Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Thursday, August 06, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ...

  • ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ...

  • ଚତୁର୍ଥ ଥର ପାଇଁ ରେପୋରେଟ ହାରକୁ ...

  • ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ...

  • ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ...

  • ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ...

  • ସୁର୍ପଣଖା ଚରିତ୍ର ହିଁ କାହିଁକି?

  • ରାଘବଙ୍କ ସହ ପ୍ରେମ ସମ୍ପର୍କ ବାବଦରେ ମୁହଁ ...

  • ଓଜନ କମିବାର ରାଜ୍ କହିଲେ ସଲମାନ

  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ...

ରାଜ୍ୟ
Home ›› ରାଜ୍ୟ ››ସକ୍ରିୟ ହେବାରେ ଲାଗିଛି ମୌସୁମୀ, ୧୦ରେ ବର୍ଷା ଆରମ୍ଭ

ସକ୍ରିୟ ହେବାରେ ଲାଗିଛି ମୌସୁମୀ, ୧୦ରେ ବର୍ଷା ଆରମ୍ଭ

2021-06-06 07:02:09
14965
Share:
Facebook
Twitter
E-Mail
WhatsApp
Telegram
ସକ୍ରିୟ ହେବାରେ ଲାଗିଛି ମୌସୁମୀ, ୧୦ରେ ବର୍ଷା ଆରମ୍ଭ


ଭୁବନେଶ୍ୱର : ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଧୀରେଧୀରେ ଦେଶର ବିଭିନ୍ନ ସ୍ଥାନରେ ସକ୍ରିୟ ହେବାରେ ଲାଗିଛି । କେନ୍ଦ୍ରୀୟ ଆରବସାଗରର କିଛି ଅଧିକ ସ୍ଥାନ, ସମ୍ପୂର୍ଣ୍ଣ ଉପକୂଳ କର୍ଣ୍ଣାଟକ ଓ ଗୋଆ, ମହାରାଷ୍ଟ୍ରର କିଛି ଅଞ୍ଚଳ, ତାମିଲନାଡୁ, ଆନ୍ଧ୍ରପ୍ରଦେଶ, ଓ ତେଲେଙ୍ଗାନାର କିଛି କିଛି ଅଞ୍ଚଳରେ ସକ୍ରିୟ ହୋଇଛି । ତେବେ ଆସନ୍ତା ୧୦ ତାରିଖ ଆଡ଼କୁ ଓଡ଼ିଶାରେ ମଧ୍ୟ ସକ୍ରିୟ ହୋଇଯିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ବିଶିଷ୍ଟ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି, ଉତ୍ତର ବଙ୍ଗୋପସାଗର ସାମ୍ଭାବ୍ୟ ଲଘୁଚାପ ଜୁନ ୧୧ରେ ସୃଷ୍ଟି ହୋଇ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁକୁ ରାଜ୍ୟକୁ ଟାଣି ଆଣିବ । ୧୦ ତାରିଖରେ ଉପକୂଳ ଓ ଉତ୍ତର ଓଡ଼ିଶାରେ ବର୍ଷା ଆରମ୍ଭ ହୋଇଯିବ । ଆଭ୍ୟନ୍ତରୀଣ ଅଞ୍ଚଳରେ ୧୧ରୁ ବର୍ଷା ହେବ । ୧୫ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଦକ୍ଷିଣ ଓଡ଼ିଶାରେ ବିଶେଷ କରି ବୌଦ୍ଧ, ଫୁଲବାଣୀ, ଆଭ୍ୟନ୍ତରୀଣ ଗଞ୍ଜାମ, ବଲାଙ୍ଗୀର, ସୋନପୁର, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରିର ସମୁଦାୟ ବର୍ଷା କେତେକ ସ୍ଥାନରେ ୨୫୦ ମିମି ହୋଇପାରେ । ରାଜ୍ୟର ବାକି ଅଞ୍ଚଳରେ ମଧ୍ୟ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଜୁନ ୧୦ ତାରିଖ ପୂର୍ବରୁ ରାଜ୍ୟରେ ମୌସୁମୀ ଛୁଇଁବାର ସମ୍ଭାବନା କମ ରହିଛି । କାରଣ ଆକଳନ କରାଯାଉଛି ଯେ ଜୁନ ୯ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ସମେତ ଉପକୂଳ ଅଞ୍ଚଳ ଓ ଆଭ୍ୟନ୍ତରରେ ଗରମ ଜାରି ରହିବ । ଜୁନ ୭ରୁ ୯ ତାରିଖ ଭିତରେ କେତେକ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ରୁ ୪୧ ଡିଗ୍ରି ରହିବ । ଭୂ-ବିକିରିତ ଦୀର୍ଘ ତରଙ୍ଗ ରଶ୍ମି ଅଧିକ ରହିବା ସହ ଉତ୍ତର-ପଶ୍ଚିମା ପବନ ବହିବ । ତେବେ ୧୧ ତାରିଖରୁ ଏସବୁର ପରିବର୍ତ୍ତନ ଘଟି ୧୩ ତାରିଖ ସୁଦ୍ଧା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ବହିବ ଏବଂ ସର୍ବାଧିକ ତାପମାତ୍ରା ୩୦ ଡିଗ୍ରିରୁ କମି ଯାଇପାରେ । ଓଡ଼ିଶା ସହିତ ଛତିଶଗଡ଼, ମଧ୍ୟପ୍ରଦେଶ ଓ ବିଦର୍ଭରେ ମଧ୍ୟ ଭୀଷଣ ବର୍ଷା ହେବ । ଏହାସହ ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ, ବିହାର ଓ ଉତ୍ତର ପ୍ରଦେଶରେ ମଧ୍ୟ ମୌସୁମୀ ବର୍ଷା ହେବାର ଆକଳନ କରାଯାଉଛି । ଏହା ଯଦି ହୁଏ, ୧୫ ସୁଦ୍ଧା କେନ୍ଦ୍ରୀୟ, ପୂର୍ବ ଓ ଉତ୍ତର ଭାରତର ଅଧିକାଂଶ ଅଞ୍ଚଳକୁ ମୌସୁମୀ ଛୁଇଁବ ।

Powered by Froala Editor

Tags Moonsoon

Related articles Odisha News Lens 4.1

  •  ଚତୁର୍ଥ ଥର ପାଇଁ ରେପୋରେଟ ହାରକୁ ଅପରିବର୍ତ୍ତିତ ରଖିଲା RBI
    ଦେଶ-ଦେଶାନ୍ତର

    ଚତୁର୍ଥ ଥର ପାଇଁ ରେପୋରେଟ ହାରକୁ ଅପରିବର୍ତ୍ତିତ ରଖିଲା RBI

    15413
    Aug 05, 2026
  • ଓଜନ କମିବାର ରାଜ୍ କହିଲେ ସଲମାନ
    ମନୋରଞ୍ଜନ

    ଓଜନ କମିବାର ରାଜ୍ କହିଲେ ସଲମାନ

    14075
    Aug 05, 2026
  • ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ଦେବେ ଶୁଳ୍କ!
    ଦେଶ-ଦେଶାନ୍ତର

    ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ କାରବାର କଲେ ଦେବେ ଶୁଳ୍କ!

    15739
    Aug 05, 2026
  • ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର
    ଦେଶ-ଦେଶାନ୍ତର

    ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର

    14939
    Aug 05, 2026
  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ
    ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15155
    Aug 05, 2026
  • ରାଘବଙ୍କ ସହ ପ୍ରେମ ସମ୍ପର୍କ ବାବଦରେ ମୁହଁ ଖୋଲିଲେ ଶେହନାଜ
    ମନୋରଞ୍ଜନ

    ରାଘବଙ୍କ ସହ ପ୍ରେମ ସମ୍ପର୍କ ବାବଦରେ ମୁହଁ ଖୋଲିଲେ ଶେହନାଜ

    13496
    Aug 05, 2026
  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !
    ଦେଶ-ଦେଶାନ୍ତର

    E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !

    14741
    Aug 04, 2026
  • ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ସିଜିନ୍
    ମନୋରଞ୍ଜନ

    ସେପ୍ଟେମ୍ବରରୁ ଆରମ୍ଭ ହେବ 'ବିଗ୍ ବସ୍'ର ସିଜିନ୍

    14614
    Aug 05, 2026
  • ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ ଆସନ୍ତା ଆର୍ଥିକ ବର୍ଷରୁ
    ଦେଶ-ଦେଶାନ୍ତର

    ଦେଶରେ ପ୍ଲାଷ୍ଟିକ୍ ନୋଟ୍‌ ପ୍ରଚଳନ ଆରମ୍ଭ ଆସନ୍ତା ଆର୍ଥିକ ବର୍ଷରୁ

    13926
    Aug 05, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବିଶେଷ

    ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15155
    Aug 05, 2026
  • ଦେଶ-ଦେଶାନ୍ତର

    E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !

    14741
    Aug 04, 2026
  • ମନୋରଞ୍ଜନ

    ସୁର୍ପଣଖା ଚରିତ୍ର ହିଁ କାହିଁକି?

    15667
    Aug 05, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17015
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17624
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17676
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18076
    Sep 06, 2023

ବିଶେଷ

  • ଏହି ସ୍ଥାନରେ କଳାଜାଇ ଥିଲେ ସୁଖୀ ହୋଇଥାଏ ଦାମ୍ପତ୍ୟ ଜୀବନ

    15155
    Aug 05, 2026
  • ଏହି ୫ ଅଭ୍ୟାସ କରନ୍ତୁ, ସତେଜ ରହିବ ଆପଣଙ୍କ ଚର୍ମ ଏବଂ ଶରୀର

    16129
    Aug 02, 2026
  • ମଧୁମେହ ରୋଗୀ କଞ୍ଚା କଳଦୀ ଖାଇବା ଲାଭଦାୟକ

    14974
    Jul 31, 2026
  • ଥଣ୍ଡା ପାଗରେ କେଉଁ ଖାଦ୍ୟ ଖାଇବେ ଜାଣନ୍ତୁ.....

    14474
    Jul 28, 2026
  • ଶୋଇବାର କେତେ ସମୟ ପୂର୍ବରୁ ପିଇବେ ପାଣି ଜାଣନ୍ତୁ.....

    16098
    Jul 27, 2026

ବାଣିଜ୍ୟ

ବେଦାନ୍ତ ଆଲୁମିନିୟମ କୋଇଲା ଖଣି ପ୍ରକଳ୍ପ ବିଦ୍ୟା ଜରିଆରେ ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଗ୍ରାମୀଣ ଶିକ୍ଷାକୁ ସୁଦୃଢ଼ କରୁଛି

ପାଠପଢାକୁ ଉନ୍ନତ କରିବା, ଶିକ୍ଷକଙ୍କୁ ସମର୍ଥନ କରିବା ଏବଂ ଶିକ୍ଷାଗତ ସମ୍ବଳକୁ ମଜବୁତ କରିବା ଦ୍ୱାରା ୨୫,୦୦୦ ଛାତ୍ରଛାତ୍ରୀ ଏହା ଦ୍ୱାରା ଉପକୃତ ହୋଇଛନ୍ତି

ଭୁବନେଶ୍ୱର ୦୪/୦୮/୨୦୨୬ : ଭାରତର ସର୍ବବୃ ...

  • ବେଦାନ୍ତ ଆଲୁମିନିୟମ ସମର୍ଥିତ ଯୁବ ତୀରନ୍ଦାଜ ୩ଟି ସ୍ୱର୍ଣ୍ଣ ପଦକ ଜିତିବା ସହିତ ସିବିଏସ୍ଇ ଜାତୀୟ ପର୍ଯ୍ୟାୟ ପାଇଁ ଯୋଗ୍ୟତା ଅର୍ଜନ କରିଛନ୍ତି

    14434
    Aug 01, 2026
  • ଏକ୍ଜିମ ବ୍ୟାଙ୍କ ଭୁବନେଶ୍ୱରରେ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାପନ କରିବ, ଓଡ଼ିଶାର ରପ୍ତାନିକାରୀଙ୍କ ସହିତ ନିଜର ନିୟୋଜନତାକୁ ଗଭୀର କରିବ

    14603
    Jul 31, 2026
  • ବେଦାନ୍ତ ଆଲୁମିନିୟମ କୋଇଲା ଖଣି ଝାରସୁଗୁଡା ଏବଂ ସୁନ୍ଦରଗଡ଼ ଜିଲ୍ଲାରେ ଦିବ୍ୟାଙ୍ଗଙ୍କ ପାଇଁ ସହାୟତାକୁ ବ୍ୟାପକ କରିଛି

    14251
    Jul 29, 2026
  • କ୍ରମ୍ପଟନ ପମ୍ପ୍‌ସ୍‌ ରଥ ଯାତ୍ରାରେ ‘ବିଶ୍ୱସନୀୟ ପ୍ରଦର୍ଶନ’ ବାର୍ତ୍ତାକୁ ନୂଆ ରୂପରେ ଉପସ୍ଥାପନ କଲା

    15048
    Jul 28, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • E20 ପେଟ୍ରୋଲ୍ ବନ୍ଦ କରି ଶୁଦ୍ଧ ପେଟ୍ରୋଲ୍ ବିକ୍ରି କରିବେ ସରକାର !

    14741
    Aug 04, 2026
  • ସୁର୍ପଣଖା ଚରିତ୍ର ହିଁ କାହିଁକି?

    15667
    Aug 05, 2026
  • ଛତିଶଗଡ଼ ପରେ ମହାରାଷ୍ଟ୍ରରେ ବ୍ୟାନ ହେଲା ଆନାଲଗ ପନିର

    14939
    Aug 05, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In