Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ...

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ ...

  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ ...

  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

  • ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ...

  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ...

  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ...

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

ରାଜ୍ୟ
Home ›› ରାଜ୍ୟ ›› କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ : ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ

କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ : ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ

2023-10-17 06:19:31
15157
Share:
Facebook
Twitter
E-Mail
WhatsApp
Telegram
 କୁମାର ପୂର୍ଣ୍ଣିମାରେ ଚନ୍ଦ୍ରଗ୍ରହଣ : ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ

ପୁରୀ : ଅକ୍ଟୋବର ୨୮ ତାରିଖ କୁମାର ପୂର୍ଣ୍ଣିମାରେ ପଡ଼ୁଛି ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ। ଏହିଦିନ ପୁରୀକୁ ରାତି ୧ ଘଣ୍ଟା ୪ ମିନିଟ୍‌ ୫୫ ସେକେଣ୍ଡେରେ ଗ୍ରହଣ ସ୍ପର୍ଶ କରୁଛି। ରାତି ୨ ଘଣ୍ଟା ୨୪ ମିନିଟ୍‌ ୨ ସେକେଣ୍ଡରେ ସର୍ବମୋକ୍ଷ ହେଉଛି। ଏଣୁ ଗ୍ରହଣ ସ୍ପର୍ଶର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍‌ ଅପରାହ୍ଣ ୪ ଘଣ୍ଟା ୪ ମିନିଟ୍‌ ୫୫ ସେକେଣ୍ଡରୁ ପାକତ୍ୟାଗ ଓ ଦେବ ନୀତି ନିଷେଧ କରାଯାଇଛି। ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଚୂଡ଼ାନ୍ତ ହୋଇଛି। ଅନେକ ନୀତିକାନ୍ତି ରହିଥିବାରୁ ସାରା ରାତି ନୀତିକାନ୍ତି ଚାଲିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଂଜନ କୁମାର ଦାସ କହିଛନ୍ତି। ଚନ୍ଦ୍ରଗ୍ରହଣ ପାଇଁ କୁମାର ପୂର୍ଣ୍ଣିମା ପୂର୍ବଦିନ ରାତି ୨ଟାରୁ ଦ୍ବାରଫିଟା ନୀତି ଅନୁଷ୍ଠିତ ହେବ। ରାତି ୩ଟାରେ ମଙ୍ଗଳ ଆଳତି, ସାଢ଼େ ୩ଟାରେ ମଇଲମ ଓ ତଡ଼ପ ଲାଗି, ୪ଟା ୧୫ରେ ଅବକାଶ ପରେ ସାଢ଼େ ୪ଟାରୁ ସାଢ଼େ ୫ଟା ରାଈଦାମୋଦର ବେଶ ଅନୁଷ୍ଠିତ ହେବ। ସକାଳ ୫ଟାରେ ରୋଷହୋମ ପରେ ଅନ୍ୟାନ୍ୟ ନୀତି ବଢ଼ିବ। ସାଢ଼େ ୬ଟାରୁ ସାଢ଼େ ୭ଟା ଭିତରେ ସକାଳ ଧୂପ, ୮ଟାରୁ ସାଢ଼େ ୮ଟା ଭିତରେ ବାଳଧୂପ ଓ ୮ଟା ୧୦ରେ ଭୋଗମଣ୍ଡପ ଉଠିବା ସହ ପୂର୍ବାହ୍ଣ ୧୦ଟାରେ ଭୋଗମଣ୍ଡପ ଶେଷ ହେବ।

ପୂର୍ବାହ୍ଣ ସାଢ଼େ ୧୦ଟାରୁ ମଧ୍ୟାହ୍ନ ୧୨ଟା ମଧ୍ୟାହ୍ନ ଧୂପ, ଦକ୍ଷିଣି ଘର ଭୋଗ ପରେ ଅପରାହ୍ଣ ସାଢ଼େ ଗୋଟାଏରେ ମା’ ଲକ୍ଷ୍ମୀ ଓ ସରସ୍ବତୀ ଖଟ ଶେଯ ଘରକୁ ବିଜେ କରିବେ। ଅପରାହ୍ଣ ୨ଟାରେ ସୁଦର୍ଶନ ଦେବ ଚଉଦୋଳକୁ ବିଜେ କରିବେ। ସାଢ଼େ ୨ଟାରେ ରୁନ୍ଧା ସାରି ମୁକ୍ତିମଣ୍ଡପ ପାଖକୁ ବିଜେ କରିବା ପରେ ୩ଟାରେ ଚଉଦୋଳ ଉଠିବ। ସନ୍ଧ୍ୟା ୬ଟାରେ ସୁଦର୍ଶନ ଦେବଙ୍କ ବାହୁଡ଼ା ବିଜେ ନୀତି ଅନୁଷ୍ଠିତ ହେବ। ଏହା ପରେ ରାତି ୭ଟାରେ ତଡ଼ପ ଉତ୍ତରି ଲାଗି, ରାତି ସାଢ଼େ ଗୋଟାଏରେ ମଇଲମ, ରାତି ୨ଟାରେ ଗ୍ରହଣ ମହାସ୍ନାନ ଶେଷ ହେବ। ରାତି ସାଢ଼େ ୨ଟାରେ ଦ୍ବାରପାଳ ପୂଜା, ସୂର୍ଯ୍ୟପୂଜା, ବେଶ ଶେଷ ପରେ ଭୋର ସାଢ଼େ ୪ଟାରେ ସନ୍ଧ୍ୟା ଆଳତି, ୪ଟା ୫୦ରେ ଫଳ ସମର୍ପଣ, ୫ଟାରେ ମାଧବ ଲକ୍ଷ୍ମୀ ମନ୍ଦିରକୁ ବିଜେ କରିବେ। 

Powered by Froala Editor

Tags Chandra grahan

Related articles Odisha News Lens 4.1

  • ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ
    ଦେଶ-ଦେଶାନ୍ତର

    ଇରାନର ପରମାଣୁ ପ୍ରକଳ୍ପ ନିକଟରେ କ୍ଷେପଣାସ୍ତ୍ର ମାଡ

    15192
    Apr 05, 2026
  • ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ
    ଦେଶ-ଦେଶାନ୍ତର

    ଭାରତୀୟ ନୌସେନାରେ ଆଇଏନ୍‌ଏସ୍‌ ଅରିଦମନ

    13909
    Apr 04, 2026
  • ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ
    ଦେଶ-ଦେଶାନ୍ତର

    ୩୨ ବର୍ଷ ପରେ ନିଖୋଜ ମହିଳା ଫେରିଲେ

    14033
    Apr 04, 2026
  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ
    ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    14015
    Apr 04, 2026
  • ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ
    ଦେଶ-ଦେଶାନ୍ତର

    ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ ସୁଇମିଂ ପୁଲରେ ବୁଡ଼ାଇ ଦେଲା ସ୍ୱାମୀ

    14075
    Apr 04, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ
    ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14184
    Apr 05, 2026
  • ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା
    ଦେଶ-ଦେଶାନ୍ତର

    ଆମେରିକୀୟ ଯୁଦ୍ଧ ବିମାନକୁ ଖସାଇଲା ଇରାନ ସେନା

    14755
    Apr 04, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି
    ଦେଶ-ଦେଶାନ୍ତର

    ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14616
    Apr 05, 2026
  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା
    ବିଶେଷ

    ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13853
    Apr 04, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ

    14115
    Apr 04, 2026
  • ରାଜନୀତି

    ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    14015
    Apr 04, 2026
  • ଦେଶ-ଦେଶାନ୍ତର

    ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14184
    Apr 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17401
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17460
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17811
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16288
    Apr 03, 2021

ବିଶେଷ

  • ଆମ୍ବର ଦାମ୍ ୩ ଲକ୍ଷ ଟଙ୍କା

    13853
    Apr 04, 2026
  • ଏହି ସ୍ଥାନରେ ଲଗାଇଲେ ଆଲୋଭେରା ଗଛ, ଘରକୁ ମାଡ଼ିଆସିବ ବିପଦ

    15422
    Apr 02, 2026
  • ଘରେ ଅଶାନ୍ତି ବଢ଼ାଏ ଏହି ଗଛ

    14630
    Apr 01, 2026
  • ପ୍ରତିଦିନ ଦୁଇଟି ରସୁଣ ପାଖୁଡା ଖାଆନ୍ତୁ, ଚମତ୍କାର ଦେଖନ୍ତୁ

    16030
    Mar 31, 2026
  • ଅନେକ ଔଷଧିୟ ଗୁଣରେ ଭରପୁର ରଜନୀଗନ୍ଧା ଫୁଲ

    15517
    Mar 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15314
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15043
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15548
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13843
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ''ଧୁରନ୍ଧର''ର ସଂଳାପ ଦେଇ ଏମିତି କହିଲେ ରାଘବ

    14015
    Apr 04, 2026
  • ନିର୍ବାଚନ ସମୟରେ ଏହା କରିବେ ବିଏସ୍‌ଏଫ କର୍ମଚାରୀ

    14184
    Apr 05, 2026
  • ଭାରତର ପ୍ରତିରକ୍ଷା ସାମଗ୍ରୀ ରପ୍ତାନି ୩୮,୪୨୪ କୋଟି ଟଙ୍କାକୁ ବୃଦ୍ଧି

    14616
    Apr 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In