Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, February 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ...

  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

  • ପ୍ରେମିକାଙ୍କୁ ଗୁଳିକରି ଜୀନ ହାରିଲେ ଯୁବକ

  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ...

  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ...

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ...

  • ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ...

Home ›› ››ପୁଷ୍ପା ଚଳଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ

ପୁଷ୍ପା ଚଳଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ

2023-10-18 11:15:55
15456
Share:
Facebook
Twitter
E-Mail
WhatsApp
Telegram
ପୁଷ୍ପା ଚଳଚିତ୍ର ପାଇଁ ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ

ନୂଆଦିଲ୍ଲୀ : ଦିଲ୍ଲୀର ବିଜ୍ଞାନ ଭବନରେ ୬୯ତମ ଜାତୀୟ ଚଳଚିତ୍ର ପୁରଷ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଛି । ପୁଷ୍ପା ଚଳଚିତ୍ର ପାଇଁ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଶ୍ରେଷ୍ଠ ଅଭିନେତା ପୁରସ୍କାର ପ୍ରଦାନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ , ‘ପୁଷ୍ପା ଦି ରାଇଜ୍ ‘ ଦର୍ଶକଙ୍କୁ ଆକର୍ଷିତ କରିଥିଲା ।  ‌କ୍ରୀତି ସନନ‌ ଏବଂ ଅଭିନେତ୍ରୀ ଆଲିଆ ଭଟ୍ଟଙ୍କୁ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ସମ୍ମାନୀତ କରାଯାଇଛି ।

ଚଳଚିତ୍ର ମିମି ପାଇଁ କ୍ରୀତି ସାନନ ଏବଂ ଗଙ୍ଗୁବାଇ କାଠିଆୱାଡି ଫିଲ୍ମ ପାଇଁ ଆଲିଆଙ୍କୁ ପୁରସ୍କୃତ କରାଯାଇଛି । ସେହିପରି ଓ୍ବାହିଦା ରେହମାନ୍ ପାଇଲେ ଦାଦା ସାହେବ୍ ଫାଲକେ ପୁରସ୍କାର । ଭାରତୀୟ ଚଳଚିତ୍ର ଜଗତର ସର୍ବଶ୍ରେଷ୍ଠ ପୁରସ୍କାର ହେଉଛି ଫାଲକେ ଆଓ୍ବାର୍ଡ । ଚଳଚିତ୍ର ଜଗତକୁ ଜୀବନବ୍ୟାପୀ ଅବଦାନ ପାଇଁ ତାଙ୍କୁ ଫାଲକେ ଆଓ୍ବାର୍ଡ ପ୍ରଦାନ କରାଯାଇଛି ।

ଅନ୍ୟପଟେ ଫିଲ୍ମ ‘ମିମି’ ପାଇଁ ଅଭିନେତା ପଙ୍କଜ ତ୍ରିପାଠୀଙ୍କୁ ସହଅଭିନେତା ଓ ଦ କଶ୍ମୀର ଫାଇଲ୍‌ ପାଇଁ ଅଭିନେତ୍ରୀ ପଲ୍ଲବୀ ଯୋଶୀଙ୍କୁ ସହଅଭିନେତ୍ରୀ ଭାବେ ଜାତୀୟ ପୁରସ୍କାର ଦିଆଯାଇଛି। ସେହିପରି ଭିକ୍କି କୌଶଲଙ୍କ ଅଭିନୀତି ଫସର୍ଦ୍ଦାର ଉଦ୍ଧମ’କୁ ଶ୍ରେଷ୍ଠ ସିନେମା ପୁରସ୍କାର ମିଳିଛି। ଆରଆରଆରକୁ ସବୁ ଠାରୁ ଲୋକପ୍ରିୟ ସିନେମା ଭାବେ ଜାତୀୟ ଫିଲ୍ମ ପୁରସ୍କାର ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

ଜାତୀୟ ସଂହତି ପାଇଁ ବେଷ୍ଟ ଫିଚର୍‌ ଫିଲ୍ମ ଭାବେ ‘ଦି କଶ୍ମୀର ଫାଇଲ୍ସ’କୁ ଜାତୀୟ ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଆର୍‌ ମାଧବନଙ୍କୁ ତାଙ୍କ ନିର୍ଦ୍ଦେଶନାରେ ତିଆରି ଫିଲ୍ମ ‘ରକେଟ୍ରି: ଦ ଦାମ୍ବି ଇଫେକ୍ଟ’ ପାଇଁ ଜାତୀୟ ଫିଲ୍ମ ପୁରସ୍କାର ଦିଆଯାଇଛି। ଅନ୍ୟପଟେ ଶ୍ରେୟା ଘୋଷାଲ ଶ୍ରେଷ୍ଠ ଗାୟିକା ଓ ଆରଆରଆର ପାଇଁ କାଲା ବୈରଭଙ୍କୁ ଶ୍ରେଷ୍ଠ ଗାୟକ ସମ୍ମାନ ହାତେଇଛନ୍ତି। ସେହିପରି ‘ପ୍ରତୀକ୍ଷା’କୁ ଶ୍ରେଷ୍ଠ ଓଡ଼ିଆ ସିନେମା ଭାବେ ଜାତୀୟ ପୁରସ୍କାର ମିଳିଛି। ଏହି ଫିଲ୍ମର ପ୍ରଯୋଜନା ଅମୀୟ ପଟ୍ଟନାୟକ କରିଥିବା ବେଳେ ନିର୍ଦ୍ଦେଶକ ଥିଲେ ଅନୁପମ ପଟ୍ଟନାୟକ। ଫିଲ୍ମଟି ରିଲିଜ ହେବା ପରେ ବେଶ ସଫଳତା ସାଉଁଟି ଥିଲା।

Powered by Froala Editor

Tags Allu arjun

Related articles Odisha News Lens 4.1

  • ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ
    ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14962
    Feb 14, 2026
  • ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ
    ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15414
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ
    ଦେଶ-ଦେଶାନ୍ତର

    ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15024
    Feb 13, 2026
  •  ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା
    ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14176
    Feb 13, 2026
  • ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ
    ଦେଶ-ଦେଶାନ୍ତର

    ପ୍ରଧାନମନ୍ତ୍ରୀଙ୍କ ଆସାମ ଗସ୍ତ

    13836
    Feb 14, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...
    ଦେଶ-ଦେଶାନ୍ତର

    ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ...

    15203
    Feb 14, 2026
  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ
    ବିଶେଷ

    ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15310
    Feb 14, 2026
  • ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ
    ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀ ପ୍ରତିଦିନ ମିଛ କହିବାର ଏକ ନୂତନ ପରମ୍ପରା ଚଲାଉଛନ୍ତି: ଶାହ

    15374
    Feb 14, 2026
  • ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ
    ଦେଶ-ଦେଶାନ୍ତର

    ହେଲମେଟ କାରଖାନାରେ ବଡ଼ ଅଗ୍ନିକାଣ୍ଡ

    15313
    Feb 14, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମାର୍ଚ୍ଚ ୯ ପର୍ଯ୍ୟନ୍ତ ମୁଲତବୀ ହେଲା ଲୋକସଭା

    14176
    Feb 13, 2026
  • ଦେଶ-ଦେଶାନ୍ତର

    ମେଟ୍ରୋ ପିଲାର ଭାଙ୍ଗିଲା : ଜଣେ ମୃତ, ଦୁଇଜଣ ଆହତ

    14962
    Feb 14, 2026
  • ଦେଶ-ଦେଶାନ୍ତର

    ବିଷ ସ୍ୱାଦ ଚାଖୁଥିଲେ ୫ ନାବାଳିକା , ୪ ମୃତ

    15414
    Feb 14, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17337
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17405
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17750
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16225
    Apr 03, 2021

ବିଶେଷ

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15310
    Feb 14, 2026
  • ସବୁଜ କ୍ୟାପସିକମ ଏହି ରୋଗ ପାଇଁ ଭାରି ଉପକାରୀ

    15761
    Feb 13, 2026
  • ଆଜ୍‌ମା କମାଇବାକୁ ହେଲେ କରନ୍ତୁ ଏହା.......

    16244
    Feb 12, 2026
  • ଦୃଷ୍ଟିଶକ୍ତି ପ୍ରଖର କରେ ଅମୃତଭଣ୍ଡା

    14058
    Feb 11, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14703
    Feb 10, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14949
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14462
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16068
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15350
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଘରେ ରଖନ୍ତୁ ନାହିଁ ଭାଙ୍ଗି ଯାଇଥିବା କାଚ

    15310
    Feb 14, 2026
  • ମୋଦୀଙ୍କ ଦ୍ଵାରା ଉଦଘାଟିତ ହେଲା ସେବାତୀର୍ଥ ଓ କର୍ତ୍ତବ୍ୟ ଭବନ

    15024
    Feb 13, 2026
  • ଆଜି ପୁଲୱାମା ଆକ୍ରମଣକୁ ପୁରିଲା ୭ବର୍ଷ, ସହିଦ ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଉଛି ସାରାଦେଶ

    15203
    Feb 14, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In