Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, June 27, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ ...

  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ...

  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ...

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା

  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ...

  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ...

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ...

  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ...

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ...

ରାଜ୍ୟ
Home ›› ରାଜ୍ୟ ››ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ- ମୁଖ୍ୟମନ୍ତ୍ରୀ

ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା ଯୋଗାଇବ- ମୁଖ୍ୟମନ୍ତ୍ରୀ

2023-10-27 16:57:43
14780
Share:
Facebook
Twitter
E-Mail
WhatsApp
Telegram
ମାଟି କଳସ ଯାତ୍ରା ଦେଶର ଏକତା ଓ ଅଖଣ୍ଡତା ପାଇଁ ପ୍ରେରଣା  ଯୋଗାଇବ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଘଣ୍ଟ, ବାଦ୍ୟ, ଶଙ୍ଖ, ମହୁରୀ ଆଦି ବାଦ୍ୟ ଯନ୍ତ୍ର ଶବ୍ଦର ପ୍ରକମ୍ପନ ମଧ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟସ୍ତରୀୟ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମ ଅବସରରେ ‘ମାଟି କଳସ ଯାତ୍ରା’ର ଶୁଭାରମ୍ଭ କରିଛନ୍ତି। ଦେଶ ତଥା ରାଜ୍ୟର ସବୁ ପଞ୍ଚାୟତରୁ ସଂଗୃହିତ ପବିତ୍ର ମାଟିରେ ନୂଆଦିଲ୍ଲୀରେ ଏକ ଅମୃତ ବାଟିକା ପ୍ରତିଷ୍ଠା କରାଯିବ। ଆସନ୍ତା କାଲିଠାରୁ ନୂଆଦିଲ୍ଲୀ ଅଭିମୁଖେ ଏହି ମାଟି କଳସ ଯାତ୍ରା ଆରମ୍ଭ ହେବ।



୭୫ତମ ସ୍ୱାଧୀନତା ଦିବସ ପାଳନର ଅନ୍ତିମ ପର୍ଯ୍ୟାୟ କାର୍ଯ୍ୟକ୍ରମ ଅବସରରେ ଆଜି ଲୋକସେବା ଭବନ କନ୍‌ଭେନ୍‌ସନ୍‌ ସେଣ୍ଟରରେ  ‘ମେରି ମାଟି ମେରା ଦେଶ’ର ରାଜ୍ୟସ୍ତରୀୟ ସମାପନ ଦିବସ ପାଳନ କରାଯାଇଥିଲା।



ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଆଜିର ଭାରତ ଆମର ପୂଜ୍ୟ ଶହୀଦ ଓ ସଂଗ୍ରାମୀମାନଙ୍କ ଅବଦାନ । ସେମାନେ ଆମ ମାନସପଟ୍ଟରେ ଚିରଦିନ ପାଇଁ ଅମର ହୋଇ ରହିବେ। ଦେଶର ଅଗଣିତ ଶହୀଦ ଓ ସ୍ୱାଧୀନତା ସଂଗ୍ରାମୀମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ପୁଣ୍ୟ ଭୂମି। ଏ ମାଟିରେ ଦେଶର ସ୍ୱାଧୀନତା ତଥା ମାତୃଭୂମିର ଗୌରବ ପାଇଁ ଅନେକ ବୀର ଶହୀଦ ହୋଇଛନ୍ତି। ସେହି ବୀର ମାଟିର ସମ୍ମାନାର୍ଥେ ଆୟୋଜିତ ଏହି ମାଟି କଳସ ଯାତ୍ରା ଆମ ସମସ୍ତଙ୍କୁ ଦେଶର ଏକତା ଓ ଅଖଣ୍ଡତା ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ ।




ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ଏପରି ଏକ ମହତର କାର୍ଯ୍ୟକ୍ରମର ପରିକଳ୍ପନା ପାଇଁ ଧନ୍ୟବାଦ ଦେବା ସହ ଏହି ସମସ୍ତ ପୁଣ୍ୟ ମାଟିର ସମାହାରରେ ନୂଆଦିଲ୍ଲୀରେ ନିର୍ମିତ ଅମୃତ ବାଟିକା ଆଗାମୀ ଦିନରେ ପ୍ରତ୍ୟେକ ଭାରତୀୟଙ୍କ ପାଇଁ ତୀର୍ଥ ସ୍ଥଳରେ ପରିଗଣିତ ହେବ ବୋଲି କହିଥିଲେ । ଏହି ଅମୃତ ବାଟିକା ପ୍ରତ୍ୟେକ ଭାରତୀୟଙ୍କ ମଧ୍ୟରେ ଦେଶପ୍ରେମକୁ ଜାଗ୍ରତ କରିବା ସହ ଆଗାମୀ ପୀଢିକୁ ସଂଗ୍ରାମୀମାନଙ୍କର ତ୍ୟାଗ ଓ ବଳୀଦାନର ମୂଲ୍ୟବୋଧ ସମ୍ପର୍କରେ ଅବଗତ କରାଇବ ବୋଲି ସେ କହିଥିଲେ। ମୁଖ୍ୟମନ୍ତ୍ରୀ ଆହୁରି ମଧ୍ୟ କହିଲେ ଯେ ଏହି କାର୍ଯ୍ୟକ୍ରମ ଆମ ସ୍ୱାଧୀନତା ସଂଗ୍ରାମର ଇତିହାସକୁ ଆହୁରି ଉଜ୍ଜ୍ୱଳ କରିବ ଏବଂ ଏକ ନୂଆ ଓଡିଶା ତଥା ନୂଆ ଭାରତ ଗଠନ ପାଇଁ ସମସ୍ତଙ୍କୁ ପ୍ରେରଣା ଯୋଗାଇବ।



ଏହି ଅବସରରେ ସବୁ ପଞ୍ଚାୟତରେ ‘ମେରି ମାଟି ମେରା ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ଓଡିଶାର ସବୁ ଭାଇ ଭଉଣୀମାନଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ମାଟି କଳସ ଯାତ୍ରାରେ ସାମିଲ ହୋଇଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ।



କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟ ପଞ୍ଚାୟତିରାଜ, ସୂଚନା ଲୋକ ସମ୍ପର୍କ ମନ୍ତ୍ରୀ 

ଶ୍ରୀ ପ୍ରଦୀପ ଅମାତ କହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗ୍‌ଦର୍ଶନରେ ରାଜ୍ୟ ସରକାର ବୀର ସଂଗ୍ରାମୀମାନଙ୍କ ପ୍ରତି ସମ୍ମାନ ଜଣାଇ ଅନେକ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି। ଏହି କାର୍ଯ୍ୟକ୍ରମରେ ରାଜ୍ୟର ସବୁ ପଞ୍ଚାୟତରେ ଜନସାଧାରଣ ସାମିଲ ହୋଇ ବୀର ସଂଗ୍ରାମୀମାନଙ୍କ ଅବଦାନକୁ ସ୍ମରଣ କରି ସମ୍ମାନ ଜଣାଇଛନ୍ତି।



ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ପାତ୍ର କହିଲେ ଯେ ଏହି କାର୍ଯ୍ୟକ୍ରମ ଆମ ସମସ୍ତଙ୍କୁ ଏକ ମନ ଏକ ପ୍ରାଣ ହୋଇ ରାଜ୍ୟ ଓ ଦେଶ ପାଇଁ କାମ କରିବାକୁ ପ୍ରେରଣା ଯୋଗାଇବ।



କାର୍ଯ୍ୟକ୍ରମ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ ପରିବେଷଣ କରାଯାଇଥିବା ବେଳେ କାର୍ଯ୍ୟକ୍ରମ ଶେଷରେ ଜାତୀୟ ସଙ୍ଗୀତ ପରିବେଷଣ କରାଯାଇଥିଲା ଏବଂ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ଉପରେ କ୍ଷୁଦ୍ର ଚଳଚ୍ଚିତ୍ର ପ୍ରଦର୍ଶିତ ହୋଇଥିଲା।



କାର୍ଯ୍ୟକ୍ରମରେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ, ଉନ୍ନୟନ କମିଶନର ଶ୍ରୀମତୀ ଅନୁ ଗର୍ଗ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । 



ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ସ୍ୱାଗତ ଭାଷଣ ଦେଇ କାର୍ଯ୍ୟକ୍ରମ ସମ୍ପର୍କରେ ଆଲୋକପାତ କରିଥିଲେ। ପଞ୍ଚାୟତିରାଜ ସ୍ୱତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଶ୍ରୀ ଜ୍ୟୋତି ରଞ୍ଜନ ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।

Powered by Froala Editor

Tags Chief minister, Naveen Patnaik

Related articles Odisha News Lens 4.1

  • ୧ ରୁ ପାସପୋର୍ଟ ଦେୟ ମହଙ୍ଗା
    ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15319
    Jun 26, 2026
  • ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର
    ମନୋରଞ୍ଜନ

    ପୁଷ୍କରା, ମାଇଁ ସୁଇଟ୍‌ ହାଉସ୍‌ ୱାଇଫ୍‌ ଶ୍ରେଷ୍ଠ ଚଳଚ୍ଚିତ୍ର

    15650
    Jun 26, 2026
  • ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ
    ଅପରାଧ

    ଯଦି ମୋ ଝିଅ କେତନକୁ ମାରିଛି, ତାକୁ ବି ଦୁର୍ଗରୁ ଫିଙ୍ଗିଦିଅ

    15624
    Jun 26, 2026
  • ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି
    ଦେଶ-ଦେଶାନ୍ତର

    ସଙ୍କଟ ସମୟରେ ଠିଆ ହେଉଛୁ, ସମସ୍ତ ସହାୟତା ଯୋଗାଇବାକୁ ପ୍ରସ୍ତୁତ ଅଛୁ: ମୋଦି

    15204
    Jun 25, 2026
  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ
    ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15425
    Jun 26, 2026
  • ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର
    ଦେଶ-ଦେଶାନ୍ତର

    ଅଯୋଧ୍ୟାରେ ରାମ ମନ୍ଦିର ଦାନ ଅର୍ଥ ହେରଫେର ଅଭିଯୋଗ ମାମଲା: ୮ ଜଣଙ୍କ ନାଁରେ ଏଫଆଇଆର

    14351
    Jun 26, 2026
  • ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା
    ଦେଶ-ଦେଶାନ୍ତର

    ବିଶ୍ୱାସଘାତକଙ୍କ ପାଇଁ କୌଣସି କ୍ଷମା ନାହିଁ: ମମତା

    15458
    Jun 27, 2026
  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ
    ଦେଶ-ଦେଶାନ୍ତର

    ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15047
    Jun 26, 2026
  •  ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ
    ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13768
    Jun 27, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15425
    Jun 26, 2026
  • ଦେଶ-ଦେଶାନ୍ତର

    ୧ ରୁ ପାସପୋର୍ଟ ଦେୟ ମହଙ୍ଗା

    15319
    Jun 26, 2026
  • ଦେଶ-ଦେଶାନ୍ତର

    ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13768
    Jun 27, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    16952
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17566
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17616
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18013
    Sep 06, 2023

ବିଶେଷ

  • ଏହି ଖାଦ୍ୟ ଖାଇଲେ ହେବ ଭଲ ନିଦ

    15425
    Jun 26, 2026
  • ଦୈନନ୍ଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କଖାରୁ ଫୁଲ, ମିଳିବ ଏହି ଫାଇଦା

    15505
    Jun 24, 2026
  • ଇଣ୍ଡକସନରେ ଖାଦ୍ୟ ରୋଷେଇ କରୁଥିଲେ ଏହିସବୁକୁ ଦିଅନ୍ତୁ ଧ୍ୟାନ

    15257
    Jun 22, 2026
  • ରାତିରେ ଶୋଇବା ପୂର୍ବରୁ ଗାଧୋଇଲେ ମିଳିଥାଏ ଏହିସବୁ ଲାଭ

    15086
    Jun 21, 2026
  • ମସ୍ତିଷ୍କକୁ ବୟସ୍କ କରିଦିଏ ରାଗ

    15701
    Jun 20, 2026

ବାଣିଜ୍ୟ

ଜେରାଇ ଫିଟ୍‌ନେସ୍‌ ଲିମିଟେଡ (“ଜେରାଇ ଫିଟ୍‌ନେସ୍‌”) ରିବକ୍‌ର ଭାରତର ଶକ୍ତି, ଧୈର୍ଯ୍ୟ ଓ ମାନସିକ ଦୃଢତାର ପରୀକ୍ଷା ଦ୍ୱାରା ସଶକ୍ତ ‘ଲାଷ୍ଟ ୱାନ୍‌ ଷ୍ଟାଣ୍ଡିଂ’ ଶୁଭାରମ୍ଭ କଲା

ମୁମ୍ବାଇ, ଭାରତ । ଜୁନ ୧୬, ୨୦୨୬: ଭାରତରେ ଫିଟ୍‌ନେସ୍‌ ଉପକରଣର ସ୍ୱୟଂଚାଳିତ ଉତ୍ପାଦନ କ୍ଷେତ୍ରରେ ଏକ ଅଗ୍ରଣୀ କମ୍ପାନୀ ଜେରାଇ ଫିଟ୍‌ନେସ୍‌ ଲିମିଟେଡ ରିବକ୍‌କୁ ଏହାର ପଣ୍ୟଦ୍ରବ୍ୟ ଓ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ମହା ଆଡ଼ମ୍ବରରେ ସହ ସାରା ଓଡ଼ିଶାରେ “ରଜ ମଉଜ’ ପାଳନ

    13790
    Jun 16, 2026
  • ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

    14884
    Apr 01, 2026
  • ସୁନା୬,୭୦୦ ଟଙ୍କା କମିଲା

    15498
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15253
    Mar 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ରାମଗଡ଼ରେ ହୃଦୟବିଦାରକ ସଡ଼କ ଦୁର୍ଘଟଣା : ୭ ମୃତ

    15047
    Jun 26, 2026
  • ଯିଏ ଦୋଷୀ ତାକୁ ସେହି ସ୍ଥାନକୁ ନେଇ କେତନଙ୍କ ପରି ମୃତ୍ୟୁ ଦିଆଯାଉ: ସିଆଙ୍କ ମାଆ

    13768
    Jun 27, 2026
  • କେତନ ଚନ୍ଦା ଥିଲେ, ସିୟାଙ୍କୁ ଏହା ପସନ୍ଦ ନଥିଲା

    15210
    Jun 26, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In