Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 13, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ...

  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ...

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ...

  • ସର୍ଟକଟ୍‌ ପ୍ରତି ସାବଧାନ ଓ ...

  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

  • ସସ୍‌ପେଣ୍ଡ ହେଲା Blinkit ଲାଇସେନ୍ସ, ଜାଣନ୍ତୁ ...

  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ...

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ...

ରାଜନୀତି
Home ›› ରାଜନୀତି ››ଗଜପତି ମହାରାଜଙ୍କୁ ଭେଟିବ ବିଜେପି ପ୍ରତିନିଧିମଣ୍ଡଳୀ : ସମୀର ମହାନ୍ତି

ଗଜପତି ମହାରାଜଙ୍କୁ ଭେଟିବ ବିଜେପି ପ୍ରତିନିଧିମଣ୍ଡଳୀ : ସମୀର ମହାନ୍ତି

2023-10-16 16:35:05
14786
Share:
Facebook
Twitter
E-Mail
WhatsApp
Telegram
ଗଜପତି ମହାରାଜଙ୍କୁ ଭେଟିବ ବିଜେପି ପ୍ରତିନିଧିମଣ୍ଡଳୀ  : ସମୀର ମହାନ୍ତି

ଭୁବନେଶ୍ୱର,ତା.୧୬/୧୦: ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ବାରମ୍ବାର ଦାବି କରାଯାଉଛି । ଶ୍ରୀମନ୍ଦିର କମିଟି ଗଠନ କରି ରତ୍ନଭଣ୍ଡାର ଖୋଲିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ ଥିଲା, କିନ୍ତୁ ରତ୍ନଭଣ୍ଡାର କଥାକୁ ଭୁଲି ଯାଇ ପରିଚାଳନା କମିଟି “ଡ୍ରେସ କୋର୍ଡ”କୁ ଗୁରୁତ୍ୱ ଦେଉଛନ୍ତି । ଗତ ଅଗଷ୍ଟ ୪ତାରିଖରେ କମିଟି ଗଠନ ପାଇଁ ରିଜଲ୍ୟୁସନ କରାଯାଇଥିଲା ଓ ସେପ୍ଟେମ୍ବର ୨୯ରେ ହାଇକୋର୍ଟ ଶ୍ରୀମନ୍ଦିର କମିଟି ଗଠନ ନିର୍ଦ୍ଦେଶ ଦେଇଥିଲେ ଏବଂ ବାରମ୍ବାର ଗଣମାଧ୍ୟମରେ ରତ୍ନଭଣ୍ଡାର ସୁରକ୍ଷିତ ଅଛି ବୋଲି ଶ୍ରୀମନ୍ଦିର ପ୍ରଶାସକ ଦୃଢ଼କ୍ତି ପ୍ରକାଶ କରୁଛନ୍ତି । କାହିଁକି ଏଯାଏଁ କମିଟି ଗଠନ କରାଯାଇ ନାହିଁ ବୋଲି ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ପ୍ରଶ୍ନ କରିଛନ୍ତି ।

ଶ୍ରୀ ମହାନ୍ତି କହିଛନ୍ତି ଯେ, ୪୫ବର୍ଷ ଧରି ରତ୍ନଭଣ୍ଡାର ଖୋଲାଯାଇ ନାହିଁ । ଏନେଇ ଓଡ଼ିଶାବାସୀଙ୍କ ମନରେ ଦ୍ୱନ୍ଦ୍ୱ ଆସୁଛି, ଏହାକୁ ଯଥାଶୀଘ୍ର ଦୂର କରାଯାଉ । ଏହାଛଡା ଗଜପତି ମହାରାଜ ଓ ଜଗତଗୁରୁ ଶଙ୍କରାଚାର୍ଯ୍ୟ ରତ୍ନଭଣ୍ଡାର ଖୋଲିବାକୁ ବାରମ୍ବାର କହିସାରିଛନ୍ତି । ରତ୍ନଭଣ୍ଡାର ପାଇଁ କାହିଁକି କମିଟି ଗଠନ ହେଉନାହିଁ? ଓଡ଼ିଶାର ଦୁଇଜଣ ବରପୁତ୍ର ସୁପ୍ରିମକୋର୍ଟର ଅବସରପ୍ରାପ୍ତ ଚିଫ୍ ଜଷ୍ଟିସ୍ ଦୀପକ  ମିଶ୍ର ଏବଂ ଜି.ବି. ପଟ୍ଟନାୟକ ମୁଖ୍ୟ ବିଚାରପତି ଭାବେ ସୁନାମ ଅର୍ଜନ କରିଛନ୍ତି । ଶ୍ରୀମନ୍ଦିର କମିଟି ତୁରନ୍ତ ସେମାନଙ୍କ ନେତୃତ୍ୱରେ ରତ୍ନଭଣ୍ଡାର କମିଟି ଗଠନ କରି ରତ୍ନଭଣ୍ଡାର ଖୋଲନ୍ତୁ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।

ରତ୍ନଭଣ୍ଡାର ଖୋଲିଲେ ଲକ୍ଷ ଲକ୍ଷ ଜଗନ୍ନାଥପ୍ରେମୀମାନଙ୍କ ଦ୍ୱନ୍ଦ୍ୱ ଦୂର ହେବ । ରତ୍ନଭଣ୍ଡାର ଖୋଲାଯିବା ପ୍ରସଙ୍ଗରେ ଯଥାଶୀଘ୍ର ଶ୍ରୀମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଗଜପତି ମହାରାଜଙ୍କୁ ବିଜେପି ପ୍ରତିନିଧିମଣ୍ଡଳୀ ଭେଟି ସମସ୍ତ କଥା ବିସ୍ତୃତଭାବେ ଆଲୋଚନା କରିବେ ବୋଲି ଶ୍ରୀ ମହାନ୍ତି କହିଛନ୍ତି .

Powered by Froala Editor

Tags BJPOdisha , Sameer Mohanty

Related articles Odisha News Lens 4.1

  • ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍
    ଦେଶ-ଦେଶାନ୍ତର

    ପାନ ମସଲା ପ୍ୟାକେଟରେ ବ୍ୟବହାର ହେବନି ପ୍ଲାଷ୍ଟିକ୍

    14500
    Aug 12, 2026
  • ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ
    ଦେଶ-ଦେଶାନ୍ତର

    ୟୁକ୍ରେନ ଉପରେ ରୁଷର କ୍ଷେପଣାସ୍ତ୍ର ମାଡ଼: ୧୨ ମୃତ

    14503
    Aug 13, 2026
  • ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି
    ଦେଶ-ଦେଶାନ୍ତର

    ପ୍ଲାଷ୍ଟିକ ନୋଟକୁ ମିଳିଲା ମଞ୍ଜୁରି

    14336
    Aug 12, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର
    ଦେଶ-ଦେଶାନ୍ତର

    ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13912
    Aug 12, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ
    ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14142
    Aug 13, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13674
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ ...

    13709
    Aug 12, 2026
  • ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...
    ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ...

    15036
    Aug 12, 2026
  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ
    ଦେଶ-ଦେଶାନ୍ତର

    ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14172
    Aug 12, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13674
    Aug 13, 2026
  • ବିଶେଷ

    ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14142
    Aug 13, 2026
  • ଦେଶ-ଦେଶାନ୍ତର

    ସର୍ଟକଟ୍‌ ପ୍ରତି ସାବଧାନ ଓ ଇନଫ୍ଲୁଏନ୍ସର୍‌ଙ୍କ ଠାରୁ ସତର୍କ ରହିବାକୁ ପରାମର୍ଶ ଦେଲେ ମୋଦୀ

    15036
    Aug 12, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17026
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17639
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17688
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18089
    Sep 06, 2023

ବିଶେଷ

  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14142
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14485
    Aug 10, 2026
  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14316
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15901
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16315
    Aug 02, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

- ବୋରିଙ୍ଗପଦର ଏବଂ ପାଲବେରୀ ଗ୍ରାମରୁ ୩୫୦ ରୁ ଅଧିକ ଅଂଶଗ୍ରହଣ କରିଥିଲେ

- ପାରମ୍ପରିକ ପୋଷାକ, ସ୍ୱଦେଶୀ ଖାଦ୍ୟ ଏବଂ ସାଂସ୍କୃତିକ ପ୍ରତିଯୋଗିତା ମାଧ୍ୟମରେ ଜନଜାତି ଐତିହ୍ୟ ପ୍ରଦର୍ଶନ

ଭୁବନେଶ ...

  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14355
    Aug 09, 2026
  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    15258
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14627
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14160
    Aug 04, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ମୁମ୍ବାଇର କୁର୍ଲାରେ ଭୂସ୍ଖଳନ

    14172
    Aug 12, 2026
  • ପ୍ରବଳ ହଙ୍ଗାମା ଓ ବିରୋଧ ପ୍ରଦର୍ଶନ: ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ହେଲା ଲୋକସଭା

    13674
    Aug 13, 2026
  • ‘ବନ୍ଦେ ମାତରମ’ ବିଲ୍ କୁ ରାଷ୍ଟ୍ରପତିଙ୍କ ମୋହର

    13912
    Aug 12, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In