Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, July 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ...

  • ମୋଦି ସରକାର ପେପର ଲିକ୍ ବିରୋଧରେ ...

  • 'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ...

  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ...

  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ...

  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ...

  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ...

  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଚନ୍ଦ୍ରାୟାନ- ୩ ସଫଳତାକୁ ସବୁ ଛାତ୍ରଛାତ୍ରୀମାନଙ୍କ ପାଖରେ ପହଞ୍ଚାଇବା - ଧର୍ମେନ୍ଦ୍ର ପ୍ରଧାନ

ଚନ୍ଦ୍ରାୟାନ- ୩ ସଫଳତାକୁ ସବୁ ଛାତ୍ରଛାତ୍ରୀମାନଙ୍କ ପାଖରେ ପହଞ୍ଚାଇବା - ଧର୍ମେନ୍ଦ୍ର ପ୍ରଧାନ

2023-10-18 09:12:30
15626
Share:
Facebook
Twitter
E-Mail
WhatsApp
Telegram
ଚନ୍ଦ୍ରାୟାନ- ୩ ସଫଳତାକୁ ସବୁ ଛାତ୍ରଛାତ୍ରୀମାନଙ୍କ ପାଖରେ ପହଞ୍ଚାଇବା - ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ  -  ଚନ୍ଦ୍ରାୟାନ- ୩ ଭଳି ସଫଳତାକୁ ସବୁ ଶ୍ରେଣୀର ଛାତ୍ରଛାତ୍ରୀ ମାନଙ୍କ ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଉଦ୍ୟମ ହେଉ । ଏନସିଇଆରଟି, ସିବିଏସଇ ସହ ଅନ୍ୟ ରାଜ୍ୟ ବୋର୍ଡ ମଧ୍ୟ ଏଥିପାଇଁ ସହଯୋଗୀ ହେବା ଦରକାର ବୋଲି ମଙ୍ଗଳବାର ‘ଅପନା ଚନ୍ଦ୍ରାୟାନ’ ଓ୍ୱେବପୋର୍ଟାଲ ଏବଂ ସ୍ପେଶାଲ୍ ମଡ୍ୟୁଲର ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।  

ଶ୍ରୀ ପ୍ରଧାନ ଚନ୍ଦ୍ରାୟାନର ସଫଳତାକୁ ନେଇ ପୁସ୍ତକ ପ୍ରସ୍ତୁତ ଓ ସ୍ପେଶାଲ୍ ମଡ୍ୟୁଲର ଶୁଭାରମ୍ଭ ପାଇଁ ଏନସିଇଆରଟିକୁ ଅଭିନନ୍ଦନ ଜଣାଇଛନ୍ତି । ସେ କହିଛନ୍ତି ଯେ ଚନ୍ଦ୍ରାୟାନ-୩ ମିଶନର ସଫଳତା ଏକବିଂଶ ଶତାବ୍ଦୀର ଗୌରବ ମଧ୍ୟରୁ ଏକ ବଡ଼ ଉପଲବ୍ଧି । ବିଫଳତା ହିଁ ମଣିଷକୁ ସଫଳତା ଦିଏ । ବିଫଳତାରୁ ହଁୁ ପ୍ରେରଣା ମିଳେ । ଆଜିର କାର୍ଯ୍ୟକ୍ରମକୁ ନେଇ ଚନ୍ଦ୍ରାୟାନ-୩ ଦ୍ୱାରା ପିଲାଙ୍କ ମଧ୍ୟରେ ଚନ୍ଦ୍ରାୟାନର ବ୍ୟାପକତାକୁ ଜାଣିବା ସହ ସେମାନଙ୍କର ବୈଜ୍ଞାନିକ ହେବା ପାଇଁ ଆଗ୍ରହ ବଢିବ ।

ଚନ୍ଦ୍ରାୟାନ ମିଶନକୁ ନେଇ ଏନସିଇଆରଟି ଦ୍ୱାରା ୧୦ଟି ପୁସ୍ତକ ପ୍ରସ୍ତୁତ ହୋଇଛି । ପ୍ରାରମ୍ଭିକରୁ ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ପର୍ଯ୍ୟନ୍ତ ଛାତ୍ରଛାତ୍ରୀଙ୍କୁ ପଢାଯିବାର ବ୍ୟବସ୍ଥା ହୋଇଛି । ଏହି ବିଷୟବସ୍ତୁ କେବଳ ଦେଶରେ ଥିବା ୨୬ କୋଟି ସ୍କୁଲ ଛାତ୍ରଛାତ୍ରୀଙ୍କ ପାଖରେ ନୁହେଁ ବରଂ ସବୁ ଛାତ୍ରଛାତ୍ରୀଙ୍କ ପାଖରେ ପହଞ୍ଚାଇବା ଦରକାର । ତେବେ କେବଳ ଚନ୍ଦ୍ରାୟାନ-୩ ନୁହେଁ ଦେଶର ଅନ୍ୟ ଉପଲବ୍ଧି ତଥା ମହିଳା ସଶକ୍ତିକରଣ, କୋଭିଡ୍ ପରିଚାଳନା, ଜି-୨୦ ସଫଳତା, ଭାରତ ବିଶ୍ୱର ପଞ୍ଚମ ଅର୍ଥନୀତି ହେବାର ଯାତ୍ରା ଭଳି ଅନ୍ୟ ବିଷୟରେ ମଧ୍ୟ ମଡ୍ୟୁଲ୍ ପ୍ରସ୍ତୁତ କରିବା ପାଇଁ ଶ୍ରୀ ପ୍ରଧାନ ଏନସିଇଆରଟିକୁ ପରାମର୍ଶ ଦେଇଥିଲେ । ସମାଜ ଜୀବନରେ ହେଉଥିବା ଘଟଣାକୁ ଟେକ୍ନୋଲୋଜି ଜରିଆରେ ନୂଆପିଢି ପାଖରେ ପହଞ୍ଚାଇବା ପାଇଁ ମଧ୍ୟ କେନ୍ଦ୍ରମନ୍ତ୍ରୀ ଆହ୍ୱାନ କରିଥିଲେ ।

ସେ କହିଛନ୍ତି ଯେ, ଇସ୍ରୋ ଚେୟାରମ୍ୟାନ ଏସ୍ ସୋମନାଥ ଏନସିଇଆରଟି ପାଠ୍ୟକ୍ରମ ଦ୍ୱାରା ସେ ବୈଜ୍ଞାନିକ ହେବାର ପ୍ରେରଣା ପାଇଥିଲେ । ଏଆଇସିଟିଇ କରିକୁଲମରୁ ଭଲ ଇଞ୍ଜିନିୟରିଂ ହୋଇଥିଲେ ଏବଂ ଆଇଆଇଟି ଭଳି ଅନୁଷ୍ଠାନ ତାଙ୍କୁ ପ୍ରତିଯୋଗିତା ମୂଳକ ହେବା ପାଇଁ ଶିକ୍ଷା ଦେଇଥିଲା । ଏହି କାରଣରୁ ଆଜି ଭାରତର ଚନ୍ଦ୍ରାୟାନ- ୩ ମିଶନ ସଫଳତା ହାସଲ କରିପାରିଛି । ଭାରତ ଅନେକ ସଫଳତା ହାସଲ କରୁଥିବା ବେଳେ ଆଗାମୀ ଦିନରେ ଆାଗାମୀ ପିଢିର ଯାନ ବାହାର କରିବ, ଲଞ୍ଚ ପ୍ୟାଡ୍ ତିଆରି ହେବ, ମନୁଷ୍ୟକୁ ଦୃଷ୍ଟିରେ ରଖି ଲ୍ୟାବ୍ ତିଆରି କରାଯାଇ ବିଭିନ୍ନ ଗବେଷଣା ହେବ ।

ଉଲ୍ଲେଖନୀୟ, ଏହି କାର୍ଯ୍ୟକ୍ରମରେ ଇସ୍ରୋ ଚେୟାରମ୍ୟାନ ତଥା ଚନ୍ଦ୍ରାୟାନ ମିଶନର ସଫଳତା ପଛର ମୁଖ୍ୟ ଏସ୍ ସୋମନାଥ ମଧ୍ୟ ଉପସ୍ଥିତ ରହି ଅଭିଭାଷଣ ପ୍ରଦାନ କରିଥିଲେ । ଚନ୍ଦ୍ରାୟାନ ଉପରେ ଆୟୋଜିତ ପ୍ରଦର୍ଶନୀକୁ ବୁଲିବା ସହ ଛାତ୍ରଛାତ୍ରୀଙ୍କ ଦକ୍ଷତାକୁ କେନ୍ଦ୍ରମନ୍ତ୍ରୀ ପ୍ରଶଂସା କରିଥିଲେ ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  •   'ମନ୍ କି ବାତ' କାର୍ଯ୍ୟକ୍ରମ:  ଯୁବପିଢ଼ି ହିଁ ଭାରତର ଶକ୍ତି
    ଦେଶ-ଦେଶାନ୍ତର

    'ମନ୍ କି ବାତ' କାର୍ଯ୍ୟକ୍ରମ: ଯୁବପିଢ଼ି ହିଁ ଭାରତର ଶକ୍ତି

    13595
    Jul 26, 2026
  • ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ
    ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ

    14722
    Jul 26, 2026
  • ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା
    ମନୋରଞ୍ଜନ

    ସ୍ପିରିଟ୍‌ରେ ଦୀପିକାଙ୍କ ସ୍ଥାନରେ ନଜର ଆସିବେ କ୍ୟାଟ୍ରିନା

    14892
    Jul 26, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ
    ଦେଶ-ଦେଶାନ୍ତର

    ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14067
    Jul 26, 2026
  • ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...
    ରାଜନୀତି

    ଭିତ୍ତିହୀନ ଚଞ୍ଚକତା ପଦାରେ ପଡ଼ିଲା: ପୋଲିସ ସମନ୍‌କୁ ଏଡ଼ାଉନାହାନ୍ତି ଭିକେ ...

    15169
    Jul 25, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି
    ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15585
    Jul 26, 2026
  • ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !
    ଦେଶ-ଦେଶାନ୍ତର

    ‘ଏକ୍ସୋମୁନ୍‌’ର ସନ୍ଧାନ ମିଳିଲା !

    13613
    Jul 26, 2026
  • ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ
    ଦେଶ-ଦେଶାନ୍ତର

    ସାରନାଥର ସ୍ଥାପତ୍ୟ ୟୁନେସ୍କୋ ତାଲିକାରେ

    14662
    Jul 26, 2026
  • ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...
    ଦେଶ-ଦେଶାନ୍ତର

    ମୋଦି ସରକାର ପେପର ଲିକ୍ ବିରୋଧରେ ଆବଶ୍ୟକୀୟ ସଂସ୍କାର କାର୍ଯ୍ୟକାରୀ କରିବାକୁ ...

    13442
    Jul 26, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଅତିରିକ୍ତ ଦାୟିତ୍ୱ

    14722
    Jul 26, 2026
  • ଦେଶ-ଦେଶାନ୍ତର

    ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15585
    Jul 26, 2026
  • ଦେଶ-ଦେଶାନ୍ତର

    ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13527
    Jul 26, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16997
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17604
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17657
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18057
    Sep 06, 2023

ବିଶେଷ

  • କଞ୍ଚା ପିଆଜ ଖାଇବା ଠାରୁ ଦୂରେଇ ରୁହନ୍ତୁ ଗର୍ଭବତୀ ମହିଳା

    15659
    Jul 25, 2026
  • ଗର୍ଲଫ୍ରେଣ୍ଡ ସହ କେମିତି କରିବେ ପ୍ରଥମ କଥାବାର୍ତ୍ତା ଜାଣନ୍ତୁ...

    15360
    Jul 22, 2026
  • କଦଳୀ ପତ୍ରରେ ଖାଇଲେ ମିଳିଥାଏ ଏହିସବୁ ଫାଇଦା

    16018
    Jul 21, 2026
  • ଭଜାବୁଟ ଚୋପାର ରହିଛି ବହୁ ଚମତ୍କାରୀ ଗୁଣ......

    14268
    Jul 18, 2026
  • ଜୋତା ଚପଲ ଆପଣଙ୍କୁ କରିଦେଇପାରେ କାଙ୍ଗାଳ, ଜାଣନ୍ତୁ ପିନ୍ଧିବାର ନିୟମ

    14544
    Jul 15, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମର କୋଇଲା ଖଣି ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି

ଭୁବନେଶ୍ୱର : ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ କୋଇଲା ଖଣି, ସୁନ୍ଦରଗଡ ଜିଲ୍ଲାର ବାଲିଶଙ୍କରା ବ୍ଲକର ୧୮୦ ରୁ ଅଧିକ ଯକ୍ଷ୍ମା (ଟିବି) ରୋଗୀଙ୍କ ପାଇଁ ପୁଷ୍ଟିକର ସହାୟତା, ପରାମର୍ଶ ଏବ ...

  • ଖିମଜୀ ଫାଉଣ୍ଡେସନ ପକ୍ଷରୁ ରଥଯାତ୍ରା ୨୦୨୬ରେ ଶ୍ରଦ୍ଧାଳୁଙ୍କ ପାଇଁ ସ୍ୱତନ୍ତ୍ର ସେବା

    15923
    Jul 22, 2026
  • ବେଦାନ୍ତ ଆଲୁମିନିୟମ ପ୍ରକଳ୍ପ ‘ସହଯୋଗ’ ଜରିଆରେ ସମ୍ପ୍ରଦାୟଗୁଡ଼ିକୁ ସମୟୋଚିତ ସହାୟତା ପ୍ରଦାନ କରୁଛି

    15296
    Jul 21, 2026
  • ସନ୍‌ଫିଷ୍ଟ ମାରୀ ଲାଇଟ୍‌ ପୁରୀ ରଥ ଯାତ୍ରାରେ ‘ସୂର୍ଯ୍ୟ ବରଦାନ’ ପ୍ରୟାସ ସହିତ ଭିଟାମିନ ଡି’ ସଚେତନତାକୁ ଆଗେଇ ନେଲା

    13897
    Jul 20, 2026
  • ‘ଆଶୀର୍ବାଦ’ ବିଶ୍ୱକର୍ମା ମହାରଣାମାନଙ୍କୁ ଗୁଣାତ୍ମକ ପରମ୍ପରା ଅଭିଯାନ ଜରିଆରେ ଅଭିବାଦନ ଜଣାଇଲା

    14113
    Jul 19, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଶିକ୍ଷା ମନ୍ତ୍ରାଳୟର ଅତିରିକ୍ତ ଦାୟିତ୍ୱ ପ୍ରହ୍ଲାଦ ଯୋଶୀଙ୍କୁ ପ୍ରଦାନ

    13527
    Jul 26, 2026
  • ଛାତ୍ର ଆନ୍ଦୋଳନ ଶେଷ, ସ୍ବାଭାବିକ ହେଇଛି ଦିଲ୍ଲୀ

    14067
    Jul 26, 2026
  • ଯୁବଗୋଷ୍ଠୀଙ୍କୁ ଭ୍ରମରୁ ବାହାର କରିବା ପାଇଁ ଭଲ ପାଇବା, ସମୟ ଦେବାର ଆବଶ୍ୟକତା ରହିଛି

    15585
    Jul 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In