Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ...

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ...

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ...

  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

  • ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ...

  • ଲୋକସଭାରେ ଅନୁମୋଦିତ ହେଲା ‘ବ୍ୟାଙ୍କର୍ସ ...

ରାଜ୍ୟ
Home ›› ରାଜ୍ୟ ››ଏସଡିଜି ରିପୋର୍ଟରେ ଗଡ଼ବଡ଼ ଅନୁମାନ: ଅମର

ଏସଡିଜି ରିପୋର୍ଟରେ ଗଡ଼ବଡ଼ ଅନୁମାନ: ଅମର

2021-06-05 08:37:45
13558
Share:
Facebook
Twitter
E-Mail
WhatsApp
Telegram
ଏସଡିଜି ରିପୋର୍ଟରେ ଗଡ଼ବଡ଼ ଅନୁମାନ: ଅମର

ଭୁବନେଶ୍ୱର: ଏସଡିଜି ରିପୋର୍ଟରେ  ଓଡ଼ିଶାର ସ୍ଥାନକୁ ନେଇ ବିରୋଧୀ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରୁଥିବାବେଳେ ଏହାରି ଭିତରେ ଏକ ବଡ଼ ଖବର ଆସିଛି । ତାହା ହେଲା ଏସଡିଜି ରିପୋର୍ଟରେ ଗଡ଼ବଡ଼ ଥିବା ସାଂସଦ ଅମର ପଟ୍ଟନାୟକ ସନେ୍ଦହ କରିଛନ୍ତି ।

 ଶନିବାର ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ସାଂସଦ ଶ୍ରୀ ପଟ୍ଟନାୟକ କହିଛନ୍ତି ଯେ, ଏସଡିଜି ରିପୋର୍ଟରେ କିଛି ଗଡ଼ବଡ଼ ଅଛି ବୋଧେ ।  ରିପୋର୍ଟ ପ୍ରସ୍ତୁତି ସମୟରେ ରାଜ୍ୟ ଯୋଜନା ତଥ୍ୟକୁ ସାମିଲ କରାଯାଇନାହିଁ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି । ଏଥିସହ ରିପୋର୍ଟକୁ ନେଇ ପ୍ରଶ୍ନ ଉଠାଇବା ସହ ଶ୍ରୀ ପଟ୍ଟନାୟକ ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରିଛନ୍ତି ।   ଉପରଠାଉରିଆଭାବେ ତଥ୍ୟ ପଢି ରାଜନୀତି କରିବା ଦୁଃଖର କଥା ବୋଲି ସାଂସଦ ଅମର ପଟ୍ଟନାୟକ କହିଛନ୍ତି । 

ପ୍ରକାଶ ଯେ, ଏସଡିଜି ଇଣ୍ଡିଆ  ର୍ୟାକିଂ  ପରିପ୍ରେକ୍ଷୀରେ ଶ୍ରୀମତୀ ଷଡ଼ଙ୍ଗୀ  ଆଜି ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଥିଲେ ।   ରିପୋର୍ଟରେ ଓଡ଼ିଶାର ସ୍ଥାନକୁ ନେଇ ଶ୍ରୀମତୀ ଷଡ଼ଙ୍ଗୀ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଥିଲେ । 

ସେ କହିଥିଲେ ଯେ, ଓଡ଼ିଶା ଦେଶରେ ତଳଆଡ଼ୁ ପଞ୍ଚମ ସ୍ଥାନରେ ରହିଛି । ରାଜ୍ୟର ନିମ୍ନ ପ୍ରଦର୍ଶନ ରାଜ୍ୟବାସୀଙ୍କ ପାଇଁ ଦୁଃଖର ବିଷୟ ।  ୨୦୧୯ରେ ଓଡ଼ିଶା ୧୬ତମ ସ୍ଥାନରେ ଥିବାବେଳେ ଏବେ ୨୧ ତମ ସ୍ଥାନରେ ରହିଛି ।  ମନରେଗାରେ ନିଯୁକ୍ତି କମିଛି । କିନ୍ତୁ ରାଜ୍ୟରେ ନାରୀ ନିର୍ଯାତନା ବଢିଛି ।  ବେକାରୀ ବଢିଛି । ଇଣ୍ଟରନେଟ ୟୁଜର୍ସଙ୍କ ସଂଖ୍ୟା କମିଛି ।  ହତ୍ୟା, ଶିଶୁ ବିରୋଧୀ ଅପରାଧ ଓ ମାନବ ଚାଲାଣ ଅପରାଧ ଓଡ଼ିଶାରେ ବଢିଛି ବୋଲି  ଶନିବାର ଆୟୋଜିତ ଏକ  ସାମ୍ବାଦିକ ସମ୍ମିଳନୀରେ ଶ୍ରୀମତୀ ଷଡ଼ଙ୍ଗୀ କହିଥିଲେ । 

Powered by Froala Editor

Tags Amar pattanayak

Related articles Odisha News Lens 4.1

  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା
    ଦେଶ-ଦେଶାନ୍ତର

    ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15022
    Aug 06, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା
    ବିଶେଷ

    ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13521
    Aug 07, 2026
  • ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା
    ଦେଶ-ଦେଶାନ୍ତର

    ଫେବ୍ରୁଆରି ପରଠୁ ମହଙ୍ଗା ଦୁଗ୍ଧ-ଚିନି-ତେଲ ମହଙ୍ଗା

    13638
    Aug 06, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍
    ମନୋରଞ୍ଜନ

    ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14736
    Aug 06, 2026
  • ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ
    ଦେଶ-ଦେଶାନ୍ତର

    ବିଏସ୍‌ପିର ବିଧାୟକ ଉମା ଶଙ୍କର ସିଂହଙ୍କ ପରଲୋକ

    14908
    Aug 06, 2026
  • ଲୋକସଭାରେ ଅନୁମୋଦିତ ହେଲା ‘ବ୍ୟାଙ୍କର୍ସ ବୁକ୍ ଏଭିଡେନ୍ସ ବିଲ୍ ୨୦୨୬’
    ଦେଶ-ଦେଶାନ୍ତର

    ଲୋକସଭାରେ ଅନୁମୋଦିତ ହେଲା ‘ବ୍ୟାଙ୍କର୍ସ ବୁକ୍ ଏଭିଡେନ୍ସ ବିଲ୍ ୨୦୨୬’

    13654
    Aug 06, 2026
  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା
    ଦେଶ-ଦେଶାନ୍ତର

    ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14148
    Aug 07, 2026
  • ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା
    ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14625
    Aug 06, 2026
  • ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ
    ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13308
    Aug 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ‘ଲକ୍ ଅପ୍ ୨’ ବିଜେତା ଶ୍ରେୟା କାଲରା

    14625
    Aug 06, 2026
  • ଦେଶ-ଦେଶାନ୍ତର

    ୟୁପିଆଇ ଓ ଅନ୍ୟାନ୍ୟ ଡିଜିଟାଲ୍ ନେଣଦେଣ ଉପରେ ଲାଗିବ ଶୁଳ୍କ

    13308
    Aug 07, 2026
  • ଦେଶ-ଦେଶାନ୍ତର

    ‘ତେହେଲକା’ ସମ୍ପାଦକ ଦୋଷୀ ସାବ୍ୟସ୍ତ

    15134
    Aug 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17017
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17628
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17679
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18079
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    13521
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15411
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16158
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15010
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14502
    Jul 28, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

ପାଠପଢାକୁ ଉନ୍ନତ କରିବା, ଶିକ୍ଷକଙ୍କୁ ସମର୍ଥନ କରିବା ଏବଂ ଶିକ୍ଷାଗତ ସମ୍ବଳକୁ ମଜବୁତ କରିବା ଦ୍ୱାରା ୨୫,୦୦୦ ଛାତ୍ରଛାତ୍ରୀ ଏହା ଦ୍ୱାରା ଉପକୃତ ହୋଇଛନ୍ତି

ଭୁବନେଶ୍ୱର ୦୪/୦୮/୨୦୨୬ : ଭାରତର ସର୍ବବୃ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14438
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14606
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14253
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15052
    Jul 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ତଣ୍ଡ ଗଣିବା ମେଟା, ଦେବ ୫ ହଜାର କୋଟିର ଜରିମାନା

    14148
    Aug 07, 2026
  • ସବୁଠୁ ମହଙ୍ଗା ସେଲିବ୍ରିଟି ଶାହରୁଖ ଖାନ୍

    14736
    Aug 06, 2026
  • ବଜେଟରେ Gen Z ଙ୍କ ପାଇଁ ବଡ଼ ଘୋଷଣା

    15022
    Aug 06, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In