Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ରାଜନୀତି
Home ›› ରାଜନୀତି ››ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ କମିଟିର କାର୍ଯ୍ୟକର୍ତାଙ୍କ ନାମ ଘୋଷିତ

ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ କମିଟିର କାର୍ଯ୍ୟକର୍ତାଙ୍କ ନାମ ଘୋଷିତ

2023-10-18 18:56:19
15445
Share:
Facebook
Twitter
E-Mail
WhatsApp
Telegram
ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ କମିଟିର କାର୍ଯ୍ୟକର୍ତାଙ୍କ ନାମ ଘୋଷିତ

ଭୁବନେଶ୍ୱର ତା. ୧୮.୧୦- ଅଖିଳ ଭାରତ ମହିଳା କଂଗ୍ରେସ କମିଟିର ସଭାପତି ମିସ୍ ନିତା ଡି ସୌଜା ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ କମିଟିର କର୍ମକର୍ତା, କାର୍ଯ୍ୟକାରୀ କମିଟି ସଭ୍ୟା, ସ୍ୱତନ୍ତ୍ର ନିମନ୍ତ୍ରିତ ସଭ୍ୟା,  ଜିଲ୍ଲା ମହିଳା କଂଗ୍ରେସ କମିଟି ସଭାନେତ୍ରୀ ଏବଂ ବିଭିନ୍ନ ବିଭାଗର ସଂଯୋଜିକା ମାନଙ୍କର ନାମ ଘୋଷଣା କରିଛନ୍ତି ବୋଲି ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ବନ୍ଦିତା ପରିଡ଼ା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି । 

    ଏହି କମିଟିରେ ପ୍ରଦେଶ ମହିଳା କଂଗ୍ରେସ କମିଟିର ଉପସଭାନେତ୍ରୀ ଭାବରେ ଶ୍ରୀମତୀ ଏଲ ମାଣିକ ପ୍ରଭା, ଜ୍ୟୋର୍ତିମୟୀ ବାଗ, ରଶ୍ମି ମହାପାତ୍ର ଓ ସଂଗୀତା ସିଂ ପ୍ରମୁଖ ରହିଥିବା ବେଳେ ସାଧାରଣ ସଂପାଦିକା ଭାବରେ ରିତାଶ୍ରୀ ମହାନ୍ତି, ସିଲି ସେଠୀ, ଶୁଭଦ୍ରା ମିଶ୍ର, ଅମିତବାଳା ଆଚାର୍ଯ୍ୟ, ଲକ୍ଷ୍ମିପ୍ରିୟା ସାମନ୍ତରାୟ, ଶ୍ରୀୟାସ୍ମିତା ପଣ୍ଡା, ସୁପ୍ରଭା ବରାଇ, ବିଜୟଲକ୍ଷ୍ମୀ ପ୍ରିୟଦର୍ଶିନୀ, ସୁକାନ୍ତି ସରାଫ, ମହେନ୍ଦ୍ରି ସାହୁ ଓ ନମିତା ମାଝି ପ୍ରମୁଖ ରହିଛନ୍ତି । ସେହିପରି ସଂପାଦିକା ଭାବରେ କଲ୍ୟାଣି ପୂର୍ତି, ଲିପ୍‌ସା ଚାଂଟପାଲି, ସ୍ୱର୍ଣ୍ଣଲତା ବାନରା, ଗୋରେଟି ସେସ୍‌, ଧନମଣି ପାତ୍ର, ସୁଦିପ୍ତା ଦାଶ, ସିପ୍ରା ସେନାପତି, ସ୍ନେହଲତା ମହାପାତ୍ର, ଗୌରି ଦାସ, କିରଣବାଳା ମହାନ୍ତି, ଲତା ନାୟକ, ନଳିନୀ ଜାଲ, ମଞ୍ଜୁଲତା ମିଶ୍ର, ଦେବସ୍ମିତା ସାମଲ, ତୁଷାରକାନ୍ତି ମିଶ୍ର, ପଦ୍ମାବତୀ ମାଣ୍ଡାଙ୍ଗି, ଗିତାଞ୍ଜଳି ପିଡ଼ିକା, ସୁନିତା ନାୟକ, ଗୀତାଞ୍ଜଳି ପାଣିଗ୍ରାହୀ ଓ ରାଜଲକ୍ଷ୍ମୀ ପାତ୍ର ପ୍ରମୁଖ ରହିଛନ୍ତି ।  ଶ୍ରୀମତୀ ଚୈତାଳି ପଟ୍ଟନାୟକ କୋଷାଧ୍ୟକ୍ଷ ଭାବରେ ନିଯୁକ୍ତି ପାଇଛନ୍ତି । 

    କାର୍ଯ୍ୟକାରୀ କମିଟି ସଦସ୍ୟା ଭାବେ ଶ୍ରୀମତୀ ଆରତୀ ସ୍ୱାଇଁ, ପ୍ରତିମା କର, ରଞ୍ଜିତା ରାଉତ, ଚୌଧୁରୀ ସ୍ନେହଲତା ରାୟ, ମଧୁସ୍ମିତା ସେଠୀ, ଶୁଭଶ୍ରୀ ପଣ୍ଡା, ପ୍ରଭାବତୀ ପଟ୍ଟନାୟକ, ଶୁଭାସିନୀ ମହାକୁଡ଼, ପ୍ରଭାତୀ ମିଶ୍ର, ମନଜା ମଞ୍ଜରୀ ଦେବୀ, ବିଣାପାଣୀ ସାମଲ,  ଦୌପ୍ରଦୀ ମାଝୀ, ପ୍ରତିମା ପଣ୍ଡା, ଉର୍ବଶୀ ମିଶ୍ର, ଅର୍ଚ୍ଚନା ନନ୍ଦି, ଲଳିତା ସାହୁ, ସୁଲୋଚନା ନାୟକ, ସ୍ୱାଗତିକା ପଟ୍ଟନାୟକ, ମନୋରମା ପରିଡ଼ା, ମଞ୍ଜୁଶ୍ରୀ କଳ୍ପନା ରାଉତରାୟ, ପ୍ରଣତି ମିଶ୍ର, କୁସୁମ ପ୍ରଧାନ, ନିରୁପମା ଦାସ, ରୁପାଦିପ୍ତା ମହାପାତ୍ର, କନକଲତା ମଲ୍ଲିକ, ରିନା ସ୍ୱାଇଁ, ଅର୍ଣ୍ଣପୂର୍ଣର୍ା ସାହୁ, ସୁଜ୍ଞାନି ପଟ୍ଟନାୟକ, ଏମଏ ପରୱିନ,  ଅମିତା ବିଶ୍ୱାଳ, ରଞ୍ଜିତା ଯୋଶି, ମୁନି ଥାପ୍ପା, ମୋତି କୈବର୍ତ, ବାସନ୍ତି ସାମଲ, ବିନ୍ଧ୍ୟାବିନୀ ସାହୁ, ସୂର୍ଯ୍ୟକାନ୍ତି ବାଗ ଓ ନିର୍ମଳା ମଲ୍ଲିକ ପ୍ରମୁଖ ରହିଥିବା ବେଳେ ସ୍ୱତନ୍ତ୍ର ନିମନ୍ତ୍ରିତ ସଭ୍ୟା ଭାବରେ ସୁଶିଳା ତିରିଆ, ସରସ୍ୱତୀ ହେମ୍ବ୍ରମ, ବିଜୟଲକ୍ଷ୍ମୀ ସାହୁ, ସସ୍ମିତା ବେହେରା, ଅଜୟନ୍ତୀ ପ୍ରଧାନ, ରତ୍ନମଣି ଉଲ୍ଲାକା ଓ ପ୍ରତିମା ମଲ୍ଲିକ ପ୍ରମୁଖ ରହିଛନ୍ତି । 

    ସାମାଜିକ ଗଣମାଧ୍ୟମ ସଂଯୋଜିକା ଭାବରେ ଶିବାନୀ ରାଉତରାୟ, ନ୍ୟାୟବାହିନୀ ସଂଯୋଜିକା ଭାବରେ ଦିପ୍ତିରାଣୀ ପ୍ରଧାନ, ସ୍ତ୍ରୀ ହେଲପ ଲାଇନ ସଂଯୋଜକ ଭାବରେ ସବିତା ଧିର ଓ ଡାକ୍ତର ହେଲପ ଲାଇନ ସଂଯୋଜିକା ଭାବରେ ପ୍ରଜ୍ଞାପରିମିତା ମହାନ୍ତି ନିଯୁକ୍ତି ପାଇଛନ୍ତି । 

    ତତ୍‌ସଂଗେ ସଂଗେ ଜିଲ୍ଲା ମହିଳା କଂଗ୍ରେସ ସଭାପତି ଭାବରେ ନିମ୍ନମତେ ନିଯୁକ୍ତି ଦିଆଯାଇଛି । ଯଥା ବଲାଙ୍ଗିର- ମିଲାନି ସାହୁ, ବାଲେଶ୍ୱର- ପ୍ରଜ୍ଞାପରମିତା ମହାନ୍ତି, ବରଗଡ଼- ମୌସୁମୀ ସାହୁ, ଭଦ୍ରକ- ସବିତା ଚାନ୍ଦ, ଭୁବନେଶ୍ୱର- ଗିତାଞ୍ଜଳି ମହାନ୍ତି, ବୌଦ୍ଧ- କବିତା ମହାକୁଡ଼, କଟକ-ଶୋଭମୟୀ ସିଂ, କଟକନଗର- କଳ୍ପନା ସେନ, ଦେବଗଡ଼- ଲିତା ଆଚାର୍ଯ୍ୟ, ଢ଼େଙ୍କାନାଳ- ସ୍ମିତାରାଣି ସାମଲ, ଗଜପତି- ସସ୍ମିତା ନାୟକ, ଗଞ୍ଜାମ- ବନଜା ପଣ୍ଡା, ଜଗତସିଂହପୁର- ପ୍ରିୟମ୍ବଦା ପାଣି, ଯାଜପୁର- ଆରତି ଦେଓ, ବ୍ୟାସନଗର ମୁନିସ୍‌ପାଲଟି- ଜ୍ୟୋତିର୍ମୟୀ ରାଉତ, କଳାହାଣ୍ଡି- ମାର୍ଗିନା ପ୍ରଧାନ, କେନ୍ଦୁଝର- ପ୍ରବିନା ଦଣ୍ଡ ପାଟ, କନ୍ଧମାଳ- ରୁଦ୍ର ମଲ୍ଲିକ, କେନ୍ଦ୍ରାପଡ଼ା- ଜିନତ ପ୍ରିୟଦର୍ଶୀନି ରାଉତ, ଖୋର୍ଦ୍ଧା- ଝୁନା କୁମାରୀ ପଟ୍ଟନାୟକ, କୋରାପୁଟ- ନଳିନୀ ରଥ, ମାଲକାନଗିରି- ପୁଷ୍ପା ପଡ଼ିଆମି, ମୟୁରଭଞ୍ଜ- ସୁସ୍ମିତା ଘୋଷାଲ, ନବରଙ୍ଗପୁର- ଗିତାରାଣୀ ସମ୍ରାଟ, ନୟାଗଡ଼- ସସ୍ମିତା କୁମାର ଦାସ, ନୂଆପଡ଼ା- କବିତା ସାହୁ, ପୁରୀ- ନିରୁପମା ପାତ୍ର, ରାୟଗଡ଼ା- ଅମ୍ବିକା ମାଝୀ, ରାଉରକେଲା- ନିରୁପମା ବଳିଆରସିଂ, ସମ୍ବଲପୁର- ସୁତପା ମିତ୍ର, ସୁବର୍ଣ୍ଣପୁର- ଭବାନୀ ଦିପ ଓ ସୁନ୍ଦରଗଡ ଜିଲ୍ଲା- ସରୋଜିନୀ ବାଙ୍କ୍ରା ପ୍ରମୁଖ ନିଯୁକ୍ତି ପାଇଛନ୍ତି ବୋଲି ଶ୍ରୀମତୀ ପରିଡ଼ା ଏକ ପ୍ରେସ ବିଜ୍ଞପ୍ତିରେ ଜଣାଇଛନ୍ତି ।

Powered by Froala Editor

Tags Mahila Congress, OPCC, Odisha Congress

Related articles Odisha News Lens 4.1

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14785
    Sep 28, 2026
  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14100
    Sep 28, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....
    ବିଶେଷ

    ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14433
    Sep 29, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15612
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14001
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15620
    Sep 27, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14336
    Sep 29, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14802
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14138
    Sep 28, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ...

    14433
    Sep 29, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14001
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17792
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18205
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13937
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15716
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15282
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14656
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14301
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15612
    Sep 29, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14785
    Sep 28, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ମୋଦୀ

    15620
    Sep 27, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In