Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, May 25, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ...

  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ...

  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ...

  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ...

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ...

  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ...

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ...

  • ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ...

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ...

  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ...

ଜିଲ୍ଲା ପରିକ୍ରମା
Home ›› ଜିଲ୍ଲା ପରିକ୍ରମା ››ଭତ୍ତା ବଣ୍ଟନ ବେଳେ ଟଙ୍କା ବ୍ୟାଗ ଝାମ୍ପି ଦୌଡ଼ିଲା ମଦ୍ୟପ

ଭତ୍ତା ବଣ୍ଟନ ବେଳେ ଟଙ୍କା ବ୍ୟାଗ ଝାମ୍ପି ଦୌଡ଼ିଲା ମଦ୍ୟପ

2023-10-22 19:42:56
20013
Share:
Facebook
Twitter
E-Mail
WhatsApp
Telegram
ଭତ୍ତା ବଣ୍ଟନ ବେଳେ ଟଙ୍କା ବ୍ୟାଗ ଝାମ୍ପି ଦୌଡ଼ିଲା ମଦ୍ୟପ

ଭତ୍ତା ଟଙ୍କା ବଣ୍ଟନ ବେଳେ ଗ୍ରାମ ରୋଜଗାର ସେବକ ନିକଟରୁ ଟଙ୍କା ବ୍ୟାଗ ଝାମ୍ପି ନେଲା ଯୁବକ । ଏମିତି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ଶାଳଦେଇ ପଞ୍ଚାୟତ କାର୍ଯ୍ଯାଳୟ ପରିସରରେ। ଘଷିପୁରା ବ୍ଲକ  ଶାଳଦେଇ ପଞ୍ଚାୟତର ଗ୍ରାମରୋଜଗାର ସେବକ ଅଶୋକ କୁମାର ସାହୁ ଅକ୍ଟୋବର ମାସର ଭତ୍ତା ବଣ୍ଟନ କରିବାକୁ ୨ ଲକ୍ଷ ୪ ହଜାର ୬ ଶହ ଟଙ୍କା ଉଠାଣ କରି ପଞ୍ଚାୟତ କାର୍ଯ୍ଯାଳୟରେ ଭତ୍ତା ବଣ୍ଟନ କରୁଥିଲେ।

ବଣ୍ଟନର କିଛି ସମୟ ପରେ ସେହି ଗ୍ରାମର ମଦ୍ୟପ ଯୁବକ ନିଳମଣୀ ଦଳେଇ(୩୦) ପଶି ଅଶ୍ଲିଳ ଭାଷାରେ ଗାଳି ଗୁଲଜ କରିବା ସହ ହଠାତ ଗ୍ରାମ ରୋଜଗାର ସେବକ ଅଶୋକ କୁମାର ସାହୁଙ୍କ ଠାରୁ ଟଙ୍କା ବ୍ୟାଗ କୁ ଛଡାଇ ଦୌଡି ପଳାଇ ଯାଇଥିଲା।ଗ୍ରାମରୋଜଗାର ସେବକ ସ୍ଥାନିୟ ପଞ୍ଚାୟତ କାର୍ଯ୍ଯ ନିର୍ବାହୀ ଅଧିକାରୀ ସମେତ ବିଡିଓଙ୍କ ଦୃଷ୍ଠି ଆକର୍ଷଣ କରିଥିଲେ। ପରେ ଟଙ୍କା ବ୍ୟାଗ ଲୁଟ ଘଟଣା ନେଇ ରାମଚନ୍ଦ୍ରପୁର ଥାନାରେ ଗ୍ରାମରୋଜଗାର ସେବକ ଲିଖିତ ଅଭିଯୋଗ କରିଥିଲେ। ମୋଟ ଟଙ୍କାରୁ ୧ ଲକ୍ଷ ୩ ହଜାର ୪ ଶହ ଟଙ୍କା ଯୁବକ ଲୁଟି ନେଇଥିବା ଏତଲାରେ ଉଲ୍ଲେଖ କରିଥିଲେ ।

ରାମଚନ୍ଦ୍ରପୁର ପୋଲିସ ଶାଳଦେଇ ପଞ୍ଚାୟତରେ ପହଞ୍ଚି ଲୁଟ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ଅଭିଯୁକ୍ତ ଯୁବକକୁ କାବୁ କରିବାକୁ ଦିନ ତମାମ୍ ପୋଲିସ କସରତ କରିବା ପରେ ଯୁବକ କାବୁ କରିବାରେ ସଫଳ ହୋଇଛି। ଯୁବକ ନିକଟରୁ ସମସ୍ତ ଟଙ୍କା ବରାମତ ହୋଇଛି।

Powered by Froala Editor

Tags pension

Related articles Odisha News Lens 4.1

  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    14011
    May 23, 2026
  • ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...
    ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ...

    15547
    May 24, 2026
  •  ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ
    ବିଶେଷ

    ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15463
    May 24, 2026
  • ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ
    ଦେଶ-ଦେଶାନ୍ତର

    ନର୍ସିଂହୋମରେ ଓଟିରେ ଯୁବତୀଙ୍କୁ ଦୁଷ୍କର୍ମ

    14417
    May 24, 2026
  • ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ
    ଦେଶ-ଦେଶାନ୍ତର

    ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ତେଲଙ୍ଗାନାରେ ପ୍ରାଣ ହରାଇଲେଣି ୧୬ ଜଣ

    15009
    May 24, 2026
  • କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା
    ଦେଶ-ଦେଶାନ୍ତର

    କୋଇଲା ଖଣିରେ ଭୟଙ୍କର ବିସ୍ଫୋରଣ, ୮୨ ମୃତ, ୯ ଶ୍ରମିକଙ୍କ ମିଳୁନି ପତ୍ତା

    15445
    May 23, 2026
  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14931
    May 24, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର
    ଦେଶ-ଦେଶାନ୍ତର

    ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13876
    May 24, 2026
  • ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...
    ଦେଶ-ଦେଶାନ୍ତର

    ଭାରତୀୟ ସ୍ଥଳସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ, ତିନି ବରିଷ୍ଠ ସେନାଧିକାରୀ ...

    14888
    May 24, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବଢିବାରେ ଲାଗିଛି ଇବୋଲା ଭାଇରସ, କଙ୍ଗୋ ଏବଂ ୟୁଗାଣ୍ଡା ଯାତ୍ରା ନ କରିବାକୁ ଭାରତର ପରାମର୍ଶ

    15547
    May 24, 2026
  • ଦେଶ-ଦେଶାନ୍ତର

    ଦେଶରେ ପୁଣି ବୃଦ୍ଧି ପାଇଲା ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ

    14204
    May 23, 2026
  • ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14931
    May 24, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16877
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17496
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17542
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17927
    Sep 06, 2023

ବିଶେଷ

  • ଏପରି କଲେ ନିଶାଦ୍ରବ୍ୟଠାରୁ ରହିପାରିବେ ଦୂରେଇ

    15463
    May 24, 2026
  • ଲୋ ବ୍ଲଡପ୍ରେସର ସମସ୍ୟା ଥିଲେ ଖାଆନ୍ତୁ ମିଶ୍ରି

    14976
    May 21, 2026
  • ଅନ୍ଧାରକଣା ସମସ୍ୟା ଥିବା ବ୍ୟକ୍ତି ନିୟମିତ ଖାଆନ୍ତୁ କଖାରୁ ଫୁଲ

    14388
    May 20, 2026
  • ପିଲାମାନେ ଖାଇବା ସମୟରେ ଏଭଳି ବାରମ୍ବାର କରୁଥିଲେ ଜାଣନ୍ତୁ କଣ କରିବେ?

    14513
    May 18, 2026
  • ଆଲୁମିନିୟମ ବାସନକୁସନର ବହୁଳ ବ୍ୟବହାର ହେଲେ କଣ ହୋଇଥାଏ ଜାଣନ୍ତୁ....

    15574
    May 17, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15420
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15161
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15651
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13985
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସୁପ୍ରିମକୋର୍ଟରେ ଟ୍ବିଶା ଶର୍ମା ମୃତ୍ୟୁ ମାମଲା

    14931
    May 24, 2026
  • ଇବୋଲା ପ୍ରକୋପ : ଆଡଭାଇଜରୀ ଜାରି କଲେ ଭାରତ ସରକାର

    13876
    May 24, 2026
  • ଟ୍ରମ୍ପଙ୍କ ଝିଅ ଇଭାଙ୍କାଙ୍କୁ ହତ୍ୟା ଉଦ୍ୟମ, ସନ୍ଦିଗ୍ଧ ଗିରଫ

    14011
    May 23, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In