Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, May 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • କେମିତି ଦୂର କରିବେ ଟେନ୍‌ସନ୍‌

  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ...

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ...

  • ଆକ୍ରମଣ କଲେ ଇରାନକୁ ପୃଥିବୀରୁ ...

  • ରଚିତଙ୍କ ହାତ ଧରିବେ ହୁମା

  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା ...

  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ...

  • ୯ରେ ପଶ୍ଚିମବଙ୍ଗରେ ଶପଥ ଗ୍ରହଣ, ...

  • କିଏ କେଉଁଠି ଆଗରେ ଜାଣନ୍ତୁ

ବିଶେଷ
Home ›› ବିଶେଷ ›› ଉଜ୍ୱଳ ଓ ସୁନ୍ଦର ତ୍ୱଚା ପାଇଁ କରନ୍ତୁ ଏହା

ଉଜ୍ୱଳ ଓ ସୁନ୍ଦର ତ୍ୱଚା ପାଇଁ କରନ୍ତୁ ଏହା

2023-10-19 05:07:16
15716
Share:
Facebook
Twitter
E-Mail
WhatsApp
Telegram
 ଉଜ୍ୱଳ ଓ ସୁନ୍ଦର ତ୍ୱଚା ପାଇଁ କରନ୍ତୁ ଏହା

ଅଧିକାଂଶ ସୁନ୍ଦର ଦେଖାଯିବା ପାଇଁ ଇଚ୍ଛା ପ୍ରକାଶ କରିଥାଆନ୍ତି। ଏଥିପାଇଁ ବିଭିନ୍ନ ପ୍ରକାରର ପ୍ରସାଧନ ସାମଗ୍ରୀ ବ୍ୟବହାର କରନ୍ତି। ମାତ୍ର ଏପରି କିଛି ଘରୋଇ ଉପାୟ ଅଛି ଯାହା ଫଳରେ ଆପଣଙ୍କର ତ୍ୱଚା ଉଜ୍ୱଳ ଓ ସୁନ୍ଦର ଦେଖାଯିବ। କଦଳୀ ଓ ଅଟାକୁ ଚକଟି ଏଥିରେ କିଛି କ୍ଷୀର ମିଶାଇ କିଛି ସମୟ ରଖନ୍ତୁ। ଏହି ପେଷ୍ଟକୁ ତ୍ୱଚାରେ ଲଗାଇ୧୫ ରୁ ୨୦ ମିନିଟ୍‍ ରଖନ୍ତୁ। ଏହା ପରେ ଥଣ୍ଡା ପାଣି ମୁହଁକୁ ଧୋଇ ଦିଅନ୍ତୁ। ପ୍ରତି ୪ ଦିନକୁ ଥରେ ଏହା ଲଗାଇଲେ ଏହା ଖୁବ୍‍ ଉତ୍ତମ ଫଳ ଦେଇଥାଏ।

କିଛି କଞ୍ଚା କ୍ଷୀରକୁ ରାତିରେ ଫ୍ରିଜ୍‍ ରଖି ସକାଳେ ଏଥିରେ ସାମାନ୍ୟ ଲେମ୍ବୁ ଚୁପୁଡ଼ି ଏହାକୁ ସଙ୍ଗେ ସଙ୍ଗେ ମୁହଁରେ ଲଗାନ୍ତୁ । ଏହାକୁ ନିୟମିତ ଲଗାଇଲେ ଏକ ମାସରେ ଆଶ୍ଚର୍ୟ୍ୟଜନକ ଫଳ ଦେଇଥାଏ। ଏହା ତ୍ୱଚାକୁ ଚିକ୍କଣ ରଖିବାସହ ସଫା ଓ ସୁନ୍ଦର କରିଦିଏ। ମହୁ ତ୍ୱଚା ପାଇଁ ଖୁବ୍‍ ଲାଭପ୍ରଦ ଅଟେ। ପ୍ରତି ୨ ଦିନରେ ଥରେ ଖାଲି ମହୁ ଲଗାଇଲେ ଏହା ମୁହଁକୁ ଚିକ୍କଣ ରଖିବା ସହ ଏହାର ଚମକ ମଧ୍ୟ ବଢାଇଥାଏ।
ମୁହଁ ପାଇଁ ମହୁ ଖୁବ୍ ଲାଭଦାୟକ ହୋଇଥାଏ। ମାତ୍ର ଗୋଟିଏ ବୁନ୍ଦା ମହୁ ଆଣି ସେଥିରେ ସାମାନ୍ୟ ଗୋଲାପ ଜଳ ମିଶ୍ରଣ କରି ତାହାକୁ ମୁହଁରେ ଦୀର୍ଘ ସମୟ ପର୍ଯ୍ୟନ୍ତ ମାଲିସ କରନ୍ତୁ। ଦେଖିବେ ଆପଣଙ୍କ ମୁହଁ ସଫା ରହିବା ସହ ନରମ ମଧ୍ୟ ଲାଗିବ।

କମଳାର ଚୋପାକୁ ଭଲ ଭାବେ ଶୁଖାଇ ଏହାକୁ ପେଷି ଗୁଣ୍ଡ ପ୍ରସ୍ତୁତ କରନ୍ତୁ। ଏହି ଗୁଣ୍ଡରେ କିଛି ମୁଲତାନୀ ମାଟି, ସାମାନ୍ୟ ଗୋଲାପ ଜଳ ମିଶାଇ ମୁହଁରେ ଲଗାଇ କିଛି ସମୟ ମସାଜ କରନ୍ତୁ। ଏପରି କରିବା ଦ୍ୱାରା ତ୍ୱଚାରୁ ଦୂଷିତ ପଦାର୍ଥ ବାହାରିବା ସହ ଚମକ ବୃଦ୍ଧି ପାଇଥାଏ।

Powered by Froala Editor

Tags Skin care

Related articles Odisha News Lens 4.1

  • ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ
    ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15332
    May 05, 2026
  • ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ
    ଦେଶ-ଦେଶାନ୍ତର

    ପଶ୍ଚିମବଙ୍ଗରେ ମେ ୯ ରେ ଅନୁଷ୍ଠିତ ହେବ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବ

    13534
    May 05, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍
    ଦେଶ-ଦେଶାନ୍ତର

    ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14750
    May 05, 2026
  • ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ
    ଦେଶ-ଦେଶାନ୍ତର

    ଜାମିନ ପାଇଁ ଅପମାନଜନକ ସର୍ତ୍ତ, ଭର୍ତ୍ସନା କଲେ ସର୍ବୋଚ୍ଚ ନ୍ୟାୟାଳୟ

    13831
    May 05, 2026
  •  ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ
    ଦେଶ-ଦେଶାନ୍ତର

    ଆକ୍ରମଣ କଲେ ଇରାନକୁ ପୃଥିବୀରୁ ନିଶ୍ଚିହ୍ନ କରିଦିଆଯିବ: ଟ୍ରମ୍ପ

    13919
    May 05, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ
    ଦେଶ-ଦେଶାନ୍ତର

    କିଏ କେଉଁଠି ଆଗରେ ଜାଣନ୍ତୁ

    14418
    May 04, 2026
  • ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ
    ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    13948
    May 05, 2026
  • ରଚିତଙ୍କ ହାତ ଧରିବେ ହୁମା
    ମନୋରଞ୍ଜନ

    ରଚିତଙ୍କ ହାତ ଧରିବେ ହୁମା

    14913
    May 05, 2026
  • କେମିତି ଦୂର କରିବେ ଟେନ୍‌ସନ୍‌
    ବିଶେଷ

    କେମିତି ଦୂର କରିବେ ଟେନ୍‌ସନ୍‌

    14657
    May 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କିଏ କେଉଁଠି ଆଗରେ ଜାଣନ୍ତୁ

    14418
    May 04, 2026
  • ଦେଶ-ଦେଶାନ୍ତର

    ଜବତ ହେଲା ୪୪ ଲକ୍ଷରୁ ଅଧିକ ମୂଲ୍ୟର ବ୍ରାଉନସୁଗାର, ୩ ଗିରଫ

    15332
    May 05, 2026
  • ଦେଶ-ଦେଶାନ୍ତର

    ବିଜୟଙ୍କ ଆଡ଼କୁ କଂଗ୍ରେସ ‘ହାତ’, ରାହୁଲଙ୍କ ସବୁଜ ସଙ୍କେତ

    13948
    May 05, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17457
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17507
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17864
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16337
    Apr 03, 2021

ବିଶେଷ

  • କେମିତି ଦୂର କରିବେ ଟେନ୍‌ସନ୍‌

    14657
    May 05, 2026
  • ଘଣ୍ଟା ଘଣ୍ଟା ଧରି ଏସି ଚାଲିଲେ ହୋଇଥାଏ ଏମିତି ଅସୁବିଧା

    15059
    May 03, 2026
  • ଖରାଦିନେ ଆଖୁ ରସ ପିଇବା ଲାଭ କି କ୍ଷତି ଜାଣନ୍ତୁ.....

    13853
    May 02, 2026
  • ଏପରି ନିଅନ୍ତୁ ନିଜର ଯତ୍ନ

    14074
    May 01, 2026
  • ମସ୍ତିଷ୍କକୁ ଗ୍ଲୁକୋଜ୍ ଯୋଗାଇଥାଏ ସକାଳ ଜଳଖିଆ

    14264
    Apr 30, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15375
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15112
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15607
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13923
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କେମିତି ଦୂର କରିବେ ଟେନ୍‌ସନ୍‌

    14657
    May 05, 2026
  • କିଏ କେଉଁଠି ଆଗରେ ଜାଣନ୍ତୁ

    14418
    May 04, 2026
  • ଥାଲାପତିଙ୍କ ବିଜୟରେ ତ୍ରିଶାଙ୍କ ଲକ୍

    14750
    May 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In