Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, November 07, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ...

  • ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ...

  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ...

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ...

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ...

  • ବିଜେପିକୁ ଏମିତି କହି ସମାଲୋଚନା କଲେ ...

  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ...

  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ...

  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ...

ବିଶେଷ
Home ›› ବିଶେଷ ››ଗର୍ଭାବସ୍ଥାରେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ, ବଢ଼ାଇଥାଏ ଗର୍ଭପାତର ଆଶଙ୍କା

ଗର୍ଭାବସ୍ଥାରେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ, ବଢ଼ାଇଥାଏ ଗର୍ଭପାତର ଆଶଙ୍କା

2023-10-30 04:57:57
15135
Share:
Facebook
Twitter
E-Mail
WhatsApp
Telegram
ଗର୍ଭାବସ୍ଥାରେ ଖାଆନ୍ତୁ ନାହିଁ  ଏହି ସବୁ ଖାଦ୍ୟ, ବଢ଼ାଇଥାଏ ଗର୍ଭପାତର ଆଶଙ୍କା

ସାଧାରଣତଃ ଗର୍ଭାବସ୍ଥାରେ ସମସ୍ତେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇଥାନ୍ତି। କିନ୍ତୁ ଏମିତି କେତେକ ସ୍ବାସ୍ଥ୍ୟକର ଖାଦ୍ୟ ରହିଛି ଯାହା ଖାଇଲେ ଗର୍ଭାବସ୍ଥାରେ କ୍ଷତିକାରକ ହୋଇଥାଏ। ନିଜ ଶିଶୁର ଉତ୍ତମ ସ୍ବାସ୍ଥ୍ୟ ପାଇଁ ଗର୍ଭବତୀ ମହିଳାଙ୍କୁ ନିଜ ଜୀବନଶୈଳୀ ସହ ଜଡ଼ିତ ପ୍ରତ୍ୟେକ ଜିନିଷ, ବିଶେଷକରି ଖାଇବା ପିଇବା ପ୍ରତି ଅଧିକ ଧ୍ୟାନ  ଦେବାକୁ ପଡ଼ିଥାଏ। ଆସନ୍ତୁ ଜାଣିବା ଗର୍ଭାବସ୍ଥାରେ କ’ଣ ଖାଇବା ଅନୁଚିତ।

ଅମୃତଭଣ୍ଡା ସୃଷ୍ଟି କରିଥାଏ ଗର୍ଭପାତର ଆଶଙ୍କା: କଞ୍ଚା ଅମୃତଭଣ୍ଡାରେ ଲେଟେକ୍ସ ଥାଏ । ଏହା ଗର୍ଭାବସ୍ଥାର ଆରମ୍ଭରେ ଗର୍ଭପାତର ଆଶଙ୍କାକୁ ବଢ଼ାଇ ଦେଇଥାଏ। ଅମୃତଭଣ୍ଡାରେ ପପେନ୍ ମଧ୍ୟ ଥାଏ ଯାହା ଭୃଣର ବିକାଶରେ ବାଧା ସୃଷ୍ଟି କରିଥାଏ। ତେବେ ପ୍ରସବ ପରେ ଅମୃତଭଣ୍ଡା ଖାଇବାରେ କୈାଣସି ସମସ୍ୟା ନାହିଁ।

ଭୃଣ ପାଇଁ ହାନିକାରକ ଅଙ୍ଗୁର : ଗର୍ଭାବସ୍ଥାରେ ମହିଳାମାନେ ଅଙ୍ଗୁର ଖାଇବା ଅନୁଚିତ । କାରଣ ଅଙ୍ଗୁରର ରସ ଶରୀର ପାଇଁ ଗରମଦାୟକ  ହୋଇଥାଏ । ଏହା ଗର୍ଭସ୍ଥ ଭୃଣ ପାଇଁ ହାନିକାରକ । ଅଙ୍ଗୁର ଖାଇବା ଫଳରେ ଅସମୟରେ ପ୍ରସବ ହେବାର ସମ୍ଭାବନା ଥାଏ।

ତୁଳସୀ ପତ୍ର ହୋଇପାରେ ଗର୍ଭପାତର କାରଣ: ତୁଳସୀ ପତ୍ର ଗର୍ଭବତୀ ମହିଳାର ଭୃଣ ପାଇଁ ପ୍ରତିକୂଳ ସମସ୍ୟା ସୃଷ୍ଟି କରିଥାଏ। ଏଥିରେ ଥିବା ଆଷ୍ଟ୍ରୋଗୋଲ ଗର୍ଭପାତ କରାଇପାରେ। ତୁଳସୀ ପତ୍ର ମହିଳାଙ୍କ ମାସିକ ଋତୁସ୍ରାବରେ ମଧ୍ୟ ପ୍ରଭାବ ପକାଇଥାଏ।

ଚାଇନିଜ ଖାଦ୍ୟ କ୍ଷତିକାରକ : ଚାଇନିଜ ଖାଦ୍ୟରେ ମୋନୋ ସୋଡିୟମ୍ ଗ୍ଲୁଟାମେଟ୍ ଅଛି ଯାହା କାରଣରୁ ଶିଶୁର ଜନ୍ମ ପରେ ଶାରିରୀକ ଅକ୍ଷମତା ଦେଖାଯାଇଥାଏ। ଏହା ସହିତ ସୋୟା ସସରେ ଲୁଣ ଅଧିକ ଥିବା ହେତୁ ଗର୍ଭବତୀ ମହିଳାଙ୍କ ରକ୍ତଚାପ ବଢ଼ିଯିବା ଫଳରେ ଗର୍ଭପାତ ହୋଇଥାଏ।

ସପୁରୀ ଯୋଗୁଁ ଅସ୍ବାଭାବିକ ପ୍ରସବର ସମ୍ଭାବନା: ଗର୍ଭାବସ୍ଥାରେ ସପୁରୀ ଖାଇବା ହାନିକାରକ। ସପୁରୀରେ ବ୍ରୋମେଲିନ୍ ଅଧିକ ଥିବା ଯୋଗୁଁ ଶୀଘ୍ର ପ୍ରସବ ହେବାର ସମ୍ଭାବନା ବଢ଼ି ଯାଇଥାଏ।

ଆଉ କିଛି ଜିନିଷ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ : ଯେପରିକି

ଗର୍ଭାବସ୍ଥାରେ ଧୂମ୍ରପାନ ଏବଂ ମଦ୍ୟପାନ କରିବା ଅନୁଚିତ୍ କାରଣ ଏହାର ପ୍ରଭାବ ଶିଶୁ ଉପରେ ପଡ଼ିଥାଏ।
ଗର୍ଭାବସ୍ଥାରେ ଚା ଏବଂ କଫି ପିଅନ୍ତୁ ନାହିଁ। ଏଥିରେ କେଫିନର ମାତ୍ରା ଅଧିକ ଥିବା ହେତୁ ଶିଶୁକୁ କ୍ଷତି ପହଞ୍ଚିଥାଏ।
ଗର୍ଭାବସ୍ଥାରେ ଗରମ ଜିନିଷ ଖାଆନ୍ତୁ ନାହିଁ ।
ଗର୍ଭାବସ୍ଥାରେ ଭଲ ଭାବେ ରନ୍ଧା ଯାଇଥିବା ଖାଦ୍ୟ ଖାଆନ୍ତୁ। ପୁଷ୍ଟିକର ଭୋଜନ ଖାଆନ୍ତୁ।

Powered by Froala Editor

Tags dont eat it in pregnancy

Related articles Odisha News Lens 4.1

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା
    ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13396
    Nov 07, 2026
  • ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ
    ଦେଶ-ଦେଶାନ୍ତର

    ରକ୍ତାକ୍ତ ସଂଘର୍ଷ: ବାୟୁସେନା ଆକ୍ରମଣରେ ୩୦ ମୃତ୍ୟୁ

    15096
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା
    ବାଣିଜ୍ୟ

    ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15260
    Nov 06, 2026
  • ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା
    ଦେଶ-ଦେଶାନ୍ତର

    ହରିୟାଣାର ଏକ ପଦଯାତ୍ରାରେ ସାମିଲ ହୋଇ ଏହି ଟିପ୍ପଣୀ ଦେଲେ ଅମିତ ଶାହା

    13786
    Nov 06, 2026
  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର
    ବିଶେଷ

    ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13783
    Nov 07, 2026
  • ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...
    ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ...

    14851
    Nov 06, 2026
  • ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ
    ଦେଶ-ଦେଶାନ୍ତର

    ବିଜେପିକୁ ଏମିତି କହି ସମାଲୋଚନା କଲେ ରାହୁଲ

    15696
    Nov 06, 2026
  • ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...
    ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ ...

    14312
    Nov 05, 2026
  •  ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ
    ଦେଶ-ଦେଶାନ୍ତର

    ମୋଷ୍ଟ ୱାଣ୍ଟେଡ୍ ନକ୍ସଲ୍ ସଞ୍ଜୟ ଯାଦବ ଗିରଫ

    13451
    Nov 07, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13396
    Nov 07, 2026
  • ଦେଶ-ଦେଶାନ୍ତର

    ଏହି ଚାରି ଦେଶର ପଣ୍ୟବାହୀ ଜାହାଜକୁ ହର୍ମୁଜ ପ୍ରଣାଳୀ ଦେଇ ଯାତାୟାତ କରିବାକୁ ନେଇ କୌଣସି କଟକଣା ନାହିଁ: ଇରାନ

    14312
    Nov 05, 2026
  • ଦେଶ-ଦେଶାନ୍ତର

    ନୃଶଂସ ସାଜିଲା କ୍ୟାବ ଡ୍ରାଇଭର: ନିଜ ପତ୍ନୀ ସହ ପରିବାରର 7 ଜଣଙ୍କୁ ଶିଳପୁଆରେ ଛେଚି କଲା ହତ୍ୟା

    14851
    Nov 06, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17259
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17960
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17901
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18321
    Sep 06, 2023

ବିଶେଷ

  • ଆସିଲା ଶୀତଦିନ, ଘରୋଇ ମଏଶ୍ଚରାଇଜର କରନ୍ତୁ ବ୍ୟବହାର

    13783
    Nov 07, 2026
  • ଶରୀରକୁ ଅନେକ ରୋଗ ସହ ଲଢିବାରେ ସହାୟକ ହୋଇଥାଏ ଏହି ସ୍ୱତନ୍ତ୍ର ଖାଦ୍ୟ

    14136
    Nov 05, 2026
  • କଦଳୀପତ୍ରରେ ଖାଇଲେ ସୁସ୍ଥ ରହିଥାଏ ଶରୀର ଓ ମନ

    14892
    Nov 01, 2026
  • ଶୀତଦିନରେ କେମିତି ନେବେ ମେକଅପ ଜାଣନ୍ତୁ.....

    15871
    Oct 30, 2026
  • ଅଫିସ ଚାପରୁ ମୁକ୍ତି ପାଇବେ କିପରି, ଫୋଲୋ କରନ୍ତୁ ଏହି ଟିପ୍ସ....

    15052
    Oct 27, 2026

ବାଣିଜ୍ୟ

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭୁବନେଶ୍ୱର  : ମହିଳା ସଶକ୍ତିକରଣ ଏବଂ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧତାକୁ ସୁଦୃଢ଼ କରି ଭିଏଏମ୍ଏଲ୍ ଲାଞ୍ଜିଗଡ଼ ଏହାର ଫ୍ଲାଗସିପ୍ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ପ୍ରକଳ୍ପ 'ସଖୀ' ଅଧୀନରେ ...

  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15260
    Nov 06, 2026
  • ରିଲାଏନ୍ସ ଇଣ୍ଡଷ୍ଟ୍ରିଜ୍ ସେୟାରରେ ରେକର୍ଡ ବୃଦ୍ଧି

    14142
    Nov 04, 2026
  • ଭି.ଏ.ଏମ୍.ଏଲ୍ କୋଇଲା ଖଣି ସୁରଭି ୨୦୨୬କୁ ସମର୍ଥନ କରିବା ସହିତ ଯୁବ ପ୍ରତିଭାଙ୍କ ପାଇଁ ଏକ ବ୍ୟାପକ ମଞ୍ଚ ସୃଷ୍ଟି କରିଛି

    14155
    Nov 03, 2026
  • ୨୦ ପ୍ରତିଶତ ଶସ୍ତା ହେଲା ସୁନା

    14421
    Nov 01, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବାୟୁ ପ୍ରଦୂଷଣ ସାଙ୍ଘାତିକ, ଲାଗୁ ହେଲା ଗ୍ରାପ୍-୩ କଟକଣା

    13396
    Nov 07, 2026
  • ଫୁଲ ବଉଳ ବେଣୀ ସିଡନୀରେ ଓଡ଼ିଆ ଭାଷା, ସଂସ୍କୃତି ଓ ଐତିହ୍ୟକୁ ପାଳନ କଲା

    15260
    Nov 06, 2026
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

    13891
    Nov 07, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In