Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 24, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ...

  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ...

  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ...

  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ...

  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ...

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ...

  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ...

  • ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ...

  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ଟିକା ନେବା ପରେ କୌଣସି ଆକ୍ରାନ୍ତଙ୍କ ମୃତୁ୍ୟ ହୋଇନି:ଦିଲ୍ଲୀ ଏମ୍ସ

ଟିକା ନେବା ପରେ କୌଣସି ଆକ୍ରାନ୍ତଙ୍କ ମୃତୁ୍ୟ ହୋଇନି:ଦିଲ୍ଲୀ ଏମ୍ସ

2021-06-05 09:59:00
15295
Share:
Facebook
Twitter
E-Mail
WhatsApp
Telegram
ଟିକା ନେବା ପରେ କୌଣସି ଆକ୍ରାନ୍ତଙ୍କ ମୃତୁ୍ୟ ହୋଇନି:ଦିଲ୍ଲୀ ଏମ୍ସ

ନୂଆଦିଲ୍ଲୀ : କରୋନା ଟିକା ନେବା ସତ୍ତ୍ୱେ କିଛି ଲୋକ ସଂକ୍ରମିତ ହୋଇଛନ୍ତି । ତେବେ ଟିକା ନେବା ପରେ କରୋନା ସଂକ୍ରମିତ ହୋଇଥିବା କୌଣସି ବ୍ୟକ୍ତିଙ୍କର ମୃତୁ୍ୟ ହୋଇନଥିବା ଦିଲ୍ଲୀ ଏମ୍ସର ଏକ ଅନୁଧ୍ୟାନ ରିପୋର୍ଟରେ କୁହାଯାଇଛି । ଭାରତରେ କରୋନାର ଦ୍ୱିତୀୟ ଲହରରେ ଏହା ପ୍ରଥମ ଜିନ ଅନୁକ୍ରମଣ ଅନୁଧ୍ୟାନ । ଅନୁଧ୍ୟାନରୁ କୁହାଯାଇଛି ଯେ ସମ୍ପୂର୍ଣ୍ଣ ଟିକାକରଣ ପରେ ଯଦି କେହି କୋଭିଡ-୧୯ ରେ ସଂକ୍ରମିତ ହୋଇଥାନ୍ତି ତେବେ ଏହାକୁ ଅନୁପ୍ରବେଶ ସଂକ୍ରମଣ କୁହାଯାଏ । ଏପି୍ରଲ ଓ ମେ ମାସରେ ଏପରି ଅନୁପ୍ରବେଶ ସଂକ୍ରମଣ ହୋଇଥିବା ୬୩ ଜଣଙ୍କୁ ନେଇ ଦିଲ୍ଲି ଏମ୍ସ ପକ୍ଷରୁ ଅନୁଧ୍ୟାନ କରାଯାଇଥିଲା । ଏଥିରେ ୩୬ ଜଣ ଦୁଇଟି ପାନ ଟିକା ନେଇଥିଲେ ଓ ୨୭ ଜଣ ଗୋଟିଏ ପାନ ଟିକା ନେଇଥିଲେ । ୧୦ ଜଣ କୋଭିସିଲ୍ଡ ନେଇଥିବା ବେଳେ ୫୩ ଜଣ କୋଭାକ୍ସିନ ଟିକା ନେଇଥିଲେ । ତେବେ ଏହି ଅନୁପ୍ରବେଶ ସଂକ୍ରମଣ ହୋଇଥିବା କୌଣସି ବ୍ୟକ୍ତିଙ୍କର ମୃତୁ୍ୟ ହୋଇନଥିଲା ।

Powered by Froala Editor

Tags Corona

Related articles Odisha News Lens 4.1

  •  ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍
    ଦେଶ-ଦେଶାନ୍ତର

    ଏହି ନେତାଙ୍କୁ ମିଳିବ ବୁଲେଟପ୍ରୁଫ୍ ଜ୍ୟାକେଟ୍

    15710
    Aug 22, 2026
  • ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା
    ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15346
    Aug 23, 2026
  • ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ
    ଦେଶ-ଦେଶାନ୍ତର

    ଏହି କାରଣରୁ ଅଭିଜିତ୍‌ ଦୀପ୍‌କେଙ୍କ ବିରୋଧରେ ହେଲା ମାମଲା ରୁଜୁ

    14165
    Aug 23, 2026
  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ
    ବିଶେଷ

    ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14716
    Aug 24, 2026
  • ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି
    ଦେଶ-ଦେଶାନ୍ତର

    ଦେଶରେ ୮ ଲକ୍ଷ ୨୩ ହଜାର ୬୫୬ଟି ଅନୁମୋଦିତ ପଦ ଖାଲି

    13993
    Aug 23, 2026
  • ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା
    ଦେଶ-ଦେଶାନ୍ତର

    ସ୍ୱାମୀଙ୍କ ଠାରୁ ଲୁଚାଇ ରଖିଥିଲେ ୧୨ ଲକ୍ଷ ଟଙ୍କା, ମୂଷା କାଟିଦେଲା

    15101
    Aug 23, 2026
  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ
    ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15457
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ
    ଦେଶ-ଦେଶାନ୍ତର

    ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13835
    Aug 23, 2026
  • ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...
    ଦେଶ-ଦେଶାନ୍ତର

    ଜାତୀୟ ଶିକ୍ଷକ ପୁରସ୍କାର: ସମ୍ମାନିତ ହେବେ ୪୮ ଜଣ ଶିକ୍ଷକ, ଓଡ଼ିଶାରୁ ପଦରାଜ ଉମାକାନ୍ତ ...

    15782
    Aug 22, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15457
    Aug 23, 2026
  • ଦେଶ-ଦେଶାନ୍ତର

    ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15590
    Aug 23, 2026
  • ଦେଶ-ଦେଶାନ୍ତର

    ବିବାହ ପାଇଁ ଭାରତ ଆସିଲେଣି ୧୫୦ ପାକିସ୍ତାନୀ କନ୍ୟା

    15346
    Aug 23, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17049
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17678
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17720
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18117
    Sep 06, 2023

ବିଶେଷ

  • ବିନା ମୋଜାରେ ଜୋତା ପିନ୍ଧିଲେ ଶରୀର ଉପରେ ପଡିଥାଏ କୁପ୍ରଭାବ

    14716
    Aug 24, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15515
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    16046
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13967
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14992
    Aug 13, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15970
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14006
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14270
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14393
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • କାନାଡ଼ା ସାମଗ୍ରୀ ଉପରେ ଆମେରିକା ଲଗାଇଲା ୫୦% ସୀମା ଶୁଳ୍କ

    15457
    Aug 23, 2026
  • ବନ୍ଦ ଘରୁ ବାପା, ମାଆ ଓ ଦୁଇ ସନ୍ତାନଙ୍କ ମୃତଦେହ ଉଦ୍ଧାର

    15590
    Aug 23, 2026
  • ଜାପାନର ହୋକ୍କାଇଡୋରେ ଜୋରଦାର ଭୂକମ୍ପ

    13835
    Aug 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In