Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Sunday, October 18, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ...

  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ...

  • ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ...

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ...

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ...

  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ...

  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ...

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ...

  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ...

ଦେଶ-ଦେଶାନ୍ତର
Home ›› ଦେଶ-ଦେଶାନ୍ତର ››ବନ୍ୟା ଜଳରେ ନଷ୍ଟ ହେଲା ବ୍ୟାଙ୍କର ୪୦୦ କୋଟି

ବନ୍ୟା ଜଳରେ ନଷ୍ଟ ହେଲା ବ୍ୟାଙ୍କର ୪୦୦ କୋଟି

2023-10-31 18:05:35
14531
Share:
Facebook
Twitter
E-Mail
WhatsApp
Telegram
ବନ୍ୟା ଜଳରେ ନଷ୍ଟ ହେଲା ବ୍ୟାଙ୍କର ୪୦୦ କୋଟି

ମହାରାଷ୍ଟ୍ରର ନାଗପୁରପୁ ସ୍ଥିତ ଏକ ବ୍ୟାଙ୍କରେ ନାଗ ନଦୀର ବନ୍ୟା ପାଣି ପଶିଯିବାରୁ ପ୍ରାୟ ୪୦୦ କୋଟି ଟଙ୍କା ନଷ୍ଟ ହୋଇଯାଇଛି। ବର୍ତ୍ତମାନ ଏହି ମାମଲାର ତଦନ୍ତ ଆରମ୍ଭ ହୋଇସାରିଛି। ଘଟଣା ସମ୍ପର୍କରେ ରିଜର୍ଭ ବ୍ୟାଙ୍କ ଅଫ ଇଣ୍ଡିଆକୁ ଅବଗତ କରାଯାଇଛି।

ସୂଚନା ଅନୁସାରେ, ସେପ୍ଟେମ୍ବର ୨୪ରେ ନାଗପୁରର ନାଗ ନଦୀରେ ବନ୍ୟା ଆସିଥିଲା। ଏକାଧିକ କୋଠାବାଡ଼ିକୁ ଜଳମଗ୍ନ କରିଦେଇଥିଲା ବନ୍ୟା ଜଳ। ଏଥିରେ ସୀତବୁଲଦି ଅଞ୍ଚଳରେ ଥିବା ବ୍ୟାଙ୍କ ଅଫ୍ ମହାରାଷ୍ଟ୍ର(BoM) ଶାଖା ମଧ୍ୟ ପ୍ରଭାବିତ ହୋଇଥିଲା। ବ୍ୟାଙ୍କରେ ନୋଟ୍ ରହୁଥିବା କୋଠରୀକୁ ମାଡ଼ି ଯାଇଥିଲା ପାଣି। ଫଳରେ ନୋଟ୍ ରହିଥିବା ବାକ୍ସ ପାଣିରେ ବୁଡ଼ି ଯାଇଥିଲା। ଏହାପରେ ପାଣି ବାହାର କରିବା ପାଇଁ ଗୋଟିଏ ଦିନର ସମୟ ଲାଗିଥିଲା।

ଏଥିରେ ଥିବା ଟଙ୍କାଗୁଡିକ୍ ଖରାପ ହୋଇଯାଇଥିଲା। ଏନେଇ ବ୍ୟାଙ୍କ୍ ପକ୍ଷରୁ ଆରବିଆଇକୁ ସୂଚନା ଦିଆଯାଇଥିଲା। ଆରବିଆଇ ଟିମ୍ ବ୍ୟାଙ୍କରେ ପହଞ୍ଚି ନୋଟ୍‌ଗୁଡ଼ିକ ଯାଞ୍ଚ କରିଥିଲେ ଓ କ୍ଷତିଗ୍ରସ୍ତ ନୋଟକୁ ସଂଗ୍ରହ କରିଥିଲେ।


Powered by Froala Editor

Tags bank

Related articles Odisha News Lens 4.1

  • ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ
    ଦେଶ-ଦେଶାନ୍ତର

    ସେନାକୁ ବଡ଼ ଧରଣର ସଫଳତା: ଦୁଇ ଆତଙ୍କବାଦୀ ନିହତ

    14855
    Oct 17, 2026
  • ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ
    ଦେଶ-ଦେଶାନ୍ତର

    ୫ ଦିନ ଭିତରେ ପ୍ରେସ୍ ସଚିବ କେଟି ଜାକାରିଆଙ୍କୁ ପଦରୁ ହଟାଇଲେ ଟ୍ରମ୍ପ

    13802
    Oct 18, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ
    ଦେଶ-ଦେଶାନ୍ତର

    ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14245
    Oct 17, 2026
  •  ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ
    ଦେଶ-ଦେଶାନ୍ତର

    ୨୩ରେ ଇଡି କାର୍ଯ୍ୟାଳୟରେ ଉପସ୍ଥିତ ରହିବାକୁ ପିନାରାଇ ବିଜୟନ୍‌ଙ୍କୁ ଇଡି ସମନ

    14941
    Oct 18, 2026
  • ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ
    ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13941
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର
    ଦେଶ-ଦେଶାନ୍ତର

    ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13762
    Oct 17, 2026
  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା
    ବିଶେଷ

    ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14191
    Oct 18, 2026
  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ
    ମନୋରଞ୍ଜନ

    ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15532
    Oct 17, 2026
  • ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ
    ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14968
    Oct 17, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଟାରିଫ୍ ନିୟମ କୋହଳ: ଭାରତ ଉପରେ ଲାଗିବନି ୧୦୦ ପ୍ରତିଶତ ଶୁଳ୍କ

    14968
    Oct 17, 2026
  • ଦେଶ-ଦେଶାନ୍ତର

    ଇଣ୍ଟରନେଟ୍ ବ୍ୟବହାର ପ୍ରତ୍ୟେକ ବ୍ୟକ୍ତିଙ୍କର ଏକ ମୌଳିକ ଅଧିକାର: ସୁପ୍ରିମକୋର୍ଟ

    13941
    Oct 17, 2026
  • ଦେଶ-ଦେଶାନ୍ତର

    ଦୁର୍ଗା ପୂଜା ମଣ୍ଡପରେ ଦଳାଚକଟାରେ ୧୯ ଜଣଙ୍କ ମୃତ୍ୟୁ, ୭ ଗିରଫ

    13762
    Oct 18, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17193
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17887
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17833
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18257
    Sep 06, 2023

ବିଶେଷ

  • ଏହି ପାଣି ପିଅନ୍ତୁ ରହିବ ପେଟ ଥଣ୍ଡା

    14191
    Oct 18, 2026
  • କୌଣସି କାରଣ ନଥାଇ ଘରେ ହେଉଛି କି ଝଗଡ଼ା, କରନ୍ତୁ ଏହି ଉପାୟ....

    15226
    Oct 16, 2026
  • ମୂଳାଷ୍ଟମୀ କାହିଁକି ହୁଏ ପାଳନ, କ'ଣ ରହିଛି ତାତ୍ପର୍ଯ୍ୟ ଜାଣନ୍ତୁ.....

    14683
    Oct 06, 2026
  • କେଶ ପାଇଁ ବ୍ୟବହାର କରନ୍ତୁ ଅଣ୍ଡା ତେଲ

    14783
    Oct 04, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    15785
    Sep 29, 2026

ବାଣିଜ୍ୟ

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

କଳାହାଣ୍ଡିରେ ୩୩୮ଟି ବିଦ୍ୟୁତ୍ ଚାଳିତ ସ୍ପ୍ରେୟର ବଣ୍ଟନ ମାଧ୍ୟମରେ କୃଷି ଯାନ୍ତ୍ରିକୀକରଣକୁ ଆଗକୁ ବଢ଼ାଉଛି ପ୍ରକଳ୍ପ ସଙ୍ଗମ

ଭୁବନେଶ୍ୱର;୧୬, ୨୦୨୬: ସ୍ଥାୟୀ ଗ୍ରାମୀଣ ବିକାଶ ପ୍ରତି ନିଜର ପ୍ରତିବଦ୍ଧ ...

  • କଳାହାଣ୍ଡି ଓ ରାୟଗଡ଼ାରେ ନିର୍ଭରଯୋଗ୍ୟ ଆଲୋକ ଓ ପାନୀୟ ଜଳ ବ୍ୟବସ୍ଥା ପାଇଁ ବେଦାନ୍ତ ଆଲୁମିନିୟମ୍ ଦ୍ୱାରା ସୌର ଭିତ୍ତିଭୂମି ସ୍ଥାପନ

    14620
    Oct 15, 2026
  • BSE ସେନ୍‌ସେକ୍ସ ୧୧୦୯ ପଏଣ୍ଟ ବଢ଼ିଲା

    13987
    Oct 14, 2026
  • ବେଦାନ୍ତ ଆଲୁମିନିୟମ ୧୦୦ରୁ ଅଧିକ ଏସ୍ଏଚ୍‍ଜି ମହିଳାମାନଙ୍କୁ ଲାଞ୍ଜିଗଡ଼ରେ ମାଣ୍ଡିଆ ଭିତ୍ତିକ ଉଦ୍ୟୋଗୀ ସୁବିଧା ଯୋଗାଇ ଦେଇଛି

    15105
    Oct 09, 2026
  • ଡଲାର ତୁଳନାରେ ଟଙ୍କା ବିନିମୟ ଦୁର୍ବଳ

    15814
    Oct 08, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ‘ଆର୍ସି-୧୭’ରେ ରାମ ଚରଣଙ୍କ ସହ ସ୍କ୍ରିନ୍ ଶେୟାର୍ କରିବେ ସାରା ଅର୍ଜୁନ

    15532
    Oct 17, 2026
  • ଆମେରିକାରେ ୩୦ ହଜାର ଭାରତୀୟ ଶ୍ରମିକ ଛାଡିଲେଣି ଚାଷ କାମ

    14245
    Oct 17, 2026
  • ୭୫ ବର୍ଷ ବୃଦ୍ଧଙ୍କ ସହ ନିର୍ବନ୍ଧ କଲେ ୩୦ ବର୍ଷୀୟ ବ୍ଲଗର

    13762
    Oct 17, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In