Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, June 17, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ...

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ...

  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ...

  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ...

  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ...

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

  • ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ...

ରାଜନୀତି
Home ›› ରାଜନୀତି ››ଛତିଶଗଡ଼ ପ୍ରଚାର ପାଇଁ ଏଆଇସିସି ତାରକା ପ୍ରଚାରକ ତାଲିକାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ଓଡିଶାରୁ ଆଉ ୨ ଜଣଙ୍କ ନାମ ପ୍ରକାଶ ପାଇଛି

ଛତିଶଗଡ଼ ପ୍ରଚାର ପାଇଁ ଏଆଇସିସି ତାରକା ପ୍ରଚାରକ ତାଲିକାରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କ ସହ ଓଡିଶାରୁ ଆଉ ୨ ଜଣଙ୍କ ନାମ ପ୍ରକାଶ ପାଇଛି

2023-10-22 10:07:14
15309
Share:
Facebook
Twitter
E-Mail
WhatsApp
Telegram
ଛତିଶଗଡ଼ ପ୍ରଚାର ପାଇଁ ଏଆଇସିସି ତାରକା ପ୍ରଚାରକ ତାଲିକାରେ ପିସିସି ସଭାପତି ଶରତ  ପଟ୍ଟନାୟକଙ୍କ ସହ ଓଡିଶାରୁ ଆଉ ୨ ଜଣଙ୍କ ନାମ ପ୍ରକାଶ ପାଇଛି

ଭୁବନେଶ୍ୱର - ଛତିଶଗଡ ରେ ହେବାକୁ ଥିବା ବିଧାନସଭା ନିର୍ବାଚନରେ ଏଆଇସିସି ପକ୍ଷରୁ ୪୦ ଜଣିଆ ତାରକା ପ୍ରଚାରକ ତାଲିକା ପ୍ରକାଶ ପାଇଛି।
ଉକ୍ତ ତାଲିକାରେ ଓଡିଶା ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଙ୍କ ନାମ ପ୍ରକାଶ ପାଇଛି।

ସେହିଭଳି ବିହାର ରାଜ୍ୟର କଂଗ୍ରେସ ପ୍ରଭାରୀ ଶ୍ରୀ ଭକ୍ତ ଚରଣ ଦାଶ ଏବଂ ଏଆଇସିସି ସମ୍ପାଦକ ତଥା ଛତିଶଗଡ଼ କଂଗ୍ରେସ ସହ ପ୍ରଭାରୀ,ସାଂସଦ ଶ୍ରୀ ସପ୍ତଗିରି ଉଳାକାଙ୍କ ନାମ ମଧ୍ୟ ଉକ୍ତ ୪୦ ଜଣିଆ ତାରକା ପ୍ରଚାରକ ତାଲିକାରେ ପ୍ରକାଶ ପାଇଛି।

ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି କି ଛତିଶଗଡ ରେ ପ୍ରଚାର କରିବା ପାଇଁ ତାଙ୍କୁ ଯେଉଁ ସୁଯୋଗ ମିଳିଛି ସେଥିପାଇଁ ଅଖିଳ ଭାରତ କଂଗ୍ରେସ କମିଟି ସଭାପତି ଶ୍ରୀ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ ବରିଷ୍ଠ କଂଗ୍ରେସ ନେତା ସୋନିଆ ଗାନ୍ଧୀ ,ରାହୁଲ ଗାନ୍ଧୀ,କେ ସି ଭେନୁଗୋପାଲ ଙ୍କୁ ଧନ୍ୟବାଦ ଅର୍ପଣ କରିବା ସହ କୃତଜ୍ଞତା ଜଣାଇଛନ୍ତି।

ଏହି ଅବସରର ଛତିଶଗଡ଼ ରେ କଂଗ୍ରେସ ସରକାର ଗଠନ କରିବା ସହ ଅନ୍ୟ ଯେଉଁ ୪ ରାଜ୍ୟ ତେଲେଙ୍ଗାନା,ରାଜସ୍ଥାନ,ମିଜୋରାମଏବଂ ମଧ୍ୟପ୍ରଦେଶ ରେ ହେବାକୁ ଥିବା ବିଭାନସଭା ନିର୍ବାଚନରେ ମଧ୍ୟ ବିପୁଳ ସଂଖ୍ୟାରେ କଂଗ୍ରେସ ଜୟଲାଭ କରି ସରକାର ଗଠନ କରିବ ବୋଲି ପିସିସି ସଭାପତି ଶ୍ରୀ ଶରତ ପଟ୍ଟନାୟକ ଦୃଢୋକ୍ତି ପ୍ରକାଶ କରିଛନ୍ତି।

    ଓଡିଶାରେ ମଧ୍ୟ ନିଶ୍ଚିତ ସରକାର ପରିବର୍ତ୍ତନ ହେବ ଏବଂ କଂଗ୍ରେସ ସରକାର ଗଠନ କରିବ ବୋଲି ସେ କହିଛନ୍ତି।୨୩ ବର୍ଷର କୁ ଶାସନ ବିରୁଦ୍ଧରେ ଜନସାଧାରଣ ମତଦାନ କରି କଂଗ୍ରେସ କୁ ଶାସନ କ୍ଷମତାକୁ ଆଣିବା ପାଇଁ ମନ ସ୍ଥିର  କରି ସାରିଛନ୍ତି।ସମୟ ଆସିଲେ ଜନସାଧାରଣ ଉଚିତ ଜବାବ ଦେବେ ବୋଲି ଶ୍ରୀ ପଟ୍ଟନାୟକ କହିଛନ୍ତି।


Powered by Froala Editor

Tags opcc , congress , pradesh congress , odisha congress , Sarat Pattanayak

Related articles Odisha News Lens 4.1

  • ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ
    ଦେଶ-ଦେଶାନ୍ତର

    ଡାକ୍ତରଖାନାରେ କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ

    14535
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ
    ବିଶେଷ

    ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15729
    Jun 16, 2025
  • ବିମାନ ଅବତରଣ ବେଳେ ବାହାରିଲା ଧୂଆଁ,  ବର୍ତ୍ତିଗଲେ ୨୫୦ ଯାତ୍ରୀ
    ଦେଶ-ଦେଶାନ୍ତର

    ବିମାନ ଅବତରଣ ବେଳେ ବାହାରିଲା ଧୂଆଁ, ବର୍ତ୍ତିଗଲେ ୨୫୦ ଯାତ୍ରୀ

    14601
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ
    ବିଶେଷ

    ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14173
    Jun 17, 2025
  • ପେରୁରେ ଭୂକମ୍ପ ଝଟକା, ଜଣେ ମୃତ
    ଦେଶ-ଦେଶାନ୍ତର

    ପେରୁରେ ଭୂକମ୍ପ ଝଟକା, ଜଣେ ମୃତ

    14719
    Jun 16, 2025
  •  ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ
    ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14708
    Jun 16, 2025
  • ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...
    ବାଣିଜ୍ୟ

    ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ...

    13368
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି
    ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15356
    Jun 17, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ
    ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14400
    Jun 16, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14400
    Jun 16, 2025
  • ଦେଶ-ଦେଶାନ୍ତର

    ଆଜି ରାଜକୋଟରେ ବିଜୟ ରୁପାଣୀଙ୍କ ଶେଷକୃତ୍ୟ

    14708
    Jun 16, 2025
  • ବିଶେଷ

    ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15356
    Jun 17, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16663
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16966
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15494
    Apr 03, 2021

ବିଶେଷ

  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14173
    Jun 17, 2025
  • ହଜମ ପ୍ରକ୍ରିୟାରେ ସାହାଯ୍ୟ କରେ ଭେଣ୍ଡି

    15356
    Jun 17, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15729
    Jun 16, 2025
  • ମାଠିଆ ପାଣି ପିଇବାର ମିଳିଥାଏ ଅନେକ ଲାଭ

    14400
    Jun 16, 2025
  • କେଶ ଝଡ଼ିବା କମାଇବ ଯୋଗ

    14723
    Jun 13, 2025

ବାଣିଜ୍ୟ

ଅଜିମ ପ୍ରେମଜୀ ଫାଉଣ୍ଡେସନ ପକ୍ଷରୁ ପିଜି ଡାକ୍ତରଙ୍କ ପାଇଁ ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ୍ ଘୋଷଣା

ଭୁବନେଶ୍ୱର: ଅଜିମ ପ୍ରେମଜୀ ଫାଉଣ୍ଡେସନ ସ୍ନାତକୋତର ଡାକ୍ତର (ପିଜି) ମାନଙ୍କ ନିମନ୍ତେ  ୧୮ ମାସର ନିମଗ୍ନକାରୀ ଶିକ୍ଷଣ ଅଭିଜ୍ଞତା ହାସଲ କରିବାକୁ ‘ଅଜିମ ପ୍ରେମଜୀ ହେଲ୍ଥ ଇକ୍ୱିଟି ଫେଲୋସିପ’ ପ୍ର ...

  • ହିମାଳୟ ବେବିକେୟାର ପ୍ରଚଳନ କଲା #GentleAsDad ପ୍ରଚାର ଅଭିଯାନ

    15370
    Jun 14, 2025
  • କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

    14482
    May 30, 2025
  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15703
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16333
    Feb 21, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଷୋଡଶ ଜନଗଣନା ପାଇଁ ବିଜ୍ଞପ୍ତି ପ୍ରକାଶ

    13654
    Jun 16, 2025
  • ଅଧାଗ୍ଲାସ ମିଶ୍ରି ପାଣି ପିଇଲେ, ମିଳିଥାଏ ଏହି ଲାଭ

    15729
    Jun 16, 2025
  • ବିବାହ ପୂର୍ବରୁ ଏହି ୫ଟି ଭୁଲ ଏଡାଇବା ଗୁରୁତ୍ୱପୂର୍ଣ୍ଣ

    14173
    Jun 17, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In