Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, October 31, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ...

  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ ...

  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ...

  • ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ...

  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ...

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ...

  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ...

  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

ରାଜ୍ୟ
Home ›› ରାଜ୍ୟ ››ମୋଦି ସରକାରରେ ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳାଙ୍କ ଭାଗିଦାରୀ ବଢିଛି- ଧର୍ମେନ୍ଦ୍ର ପ୍ରଧାନ

ମୋଦି ସରକାରରେ ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳାଙ୍କ ଭାଗିଦାରୀ ବଢିଛି- ଧର୍ମେନ୍ଦ୍ର ପ୍ରଧାନ

2023-10-29 06:30:33
13929
Share:
Facebook
Twitter
E-Mail
WhatsApp
Telegram
ମୋଦି ସରକାରରେ ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳାଙ୍କ ଭାଗିଦାରୀ ବଢିଛି- ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର  - ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଶେଷ ନୀତି ଓ ପ୍ରଭାବଶାଳୀ ପଦକ୍ଷେପ କାରଣରୁ ଆଜି ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳା ମାନଙ୍କ ଭାଗିଦାରୀ ବଢିଛି ବୋଲି ଶନିବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ ଦଶମ ପର୍ଯ୍ୟାୟ ଶୁଭାରମ୍ଭ କରିବା ଅବସରରେ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହି ଅବସରରେ ଶ୍ରୀ ପ୍ରଧାନ ୧୭୬ ଜଣ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବିତରଣ କରିବା ଅବସରରେ କହିଛନ୍ତି ଯେ ୨୦୧୭-୧୮ରେ ଦେଶରେ ୬% ବେରୋଜଗାରୀ ତୁଳନାରେ ୨୦୨୨-୨୩ରେ ଏହା ହ୍ରାସ ପାଇ ୩.୨%ରେ ପହଞ୍ଚିଛି । ୨୦୧୭-୧୮ରେ କର୍ମକ୍ଷେତ୍ରରେ ମହିଳା ଭାଗିଦାରୀ ୨୩% ଥିବାବେଳେ ୨୦୨୨-୨୩ ବର୍ଷରେ ୩୭ %କୁ ବଢିଛି । ସରକାରୀ ଚାକିରି ସମେତ ସାମାଜିକ ଜୀବନରେ ମହିଳା ମାନଙ୍କ ଅଂଶଗ୍ରହଣ ବୃଦ୍ଧି ପାଉଛି । ଏହା ଦ୍ୱାରା ସମାଜର ସନ୍ତୁଳିତ ବିକାଶ ହେଉଛି ।

ବୈଜ୍ଞାନିକ ଦୃଷ୍ଟିରୁ ପୁରୁଷଙ୍କ ତୁଳନାରେ ମହିଳାମାନେ କାର୍ଯ୍ୟ କ୍ଷେତ୍ରରେ ଅଧିକ ପରିଶ୍ରମୀ ଓ ସମ୍ବେଦନଶୀଳ । ଏଥିପାଇଁ କାର୍ଯ୍ୟକ୍ଷେତ୍ର, ନୀତି ନିର୍ଦ୍ଧାରକ, ନେତୃତ୍ୱ, ଶିକ୍ଷା ଏବଂ ସ୍କିଲିଂ ଇକୋସିଷ୍ଟମରେ ମହିଳାମାନଙ୍କୁ ସାମିଲ କରିବା ପାଇଁ ମୋଦି ସରକାର ଅଭିନବ ପ୍ରୟାସ କରୁଛନ୍ତି । ମାତୃତ୍ୱକାଳୀନ ଛୁଟିର ସମୟ ସୀମାକୁ ବଢାଯାଇଛି । ଉଜ୍ଜ୍ୱଳା ଯୋଜନା, ଆବାସ ଯୋଜନା, ଶୌଚାଳୟ ନିର୍ମାଣ, ଜନଧନ, ମୁଦ୍ରା, ଷ୍ଟାଣ୍ଡଅପ୍ ଭଳି ଯୋଜନା ଦ୍ୱାରା ମହିଳାମାନେ ସଶକ୍ତ ଓ ଆତ୍ମନିର୍ଭର ହେଉଛନ୍ତି । ସମାଜର ବିକାଶ ପାଇଁ ମହିଳାଙ୍କ ଉପରେ ପ୍ରଧାନମନ୍ତ୍ରୀ ଯୋର୍ ଦେଇଛନ୍ତି ।

ଆଜି ଦେଶରେ ଓ୍ୱାର୍କ ଫୋର୍ସକୁ ବଢାଇବା ପାଇଁ ହେଲେ ସମସ୍ତଙ୍କୁ ବିଶେଷ ଭାବରେ ପରିବର୍ତ୍ତିତ ଟେକ୍ନୋଲୋଜି ପ୍ଲାଟଫର୍ମକୁ ଆପଣାଇ ମହିଳାଙ୍କୁ ସ୍କିଲିଂ, ରି-ସ୍କିଲିଂ ଏବଂ ଅପ୍ -ସ୍କିଲିଂ କରାଇବା ପାଇଁ ପଡିବ । ଏହା ଦ୍ୱାରା ଦେଶର ଅର୍ଥନୀତି ଆହୁରି ମଜଭୂତ୍ ହେବ । ଓଡ଼ିଶା ସମେତ ଦେଶରେ କେବଳ ନିଯୁକ୍ତି ଦେବା ପାଇଁ ନୁହେଁ ବରଂ ନିଯୁକ୍ତିଦାତା ସୃଷ୍ଟି କରାଇବା ପାଇଁ ହେବ । ଶିକ୍ଷା, ଦକ୍ଷତା, କାର୍ଯ୍ୟକ୍ଷେତ୍ରରେ ମହିଳା ଓ ଗ୍ରାମାଞ୍ଚଳର ଭାଗିଦାରୀକୁ ବଢାଇବା ପାଇଁ ହେବ । ବଟମ୍ ଅଫ୍ ପିରାମିଡ୍ ତଥା ସମାଜର ଅନ୍ତିମ ଶ୍ରେଣୀରେ ଥିବା ଗରିବ, ବଞ୍ଚିତ, ଏସସି, ଏସଟି, ଓବିସି, ସଂଖ୍ୟାଲଘୁ ସମ୍ପ୍ରଦାୟଙ୍କ ମଧ୍ୟରେ ଶିକ୍ଷା ଓ ସ୍କିଲକୁ ଯୋର୍ ଦେବାକୁ ପଡିବ । ସେମାନଙ୍କ ହାତ ଧରି ମୁଖ୍ୟସ୍ରୋତରେ ଯୋଡିଲେ ହିଁ ସମାଜର ବିକାଶ ହେବ ।

ଏହି ଟେଲିଫୋନ ମାଧ୍ୟମରେ ଡିଜିଟାଲ କାରବାର ସହଜ ହୋଇଛି । ଭାରତରେ ଡିଜିଟାଲ ଭିତ୍ତିଭୂମି ବଢିଛି । ଦକ୍ଷତାକୁ କ୍ରେଡିଟରେ ରୂପାନ୍ତରିତ କରାଯିବାର ଯୋଜନା ହୋଇଛି । କୃଳିକ ବୃତ୍ତିଧାରୀଙ୍କୁ ଦକ୍ଷ କରିବା ପାଇଁ ପିଏମ ବିଶ୍ୱକର୍ମା ଯୋଜନା ଆରମ୍ଭ ହୋଇଛି । ଅନେକ ସୁଧାରବାଦୀ ନୀତି କାରଣରୁ ସମ୍ଭାବନାପୂର୍ଣ୍ଣ ଓଡ଼ିଶାରେ ଭାରତ ସରକାର ପୁଞ୍ଜିନିବେଶ ବଢାଇଛନ୍ତି । ପୂର୍ବ ସରକାରର ୧୦ ବର୍ଷରେ ଓଡ଼ିଶାକୁ ମାତ୍ର ୩ ଲକ୍ଷ କୋଟି ଆସିଥିବା ବେଳେ ମୋଦି ସରକାରରେ ଏ ପର୍ଯ୍ୟନ୍ତ ୧୮ ଲକ୍ଷ କୋଟି ଟଙ୍କା ଆସିଛି । ଓଡ଼ିଶାରେ ରେଳବାଇ ବଜେଟରେ ରେକର୍ଡସଂଖ୍ୟକ ଅନୁଦାନ ବଢିଛି । ଭାରତୀୟ ରେଳ, ଡାକ, ଏମ୍ସ, ସାମରିକ ବଳ, ଅର୍ଦ୍ଧ ସାମରିକ ବଳରେ ନିଯୁକ୍ତି ବିଢିଛି । ଦେଶର ଆଭ୍ୟନ୍ତରୀଣ ସୁରକ୍ଷା ବୃଦ୍ଧି ପାଇଛି ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

ଆଜି ନିଯୁକ୍ତି ପାଇଥିବା ପ୍ରାର୍ଥୀଙ୍କ ଉଦ୍ଦେଶ୍ୟରେ ଶ୍ରୀ ପ୍ରଧାନ କହିଛନ୍ତି ଯେ କଠିନ ପରିଶ୍ରମ ବଳରେ ଆଜି ଜୀବନର ନୂଆ ଅଧ୍ୟାୟ କରୁଥିବା ବନ୍ଧୁ ମାନଙ୍କୁ ଶୁଭେଚ୍ଛା । ଜୀବନରେ ଅଟକିବା ଉଚିତ ନୁହେଁ । ନିରନ୍ତର ଶିଖିବା ସହ ନୂଆ ନୂଆ ଜ୍ଞାନ ଆହରଣ କରିବା ଦରକାର । ପ୍ରତିଦିନ କୌଣସି ବ୍ୟକ୍ତି କିମ୍ବା ପରିସ୍ଥିତିରୁ ନୂଆ କିଛି ଶିକ୍ଷା ନେବା ଦରକାର ବୋଲି କେନ୍ଦ୍ରମନ୍ତ୍ରୀ କହିଛନ୍ତି ।

Powered by Froala Editor

Tags dharmendra pradhan

Related articles Odisha News Lens 4.1

  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ
    ଦେଶ-ଦେଶାନ୍ତର

    ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15390
    Oct 30, 2026
  • ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ  ଅମିତ ଶାହ
    ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14975
    Oct 30, 2026
  • ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ
    ଦେଶ-ଦେଶାନ୍ତର

    ନାଭିଗେସନ ଉପଗ୍ରହ ଏନ୍‌ଭିଏସ୍-୦୩ର ସଫଳତାର ସହ ମହାକାଶକୁ ପ୍ରକ୍ଷେପଣ

    14636
    Oct 31, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....
    ବିଶେଷ

    ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15360
    Oct 30, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ
    ଦେଶ-ଦେଶାନ୍ତର

    ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15151
    Oct 30, 2026
  • ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...
    ବାଣିଜ୍ୟ

    ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ ...

    15317
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...
    ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ...

    13356
    Oct 31, 2026
  •  ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ
    ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15024
    Oct 31, 2026
  • ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା
    ଦେଶ-ଦେଶାନ୍ତର

    ଜାନୁଆରୀ ୨୫ ରୁ ଫେବୃଆରୀ ୨୮ ପର୍ଯ୍ୟନ୍ତ ଦେଶରେ କରାଯିବ ଜନଗଣନା

    13987
    Oct 31, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ମୋଦୀଙ୍କୁ ନେଇ ଏମିତି ବୟାନ ଦେଲେ ଅମିତ ଶାହ

    14975
    Oct 30, 2026
  • ବାଣିଜ୍ୟ

    ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13356
    Oct 31, 2026
  • ଦେଶ-ଦେଶାନ୍ତର

    ୬ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ ତଥା ଏସଆଇଆର ତାରିଖ ପରିବର୍ତ୍ତନ

    15024
    Oct 31, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17240
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17939
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17881
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18305
    Sep 06, 2023

ବିଶେଷ

  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15360
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    14864
    Oct 27, 2026
  • ଶୀତରେ ଶରୀରକୁ ଗରମ ରଖିବ ଏହି ଖାଦ୍ୟ, ଆଜି ହିଁ ଡାଇଟ୍‌ରେ କରନ୍ତୁ ସାମିଲ

    16056
    Oct 26, 2026
  • ଏଭଳି ନେତାଙ୍କୁ ଚିହ୍ନିଥାଏ ସାରା ବିଶ୍ଵ

    14984
    Oct 25, 2026
  • ଏହି ରଙ୍ଗର ଜୋତା ପିନ୍ଧିଲେ ସୌଭାଗ୍ୟ ପାଲଟିଯାଏ ଦୁର୍ଭାଗ୍ୟ

    15718
    Oct 23, 2026

ବାଣିଜ୍ୟ

ଲାଞ୍ଜିଗଡ଼ ସ୍ଥିତ ଭିଏଏମ୍ଏଲ୍ ଦକ୍ଷତା କେନ୍ଦ୍ରର ସଦ୍ୟତମ ବ୍ୟାଚ୍ ଅଗ୍ରଣୀ କମ୍ପାନୀଗୁଡ଼ିକରେ ନିଯୁକ୍ତି ସୁନିଶ୍ଚିତ କରିଛି

ଭୁବନେଶ୍ୱର : ଯୁବ ସଶକ୍ତିକରଣ, ଗ୍ରାମୀଣ ବିକାଶ ଏବଂ ସ୍ଥାୟୀ ଜୀବିକା ସୃଷ୍ଟି ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦକ ବେଦାନ୍ତ ଆଲୁମିନିୟମ ନିଜର ଲାଞ୍ଜିଗଡ ସ୍ଥିତ ବେଦାନ୍ ...

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13607
    Oct 31, 2026
  • ଶିଶୁମାନଙ୍କ ପାଇଁ ମୌଳିକ ଭେଣ୍ଟିଲେସନ୍‌ କର୍ମଶାଳା- ଆଇଏପି ଓଡ଼ିପେଡିକନ୍‌ ୨୦୨୬ର ଏକ ପ୍ରାକ୍‌-ସମ୍ମିଳନୀ କର୍ମଶାଳା

    13356
    Oct 31, 2026
  • କିଓରବେ ଦ୍ଵାରା ପରିଚାଳିତ ଶ୍ରୀ ଉଷା ଡାଏଗ୍ନୋଷ୍ଟିକ୍ସ ସ୍ତନ କର୍କଟ ସଚେତନତା ମାସ ନିମନ୍ତେ ଟଙ୍କପାଣି ରୋଡ କୋଠାକୁ ଗୋଲାପି ରଙ୍ଗରେ ଆଲୋକିତ କଲା

    15173
    Oct 26, 2026
  • ଆମୱେ ଇଣ୍ଡିଆ ବ୍ରହ୍ମପୁର ଓ ବାଲେଶ୍ୱରରେ ନବୀକୃତ ଓ ଉନ୍ନୀତ ଷ୍ଟୋରଗୁଡିକ ଖୋଲିଲା

    16104
    Oct 26, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଖିମଜୀ ଜୁଏଲର୍ସ ପକ୍ଷରୁ ‘ଧନତେରସ୍ ଧନବର୍ଷା’ ଉନ୍ମୋଚିତ, ସମଗ୍ର କଲେକ୍ସନସ୍ ଉପରେ ଉତ୍ସବ ଅଫର ବର୍ଷା

    13607
    Oct 31, 2026
  • ବଦ୍ରିନାଥ ଧାମରୁ ଡେରାଡୁନର ସହସ୍ରଧାରା ଫେରୁଥିବା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ

    15151
    Oct 30, 2026
  • ‘ଭୋଟ ବଞ୍ଚାଅ, ଦେଶ ବଞ୍ଚାଅ’ ଶୋଭାଯାତ୍ରାରେ ଯୋଗ ଦେବା ପାଇଁ ରାହୁଲଙ୍କ ନିବେଦନ

    15390
    Oct 30, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In