Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 14, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ...

  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ...

  • ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

  • ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ...

  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ...

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ...

  • ଆମେରିକୀୟ ସେନା ହେଲିକପ୍ଟର ...

  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ...

  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ...

  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ...

ରାଜନୀତି
Home ›› ରାଜନୀତି ››ଓଡ଼ିଶାରେ ଓବିସି ବର୍ଗଙ୍କୁ ଶିକ୍ଷାରେ ସଂରକ୍ଷଣ ମିଳୁନାହିଁ କାହିଁକି : ସାଂସଦ ସଙ୍ଗମଲାଲ୍ ଗୁପ୍ତା

ଓଡ଼ିଶାରେ ଓବିସି ବର୍ଗଙ୍କୁ ଶିକ୍ଷାରେ ସଂରକ୍ଷଣ ମିଳୁନାହିଁ କାହିଁକି : ସାଂସଦ ସଙ୍ଗମଲାଲ୍ ଗୁପ୍ତା

2023-10-16 16:32:28
16032
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶାରେ ଓବିସି ବର୍ଗଙ୍କୁ ଶିକ୍ଷାରେ ସଂରକ୍ଷଣ ମିଳୁନାହିଁ କାହିଁକି : ସାଂସଦ ସଙ୍ଗମଲାଲ୍ ଗୁପ୍ତା

ଭୁବନେଶ୍ୱର,ତା.୧୬/୧୦: ଓଡିଶା ରାଜ୍ୟର ସମୁଦାୟ ଜନସଂଖ୍ୟାର ୫୪ ପ୍ରତିଶତ ହେଉଛନ୍ତି ପଛୁଆ ତଥା ଓବିସି ବର୍ଗ । ମାତ୍ର ରାଜ୍ୟରେ ବିଜେଡି ସରକାର ଓବିସି ସମାଜ ସହ କ୍ରମାଗତ ଅନ୍ୟାୟ କରିଚାଲିଛନ୍ତି । ଏହି ବର୍ଗଙ୍କୁ ଶିକ୍ଷା, ନିଯୁକ୍ତି ଏବଂ ସାମ୍ବିଧାନ ପ୍ରଦତ ସଂରକ୍ଷଣରୁ ବଂଚିତ କରାଯାଉଛି । ନାମକୁ ମାତ୍ର ଓବିସି କମିଶନ ଗଠନ କରାଯାଇଛି କିନ୍ତୁ ତାଙ୍କୁ ସାମ୍ବିଧାନିକ ଦରଜା ଦିଆଯାଇନାହିଁ । ରାଜ୍ୟର କୋଟି କୋଟି ଓବିସି ବର୍ଗର ଭାଇଭଉଣୀମାନଙ୍କୁ ସମ୍ମାନ ଓ ଅଧିକାର ଦେବାରେ ବିଜେଡି ସରକାର ଧୋକା ଦେଇଛନ୍ତି । ଆଗକୁ ନିର୍ବାଚନ ଥିବା କାରଣରୁ ଓବିସି ସର୍ଭେ ଓ ଗଣନାର ମିଛ ବାହାନା କରୁଛନ୍ତି । କେନ୍ଦ୍ର ସରକାର ଡାକ୍ତରୀ, ଡେଂଟାଲ, ନବୋଦୟ, କେନ୍ଦ୍ରିୟ ବିଦ୍ୟାଳୟ ଓ ସୈନିକ ସ୍କୁଲରେ ସଂରକ୍ଷଣ ଦେଉଛନ୍ତି । ବିଜେପି ଶାସିତ ରାଜ୍ୟମାନଙ୍କରେ ଓବିସି ବର୍ଗଙ୍କ ପାଠପଢ଼ାରେ ନାମ ଲେଖା ପାଇଁ ୨୭ ପ୍ରତିଶତ ସଂରକ୍ଷଣ ବ୍ୟବସ୍ଥା ଥିବାବେଳେ ଓଡିଶାରେ କାହିଁକି ଏହି ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉନାହିଁ  ଏବଂ କେବେ ଏହା କାର୍ଯ୍ୟକାରୀ କରାଯିବ ବୋଲି ଓବିସି ମୋର୍ଚ୍ଚା ରାଷ୍ଟ୍ରୀୟ ସାଧାରଣ ସଂପାଦକ ତଥା ସାଂସଦ ଶ୍ରୀ ସଙ୍ଗମଲାଲ୍ ଗୁପ୍ତା ପ୍ରଶ୍ନ କରିଛନ୍ତି । 

କେନ୍ଦ୍ରରେ ମୋଦି ସରକାର ଓବିସି ବର୍ଗଙ୍କ ଅଧିକାର ଓ ସମ୍ମାନ ପାଇଁ ଚିନ୍ତିତ ଓ କାର୍ଯ୍ୟରତ । ରାଷ୍ଟ୍ରୀୟ ଓବିସି କମିଶନଙ୍କୁ ସାମ୍ବିଧାନିକ ମାନ୍ୟତା ମିଳିଛି । ଓଡିଶାରେ ବିଜେଡି ସରକାର ୫୪ପ୍ରତିଶତ ଓବିସି ବର୍ଗକୁ ଆଉ ଅଧିକ ଦିନ ଠକି ପାରିବେ ନାହିଁ । ଓବିସି ବିରୋଧୀ ବିଜେଡି ସରକାରକୁ ଓବିସି ବର୍ଗ ଉଚିତ ଜବାବ ଦେବେ । ଓଡିଶାରେ ଓବିସି ବର୍ଗଙ୍କ ସାମ୍ବିଧାନିକ ଅଧିକାର ପାଇଁ ଆଗାମୀ ଦିନରେ ବିଜେପି ତରଫରୁ ରାଜ୍ୟରେ ବଡ ଆନ୍ଦୋଳନ କରାଯିବ ବୋଲି ଶ୍ରୀ ଗୁପ୍ତା କହିଛନ୍ତି । କେନ୍ଦ୍ର ସରକାରଙ୍କ ଦ୍ୱାରା ପଛୁଆ ବର୍ଗ ଓ ଆର୍ôଥକ ଅନଗ୍ରସରମାନଙ୍କ ପାଇଁ ପ୍ରଦତ ବିଭିନ୍ନ ଜନକଲ୍ୟାଣକାରୀ ଯୋଜନାଗୁଡିକର କାର୍ଯ୍ୟାନ୍ୱୟନ ସମ୍ପର୍କରେ ଅନୁଧ୍ୟାନ କରିବା ପାଇଁ ଶ୍ରୀ ଗୁପ୍ତା ଦିନିକିଆ ଓଡ଼ିଶା ଗସ୍ତ ଅବସରରେ ଉକ୍ତ ମନ୍ତବ୍ୟ ଦେଇଛନ୍ତି ।  

Powered by Froala Editor

Tags BJPOdisha

Related articles Odisha News Lens 4.1

  • ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ
    ଦେଶ-ଦେଶାନ୍ତର

    ବାସଭବନରୁ ବିଡ଼ା ବିଡ଼ା ନଗଦ ଟଙ୍କା ମିଳିବା ଘଟଣା : ଜଷ୍ଟିସ୍ ଯଶୱନ୍ତ ବର୍ମା ଦୋଷୀ

    13763
    Aug 13, 2026
  • ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ
    ଦେଶ-ଦେଶାନ୍ତର

    ଲାଲକିଲ୍ଲା କାର୍ ବ୍ଲାଷ୍ଟ ଘଟଣାରେ ଅଲ୍-କାଏଦା ଦାୟୀ

    13688
    Aug 13, 2026
  • JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ
    ଦେଶ-ଦେଶାନ୍ତର

    JPSC ପରୀକ୍ଷା ଦୁର୍ନୀତି : ଆଉ ୭ ଅଭିଯୁକ୍ତଙ୍କ ବିରୋଧରେ ୱାରେଣ୍ଟ

    15696
    Aug 13, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି
    ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13451
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ
    ଦେଶ-ଦେଶାନ୍ତର

    କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13422
    Aug 14, 2026
  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15604
    Aug 13, 2026
  • ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ,  ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ
    ଦେଶ-ଦେଶାନ୍ତର

    ଇରାନ ରାଷ୍ଟ୍ରପତି ପେଜେଶକିୟାନ ଆସିବେ ଭାରତ, ୧୮ତମ ବ୍ରିକ୍ସ ସମ୍ମିଳନୀରେ ଦେବେ ଯୋଗ

    14009
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା
    ଦେଶ-ଦେଶାନ୍ତର

    ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13902
    Aug 13, 2026
  •  ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...
    ଦେଶ-ଦେଶାନ୍ତର

    ରାଷ୍ଟ୍ରପତି ପ୍ରଦାନ କଲେ ସଙ୍ଗୀତ ନାଟକ ଏକାଡେମୀ ଫେଲୋସିପ୍ ଏବଂ ସଙ୍ଗୀତ ନାଟକ ...

    14156
    Aug 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦିଲ୍ଲୀକୁ ମିଳିଛି ବୋମା ବିସ୍ଫୋରଣ ଧମକ

    15207
    Aug 14, 2026
  • ଦେଶ-ଦେଶାନ୍ତର

    ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15604
    Aug 13, 2026
  • ବାଣିଜ୍ୟ

    ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    13451
    Aug 13, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17028
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17642
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17693
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18093
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14396
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14515
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14353
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15931
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16344
    Aug 02, 2026

ବାଣିଜ୍ୟ

ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

ପୁରୀ ରଥ ଯାତ୍ରାରେ ଏହାର ‘ଆୟୋଡିନ କା ତିଲକ୍‌’ ପ୍ରୟାସ ପରେ ଏହି ବ୍ରାଣ୍ଡ୍‌ ପିଲାମାନଙ୍କ ନିମନ୍ତେ ଆୟୋଡିନ ପୋଷଣ ଯୋଗାଇବାକୁ ଚିଲ୍‌ଡ୍ରେନ୍ସ ଫାଉଣ୍ଡେସନଗୁଡିକ ସହିତ ସହଭାଗୀତା କରି ...

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    13925
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14358
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15261
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14633
    Aug 07, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଆମେରିକୀୟ ସେନା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15604
    Aug 13, 2026
  • କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡା ଅସୁସ୍ଥ

    13422
    Aug 14, 2026
  • ହରିଦ୍ୱାରରେ ୭ ହଜାର ମେଟ୍ରିକ ଟନ୍ ଆବର୍ଜନା ଜମା

    13902
    Aug 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In