Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ପୁଷ୍ପା ଚଳଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ

ପୁଷ୍ପା ଚଳଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ

2023-10-18 11:15:55
15413
Share:
Facebook
Twitter
E-Mail
WhatsApp
Telegram
ପୁଷ୍ପା ଚଳଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ : ଦିଲ୍ଲୀର ବିଜ୍ଞାନ ଭବନରେ ୬୯ତମ ଜାତୀୟ ଚଳଚିତ୍ର ପୁରଷ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି । ପୁଷ୍ପା ଚଳଚିତ୍ର ପାଇଁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ‘ପୁଷ୍ପା ଦି ରାଇଜ୍ ‘ ଦର୍ଶକଙ୍କୁ ଆକର୍ଷିତ କରିଥିଲା ।  ‌କ୍ରୀତି ସନନ‌ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ସମ୍ମାନୀତ କରାଯାଇଛି ।

ଚଳଚିତ୍ର ମିମି ପାଇଁ କ୍ରୀତି ସାନନ ଏବଂ ଗଙ୍ଗୁବାଇ କାଠିଆୱାଡି ଫିଲ୍ମ ପାଇଁ ଆଲିଆଙ୍କୁ ପୁରସ୍କୃତ କରାଯାଇଛି । ସେହିପରି ଓ୍ବାହିଦା ରେହମାନ୍ ପାଇଲେ ଦାଦା ସାହେବ୍ ଫାଲକେ ପୁରସ୍କାର । ଭାରତୀୟ ଚଳଚିତ୍ର ଜଗତର ସର୍ବଶ୍ରେଷ୍ଠ ପୁରସ୍କାର ହେଉଛି ଫାଲକେ ଆଓ୍ବାର୍ଡ । ଚଳଚିତ୍ର ଜଗତକୁ ଜୀବନବ୍ୟାପୀ ଅବଦାନ ପାଇଁ ତାଙ୍କୁ ଫାଲକେ ଆଓ୍ବାର୍ଡ ପ୍ରଦାନ କରାଯାଇଛି ।

ଅନ୍ୟପଟେ ଫିଲ୍ମ ‘ମିମି’ ପାଇଁ ଅଭିନେତା ପଙ୍କଜ ତ୍ରିପାଠୀଙ୍କୁ ସହଅଭିନେତା ଓ ଦ କଶ୍ମୀର ଫାଇଲ୍‌ ପାଇଁ ଅଭିନେତ୍ରୀ ପଲ୍ଲବୀ ଯୋଶୀଙ୍କୁ ସହଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ଦିଆଯାଇଛି। ସେହିପରି ଭିକ୍କି କୌଶଲଙ୍କ ଅଭିନୀତି ଫସର୍ଦ୍ଦାର ଉଦ୍ଧମ’କୁ ଶ୍ରେଷ୍ଠ ସିନେମା ପୁରସ୍କାର ମିଳିଛି। ଆରଆରଆରକୁ ସବୁ ଠାରୁ ଲୋକପ୍ରିୟ ସିନେମା ଭାବେ ଜାତୀୟ ଫିଲ୍ମ ପୁରସ୍କାର ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଜାତୀୟ ସଂହତି ପାଇଁ ବେଷ୍ଟ ଫିଚର୍‌ ଫିଲ୍ମ ଭାବେ ‘ଦି କଶ୍ମୀର ଫାଇଲ୍ସ’କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଆର୍‌ ମାଧବନଙ୍କୁ ତାଙ୍କ ନିର୍ଦ୍ଦେଶନାରେ ତିଆରି ଫିଲ୍ମ ‘ରକେଟ୍ରି: ଦ ଦାମ୍ବି ଇଫେକ୍ଟ’ ପାଇଁ ଜାତୀୟ ଫିଲ୍ମ ପୁରସ୍କାର ଦିଆଯାଇଛି। ଅନ୍ୟପଟେ ଶ୍ରେୟା ଘୋଷାଲ ଶ୍ରେଷ୍ଠ ଗାୟିକା ଓ ଆରଆରଆର ପାଇଁ କାଲା ବୈରଭଙ୍କୁ ଶ୍ରେଷ୍ଠ ଗାୟକ ସମ୍ମାନ ହାତେଇଛନ୍ତି। ସେହିପରି ‘ପ୍ରତୀକ୍ଷା’କୁ ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଜାତୀୟ ପୁରସ୍କାର ମିଳିଛି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ ପଟ୍ଟନାୟକ। ଫିଲ୍ମଟି ରିଲିଜ ହେବା ପରେ ବେଶ ସଫଳତା ସାଉଁଟି ଥିଲା।

Powered by Froala Editor

Tags Allu arjun

Related articles Odisha News Lens 4.1

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15651
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14637
    Jun 16, 2025
  • ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...
    ଦେଶ-ଦେଶାନ୍ତର

    ସେହି ‘୧୧ ଏ ସିଟ୍‌’ର କାହାଣୀ : ୨୭ ବର୍ଷ ପୂର୍ବରୁ ବି ଏମିତି ଘଟିସାରିଛି...

    15557
    Jun 15, 2025
  • ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ
    ଦେଶ-ଦେଶାନ୍ତର

    ପୋଲ ଭୁଶୁଡ଼ି ଭାସିଗଲେ ୩୦ ପର୍ଯ୍ୟଟକ

    14084
    Jun 15, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ
    ମନୋରଞ୍ଜନ

    ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14561
    Jun 15, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14645
    Jun 16, 2025
  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ
    ଦେଶ-ଦେଶାନ୍ତର

    ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13583
    Jun 16, 2025
  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14462
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14322
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14637
    Jun 16, 2025
  • ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14645
    Jun 16, 2025
  • ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14528
    Jun 16, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16661
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15493
    Apr 03, 2021

ବିଶେଷ

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15651
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14322
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14695
    Jun 13, 2025
  • କେଉଁ ସମୟରେ ବ୍ୟାୟାମ କରିବ ଶରୀର ପାଇଁ ଭଲ ଜାଣନ୍ତୁ…

    14616
    Jun 13, 2025
  • ଦାନ୍ତକୁ ସୁସ୍ଥ ରଖିବେ କିପରି ଜାଣନ୍ତୁ...

    15668
    Jun 11, 2025

ବାଣିଜ୍ୟ

ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

ମୁମ୍ବାଇ: ଭାରତର ୧ ନମ୍ବର ଡାକ୍ତରଙ୍କ ଦ୍ୱାରା ସୁପାରିଶ କରାଯାଉଥିବା ଶିଶୁ ବେବି କେୟାର ବ୍ରାଣ୍ଡ୍ ହିମାଳୟ ବେବିକେୟାର ପିତୃ ଦିବସ ପାଳନ କରିବାକୁ ଯାଇ ଏକ ହୃଦୟସ୍ପର୍ଶୀ ଡିଭିସି ଫିଲ୍ମ ଉନ୍ମୋଚନ କରିଛି । ଲୋକପି୍ର ...

  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16331
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14034
    Feb 06, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14462
    Jun 16, 2025
  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14637
    Jun 16, 2025
  • ଘୋଡା ଦୌଡ ବେଳେ ପାଟିରେ ପଶିଯାଇଥିଲା ମହୁମାଛି, ହୃଦ୍‌ଘାତରେ ପ୍ରାଣ ହରାଇଥିଲେ ସଞ୍ଜୟ

    14561
    Jun 15, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In