Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Monday, August 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ ...

  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

  • ଅମରନାଥ ଯାତ୍ରା ସ୍ଥଗିତ

  • ହଟିବ Google Assistant

  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ...

  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ...

  • ଅଲଗା ହେବେନି ସଙ୍ଗୀତା-ବିଜୟ

  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ...

  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

ରାଜ୍ୟ
Home ›› ରାଜ୍ୟ ››ପକେଟ୍‌କୁ ବାଧୁଛି ପିଆଜ ଦର

ପକେଟ୍‌କୁ ବାଧୁଛି ପିଆଜ ଦର

2023-10-28 19:27:42
14159
Share:
Facebook
Twitter
E-Mail
WhatsApp
Telegram
ପକେଟ୍‌କୁ ବାଧୁଛି ପିଆଜ ଦର

କାର୍ତ୍ତିକରେ ପରିବା ଦର ହୁ ହୁ ବଢୁଛି । ହେଲେ ପିଆଜ ଦର ୧୦୦ ପହଞ୍ଚିଛିଲାଣି । ସର୍ବଭାରତୀୟ ସ୍ତରରେ ଖୁଚୁରା ପିଆଜ ଦର କିଲୋ ପିଛା ହାରାହାରି ୫୭ ପ୍ରତିଶତ ବୃଦ୍ଧି ପାଇ ୪୭ ଟଙ୍କାରେ ପହଞ୍ଚିଛି। ଶୁକ୍ରବାର ଦିନ ଦିଲ୍ଳୀ ବଜାରରେ ପିଆଜ ୯୦ ଟଙ୍କ‌ାରେ ବିକ୍ରି ହୋଇଛି। ଖୁବ୍ ଶୀଘ୍ର ଏହା ୧୦୦ ଟଙ୍କାକୁ ଟପିବ ବୋଲି ରିପୋର୍ଟରୁ ପ୍ରକାଶ ପାଇଛି। ସେହିପରି ବିଲାତି ବାଇଗଣ ୫୦ ଟଙ୍କାରେ ପହଞ୍ଚିଛି।

ଏପରିସ୍ଥିତିରେ କେନ୍ଦ୍ର ସରକାର ଖୁଚୁରା ବଜାରରେ ବଫର ପିଆଜ କିଲୋ ପିଛା ୨୫ ଟଙ୍କା ରିହାତି ଦରରେ ବିକ୍ରି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ଖାଉଟି ବ୍ୟାପାର ମନ୍ତ୍ରାଳୟର ତଥ୍ୟ ଅନୁଯାୟୀ, ପିଆଜର ସର୍ବଭାରତୀୟ ହାରାହାରି ଖୁଚୁରା ମୂଲ୍ୟ କିଲୋ ପିଛା ୪୭ ଟଙ୍କାକୁ ବୃଦ୍ଧି ପାଇଛି, ଯାହା ପୂର୍ବ ବର୍ଷର ଏହି ସମୟ ମଧ୍ୟରେ କିଲୋ ପିଛା ୩୦ ଟଙ୍କା ଥିଲା।

ଅନ୍ୟପକ୍ଷରେ କାର୍ତ୍ତିକ ମାସ ଯୋଗୁଁ ଲୋକେ ଆମିଷ ଭକ୍ଷଣକୁ ତ୍ୟାଗ କରିଥାନ୍ତି । ପରିବା ଦର ବଢିବା ଯୋଗୁଁ ଖାଉଟି ହନ୍ତସନ୍ତ ହେଉଛନ୍ତି । ଯେଉଁମାନେ ପିଆଜ ରସୁଣ ଖାଉନାହାନ୍ତି ସେମାନଙ୍କୁ ଟିକେ ଆଶ୍ୱସ୍ତି । ନହେଲେ ପ୍ରାୟତଃ ଘରେ ଘରେ ବ୍ୟବହାର ହେଉଥିବା ପିଆଜ ଦର ଲୋକଙ୍କ ପକେଟକୁ ବାଧୁଛି ।

Powered by Froala Editor

Tags onion

Related articles Odisha News Lens 4.1

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...
    ବାଣିଜ୍ୟ

    ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ...

    14863
    Aug 09, 2026
  • ହଟିବ Google Assistant
    ଦେଶ-ଦେଶାନ୍ତର

    ହଟିବ Google Assistant

    14727
    Aug 09, 2026
  • କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...
    ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14331
    Aug 09, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ
    ଦେଶ-ଦେଶାନ୍ତର

    କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14924
    Aug 08, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...
    ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ...

    13936
    Aug 09, 2026
  • ଅଲଗା ହେବେନି ସଙ୍ଗୀତା-ବିଜୟ
    ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14634
    Aug 09, 2026
  • ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା
    ମନୋରଞ୍ଜନ

    ବିଗ୍ ବିସ୍ ୨୦ରେ ପ୍ରତିଯୋଗୀ ହେବେନି ଶେୟା

    15271
    Aug 09, 2026
  • ଅମରନାଥ ଯାତ୍ରା ସ୍ଥଗିତ
    ଦେଶ-ଦେଶାନ୍ତର

    ଅମରନାଥ ଯାତ୍ରା ସ୍ଥଗିତ

    13866
    Aug 09, 2026
  • ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...
    ଦେଶ-ଦେଶାନ୍ତର

    ୧୨ ରେ ସବୁଠୁ ଚମତ୍କାର ମହାଜାଗତିକ ଘଟଣା ଦେଖିବ ୟୁରୋପ, ଚନ୍ଦ୍ର ପଛରେ ଲୁଚିଯିବ ...

    14889
    Aug 08, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ମନୋରଞ୍ଜନ

    ଅଲଗା ହେବେନି ସଙ୍ଗୀତା-ବିଜୟ

    14634
    Aug 09, 2026
  • ବାଣିଜ୍ୟ

    ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    13936
    Aug 09, 2026
  • ଦେଶ-ଦେଶାନ୍ତର

    କୂଅ ପାଣି ହଲଚଲ, ଭୂ-ବିଜ୍ଞାନୀ କହିଲେ ଏମିତି...

    14331
    Aug 09, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17020
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17632
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17682
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18082
    Sep 06, 2023

ବିଶେଷ

  • ଏହି ଉପାୟ ଆପଣାଇଲେ ଘର ଖାଦ୍ୟ ଖାଇବେ ପିଲା

    14139
    Aug 07, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15815
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16231
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    15084
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14576
    Jul 28, 2026

ବାଣିଜ୍ୟ

ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

ଐତିହ୍ୟ, କାରିଗରୀ ଓ ପ୍ରଯୁକ୍ତି ଜରିଆରେ ଋଥ ନିର୍ମାଣର ଚିରନ୍ତନ ପରମ୍ପରାକୁ ଅନୁଭବ ଓ ପାଳନ କରିବାକୁ ତଲ୍ଲିନକାରୀ ଅନୁଭୂତି ୧୩,୭୫୦ରୁ ଅଧିକ ଭକ୍ତଙ୍କୁ ସମର୍ଥ କରାଇଲା

ପୁରୀ : ଆଇଟିସିର ଆଶୀର୍ବାଦ ଅ ...

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14863
    Aug 09, 2026
  • ସୁଗନ୍ଧ ଉତ୍କର୍ଷର ୭୭ ବର୍ଷ ପାଳନ କରୁଛି, ସାଇକଲ ପିୟୋର୍‌ ଅଗରବତୀ ଭୁବନେଶ୍ୱରରେ ପାର୍ବଣ କାଳୀନ ନବସୃଜନ ଉନ୍ମୋଚନ କଲା

    14528
    Aug 07, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

    14153
    Aug 04, 2026
  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14445
    Aug 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବେଦାନ୍ତ ଆଲୁମିନିୟର ପ୍ରକଳ୍ପ ସଙ୍ଗମ କଳାହାଣ୍ଡିରେ ୪୦୦ରୁ ଉର୍ଦ୍ଧ କୃଷକଙ୍କୁ ନିରାପଦ ଏବଂ ଦୀର୍ଘସ୍ଥାୟୀ କୃଷି ପଦ୍ଧତି ଉପରେ ତାଲିମ ପ୍ରଦାନ କରିଛି

    14863
    Aug 09, 2026
  • କେରଳରେ ‘ରାଟ୍ ଫିଭର୍’ ଆତଙ୍କ, ୫୮ ମୃତ

    14924
    Aug 08, 2026
  • ଆସାମରେ ବନ୍ୟା ପୀଡ଼ିତଙ୍କୁ ୫୦୦ ଘର ଯୋଗାଇଦେବେ ସଲମାନ

    14616
    Aug 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In