Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Saturday, December 27, 2025, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ...

  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ...

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ...

  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ...

  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ...

  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

  • ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ...

Home ›› ››ଗର୍ଭାବସ୍ଥାରେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ, ବଢ଼ାଇଥାଏ ଗର୍ଭପାତର ଆଶଙ୍କା

ଗର୍ଭାବସ୍ଥାରେ ଖାଆନ୍ତୁ ନାହିଁ ଏହି ସବୁ ଖାଦ୍ୟ, ବଢ଼ାଇଥାଏ ଗର୍ଭପାତର ଆଶଙ୍କା

2023-10-30 04:57:57
14823
Share:
Facebook
Twitter
E-Mail
WhatsApp
Telegram
ଗର୍ଭାବସ୍ଥାରେ ଖାଆନ୍ତୁ ନାହିଁ  ଏହି ସବୁ ଖାଦ୍ୟ, ବଢ଼ାଇଥାଏ ଗର୍ଭପାତର ଆଶଙ୍କା

ସାଧାରଣତଃ ଗର୍ଭାବସ୍ଥାରେ ସମସ୍ତେ ସ୍ବାସ୍ଥ୍ୟକର ଖାଦ୍ୟ ଖାଇଥାନ୍ତି। କିନ୍ତୁ ଏମିତି କେତେକ ସ୍ବାସ୍ଥ୍ୟକର ଖାଦ୍ୟ ରହିଛି ଯାହା ଖାଇଲେ ଗର୍ଭାବସ୍ଥାରେ କ୍ଷତିକାରକ ହୋଇଥାଏ। ନିଜ ଶିଶୁର ଉତ୍ତମ ସ୍ବାସ୍ଥ୍ୟ ପାଇଁ ଗର୍ଭବତୀ ମହିଳାଙ୍କୁ ନିଜ ଜୀବନଶୈଳୀ ସହ ଜଡ଼ିତ ପ୍ରତ୍ୟେକ ଜିନିଷ, ବିଶେଷକରି ଖାଇବା ପିଇବା ପ୍ରତି ଅଧିକ ଧ୍ୟାନ  ଦେବାକୁ ପଡ଼ିଥାଏ। ଆସନ୍ତୁ ଜାଣିବା ଗର୍ଭାବସ୍ଥାରେ କ’ଣ ଖାଇବା ଅନୁଚିତ।

ଅମୃତଭଣ୍ଡା ସୃଷ୍ଟି କରିଥାଏ ଗର୍ଭପାତର ଆଶଙ୍କା: କଞ୍ଚା ଅମୃତଭଣ୍ଡାରେ ଲେଟେକ୍ସ ଥାଏ । ଏହା ଗର୍ଭାବସ୍ଥାର ଆରମ୍ଭରେ ଗର୍ଭପାତର ଆଶଙ୍କାକୁ ବଢ଼ାଇ ଦେଇଥାଏ। ଅମୃତଭଣ୍ଡାରେ ପପେନ୍ ମଧ୍ୟ ଥାଏ ଯାହା ଭୃଣର ବିକାଶରେ ବାଧା ସୃଷ୍ଟି କରିଥାଏ। ତେବେ ପ୍ରସବ ପରେ ଅମୃତଭଣ୍ଡା ଖାଇବାରେ କୈାଣସି ସମସ୍ୟା ନାହିଁ।

ଭୃଣ ପାଇଁ ହାନିକାରକ ଅଙ୍ଗୁର : ଗର୍ଭାବସ୍ଥାରେ ମହିଳାମାନେ ଅଙ୍ଗୁର ଖାଇବା ଅନୁଚିତ । କାରଣ ଅଙ୍ଗୁରର ରସ ଶରୀର ପାଇଁ ଗରମଦାୟକ  ହୋଇଥାଏ । ଏହା ଗର୍ଭସ୍ଥ ଭୃଣ ପାଇଁ ହାନିକାରକ । ଅଙ୍ଗୁର ଖାଇବା ଫଳରେ ଅସମୟରେ ପ୍ରସବ ହେବାର ସମ୍ଭାବନା ଥାଏ।

ତୁଳସୀ ପତ୍ର ହୋଇପାରେ ଗର୍ଭପାତର କାରଣ: ତୁଳସୀ ପତ୍ର ଗର୍ଭବତୀ ମହିଳାର ଭୃଣ ପାଇଁ ପ୍ରତିକୂଳ ସମସ୍ୟା ସୃଷ୍ଟି କରିଥାଏ। ଏଥିରେ ଥିବା ଆଷ୍ଟ୍ରୋଗୋଲ ଗର୍ଭପାତ କରାଇପାରେ। ତୁଳସୀ ପତ୍ର ମହିଳାଙ୍କ ମାସିକ ଋତୁସ୍ରାବରେ ମଧ୍ୟ ପ୍ରଭାବ ପକାଇଥାଏ।

ଚାଇନିଜ ଖାଦ୍ୟ କ୍ଷତିକାରକ : ଚାଇନିଜ ଖାଦ୍ୟରେ ମୋନୋ ସୋଡିୟମ୍ ଗ୍ଲୁଟାମେଟ୍ ଅଛି ଯାହା କାରଣରୁ ଶିଶୁର ଜନ୍ମ ପରେ ଶାରିରୀକ ଅକ୍ଷମତା ଦେଖାଯାଇଥାଏ। ଏହା ସହିତ ସୋୟା ସସରେ ଲୁଣ ଅଧିକ ଥିବା ହେତୁ ଗର୍ଭବତୀ ମହିଳାଙ୍କ ରକ୍ତଚାପ ବଢ଼ିଯିବା ଫଳରେ ଗର୍ଭପାତ ହୋଇଥାଏ।

ସପୁରୀ ଯୋଗୁଁ ଅସ୍ବାଭାବିକ ପ୍ରସବର ସମ୍ଭାବନା: ଗର୍ଭାବସ୍ଥାରେ ସପୁରୀ ଖାଇବା ହାନିକାରକ। ସପୁରୀରେ ବ୍ରୋମେଲିନ୍ ଅଧିକ ଥିବା ଯୋଗୁଁ ଶୀଘ୍ର ପ୍ରସବ ହେବାର ସମ୍ଭାବନା ବଢ଼ି ଯାଇଥାଏ।

ଆଉ କିଛି ଜିନିଷ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ : ଯେପରିକି

ଗର୍ଭାବସ୍ଥାରେ ଧୂମ୍ରପାନ ଏବଂ ମଦ୍ୟପାନ କରିବା ଅନୁଚିତ୍ କାରଣ ଏହାର ପ୍ରଭାବ ଶିଶୁ ଉପରେ ପଡ଼ିଥାଏ।
ଗର୍ଭାବସ୍ଥାରେ ଚା ଏବଂ କଫି ପିଅନ୍ତୁ ନାହିଁ। ଏଥିରେ କେଫିନର ମାତ୍ରା ଅଧିକ ଥିବା ହେତୁ ଶିଶୁକୁ କ୍ଷତି ପହଞ୍ଚିଥାଏ।
ଗର୍ଭାବସ୍ଥାରେ ଗରମ ଜିନିଷ ଖାଆନ୍ତୁ ନାହିଁ ।
ଗର୍ଭାବସ୍ଥାରେ ଭଲ ଭାବେ ରନ୍ଧା ଯାଇଥିବା ଖାଦ୍ୟ ଖାଆନ୍ତୁ। ପୁଷ୍ଟିକର ଭୋଜନ ଖାଆନ୍ତୁ।

Powered by Froala Editor

Tags dont eat it in pregnancy

Related articles Odisha News Lens 4.1

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌
    ବିଶେଷ

    ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14062
    Dec 27, 2025
  • ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା
    ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14538
    Dec 26, 2025
  • ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି
    ଦେଶ-ଦେଶାନ୍ତର

    ଜାତୀୟ ବୀର ବାଳ ପୁରସ୍କାର ପ୍ରଦାନ କଲେ ରାଷ୍ଟ୍ରପତି

    13879
    Dec 26, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ
    ବିଶେଷ

    ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14568
    Dec 26, 2025
  •  ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ
    ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15089
    Dec 25, 2025
  • ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ
    ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13576
    Dec 26, 2025
  • ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ
    ଦେଶ-ଦେଶାନ୍ତର

    ମସଜିଦରେ ବିସ୍ଫୋରଣ: ପ୍ରାଣ ହରାଇଲେ ୮ ଜଣ

    14173
    Dec 27, 2025
  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ
    ଦେଶ-ଦେଶାନ୍ତର

    ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15318
    Dec 26, 2025
  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ
    ଦେଶ-ଦେଶାନ୍ତର

    ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

    15105
    Dec 27, 2025

ଆପଣ ଆଗ୍ରହୀ ହୋଇପାରନ୍ତି

  • ରାଜନୀତି

    ଯାତ୍ରା ଖଳନାୟକ ନରେନ୍ଦ୍ର ଦାସଙ୍କ ପରଲୋକ

    13576
    Dec 26, 2025
  • ଦେଶ-ଦେଶାନ୍ତର

    ପୂର୍ବ ଅପେକ୍ଷା ଅଧିକ ଖର୍ଚ୍ଚ କରିବାକୁ ପଡିବ ଟ୍ରେନ ଯାତ୍ରା

    14538
    Dec 26, 2025
  • ଦେଶ-ଦେଶାନ୍ତର

    ଏହି ୩ ଏୟାରଲାଇନ୍ସକୁ ସରକାରଙ୍କ ଅନୁମତି ପ୍ରଦାନ

    15089
    Dec 25, 2025

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17271
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17352
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17699
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16169
    Apr 03, 2021

ବିଶେଷ

  • ସାଥୀଙ୍କ ସହ ସୁମଧୁର ସମ୍ପର୍କ ପାଇଁ ଆପଣାନ୍ତୁ ଏହି ଟିପ୍ସ୍‌

    14062
    Dec 27, 2025
  • ଏହି ସମସ୍ୟା ଥିଲେ ଖାଆନ୍ତୁନି କଦଳୀ

    14568
    Dec 26, 2025
  • ଉଚ୍ଚ ରକ୍ତଚାପର ସଙ୍କେତ ଜାଣିବେ କିପରି?

    14990
    Dec 24, 2025
  • କାହିଁକି ଚିନି ସ୍ୱାସ୍ଥ୍ୟ ପାଇଁ କ୍ଷତିକାରକ ଜାଣନ୍ତୁ?

    14471
    Dec 23, 2025
  • ଏକ ଘଣ୍ଟା ଚାଲିଲେ ମିଳିଥାଏ ଏହିସବୁ ଫାଇଦା

    14807
    Dec 22, 2025

ବାଣିଜ୍ୟ

୨୪ ଶହ ଟଙ୍କା ବଢ଼ିଲା ସୁନା

ବିଶ୍ୱ ସୁନା ମୂଲ୍ୟ ପ୍ରଥମ ଥର ପାଇଁ ପ୍ରତି ଆଉନ୍ସ ୪,୪୦୦ ଅତିକ୍ରମ କରି ନୂତନ ରେକର୍ଡ ସ୍ଥାପନ କରିଥିଲା। ଭାରତରେ ୨୪ କ୍ୟାରେଟ୍ ସୁନାର ମୂଲ୍ୟ ପ୍ରତି ଦଶ ଗ୍ରାମ ୧୩୩,୯୭୦ ଟଙ୍କା ଥିଲା। ସୁନା ମୂଲ୍ୟ ୩ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ୪,୪୮୮.୬୧ ରେ ପହଞ୍ଚିଛି । ୧୦ ଗ୍ରାମ୍‌କୁ ଲକ୍ଷେ ୩୮ ହଜାର ୫ ଶହ ୫୦ ଟଙ୍କା ହ ...

  • ସିମେଣ୍ଟ ମାନୁଫାକ୍‌ଚରର୍ସ ଆସୋସିଏସନ (ସିଏମ୍‌ଏ) ପ୍ରେସିଡେଣ୍ଟ ଭାବରେ ଶ୍ରୀ ପାର୍ଥ ଜିନ୍ଦଲଙ୍କ ନାମ ଘୋଷଣା କଲା; ଡ. ରାଘବପତ୍‌ ସିଂଘାଣିଆ ଭାଇସ୍‌ ପ୍ରେସିଡେଣ୍ଟ ଘୋଷିତ

    14198
    Dec 18, 2025
  • ରୂପା ମୂଲ୍ୟରେ ବଡ଼ ବୃଦ୍ଧି

    15232
    Dec 15, 2025
  • ଲଞ୍ଚ ହେଲା ଟାଟା ସିଏରାର ଲାଟେଷ୍ଟ ମଡେଲ

    16006
    Dec 08, 2025
  • ୟୁଡବ୍ଲୁ୍ଏ ଭୁବନେଶ୍ୱରରେ ପ୍ରମୁଖ ନୂଆ ସହଭାଗିତା ସହିତ ବୈଶ୍ୱିକ ଗତିଶୀଳତା ଜରିଆରେ ଆନ୍ତଃପିଢିଗତ ପରିବର୍ତ୍ତନ ଆଣିବା ଲକ୍ଷ୍ୟ ଆଗକୁ ବଢାଉଛି

    15171
    Dec 08, 2025

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବିଶ୍ୱରେ ଭାରତୀୟ ପାସପୋର୍ଟର ସ୍ଥିତି ଦୁର୍ବଳ

    15318
    Dec 26, 2025
  • ସରକାରୀ ବଙ୍ଗଳା ଖାଲି କଲେ ରାବ୍ରି ଦେବୀ

    15105
    Dec 27, 2025
  • ଦୈନିକ ୧୦ମିନିଟ୍ ଖବରକାଗଜ ପଢିବେ ଛାତ୍ରଛାତ୍ରୀ

    15529
    Dec 27, 2025

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In