Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, June 06, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
Breaking News

ଆଇଫୋନରେ ଚାଲିବ ନାହିଁ YouTube

ରାଜ୍ୟ
Home ›› ରାଜ୍ୟ ››ମୁରବୀମାନେ କଳି ନତୁଟାଇ ବଢେଇବାକୁ ଚେଷ୍ଟା କରୁଛନ୍ତି: କୁନା ତ୍ରିପାଠୀ

ମୁରବୀମାନେ କଳି ନତୁଟାଇ ବଢେଇବାକୁ ଚେଷ୍ଟା କରୁଛନ୍ତି: କୁନା ତ୍ରିପାଠୀ

2023-10-28 09:40:26
15291
Share:
Facebook
Twitter
E-Mail
WhatsApp
Telegram
ମୁରବୀମାନେ କଳି ନତୁଟାଇ ବଢେଇବାକୁ ଚେଷ୍ଟା କରୁଛନ୍ତି: କୁନା ତ୍ରିପାଠୀ

ଭୁବନେଶ୍ୱର: ଅଭିନେତା ମନୋଜ ମିଶ୍ରଙ୍କ ପାଇଁ ଓଡିଶା ଦୁଇ ଭାଗ ହେବା କଥା କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର କହିବା ପରେ ଏହାକୁ ଗ୍ରହଣ କରିପାରିନାହାଁନ୍ତି ଅଭିନେତା ତଥା ଚଳଚ୍ଚିତ୍ର ନିଗମ ଅଧ୍ୟକ୍ଷ କୁନା ତ୍ରିପାଠୀ ।  ଓଲିଉଡ୍  ବିବାଦ ଭିତରେ ନରସିଂହଙ୍କ ହସ୍ତକ୍ଷେପ ଗ୍ରହଣୀୟ ନୁହେଁ ବୋଲି କହିଛନ୍ତି କୁନା ତ୍ରିପାଠୀ ।
କୁନା ତ୍ରିପାଠୀ ଆହୁରି ମଧ୍ୟ କହିଛନ୍ତି ଯେ, ‘ ମନୋଜ ମିଶ୍ରଙ୍କ ବିବାଦକୁ ନେଇ ଓଡିଶା ଭାଗ ଭାଗ ହେଇଯିବା କଥା ଆସିଲା କେଉଁଠୁ । ମନୋଜଙ୍କ ପ୍ରତି ତାଙ୍କର ଅହେତୁକ ଭଲପାଇବା ପାଇଁ ହେଉ କିମ୍ବା ରାଜନୈତିକ ଦୃଷ୍ଟି କୋଣରୁ ହେଉ , ଭାବବିହ୍ୱଳ ହୋଇ ନରସିଂହ ମିଶ୍ର ଏଭଳି କଥା କହିଛନ୍ତି । କିନ୍ତୁ ରହିଲା ପ୍ରାନ୍ତିୟ ବିଭେଦ କଥା, ସିନେମାରେ ପ୍ରାନ୍ତ କଥା ବି ଆସେ ନାହିଁ । ଯଦି ସେଭଳି ହୋଇଥାନ୍ତା ତାହେଲେ ଅଭିନେତା ଶରତ ପୂଜାରୀ, ଅପରାଜିତା ମହାନ୍ତି ଓଡିଆ ସିନେମାରେ ପ୍ରତିଷ୍ଠା ପାଇନଥାନ୍ତେ କି ସବ୍ୟସାଚୀ ମହାପାତ୍ରଙ୍କ ଭଳି ଜଣେ ଅନ୍ତରାଷ୍ଟ୍ରୀୟ ଖ୍ୟାତିସମ୍ପନ୍ନ ନିର୍ଦ୍ଦେଶକ ବି ପ୍ରତିଷ୍ଠା ପାଇନଥାନ୍ତେ । ଓଲିଉଡର ଏ କଳି ବ୍ୟକ୍ତିଗତ ସ୍ତରରେ ଆପୋଷ ଆଲୋଚନାରେ ତୁଟିଥାନ୍ତା କିନ୍ତୁ ଏହା ଏବେ ଆଉଟ୍ ଅଫ୍ ପ୍ରପୋର୍ସନ ହେବାରେ ଲାଗିଛି । ମୁରବୀମାନେ କଳି ନତୁଟାଇ କଥା ମାଜି କଳି ବଢେଇବାକୁ ଚେଷ୍ଟା କରୁଛନ୍ତି’ ।

Powered by Froala Editor

Tags Kuna tripathy

Related articles Odisha News Lens 4.1

  •  ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ
    ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15532
    Jun 05, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା
    ଦେଶ-ଦେଶାନ୍ତର

    ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15679
    Jun 04, 2025
  • ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ
    ଦେଶ-ଦେଶାନ୍ତର

    ଯବାନଙ୍କ ଗୁଳିରେ ମାଓବାଦୀ ସୁଧାକର ନିହତ

    15077
    Jun 05, 2025
  • ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ
    ମନୋରଞ୍ଜନ

    ICUରେ ଦୀପିକା, କର୍କଟ ଅସ୍ତ୍ରୋପଚାର ଶେଷ

    15092
    Jun 04, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍
    ଦେଶ-ଦେଶାନ୍ତର

    ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14262
    Jun 04, 2025
  • ଭାରତରେ  ନିର୍ମାଣ ହେବ ରାଫେଲ
    ଦେଶ-ଦେଶାନ୍ତର

    ଭାରତରେ ନିର୍ମାଣ ହେବ ରାଫେଲ

    14004
    Jun 05, 2025
  • ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା
    ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13423
    Jun 05, 2025
  • ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ
    ଦେଶ-ଦେଶାନ୍ତର

    ରାମ ଦରବାରର ପ୍ରାଣ ପ୍ରତିଷ୍ଠା ସମ୍ପନ୍ନ

    15417
    Jun 05, 2025
  • ଆଇଫୋନରେ ଚାଲିବ ନାହିଁ YouTube
    ଦେଶ-ଦେଶାନ୍ତର

    ଆଇଫୋନରେ ଚାଲିବ ନାହିଁ YouTube

    15282
    Jun 05, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    15025
    Jun 05, 2025
  • ଦେଶ-ଦେଶାନ୍ତର

    ଟ୍ରମ୍ପଙ୍କ ଆଗତ ଟିକସ ବିଲ୍‌କୁ ମସ୍କଙ୍କ ତୀବ୍ର ସମାଲୋଚନା

    13423
    Jun 05, 2025
  • ଦେଶ-ଦେଶାନ୍ତର

    ଆମେରିକାରେ ପ୍ରବେଶ କରିପାରିବେନି ୧୨ ଦେଶର ନାଗରିକ

    15532
    Jun 05, 2025

Advertisement

ସଂସ୍କୃତି

୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

ଭୁବନେଶ୍ୱର : ଓଡ଼ିଶାର ଅଗ୍ରଣୀ ଓଡ଼ିଶୀ ନୃତ୍ୟ ଅନୁଷ୍ଠାନ ସୃଜନ ଓ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ମିଳିତ ସହଯୋଗରେ ଅନୁଷ୍ଠିତ ୨୯ତମ ଓଏମ୍‍ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଗତକାଲି  ଏକ ଭବ୍ୟ ସମାହାରରେ ଭୁବନେଶ୍ୱରର ରବିନ୍ଦ୍ର ମଣ୍ଡପରେ ଉଦ୍‍ଯାପିତ ହୋଇଯାଇଅଛି । ଚାରିଦିନ ଧରି ଅନୁଷ୍ଠିତ ଚମ ...

  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    16646
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    16942
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    15474
    Apr 03, 2021

ବିଶେଷ

  • ଅଧା କପ୍‌ ବିଟ୍‌ ରସର କରାମତି

    13942
    Jun 04, 2025
  • ଖରାଦିନେ ତ୍ୱଚାରେ ଚମକ ଆଣିବା ପାଇଁ ଜାଣନ୍ତୁ ଉପାୟ....

    13777
    Jun 04, 2025
  • କୋଲେଷ୍ଟରଲ କମାଏ ଅଁଳାରସ

    13767
    Jun 03, 2025
  • ଖରାଦିନେ ରକ୍ତଚାପରୁ ମୁକ୍ତି ପାଇବା ପାଇଁ ଖାଆନ୍ତୁ ଏହି ଖାଦ୍ୟ

    15368
    Jun 03, 2025
  • ଅବସାଦ ଦୂର କରିବାର ସହଜ ଉପାୟ ଜାଣନ୍ତୁ....

    15308
    Jun 02, 2025

ବାଣିଜ୍ୟ

କୃଷକଙ୍କୁ ସଶକ୍ତ କରୁଛି ହିଣ୍ଡାଲକୋର ‘ପ୍ରୋଜେକ୍ଟ ବସୁଧା’

ଭୁବନେଶ୍ୱର: ଆଦିତ୍ୟ ବିର୍ଲା ଗ୍ରୁପ୍‌ର ଏକ କମ୍ପାନୀ ହିଣ୍ଡାଲକୋ ଇଣ୍ଡଷ୍ଟ୍ରିଜ ଲିମିଟେଡ ନିକଟରେ ସମ୍ବଲପୁର ଜିଲ୍ଲାର ହୀରାକୁଦର ୧୬ଟି ଗ୍ରାମରେ ସେମାନଙ୍କ ଜୀବିକା ଉପାର୍ଜନରେ ରୂପାନ୍ତରଣ ଆଣିବା ନିମନ୍ତେ ପ୍ର ...

  • ଖିମଜୀ ଜୁଏଲର୍ସ ଆରମ୍ଭ କଲା ‘ଦି ଗ୍ରାଣ୍ଡ୍ ଅକ୍ଷୟ ତୃତୀୟା ସେଲ୍’

    15691
    Apr 18, 2025
  • ଜୁସି ଆଶୀର୍ବାଦ ସୋୟା ଚଙ୍କସ ସହିତ ଖୁସିର ମୁହୂର୍ତ୍ତ ବାଣ୍ଟିଛନ୍ତି ସେଲିବ୍ରିଟି ଦମ୍ପତି ଅର୍ଚ୍ଚିତା ଏବଂ ସବ୍ୟସାଚୀ

    16309
    Feb 21, 2025
  • ଫେବୃଆରୀରେ ସୁନା ଦର ସବୁଠୁ ଉଚ୍ଚା, ଆହୁରି ବଢ଼ିବ

    14018
    Feb 06, 2025
  • ରାଇଡର୍ସଙ୍କ ପସନ୍ଦ ହଣ୍ଟର ୩୫୦, ସୃଷ୍ଟି କଲା ନୂଆ ମାଇଲଖୁଣ୍ଟ

    14813
    Jan 28, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଦେଶରେ ୪୩୦୨ କରୋନା ସଂକ୍ରମିତ ଚିହ୍ନଟ

    15025
    Jun 05, 2025
  • ୫୦୦ ଟଙ୍କିଆ ନୋଟ୍ ବନ୍ଦ ନେଇ ଆସିଲା ଅପଡେଟ୍

    14262
    Jun 04, 2025
  • ୨୦୨୭ ମାର୍ଚ୍ଚ ୧ରୁ ହୋଇପାରେ ଜନଗଣନା

    15679
    Jun 04, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In