Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, July 08, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ...

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ...

  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ...

  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ ...

  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ...

  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ...

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ...

  • ରୁଷ ତରଫରୁ କିଭ୍ ସହର ଉପରେ କ୍ଷେପଣାସ୍ତ୍ର ...

  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ...

  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ ...

ରାଜ୍ୟ
Home ›› ରାଜ୍ୟ ››ଅତ୍ୟଧିକ ଉତ୍ତେଜିତ ହେବାରୁ ଏଲିଶ ଲୁଗୁନଙ୍କ ମୃତ୍ୟୁ ହୋଇଛି: ରାଉରକେଲା ଏସପି

ଅତ୍ୟଧିକ ଉତ୍ତେଜିତ ହେବାରୁ ଏଲିଶ ଲୁଗୁନଙ୍କ ମୃତ୍ୟୁ ହୋଇଛି: ରାଉରକେଲା ଏସପି

2023-10-21 09:44:43
14389
Share:
Facebook
Twitter
E-Mail
WhatsApp
Telegram
ଅତ୍ୟଧିକ ଉତ୍ତେଜିତ ହେବାରୁ ଏଲିଶ ଲୁଗୁନଙ୍କ ମୃତ୍ୟୁ ହୋଇଛି: ରାଉରକେଲା ଏସପି

ରାଉରକେଲା: ଉଦିତନଗର ଥାନା ଏଏସଆଇ ଏଲିଶ ଲୁଗୁନଙ୍କ ପୋଷ୍ଟମର୍ଟମ ରିପୋର୍ଟ ଯାଞ୍ଚ ହୋଇ ଭୁବନେଶ୍ୱର ଏମ୍ସରୁ ଆସିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅତ୍ୟଧିକ ଉତ୍ତେଜିତ ହେବାରୁ ଏଲିଶ ଲୁଗୁନଙ୍କ ମୃତ୍ୟୁ ହୋଇଛି। ରିପୋର୍ଟରେ ମୃତ୍ୟୁ ମାଡ଼ରୁ ନୁହେଁ, ବରଂ ରୋଗ ଜନିତ ବୋଲି ଦର୍ଶାଯାଇଛି। ତାଙ୍କୁ କେହି ମାଡ଼ ମାରିନାହାନ୍ତି କି ତାଙ୍କ ଶରୀରରେ କୌଣସି କ୍ଷତ ଚିହ୍ନ ନାହିଁ। ଏଣୁ ଆଉ ଏହି ଘଟଣାରେ ୩୦୨ ଦଫା ଲାଗିବ ନାହିଁ ରାଉରକେଲା ଏସପି କହିଛନ୍ତି।
ସୂଚନାଯୋଗ୍ୟ, ସଞ୍ଜୟ ତାଙ୍କ ପତ୍ନୀ ଏଲିଶଙ୍କୁ ଉଦିତନଗର ଥାନାରେ ଛାଡି ଯାଇଥିଲେ। ସଞ୍ଜୟଙ୍କ କହିବାନୁଯାୟୀ ଉଦିତନଗର ଛାଡିବାବେଳେ ତାଙ୍କ ପତ୍ନୀ ଆଲିସଙ୍କ ସ୍ବାସ୍ଥ୍ୟ ଅବସ୍ଥା ସମ୍ପୂର୍ଣ୍ଣ ଭଲ ଥିଲା। ଅପରାହ୍ନ ୩ଟା ୪୫ ମିନିଟରେ ସ୍ବାସ୍ଥ୍ୟ ଅବସ୍ଥା ଖରାପ ହେବା ଓ ସଂଧ୍ୟା ୫ଟାରେ କେମିତି ମୃତ୍ୟୁ ହେଲା ବୋଲି ପ୍ରଶ୍ନ କରିଥିଲେ। ଅପରାହ୍ନ ପ୍ରାୟ ୩ଟାରେ ଆର୍ଏମ୍ସି ଛକ ନିକଟରେ ବସ୍ -କାର ଧକ୍କାକୁ କେନ୍ଦ୍ରକରି ଦୁଇ ଗୋଷ୍ଠୀ ମଧ୍ୟରେ ମାଡ଼ପିଟ୍ ହୋଇଥିଲା। ଘଟଣାକୁ ନିୟନ୍ତ୍ରଣ କରିବାକୁ ପିସିଆର୍ ଭ୍ୟାନ୍ରେ ଏଏସ୍ଆଇ ଏଲିଶ ଓ ଅନ୍ୟ ଦୁଇ ପୁଲିସ କର୍ମଚାରୀ ସେଠାରେ ପହଞ୍ଚିଥିଲେ। ଏଏସ୍ଆଇ ଏଲିଶ ଉଭୟ ଗୋଷ୍ଠୀଙ୍କୁ ବୁଝାସୁଝା କରୁଥିବେଳେ ବେହୋସ ହୋଇ ତଳେ ପଡିଯାଇଥିଲେ। ଦୁଇ ପୁଲିସ କର୍ମଚାରୀ ଏଏସ୍ଆଇ ଲୁଗୁନଙ୍କ ଚିକିତ୍ସା ପାଇଁ ଘରୋଇ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

Powered by Froala Editor

Tags Elisha lugun

Related articles Odisha News Lens 4.1

  • ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା
    ଦେଶ-ଦେଶାନ୍ତର

    ଇଣ୍ଡୋନେସିଆରେ ବିଜୁ ପଟ୍ଟନାୟକଙ୍କୁ ଭୂୟସୀ ପ୍ରଶଂସା

    13283
    Jul 08, 2026
  • କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା
    ଦେଶ-ଦେଶାନ୍ତର

    କେତନଙ୍କ ପୂର୍ବରୁ ପ୍ରେମିକଙ୍କୁ ବାହା ହୋଇ ସାରିଥିଲେ ସିୟା

    14254
    Jul 08, 2026
  • ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ...

    14933
    Jul 07, 2026
  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ
    ଦେଶ-ଦେଶାନ୍ତର

    ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13463
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି
    ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15358
    Jul 08, 2026
  • ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...
    ଦେଶ-ଦେଶାନ୍ତର

    ବଦ୍ରୀନାଥ ମନ୍ଦିର ଦାନ ଚୋରି ମାମଲା : ମନ୍ଦିର ସମିତି ଅଧ୍ୟକ୍ଷଙ୍କ ବ୍ୟକ୍ତିଗତ ...

    13924
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା
    ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15028
    Jul 08, 2026
  • ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର
    ଅପରାଧ

    ନାବାଳିକା ଦୁଷ୍କର୍ମ-ହତ୍ୟା ମାମଲାର ଅଭିଯୁକ୍ତକୁ ଏନକାଉଣ୍ଟର

    14273
    Jul 08, 2026
  • ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ
    ଦେଶ-ଦେଶାନ୍ତର

    ରାମ ମନ୍ଦିର ଟ୍ରଷ୍ଟ କାର୍ଯ୍ୟ ତଦାରଖ କରିବେ କୃଷ୍ଣ ମୋହନ

    14390
    Jul 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15028
    Jul 08, 2026
  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ଇଣ୍ଡୋନେସିଆରେ ମିଳିଲା ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ ‘ବିତାଙ୍ଗ ଆଦିପୂର୍ଣ୍ଣ’ ପଦକ

    14933
    Jul 07, 2026
  • ଦେଶ-ଦେଶାନ୍ତର

    ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15358
    Jul 08, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16969
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17579
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17633
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18032
    Sep 06, 2023

ବିଶେଷ

  • ଥଣ୍ଡାପାଗରେ କମ୍ ମାତ୍ରାରେ ସେବନ କରନ୍ତୁ ଲୁଣ ଓ ଚିନି

    15042
    Jul 07, 2026
  • ଷ୍ଟିକର୍‌ ଛଡ଼ାଇ ଖାଆନ୍ତୁ ଫଳ, ନହେଲେ ଭୋଗିବେ ଏହି ସମସ୍ୟା

    15536
    Jul 06, 2026
  • ଦମ୍ପତିଙ୍କ ମଧ୍ୟରେ ବଢୁଛି ସ୍ଲିପ୍ ଡିଭୋର୍ସ, ଜାଣନ୍ତୁ କ'ଣ ?

    15350
    Jul 05, 2026
  • ଗାଜର ଜୁସ୍ ପିଇଲେ ମିଳିଥାଏ ଏହି ଫାଇଦା

    15214
    Jul 03, 2026
  • ଗର୍ଲଫ୍ରେଣ୍ଡଙ୍କ ସହ ସମ୍ପର୍କକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି କି, କରନ୍ତୁ ମନଛୁଆଁ କଥାବାର୍ତ୍ତା

    14639
    Jun 30, 2026

ବାଣିଜ୍ୟ

ମାସକରେ ୧୫ ହଜାର ଖସିଲାଣି ସୁନା

ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। ଏଇ ମାସରେ ସୁନା ଭରି ପିଛା ଖସିଲାଣି ପ୍ରାୟ ୧୫ ହଜାର ଟଙ୍କା । ୨୨ କ୍ୟାରେଟ୍ ସୁନାର ଦାମ ୧୦ ଗ୍ରାମ ପିଛା ୧ ଲକ୍ଷ ୩୦ ହଜାର ଟଙ୍କା ତଳକୁ ଖସିଛି।  ଏହା ଗ୍ରାହକଙ୍କ ପାଇଁ କିଛିଟା ଆଶ୍ୱସ୍ତିର ଖବର ହୋଇଥିବା ବେଳେ, ନିବେଶକଙ୍କ ମଧ୍ୟରେ ଏହାକୁ ନେଇ ଚର ...

  • ସ୍ମୃତି କ୍ୟାଣ୍ଡିୟର୍‌ ବ୍ରାଣ୍ଡ୍‌ ଆମ୍ବାସଡର୍‌ ନିଯୁକ୍ତ

    15835
    Jun 30, 2026
  • ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

    15703
    Jun 17, 2026
  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13809
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14920
    Apr 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ପ୍ରଦର୍ଶିତ ହେଲା ଗୋଲ୍ଡ-ପ୍ଲେଟେଡ୍ ‘ରାମଚରିତମାନସ’ ଗ୍ରନ୍ଥ

    13463
    Jul 07, 2026
  • ହାତୀ ଦାନ୍ତ ରଖିବା ମାମଲା : ମୋହନଲାଲ କହିଲେ ମୋତେ ଉତ୍ତରାଧିକାରୀ ଭାବେ ମିଳିଛି

    15358
    Jul 08, 2026
  • ଜୁଲାଇ ମାସର ପ୍ରଥମ ସପ୍ତାହରେ ସ୍ୱାଭାବିକ ଠୁ ହୋଇଛି ଅଧିକ ମୌସୁମୀ ବର୍ଷା

    15028
    Jul 08, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In