Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ...

  • ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ...

  • ଚତୁର୍ଥ ଥର ପାଇଁ ରେପୋରେଟ ହାରକୁ ...

  • ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ...

  • ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ...

  • ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ...

  • ସୁର୍ପଣଖା ଚରିତ୍ର ହିଁ କାହିଁକି?

  • ରାଘବଙ୍କ ସହ ପ୍ରେମ ସମ୍ପର୍କ ବାବଦରେ ମୁହଁ ...

  • ଓଜନ କମିବାର ରାଜ୍ କହିଲେ ସଲମାନ

  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ...

ରାଜ୍ୟ
Home ›› ରାଜ୍ୟ ››ରାଜ୍ୟରେ ୭୦୦୨ ପଜିଟିଭ ଚିହ୍ନଟ

ରାଜ୍ୟରେ ୭୦୦୨ ପଜିଟିଭ ଚିହ୍ନଟ

2021-06-06 06:10:04
15010
Share:
Facebook
Twitter
E-Mail
WhatsApp
Telegram
ରାଜ୍ୟରେ ୭୦୦୨ ପଜିଟିଭ ଚିହ୍ନଟ


ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତ ଗତ କିଛି ଦିନ ହେଲା ପୂର୍ବାପେକ୍ଷା କମି କମି ଯାଉଛି । ଏହାରି ଭିତରେ ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୭୦୦୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ପଜିଟିଭ ଆକ୍ରାନ୍ତ ୩୯୨୧ କ୍ବାରାଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୦୮୧ ସ୍ଥାନୀୟ ବାସିନ୍ଦା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮ ଲକ୍ଷ ୧୩ ହଜାର ୯୬ ଜଣ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୩୮ଜଣ, ବାଲେଶ୍ୱର ଜିଲ୍ଲାରୁ ୩୩୧ଜଣ, ବରଗଡ଼ ଜିଲ୍ଲାରୁ ୧୧୭ଜଣ, ଭଦ୍ରକ ଜିଲ୍ଲାରୁ ୨୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୮୯ଜଣ, ବୌଦ୍ଧ ଜିଲ୍ଲାରୁ ୧୩୪ଜଣ, କଟକ ଜିଲ୍ଲାରୁ ୭୭୧ଜଣ, ଦେଓଗଡ଼ ଜିଲ୍ଲାରୁ ୬୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୦୬ଜଣ, ଗଜପତି ଜିଲ୍ଲାରୁ ୪୮ଜଣ, ଗଞ୍ଜାମ ଜିଲ୍ଲାରୁ ୭୪ଜଣ, ଜଗତସିଂହପୁର ଜିଲ୍ଲାରୁ ୨୩୨ଜଣ, ଯାଜପୁର ଜିଲ୍ଲାରୁ ୪୮୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୭ଜଣ, କଳାହାଣ୍ଡି ଜିଲ୍ଲାରୁ ୧୦୩ଜଣ, କନ୍ଧମାଳ ଜିଲ୍ଲାରୁ ୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୮୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୧୬୭ଜଣ, କୋରାପୁଟ ଜିଲ୍ଲାରୁ ୧୫୮ଜଣ, ମାଲକାନଗିରି ଜିଲ୍ଲାରୁ ୯୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୭୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୯୮ଜଣ, ନୟାଗଡ଼ ଜିଲ୍ଲାରୁ ୧୯୬ଜଣ, ନୂଆପଡ଼ା ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୩୦୬ଜଣ, ରାୟଗଡ଼ା ଜିଲ୍ଲାରୁ ୨୨୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୭ଜଣ, ସୋନପୁର ଜିଲ୍ଲାରୁ ୫୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୪୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨୦୭ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୮୧୩୦୯୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୮୦୩୧ ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୭୩୨୦୧୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

Powered by Froala Editor

Tags Corona

Related articles Odisha News Lens 4.1

  • ରାଘବଙ୍କ ସହ ପ୍ରେମ ସମ୍ପର୍କ ବାବଦରେ ମୁହଁ ଖୋଲିଲେ ଶେହନାଜ
    ମନୋରଞ୍ଜନ

    ରାଘବଙ୍କ ସହ ପ୍ରେମ ସମ୍ପର୍କ ବାବଦରେ ମୁହଁ ଖୋଲିଲେ ଶେହନାଜ

    13496
    Aug 05, 2026
  • ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ ଆସନ୍ତା ଆର୍ଥିକ ବର୍ଷରୁ
    ଦେଶ-ଦେଶାନ୍ତର

    ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ ଆସନ୍ତା ଆର୍ଥିକ ବର୍ଷରୁ

    13926
    Aug 05, 2026
  • ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ସିଜିନ୍
    ମନୋରଞ୍ଜନ

    ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ସିଜିନ୍

    14614
    Aug 05, 2026
  • ସୁର୍ପଣଖା ଚରିତ୍ର ହିଁ କାହିଁକି?
    ମନୋରଞ୍ଜନ

    ସୁର୍ପଣଖା ଚରିତ୍ର ହିଁ କାହିଁକି?

    15667
    Aug 05, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15154
    Aug 05, 2026
  • ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର
    ଦେଶ-ଦେଶାନ୍ତର

    ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର

    14939
    Aug 05, 2026
  • ଓଜନ କମିବାର ରାଜ୍ କହିଲେ ସଲମାନ
    ମନୋରଞ୍ଜନ

    ଓଜନ କମିବାର ରାଜ୍ କହିଲେ ସଲମାନ

    14075
    Aug 05, 2026
  • ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ଦେବେ ଶୁଳ୍କ!
    ଦେଶ-ଦେଶାନ୍ତର

    ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ଦେବେ ଶୁଳ୍କ!

    15739
    Aug 05, 2026
  •  ଚତୁର୍ଥ ଥର ପାଇଁ ରେପୋରେଟ ହାରକୁ ଅପରିବର୍ତ୍ତିତ ରଖିଲା RBI
    ଦେଶ-ଦେଶାନ୍ତର

    ଚତୁର୍ଥ ଥର ପାଇଁ ରେପୋରେଟ ହାରକୁ ଅପରିବର୍ତ୍ତିତ ରଖିଲା RBI

    15413
    Aug 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15154
    Aug 05, 2026
  • ଦେଶ-ଦେଶାନ୍ତର

    ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର

    14939
    Aug 05, 2026
  • ମନୋରଞ୍ଜନ

    ଓଜନ କମିବାର ରାଜ୍ କହିଲେ ସଲମାନ

    14075
    Aug 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17015
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17624
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17676
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18076
    Sep 06, 2023

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15154
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16128
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14973
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14473
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16097
    Jul 27, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

ପାଠପଢାକୁ ଉନ୍ନତ କରିବା, ଶିକ୍ଷକଙ୍କୁ ସମର୍ଥନ କରିବା ଏବଂ ଶିକ୍ଷାଗତ ସମ୍ବଳକୁ ମଜବୁତ କରିବା ଦ୍ୱାରା ୨୫,୦୦୦ ଛାତ୍ରଛାତ୍ରୀ ଏହା ଦ୍ୱାରା ଉପକୃତ ହୋଇଛନ୍ତି

ଭୁବନେଶ୍ୱର ୦୪/୦୮/୨୦୨୬ : ଭାରତର ସର୍ବବୃ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14434
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14603
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14251
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15048
    Jul 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ସିଜିନ୍

    14614
    Aug 05, 2026
  • ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ଦେବେ ଶୁଳ୍କ!

    15739
    Aug 05, 2026
  • ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର

    14939
    Aug 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In