Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, July 16, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ...

  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ...

  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ...

  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ...

  • ଚାଲି ଚାଲି ଯାଉଥିବା ସମୟରେ ...

  • ଘୋଷଯାତ୍ରା ପାଇଁ ...

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ...

ରାଜ୍ୟ
Home ›› ରାଜ୍ୟ ››ବର୍ଷା ଓ ଅନୁଭବ ବିବାହ ବିଚ୍ଛେଦ ମାମଲା: ବର୍ଷାଙ୍କୁ ନୋଟିସ

ବର୍ଷା ଓ ଅନୁଭବ ବିବାହ ବିଚ୍ଛେଦ ମାମଲା: ବର୍ଷାଙ୍କୁ ନୋଟିସ

2023-10-17 10:28:31
15535
Share:
Facebook
Twitter
E-Mail
WhatsApp
Telegram
ବର୍ଷା ଓ ଅନୁଭବ ବିବାହ ବିଚ୍ଛେଦ ମାମଲା: ବର୍ଷାଙ୍କୁ ନୋଟିସ

ଭୁବନେଶ୍ୱର: ବର୍ଷା ଓ ଅନୁଭବ ବିବାହ ବିଚ୍ଛେଦ ମାମଲାରେ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ସ୍ୱାମୀ ଅନୁଭବଙ୍କ ଆବେଦନ ଅନୁସାରେ ପତ୍ନୀ ବର୍ଷାଙ୍କୁ ହାଇକୋର୍ଟ ନୋଟିସ ଜାରି କରିଛନ୍ତି । ପରିବାର ଅଦାଲତକୁ ରେକର୍ଡ ଦାଖଲ ପାଇଁ ମଧ୍ୟ ହାଇକୋର୍ଟ ନିଦେ୍ର୍ଧଶ ଦେଇଛନ୍ତି । ପରିବାର ଅଦାଲତ ବିବାହ ବିଚ୍ଛେଦ ଆବେଦନ ଖାରଜ କରିଥିଲେ ।  ଏହି ରାୟ ବିରୋଧରେ ଅନୁଭବ ହାଇକୋର୍ଟଙ୍କ  ଦ୍ୱାରସ୍ଥ ହୋଇଥିଲେ । ତେବେ ଆସନ୍ତା ୯ ତାରିଖରେ ପରବର୍ତ୍ତୀ ଶୁଣାଣି ପାଇଁ ଦିନ ଧାର୍ଯ୍ୟ ହୋଇଛି ।

ପ୍ରକାଶ ଯେ ବିବାହ ବିଚ୍ଛେଦ ପାଇଁ ପରିବାର  ଅଦାଲତରୁ ନିରାଶ ହେବା ପରେ ସାଂସଦ ତଥା ଅଭିନେତା  ଅନୁଭବ ମହାନ୍ତି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି । ବର୍ଷା-ଅନୁଭବଙ୍କ ବିବାହ ବିଚ୍ଛେଦ ମାମଲାର ଶୁଣାଣି କଟକ  ପରିବାର ଅଦାଲତରେ ଦୀର୍ଘଦିନ ଧରି ଚାଲିଥିଲା । ଗତ  ସେପ୍ଟେମ୍ବର ୨୨ ତାରିଖରେ ଅଦାଲତ ଏହି ମାମଲାରେ  ରାୟ ପ୍ରକାଶ କରି ବିବାହ ବିଚ୍ଛେଦ ପାଇଁ ଅନୁଭବ କରିଥିବା  ଆବେଦନକୁ ଖାରଜ କରି ଦେଇଥିଲେ। ବିବାହ ବିଚ୍ଛେଦ ପାଇଁ ଅନୁଭବଙ୍କ ପକ୍ଷରୁ ଦର୍ଶାଯାଇଥିବା କାରଣ ଗ୍ରହଣୀୟ  ନୁହେଁ ବୋଲି ପରିବାର ଅଦାଲତ ମତଦେବା ସହ ପିଟିସନ୍‌  ଖାରଜ କରିଦେଇଥିଲେ ।

ଅପରପକ୍ଷରେ ଅନୁଭବଙ୍କ ସହ  ପୁନର୍ବାର ଏକାଠି ରହିବା ଲାଗି ବର୍ଷା ଯେଉଁ ଆବେଦନ  କରିଥିଲେ ତାହାକୁ ମଧ୍ୟ ପରିବାର ଅଦାଲତ ଖାରଜ  କରିଦେଇଥିଲେ । ପରିବାର ଅଦାଲତଙ୍କ ଏଭଳି ରାୟକୁ  ଚାଲେଞ୍ଜ କରି ଅନୁଭବ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି ।

ଏଠାରେ ଉଲ୍ଲେଖଯୋଗ୍ୟ ଯେ ୨୦୧୪ ଫେବ୍ରୁଆରି ୮ରେ ଅନୁଭବ ବର୍ଷାଙ୍କୁ ବିବାହ କରିଥିଲେ। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରେ ବିବାଦ ଦେଖା ଦେଇଥିଲା। ଅନୁଭବ ଦିଲ୍ଲୀର ପଟିଆଲା ହାଉସ୍ ଅଦାଲତରେ ଛାଡ଼ପତ୍ର ପାଇଁ ୨୦୨୦ରେ ପିଟିସନ୍ ଦାଖଲ କରିଥିଲେ। ଛାଡ଼ପତ୍ର ପାଇଁ ଅନୁଭବ ଦାୟର କରିଥିବା ଆବେଦନକୁ କଟକ ପରିବାର ଅଦାଲତକୁ ସ୍ଥାନାନ୍ତର କରିବା ପାଇଁ ବର୍ଷା ସୁପ୍ରିମକୋର୍ଟଙ୍କ ଦ୍ବାରସ୍ଥ ହୋଇଥିଲେ। ୨୦୨୧ ମାର୍ଚ୍ଚ ୫ରେ ସୁପ୍ରିମକୋର୍ଟରେ ମାମଲାର ଚୂଡାନ୍ତ ଶୁଣାଣି ହୋଇଥିଲା। ଅନୁଭବଙ୍କ ସହମତିକୁ ବିଚାରକୁ ନେଇ ସୁପ୍ରିମକୋର୍ଟ ବର୍ଷାଙ୍କ ଟ୍ରାନ୍ସଫର୍ ପିଟିସନ୍କୁ ଅନୁମତି ଦେଇଥିଲେ। ସେହି ଅନୁଯାୟୀ ୨୦୨୧, ଏପ୍ରିଲ୍ ୫ରେ ଉଭୟ ପରିବାର ଅଦାଲତରେ ହାଜର ହୋଇଥିଲେ। ଉଭୟଙ୍କ ପକ୍ଷରୁ ରୁଜୁ ମାମଲାର ଏକତ୍ର ଶୁଣାଣି କଟକ ପରିବାର ଅଦାଲତରେ ହୋଇଥିଲା।

Powered by Froala Editor

Tags Barsa anubhab

Related articles Odisha News Lens 4.1

  • 'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା
    ମନୋରଞ୍ଜନ

    'ତୁମ୍ବାଡ୍ ୨' ରିଲିଜ୍ ତାରିଖ ଘୋଷଣା

    13804
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି
    ମନୋରଞ୍ଜନ

    ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14838
    Jul 16, 2026
  • ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ
    ଦେଶ-ଦେଶାନ୍ତର

    ଚାଲି ଚାଲି ଯାଉଥିବା ସମୟରେ କାଉନସିଲରଙ୍କୁ ହୃଦଘାତ

    15011
    Jul 16, 2026
  • ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ଇରାନକୁ ଧମକ ଦେଇ ଏହା କହିଲେ ଟ୍ରମ୍ପ

    15265
    Jul 16, 2026
  •  ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା
    ଦେଶ-ଦେଶାନ୍ତର

    ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

    13697
    Jul 16, 2026
  • NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....
    ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    14906
    Jul 16, 2026
  • ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ...

    13834
    Jul 16, 2026
  • ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ
    ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15012
    Jul 16, 2026
  • ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ
    ଦେଶ-ଦେଶାନ୍ତର

    ପଣ୍ଡିତ ଧୀରେନ୍ଦ୍ର କୃଷ୍ଣ ଶାସ୍ତ୍ରୀଙ୍କ ଭାଇ ଶାଲିଗ୍ରାମ ଗର୍ଗ ଗିରଫ

    13443
    Jul 16, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    NEET-UG ପେପର୍ ଲିକ୍ ମାମଲାରେ ସିବିଆଇର ଆଶ୍ଚର୍ଯ୍ୟଜନକ ଖୁଲାସା, ଜାଣନ୍ତୁ.....

    14906
    Jul 16, 2026
  • ବାଣିଜ୍ୟ

    ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

    13834
    Jul 16, 2026
  • ଦେଶ-ଦେଶାନ୍ତର

    ସୋନମ୍‌ ଓ୍ୱାଙ୍ଗଚୁକଙ୍କ ପାଇଁ ଦିଲ୍ଲୀ ହାଇକୋର୍ଟରେ ଜନସ୍ୱାର୍ଥ ମାମଲା ରୁଜୁ

    15012
    Jul 16, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16979
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17589
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17642
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18043
    Sep 06, 2023

ବିଶେଷ

  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    13965
    Jul 15, 2026
  • ଗୃହିଣୀମାନେ ମାନନ୍ତୁ ଏହି ଜରୁରୀ ଟିପ୍ସ

    14623
    Jul 12, 2026
  • ଛୋଟପିଲାଙ୍କ ଠାରେ ଥିଲେ ମଧୁମେହ ଲକ୍ଷଣ କେମିତି ଜାଣିବେ ?

    14907
    Jul 10, 2026
  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15657
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15764
    Jul 06, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ପ୍ରକଳ୍ପ ଆରୋଗ୍ୟମ୍ ଜରିଆରେ ଋତୁସ୍ରାବଜନିତ ସ୍ୱାସ୍ଥ୍ୟ ସଚେତନତା ସୃଷ୍ଟି କରୁଛି

ମହିଳା ଏବଂ କିଶୋରୀମାନଙ୍କୁ ଋତୁସ୍ରାବ ଏବଂ ସ୍ୱଚ୍ଛତା ବିଷୟରେ ନିଜ ପସନ୍ଦ ଅନୁଯାୟୀ ପଦକ୍ଷେପ ନେବାକୁ ସକ୍ଷମ କରିଛି

ଭୁବନେଶ୍ୱର, ୧୪/୦୭/୨୦୨୬ : ସାରା ଭାରତରେ ମହିଳା ଏବଂ କିଶୋରୀମାନଙ୍କ ପାଇଁ ଋତୁସ ...

  • ଆମୱେ ଇଣ୍ଡିଆ ନିଜର ପ୍ରିମିୟମ ସ୍କିନକେୟାର ବର୍ଗମାଳାକୁ ସୁଦୃଢ କଲା, ନୁ୍ୟଟ୍ରିଲାଇଟ-ପାୱାର୍ଡ ଉଦ୍ଦିଦଜାତ ଉପାଦାନ ସହିତ ପ୍ରଚଳନ କଲା ଆର୍ଟିଷ୍ଟ୍ରି ସ୍କିନ୍‌ ନୁ୍ୟଟ୍ରିସନ ମଲ୍‌ଟି- ଡିଫେନ୍ସ ୟୁଭି ପ୍ରୋଟେକ୍ଟ

    15829
    Jul 14, 2026
  • ଫେଡେରାଲ ବ୍ୟାଙ୍କ ଭୁବନେଶ୍ୱରରେ ଗ୍ରାହକମାନଙ୍କ ପାଇଁ ସ୍ୱତନ୍ତ୍ର ‘ୱେଲ୍‌ଥ ଆଣ୍ଡ ୱିଜଡମ୍‌’ କାର୍ଯ୍ୟକ୍ରମ ଆୟୋଜନ କଲା

    13776
    Jul 14, 2026
  • ମାସକରେ ୧୫ ହଜାର ଖସିଲାଣି ସୁନା

    14663
    Jul 01, 2026
  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15852
    Jun 30, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘୋଷଯାତ୍ରା ପାଇଁ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତିଙ୍କ ଶୁଭକାମନା

    14970
    Jul 16, 2026
  • ଆମିର ଖାନଙ୍କ ତୃତୀୟ ବିବାହକୁ ନେଇ ଫତୱା ଜାରି

    14838
    Jul 16, 2026
  • ଟିଏମସିରୁ କୋଏଲ ମଲ୍ଲିଙ୍କ ଇସ୍ତଫା

    13697
    Jul 16, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In