Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, June 01, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ...

  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

  • ସିଝା ଅଣ୍ଡାରେ ମାଲିସ୍‌

  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ...

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ...

  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ...

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

ବିଶେଷ
Home ›› ବିଶେଷ ››ଅଙ୍ଗାରକାମ୍ଳ ବାଷ୍ପରୁ ଠିପି ପ୍ରସ୍ତୁତ କରିବ କୋକାକୋଲା

ଅଙ୍ଗାରକାମ୍ଳ ବାଷ୍ପରୁ ଠିପି ପ୍ରସ୍ତୁତ କରିବ କୋକାକୋଲା

2023-10-24 04:37:01
15938
Share:
Facebook
Twitter
E-Mail
WhatsApp
Telegram
ଅଙ୍ଗାରକାମ୍ଳ ବାଷ୍ପରୁ ଠିପି ପ୍ରସ୍ତୁତ କରିବ କୋକାକୋଲା

କଳକାରଖାନା ଓ ଗାଡ଼ିମୋଟରରୁ ବାୟୁମଣ୍ଡଳକୁ ନିର୍ଗମନ ହେଉଥିବା ବିଷାକ୍ତ ଅଙ୍ଗାରକାମ୍ଳ ବାଷ୍ପକୁ ହ୍ରାସ କରିବା ଲାଗି ମୃଦୁ ପାନୀୟ କମ୍ପାନି କୋକାକୋଲା ପକ୍ଷରୁ ଏକ ଅଭିନବ ଉଦ୍ୟମ ଆରମ୍ଭ ହୋଇଛି। ବାୟୁମଣ୍ଡଳରୁ ବର୍ଜ୍ୟ ଅଙ୍ଗାରକାମ୍ଳ ବାଷ୍ପର ପୁନଃପ୍ରକ୍ରିୟାକରଣ କରି ସେଥିରୁ ପାନୀୟ ବୋତଲର ଠିପି ପ୍ରସ୍ତୁତ କରିବା ଲାଗି କମ୍ପାନି ଯୋଜନା କରିଛି। ପୃଥିବୀର ଅନ୍ୟତମ ସର୍ବାଧିକ ପ୍ଲାଷ୍ଟିକ୍‌ ବ୍ୟବହାରକାରୀ ଶିଳ୍ପ ହେଉଛି କୋକାକୋଲା। ଏହି କମ୍ପାନି ୟୁନାଇଟେଡ୍‌ କିଂଡମ୍‌ ଅନ୍ତର୍ଗତ ସ୍ବାନ୍‌ସିଆ ବିଶ୍ବବିଦ୍ୟାଳୟରେ ପରୀକ୍ଷାମୂଳକ ଭାବେ ଏକ ତିନିବର୍ଷିଆ ପ୍ରକଳ୍ପ ଆରମ୍ଭ କରିଛି। ନିଜର ପ୍ୟାକେଜିଂ ପାଇଁ କମ୍ପାନି ଶସ୍ତା ଜୀବାଶ୍ମତୈଳ ଉପରେ ନିର୍ଭର କରୁଥିବା ବେଳେ ୨୦୪୦ ସୁଦ୍ଧା କୋକାକୋଲା ନିଜର ଏହି ଆବଶ୍ୟକତାକୁ ସଂପୂର୍ଣ୍ଣ ଭାବରେ ବାୟୁମଣ୍ଡଳରୁ ଆହରଣ କରିବ ବୋଲି ଆଶା ରଖିଛି।

ସମ୍ପ୍ରତି ବୋତଲଗୁଡ଼ିକରେ ବ୍ୟବହୃତ ଇଥିଲିନ୍‌ ନାମକ ପ୍ଲାଷ୍ଟିକ୍‌ ପ୍ରସ୍ତୁତ କଲା ବେଳେ ପ୍ରଚୁର ପରିମାଣର ଅଙ୍ଗାରକାମ୍ଳ ବାଷ୍ପ ବାୟୁମଣ୍ଡଳରେ ମିଶୁଛି। ୨୦୨୦ରେ ଏପରି ପ୍ଲାଷ୍ଟିକ୍‌ ନିର୍ମାଣରେ ୨୬୦ ନିୟୁତ ଟନ୍‌ ଅଙ୍ଗାରକାମ୍ଳ ବାଷ୍ପ ବାୟୁମଣ୍ଡଳରେ ମିଶିଥିଲା। ବିଶେଷ କରି ଖଣିଜତୈଳ ବିଶୋଧନରୁ ସୃଷ୍ଟ ଖଦରୁ ଉକ୍ତ ପ୍ଲାଷ୍ଟିକ୍‌ ପ୍ରସ୍ତୁତ କରାଯାଉଛି। ତେଣୁ ଏହି ପ୍ଲାଷ୍ଟିକ୍‌ ପ୍ରସ୍ତୁତି ପ୍ରକ୍ରିୟାକୁ ବିଘଟନ କରି ଅଙ୍ଗାରକାମ୍ଳମୁକ୍ତ ପ୍ଳାଷ୍ଟିକ ନିର୍ମାଣ ଉପରେ ଗୁରୁତ୍ବାରୋପ କରାଯାଉଛି। ବାୟୁମଣ୍ଡଳରୁ ଅଥବା ସିଧାସଳଖ କଳକାରଖାନାରୁ, ବର୍ଜ୍ୟ ଅଙ୍ଗାରକାମ୍ଳ ବାଷ୍ପକୁ ସଂଗ୍ରହ କରି ତାହାକୁ ପ୍ଲାଷ୍ଟିକ୍‌ର ଉତ୍ସ ଭାବେ ବ୍ୟବହାର କରାଯିବ। ତେବେ ଏପରି ପୁନଃପ୍ରକ୍ରିୟାକରଣ ଦ୍ବାରା ୨୦୩୦ ସୁଦ୍ଧା ଅଙ୍ଗାରକାମ୍ଳ ନିର୍ଗମନରେ ୩୦ ପ୍ରତିଶତ ହ୍ରାସ କରିବାକୁ କମ୍ପାନି ଲକ୍ଷ୍ୟ ରଖିଛି। 

Powered by Froala Editor

Tags Cocacola

Related articles Odisha News Lens 4.1

  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା
    ବିଶେଷ

    ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13552
    May 31, 2025
  •  ସିଝା ଅଣ୍ଡାରେ ମାଲିସ୍‌
    ବିଶେଷ

    ସିଝା ଅଣ୍ଡାରେ ମାଲିସ୍‌

    14793
    Jun 01, 2025
  • ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ
    ମନୋରଞ୍ଜନ

    ଏଆଇର ପସନ୍ଦକୁ ଦର୍ଶକଙ୍କ ସମର୍ଥନ, ପରେଶଙ୍କ ସ୍ଥାନ ନେବେ ପଙ୍କଜ

    14487
    May 31, 2025
  • ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ
    ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13886
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ
    ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15479
    Jun 01, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ
    ମନୋରଞ୍ଜନ

    ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13737
    May 31, 2025
  • ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ
    ଦେଶ-ଦେଶାନ୍ତର

    ବର୍ଷା ବିତ୍ପାତ: ଗଲାଣି ୩୨ ଜୀବନ

    13978
    Jun 01, 2025
  • ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ
    ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13362
    Jun 01, 2025
  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ
    ଦେଶ-ଦେଶାନ୍ତର

    ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13795
    May 31, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଏହି ସ୍ଥାନରେ ବର୍ଷକୁ ୨୦୦ ଥର ହେଉଛି ଭୂମିକମ୍ପ

    13362
    Jun 01, 2025
  • ବିଶେଷ

    କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15479
    Jun 01, 2025
  • ଦେଶ-ଦେଶାନ୍ତର

    ରୁଷରେ ଟ୍ରେନ ଦୁର୍ଘଟଣା: ୭ ମୃତ, ୭୦ ଆହତ

    13886
    Jun 01, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16636
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16927
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15466
    Apr 03, 2021

ବିଶେଷ

  • ସିଝା ଅଣ୍ଡାରେ ମାଲିସ୍‌

    14793
    Jun 01, 2025
  • କଖାରୁ ଫୁଲ ଶରୀର ପାଇଁ ଭାରି ଉପକାରୀ

    15479
    Jun 01, 2025
  • ଡାଇବେଟିସ୍‌ ରୋଗୀଙ୍କ ପାଇଁ ଏହି ଫଳ ମନା

    13552
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15701
    May 31, 2025
  • ଏସବୁ ଜିନିଷ ଘରେ ରଖନ୍ତୁନାହିଁ , ମାଡ଼ିଆସିବ ବିପଦ

    16037
    May 29, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15682
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16296
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14009
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14807
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ହେଟ ସ୍ପିଚ୍ ମାମଲାରେ ୨ ବର୍ଷ ଜେଲ୍, ପଦ ହରାଇଲେ ବିଧାୟକ

    13795
    May 31, 2025
  • ଥାଇଲାଣ୍ଡର ଓପଲ ସୁଚତା ପିନ୍ଧିଲେ ବିଶ୍ଵ ସୁନ୍ଦରୀ ମୁକୁଟ

    13737
    May 31, 2025
  • ସଫା କରନ୍ତୁ ଏପରି, ଚମକିବ ରୁପା ବାସନ

    15701
    May 31, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In