Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, February 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସୁଲତାନପୁର କୋର୍ଟରେ ରାହୁଲ

  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ...

  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ ...

  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

  • ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ ...

  • ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ...

  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ...

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ...

Home ›› ››ନକଲି ଇଡି ଅଧିକାରୀ ଲୁଟିନେଲେ ୩ କୋଟି

ନକଲି ଇଡି ଅଧିକାରୀ ଲୁଟିନେଲେ ୩ କୋଟି

2023-10-15 19:21:23
14984
Share:
Facebook
Twitter
E-Mail
WhatsApp
Telegram
ନକଲି ଇଡି ଅଧିକାରୀ ଲୁଟିନେଲେ ୩ କୋଟି

ଆମେ ଇଡି ଅଧିକାରୀ । ରେଡ୍ କରିବାକୁ ଆସିଛୁ । ଏମିତି କହି ଦିଲ୍ଲୀ ହରିଦାସ ନଗରରେ କଳାକନା ବୁଲାଇଛନ୍ତି କିଛି ଲୁଟେରା । ପ୍ରାୟ ୩ କୋଟି ଟଙ୍କା ନେଇଯାଇଛନ୍ତି । ସବୁ ଦେଖି ବି କିଛି କରିପାରିନାହାନ୍ତି ଘର ମାଲିକ । ପରେ ଜାଣିଲା ବେଳକୁ ସବୁ କିଛି ଚାଲିଯାଇଥିଲା ।

ଦିଲ୍ଲୀର ହରିଦାସ ନଗରରେ ସକାଳୁ କିଛି ଲୋକ ଦ୍ୱାରକାର ବାବା ହରିଦାସ ନାଗରରେ ଥିବା ଏକ ଘରର କବାଟ ବାଡେଇଥିଲେ। କବାଟ ଖୋଲିବା ପରେ ଅଭିଯୁକ୍ତମାନେ ଇଡି ଅଧିକାରୀ ଭାବେ ପରିଚୟ ଦେଇ ତାଙ୍କ ଘରେ ପଶିଥିଲେ। ଘରେ ବେଆଇନ୍‌ ଟଙ୍କା ରଖା ଯାଇଥିବା କହି ଅଭିଯୁକ୍ତମାନେ ଆରମ୍ଭ କରିଦେଇଥିଲେ ଯାଞ୍ଚ। ଘରୁ ଯାଞ୍ଚ କରିବା ବାହାନାରେ ସେମାନେ ନଗଦ ୩ କୋଟି ୨୦ ଲକ୍ଷ ଟଙ୍କା ଲୁଟି ନେଇଥିଲେ। କେବଳ ସେତିକି ନୁହେଁ ପରିବାର ଲୋକଙ୍କୁ ଏ ବାବଦରେ ପଚରାଉଚରା କରିବାକୁ ଅଫିସକୁ ଡକାଯିବ ବୋଲି ମଧ୍ୟ କହିଥିଲେ।

ଯେଉଁ ବ୍ୟକ୍ତିଙ୍କ ଘରେ ନକଲି ଇଡି ଅଧିକାରୀମାନେ ଚଢ଼ାଉ କରିଥିଲେ ସେ ନିକଟରେ ଦ୍ୱାରକାଠାରେ ତାଙ୍କର ଗୋଟିଏ ଜମି ବିକ୍ରି କରି ଟଙ୍କା ଘରେ ଆଣି ରଖିଥିଲେ। ତେବେ ଏମାନେ ନକଲି ଇଡି ଅଧିକାରୀ ଜଣାପଡିବା ପରେ ଘର ଲୋକେ ପୁଲିସକୁ ସୂଚନା ଦେଇଛନ୍ତି।

ପୁଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଏହି ମାମଲାରେ ଏକ କାର୍‌କୁ ଜବତ କରାଯାଇଛି। ସେଥିରୁ ୭୦ ଲକ୍ଷ ଟଙ୍କା ମିଳିଛି।

Powered by Froala Editor

Tags ed

Related articles Odisha News Lens 4.1

  • ୨୭ରେ ମୁକ୍ତିଲାଭ କରିବ
    ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14678
    Feb 20, 2026
  • ସୁଲତାନପୁର କୋର୍ଟରେ ରାହୁଲ
    ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14592
    Feb 20, 2026
  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା
    ବିଶେଷ

    ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13953
    Feb 20, 2026
  • ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ
    ଜିଲ୍ଲା ପରିକ୍ରମା

    ବାଣ ବିସ୍ଫୋରଣରେ ମା- ୩ବର୍ଷର ଝିଅ ମୃତ

    15435
    Feb 20, 2026
  • MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
    ଦେଶ-ଦେଶାନ୍ତର

    MANAV ଭିଜନ୍‌ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ

    14345
    Feb 20, 2026
  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି
    ଅପରାଧ

    ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି

    14134
    Feb 20, 2026
  • ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ
    ଦେଶ-ଦେଶାନ୍ତର

    ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ

    13716
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ  ପ୍ରତିବାଦ ପ୍ରଦର୍ଶନ
    ଦେଶ-ଦେଶାନ୍ତର

    ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    13783
    Feb 20, 2026
  • ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି
    ଦେଶ-ଦେଶାନ୍ତର

    ବିନୋଦ ଜାଖଡ ଛାତ୍ର କଂଗ୍ରେସର ନୂତନ ସଭାପତି

    15344
    Feb 20, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ୨୭ରେ ମୁକ୍ତିଲାଭ କରିବ "କାନ୍ଦ ମାଷ୍ଟ୍ରେ’

    14678
    Feb 20, 2026
  • ଦେଶ-ଦେଶାନ୍ତର

    ଦେଶକୁ ନକ୍ସଲମୁକ୍ତ କରିବାକୁ ବଡ଼ ଅପରେସନ ଆରମ୍ଭ

    13716
    Feb 20, 2026
  • ଦେଶ-ଦେଶାନ୍ତର

    ସୁଲତାନପୁର କୋର୍ଟରେ ରାହୁଲ

    14592
    Feb 20, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17345
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17411
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17757
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16231
    Apr 03, 2021

ବିଶେଷ

  • ସପ୍ତାହରେ ତିନିରୁ ଚାରି ଥର ଚା ପିଇଲେ କମ ହୋଇଥାଏ ହୃଦରୋଗ ଆଶଙ୍କା

    13953
    Feb 20, 2026
  • କଲରା ସହିତ ଏହିସବୁ ଖାଇଲେ କ୍ଷତିକାରକ

    15159
    Feb 18, 2026
  • ହଳଦୀରେ ଭରି ରହିଛି ସ୍ବାସ୍ଥ୍ୟୋପକାରୀ ଗୁଣ

    15872
    Feb 17, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15886
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    16303
    Feb 13, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14958
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14470
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16077
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15362
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଚାଷ ଉଜାଡ଼ିଲା ଅବକାରୀ : ଅଫିମକୁ ଚାଇନା ଶାଗ କହି ଦେଇଥିଲେ ମଞ୍ଜି

    14134
    Feb 20, 2026
  • ଏପଷ୍ଟିନ୍‌ ଲିଙ୍କ୍‌, ବ୍ରିଟେନ୍‌ର ପୂର୍ବତନ ଯୁବରାଜ ଗିରଫ

    14267
    Feb 20, 2026
  • ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀରେ କଂଗ୍ରେସ କର୍ମୀଙ୍କ ପ୍ରତିବାଦ ପ୍ରଦର୍ଶନ

    13783
    Feb 20, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In