫସି ଚାଲିଗଲା ଜୀବନ

    15665
    Apr 10, 2026
  • ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଠକେଇ, ପୂର୍ବତନ ଆଇଏଏସ୍ ଅଧିକାରୀ ଗିରଫ

    15604
    Apr 09, 2026
  • ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ
    ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15450
    Apr 10, 2026
  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ
    ଦେଶ-ଦେଶାନ୍ତର

    ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14476
    Apr 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14845
    Apr 10, 2026
  • ଦେଶ-ଦେଶାନ୍ତର

    ବିଜେପିର ସଙ୍କଳ୍ପପତ୍ର ପ୍ରକାଶ କରିବା ସମୟରେ ଏପରି କହିଲେ ଅମିତ ଶାହ

    15450
    Apr 10, 2026
  • ମନୋରଞ୍ଜନ

    ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15263
    Apr 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17411
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17468
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17821
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16297
    Apr 03, 2021

ବିଶେଷ

  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14149
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15400
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14256
    Apr 08, 2026
  • ଆଳୁ ରସ କରିବ ତ୍ଵଚାକୁ ଗୋରା

    14584
    Apr 07, 2026
  • ତ୍ୱଚାକୁ ପ୍ରାକୃତିକ ଚମକ ଦେବ ଏହି ଫଳ

    15744
    Apr 06, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15323
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15053
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15557
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13854
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସଂସଦ ସଦସ୍ୟ ଭାବେ ନୀତିଶ କୁମାରଙ୍କ ଶପଥ ଗ୍ରହଣ

    14476
    Apr 10, 2026
  • ନଣନ୍ଦଙ୍କ ନାଁରେ ୨ କୋଟି ଟଙ୍କାର ମାନହାନି ମାମଲା କଲେ ହଂସିକା

    15263
    Apr 10, 2026
  • ସ୍ୱାମୀର ଭୁଲ୍ ପାଇଁ ଅଙ୍ଗନବାଡିଙ୍କୁ ଗଛରେ ବାନ୍ଧି ପିଟିଲେ

    14845
    Apr 10, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In