Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, April 20, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ...

  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ...

  • ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ...

  • ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ...

  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ...

  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ...

  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ...

  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ...

Home ›› ››ସାଂଗଠନିକସ୍ତରରେ ବଡ଼ ପରିବର୍ତ୍ତନ କଲା ତୃଣମୂଳ କଂଗ୍ରେସ : ଅଭିଷେକ ବାନାର୍ଜୀ ସାଧାରଣ ସଂପାଦକ

ସାଂଗଠନିକସ୍ତରରେ ବଡ଼ ପରିବର୍ତ୍ତନ କଲା ତୃଣମୂଳ କଂଗ୍ରେସ : ଅଭିଷେକ ବାନାର୍ଜୀ ସାଧାରଣ ସଂପାଦକ

2021-06-05 19:25:05
15145
Share:
Facebook
Twitter
E-Mail
WhatsApp
Telegram
ସାଂଗଠନିକସ୍ତରରେ ବଡ଼ ପରିବର୍ତ୍ତନ କଲା ତୃଣମୂଳ କଂଗ୍ରେସ : ଅଭିଷେକ ବାନାର୍ଜୀ ସାଧାରଣ ସଂପାଦକ

ତୃଣମୂଳ କଂଗ୍ରେସର ସାଂଗଠନିକ ସ୍ତରରେ ପରିବର୍ତ୍ତନ ହୋଇଛି ।  ନୂଆ ନିଷ୍ପତ୍ତି ଅନୁଯାୟୀ, ସାଂସଦ ଅଭିଷେକ ବାନାର୍ଜୀଙ୍କୁ ଦଳର ଜାତୀୟ ସାଧାରଣ ସମ୍ପାଦକ ପଦରେ ଅବସ୍ଥାପିତ କରାଯାଇଛି। ଅଭିଷେକ ହେଉଛନ୍ତି ଡାଇମଣ୍ଡ ହାରବରର ସାଂସଦ ଓ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ପୁତୁରା। 

ତୃଣମୂଳ କଂଗ୍ରେସର ସାଂଗଠନିକ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଯୋଗ ଦେଇଥିଲେ । ବୈଠକରେ ଆଗାମୀ ଦିନରେ ଦଳର ରଣନୀତି ସମ୍ପର୍କରେ ହୋଇଥିଲା ମାରାଥନ ଆଲୋଚନା । ଟିଏମସିର ସାଧାରଣ ସଂପାଦକ ଭାବେ ସାଂସଦ ଅଭିଷେକ ବାନାର୍ଜୀଙ୍କୁ ନିଯୁକ୍ତି ଦେଇଥିଲେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ । 

ସେହିପରି ତୃଣମୂଳ କଂଗ୍ରେସର ଯୁବ ସଭାପତି ଭାବେ ସାୟୋନୀ ଘୋଷଙ୍କୁ ଦାୟିତ୍ବ ଦିଆଯାଇଛି । ଦଳର ସଂଗଠନକୁ ଜାତୀୟ ସ୍ତରରେ ମଜବୁତ କରିବା କରିବା ପାଇଁ ନିଷ୍ପତ୍ତି ନିଆଯାଇଛି ।  ଟିଏମସି ସାଂସଦ କାକୋଲି ଘୋଷ ଦସ୍ତିଦର ଟିଏମସିର ମହିଳା ମୋର୍ଚ୍ଚା ସଭାପତି ହୋଇଛନ୍ତି। ଇଣ୍ଡିଆନ ନ୍ୟାଶନାଲ ତୃଣମୂଳ ଟ୍ରେଡ ୟୁନିୟନର ଜାତୀୟ ସଭାପତି ପଦ ସାଂସଦ ଦୋଳା ସେନଙ୍କୁ ମିଳିଛି। ଦଳର ବରିଷ୍ଠ ନେତା ପୂର୍ଣ୍ଣେନ୍ଦୁ ବୋଷଙ୍କୁ ଟିଏମସି ଚାଷୀ ସଂଗଠନର ସଭାପତି କରାଯାଇଛି। ଟିଏମସି ସାଂସ୍କୃତି ସେଲର ଇନ ଚାର୍ଜ ପଦ ପ୍ରଥମଥର ବିଧାୟକ ହୋଇଥିବା ପୂର୍ବତନ ଫିଲ୍ମ ନିର୍ମାତା ରାଜ ଚକ୍ରବର୍ତ୍ତୀଙ୍କୁ ମିଳିଛି। 

Powered by Froala Editor

Tags abhisek

Related articles Odisha News Lens 4.1

  • ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ
    ଦେଶ-ଦେଶାନ୍ତର

    ଦ୍ୱିତୀୟ ସନ୍ତାନ ଅପେକ୍ଷାରେ ଅଭିନେତ୍ରୀ ଦୀପିକା ପାଦୁକୋଣ

    14439
    Apr 19, 2026
  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ
    ବିଶେଷ

    ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13324
    Apr 20, 2026
  • ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ
    ଦେଶ-ଦେଶାନ୍ତର

    ଜର୍ମାନ ମଡେଲଙ୍କ ଫଟୋ ଲାଇକ୍ କରି ଟ୍ରୋଲର ଶିକାର ହେଲେ ବିରାଟ

    15813
    Apr 18, 2026
  • ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର
    ଦେଶ-ଦେଶାନ୍ତର

    ସର୍ବନିମ୍ନ ମଜୁରୀ ବଢ଼ାଇଲେ ଉତ୍ତରପ୍ରଦେଶ ସରକାର

    15300
    Apr 18, 2026
  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ
    ଦେଶ-ଦେଶାନ୍ତର

    ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13602
    Apr 19, 2026
  • ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା
    ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14408
    Apr 19, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର
    ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14486
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା
    ଦେଶ-ଦେଶାନ୍ତର

    ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15177
    Apr 18, 2026
  •  ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼
    ଦେଶ-ଦେଶାନ୍ତର

    ହର୍ମୁଜ ପାରି ଉଦ୍ୟମ ବେଳେ ଦୁଇଟି ଜାହାଜ ଉପରେ ଗୁଳିମାଡ଼

    14858
    Apr 18, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14486
    Apr 18, 2026
  • ଦେଶ-ଦେଶାନ୍ତର

    ରାହୁଲ ଗାନ୍ଧୀଙ୍କ ବାସଭବନ ସାମ୍ନାରେ ବିକ୍ଷୋଭ ପ୍ରଦର୍ଶନ ସହ କୁଶପୁତ୍ତଳିକା ଦାହ କଲା ମହିଳା ମୋର୍ଚ୍ଚା

    13617
    Apr 18, 2026
  • ଦେଶ-ଦେଶାନ୍ତର

    ଇଟାଲୀରେ ଦୁଇ ଭାରତୀୟଙ୍କୁ ଗୁଳି କରି ହତ୍ୟା

    14408
    Apr 19, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17425
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17478
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17836
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16307
    Apr 03, 2021

ବିଶେଷ

  • ଏସବୁ ଖାଦ୍ୟ ହାର୍ଟ ପାଇଁ ସାଜିଥାଏ କାଳ

    13324
    Apr 20, 2026
  • ଅସ୍ଥି ମଜଭୁତ କରେ ଖଜୁରି

    16086
    Apr 16, 2026
  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15808
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    16164
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14783
    Apr 11, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15343
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15074
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15576
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13873
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଡେପୁଟି କମିଶନରଙ୍କ ବାସଭବନରେ ଇଡି ଚଢାଉ

    13602
    Apr 19, 2026
  • ୱାର୍କ-ଇଟ୍-ସ୍ଲିପ୍ ସାଇକଲ ଫଲୋ କରି ଶ୍ରମିକ ହେଲେ ବଡିବିଲ୍ଡର

    14486
    Apr 18, 2026
  • ସମ୍ବିଧାନ (୧୩୧ତମ ସଂଶୋଧନ) ବିଲ୍‌ ୨୦୨୬: ଶାସକ ଓ ବିରୋଧୀ ଦଳ ଦେଲେ ଏମିତି ପ୍ରତିକ୍ରିୟା

    15177
    Apr 18, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In