Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

ରାଜନୀତି
Home ›› ରାଜନୀତି ››କେନ୍ଦ୍ର ସରକାରର ବିକାଶମୁଳକ କାର୍ଯ୍ୟରେ ବିଜେଡି ସରକାର ଭୟଭୀତ : ଇଂ.ବିଶ୍ୱେଶ୍ୱର ଟୁଡୁ

କେନ୍ଦ୍ର ସରକାରର ବିକାଶମୁଳକ କାର୍ଯ୍ୟରେ ବିଜେଡି ସରକାର ଭୟଭୀତ : ଇଂ.ବିଶ୍ୱେଶ୍ୱର ଟୁଡୁ

2023-10-16 09:25:11
14272
Share:
Facebook
Twitter
E-Mail
WhatsApp
Telegram
କେନ୍ଦ୍ର ସରକାରର ବିକାଶମୁଳକ କାର୍ଯ୍ୟରେ ବିଜେଡି ସରକାର ଭୟଭୀତ : ଇଂ.ବିଶ୍ୱେଶ୍ୱର ଟୁଡୁ

ଭୁବନେଶ୍ୱର,ତା.୧୬/୧୦: ପ୍ରତି ପଂଚାୟତକୁ ୫୦ ଲକ୍ଷ ଟଙ୍କା ହିସାବରେ ଜିଲ୍ଲାକୁ ଶହ ଶହ କୋଟି ଟଙ୍କା ଦେଇ ବିଜେଡି ସରକାର ଭ୍ରଷ୍ଟାଚାର ଓ ଦୁର୍ନୀତିକୁ ପ୍ରୋତ୍ସାହିତ କରୁଥିବାବେଳେ ଜିଲ୍ଲାବାସୀଙ୍କ ସାମୁହିକ ସ୍ୱାର୍ଥ ପାଇଁ ଅମର୍ଦା ଏୟାରଷ୍ଟ୍ରିପର ପୁନରୁଦ୍ଧାର ସକାଶେ ମାତ୍ର ୨୬ କୋଟି ଟଙ୍କା ଦେବାକୁ କୁଂଠାବୋଧ ପ୍ରକାଶ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ । ଶେଷରେ ପ୍ରତିରକ୍ଷା ବିଭାଗର ତାଗିଦ୍ ପରେ ଜମା ଦେଲେ । ଅମର୍ଦା ଏୟାର ଷ୍ଟ୍ରିପ ପାଇଁ ଜମି ହସ୍ତାନ୍ତରର ସମସ୍ତ ପ୍ରସ୍ତୁତି ଶେଷ ହୋଇଥିବାବେଳେ ରାଜ୍ୟ ସରକାର ବାରଣ କରିବାରୁ ଜିଲ୍ଲାପାଳ କାର୍ଯ୍ୟକ୍ରମକୁ ଗଲେ ନାହିଁ । ମୟୂରଭଞ୍ଜ ଜିଲ୍ଲା କ’ଣ ଓଡିଶା ବାହାରେ ବୋଲି ପ୍ରଶ୍ନ କରିବା ସହିତ ମୟୁରଭଞ୍ଜ ସମେତ ଉତର ଓଡିଶା ବିକାଶର ବାଧକ ବିଜେଡି ସରକାର ବୋଲି କେନ୍ଦ୍ରମନ୍ତ୍ରୀ ଇଂ.ବିଶ୍ୱେଶ୍ୱର ଟୁଡୁ କହିଛନ୍ତି ।

ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଶ୍ରୀ ଟୁଡୁ କହିଛନ୍ତି ଯେ, ମୟୂରଭଞ୍ଜ ଜିଲ୍ଲା ସମେତ ଉତର ଓଡିଶା ବିଗତ ଦୀର୍ଘ ବର୍ଷ ଧରି ବିମ।।ନ ଯାତାୟତ କ୍ଷେତ୍ରରେ ଅବହେଳିତ ହୋଇ ଆସୁଥିଲା । ଦ୍ୱିତୀୟ ବିଶ୍ୱଯୁଦ୍ଧ ସମୟରେ ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁରଠାରେ ନିର୍ମିତ ଏସିଆ ମହାଦେଶର ସର୍ବବୃହତ ରନ୍‌ୱେ ଅମର୍ଦା ଏୟାରଷ୍ଟ୍ରିପ୍ ଆଜି ଓଡିଶା ସରକାରଙ୍କ ଉଦାସୀନତା ଓ ଅବହେଳା କାରଣରୁ ନଷ୍ଟ ହେବାକୁ ବସିଥିଲା । ଏହି ବିମାନ ବନ୍ଦରର ପୁନରୁଦ୍ଧାର ପାଇଁ ୨୦୧୯ମସିହାଠାରୁ କ୍ରମାଗତ ଭାବେ କେନ୍ଦ୍ର ବେସାମରିକ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଶ୍ରୀ ହରଦୀପ ସିଂହ ପୁରୀ ଓ ପରବର୍ତୀ ସମୟରେ ଶ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କୁ ବାରମ୍ବାର ପତ୍ର ଲେଖିବା ସହିତ ବ୍ୟକ୍ତିଗତ ଭାବେ ସାକ୍ଷାତ କରି ଦାବୀ କରାଯାଇଥିଲା । ଏପରିକି ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂହ, ବାୟୁସେନାର ମୁଖ୍ୟ ଏବଂ ଡିଆରଡିଓ, ଚାନ୍ଦିପୁରର ବରିଷ୍ଠ ଅଧିକାରୀଙ୍କୁ ଭେଟି ଏ ସଂପର୍କରେ ବିସ୍ତୃତ ଆଲୋଚନା କରାଯାଇଥିଲା । ୨୦୨୧ ମସିହା ସେପ୍ଟେମ୍ବର ୧୬ ତାରିଖ ଦିନ କେନ୍ଦ୍ର ଓ ରାଜ୍ୟ ପ୍ରତିନିଧି ଦଳର ଉପସ୍ଥିତିରେ କେନ୍ଦ୍ରମନ୍ତ୍ରୀ ଶ୍ରୀ ଟୁଡୁ ରାସଗୋବିନ୍ଦପୁର ଅମର୍ଦା ଘାଟିକୁ ଯାଇ ପର୍ଯ୍ୟବେକ୍ଷଣ କରିଥିଲେ । ଶେଷରେ ୨୦୨୨ ମସିହା ନଭେମ୍ବର ୨୨ ତାରିଖ ଦିନ ପ୍ରତିରକ୍ଷା ମନ୍ତ୍ରାଳୟ ବିମାନବନ୍ଦର ପୁନରୁଦ୍ଧାର ପାଇଁ କାର୍ଯ୍ୟ ଅନୁମତି ପ୍ରଦାନ କରିଥିଲେ ଏବଂ ରାଜ୍ୟ ସରକାରଙ୍କୁ ୨୬ କୋଟି ଟଙ୍କା କ୍ଷତିପୁରଣ ବାବଦରେ ଜମା କରିବାକୁ କହିଥିଲେ । ରାଜ୍ୟ ସରକାର ଦୀର୍ଘ ୩ ମାସ ପରେ କିଛି ସର୍ତାବଳୀ ସହିତ ରାଜି ହୋଇଥିଲେ । ଧାର୍ଯ୍ୟ ଗତ ଅକ୍ଟୋବର ୧୦ ତାରିଖ ଦିନ ଜମି ହସ୍ତାନ୍ତର ହେବାର ଥିଲା । ଡିଆରଡିଓ, ଚାନ୍ଦିପୁରରୁ ଡିଫେନ୍ସ ଇଷ୍ଟେଟ୍ ଅଫିସର, ପ୍ରତିରକ୍ଷା ବିଭାଗର ଅଧିକାରୀମାନେ ଉପସ୍ଥିତ ଥିବା ସତ୍ୱେ ଜିଲ୍ଲାପାଳଙ୍କ ଅନୁପସ୍ଥିତି କାରଣରୁ ଜମି ହସ୍ତାନ୍ତର ସମ୍ଭବ ହୋଇପାରିଲା ନାହିଁ ।

ଅମର୍ଦା ଏୟାରଷ୍ଟ୍ରିପ୍‌ର ପୁନରୁଦ୍ଧାର ପାଇଁ କେନ୍ଦ୍ର ସରକାର ୪୫ କୋଟି ପ୍ରଦାନ କରିଛନ୍ତି । ଅମର୍ଦା ଏୟାରଷ୍ଟ୍ରିପ କାର୍ଯ୍ୟକ୍ଷମ ହେଲେ କାଳେ କେନ୍ଦ୍ର ସରକାର ଓ ଭାରତୀୟ ଜନତା ପାର୍ଟୀ ନାଁ ନେଇଯିବେ ସେ ଭୟରେ ବିଜେଡି ସରକାର ବାଧା ସୃଷ୍ଟି କରୁଛି । କାର୍ଯ୍ୟକ୍ରମକୁ ଭଣ୍ଡୁର କରିବା ପାଇଁ ବିଜେଡିର କିଛି ଦଲାଲ୍‌ମାନଙ୍କ ଜରିଆରେ ସଭାସ୍ଥଳକୁ ଯିବା ପାଇଁ ଲୋକ ଏବଂ ଗଣମାଧ୍ୟମକୁ ରୋକାଯାଇଥିଲା । ଦୀର୍ଘ ୨୩ ବର୍ଷର ଶାସନରେ ମୟୂରଭଞ୍ଜ ଜିଲ୍ଲାକୁ ବିଜେଡି ସରକାର ବାରମ୍ବାର ଧୋକା ଦେଇଚାଲିଛି । କେନ୍ଦ୍ର ସରକାରର ବିକାଶମୁଳକ କାର୍ଯ୍ୟରେ ବିଜେଡି ସରକାର ଭୟଭୀତ ବୋଲି ଶ୍ରୀ ଟୁଡୁ କହିଛନ୍ତି ।

ଅମର୍ଦା ଏୟାରଷ୍ଟ୍ରିପ୍ କାର୍ଯ୍ୟକ୍ଷମ ହେଲେ, ମୟୂରଭଞ୍ଜ ସମେତ ସମଗ୍ର ଉତର ଓଡିଶା, ସୀମାବର୍ତୀ ଝାରଖଣ୍ଡ ଓ ପଶ୍ଚିମବଙ୍ଗବାସୀ ଉପକୃତ ହୋଇଥାନ୍ତେ । ମୟୂରଭଞ୍ଜ ଜିଲ୍ଲାରେ ଅନେକ ପର୍ଯ୍ୟଟନସ୍ଥଳୀ ଅଛି । ଶିଳ୍ପ ପ୍ରତିଷ୍ଠା ପାଇଁ ଅପାର ସମ୍ଭାବନା ରହିଛି । ବିଶେଷ ଭାବେ ମୟୂରଭଞ୍ଜ ଜିଲ୍ଲାର ପର୍ଯ୍ୟଟନ, ଶିଳ୍ପ, ବାଣିଜ୍ୟ ଓ ଶିକ୍ଷା କ୍ଷେତ୍ରରେ ବହୁତ ଉନ୍ନତି ହୋଇପାରିବ । କିନ୍ତୁ ରାଜ୍ୟ ସରକାର କରାଇ ଦେଲେନାହିଁ । ଏହା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିବା ସହିତ ଜିଲ୍ଲାର ବିକାଶ କାର୍ଯ୍ୟରେ କେନ୍ଦ୍ର ସରକାରକୁ ରାଜ୍ୟ ସରକାର ସହଯୋଗ କରନ୍ତୁ ବୋଲି ଶ୍ରୀ ଟୁଡୁ କହିଛନ୍ତି ।

ଏହି ସାମ୍ବାଦିକ ସମ୍ମିଳନୀରେ ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ଚରଣ ମାଝୀ, ରାଜ୍ୟ ମୁଖପାତ୍ର ଠାକୁର ରଣଜିତ୍ ଦାସ ଏବଂ ରାଜ୍ୟ ଗଣମାଧ୍ୟମ ମୁଖ୍ୟ ଦିଲୀପ ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।


Powered by Froala Editor

Tags BJPOdisha , bisweswar tudu

Related articles Odisha News Lens 4.1

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13686
    Aug 13, 2026
  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି
    ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13775
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14519
    Aug 13, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14153
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13240
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13719
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14183
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13923
    Aug 12, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14347
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ କେଉଁଠି

    13775
    Aug 12, 2026
  • ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14153
    Aug 13, 2026
  • ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13923
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14153
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14486
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14318
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15902
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16316
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13719
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୋଦୀ

    15047
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14183
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14519
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In