Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, April 15, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ...

  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ...

  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ...

  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ...

  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ...

  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ...

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ...

  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ...

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ...

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ...

ବିଶେଷ
Home ›› ବିଶେଷ ››ସ୍ବାମୀ ଯେତେ ବିଶ୍ବସ୍ତ ହେଲେ ବି କହନ୍ତୁ ନାହିଁ ଗୋପନ କଥା

ସ୍ବାମୀ ଯେତେ ବିଶ୍ବସ୍ତ ହେଲେ ବି କହନ୍ତୁ ନାହିଁ ଗୋପନ କଥା

2023-11-01 05:34:11
15734
Share:
Facebook
Twitter
E-Mail
WhatsApp
Telegram
ସ୍ବାମୀ ଯେତେ ବିଶ୍ବସ୍ତ ହେଲେ ବି କହନ୍ତୁ ନାହିଁ ଗୋପନ କଥା

ଭାରତୀୟ ଜନମାନସରେ ଚାଣକ୍ୟ ତାଙ୍କର ନୀତି ଲାଗି ଅତ୍ୟନ୍ତ ଆଦରଣୀୟ।  ପ୍ରାଚୀନ ଭାରତର  ଅର୍ଥନୀତିଜ୍ଞ, ଦାର୍ଶନିକ ତଥା ପରାମର୍ଶଦାତା ମହର୍ଷି ଚାଣକ୍ୟ କୌଟିଲ୍ୟ ଏବଂ ବିଷ୍ଣୁଗୁପ୍ତ ନାମରେ ବି ବେଶ ପରିଚିତ। ପୁଣି କାଳଜୟୀ ଗ୍ରନ୍ଥ ‘ଅର୍ଥଶାସ୍ତ୍ର’ର ରଚୟିତା ସେ।

ନିଜ ଜୀବନ ଓ ଦର୍ଶନକୁ ନେଇ ବହୁ କଥା ଲେଖି ଯାଇଛନ୍ତି ଚାଣକ୍ୟ । ଅନେକ ସମୟରେ ପଥହରା ଲୋକଟିଏ ପାଇଁ ଚାଣକ୍ୟଙ୍କ ବାଣୀ ପଥ ଦେଖାଇବାରେ ସହାୟ ହୋଇଥାଏ। ତେବେ ମହାନ ଜ୍ଞାନୀ ଚାଣକ୍ୟଙ୍କ ହିସାବରେ ସ୍ବାମୀ ଯେତେ ବିଶ୍ବସ୍ତ ହେଲେ ବି ପତ୍ନୀଙ୍କୁ ୩ଟି କଥା ତାଙ୍କଠାରୁ ଗୋପନ ରଖିବା ଉଚିତ। 

ସ୍ବାମୀଙ୍କୁ କିଛି ମହିଳା ଏତେ ବିଶ୍ବାସ କରିପକାନ୍ତି ଯେ ତାଙ୍କ ସମ୍ମୁଖରେ ନିଜ ବାପଘରରର ଗୁମର ବି କହିବାର କୁଣ୍ଠା କରନ୍ତି ନାହିଁ। ମାତ୍ର ଏପରି କରିବାକୁ ଚାଣକ୍ୟ ବାରଣ କରିଛନ୍ତି। ସେ କହିଛନ୍ତି କି ସ୍ବାମୀ ଯେତେ ବିଶ୍ବ‌ାସଯୋଗ୍ୟ ହେଲେ ବି ତାଙ୍କ ସମ୍ମୁଖରେ କେବେ ବାପଘରର ଗୋପନ କଥା କହନ୍ତୁ ନାହିଁ। ସମୟ ଆସିଲେ ଆପଣ ଏଥିପାଇଁ ଅସୁବିଧାରେ ପଡ଼ିପାରନ୍ତି। 

ପତ୍ନୀମାନେ ଘରର ଲକ୍ଷ୍ମୀ ହୋଇଥାନ୍ତି। ସେମାନଙ୍କୁ ଖାଲିଟାରେ ଲକ୍ଷ୍ମୀ କୁହାଯାଏ ନାହିଁ, ତାହା ପଛରେ ବି କାରଣ ରହିଛି। ପୁରୁଷ ଲୋକ ଟଙ୍କା ଖର୍ଚ୍ଚ କରିବା ବେଳେ ସେତେ ଚିନ୍ତା କରନ୍ତିନି ଯେତେ ଜଣେ ନାରୀ କରେ। ନାରୀମାନଙ୍କ ଦ୍ବାରା ସଞ୍ଚୟ ଭଲ ହୁଏ। ହେଲେ ମନେ ରଖନ୍ତୁ ସମସ୍ତ ସଞ୍ଚୟ ବିଷୟରେ ନିଜ ସ୍ବାମୀଙ୍କୁ କହିବା ଅନୁଚିତ। ଏପରି କିଛି ସଞ୍ଚିତ ଗୁପ୍ତ ଧନ ରଖନ୍ତୁ, ଯାହାକୁ ଆବଶ୍ୟକ ସମୟରେ ପରିବାର ପାଇଁ କାଢ଼ିବେ।

ମହିଳାମାନେ ଦାନ, ଧର୍ମରେ ବିଶ୍ବାସ କରନ୍ତି। ମ‌ାତ୍ର ଅଧିକାଂଶ ପୁରୁଷ ଏହାକୁ ବିରୋଧ କରିଥାନ୍ତି। ମହିଳାମାନେ ଯେଉଁ ଦାନ କରନ୍ତି ତାହା ପୁରୁଷମାନଙ୍କୁ କହିବା ଅନୁଚିତ। ନହେଲେ ତାହାର ମୂଲ୍ୟ ହ୍ରାସ ପାଇଥାଏ।

Powered by Froala Editor

Tags Chanakya bani

Related articles Odisha News Lens 4.1

  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା
    ଦେଶ-ଦେଶାନ୍ତର

    ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15558
    Apr 13, 2026
  • ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା
    ଦେଶ-ଦେଶାନ୍ତର

    ହର୍ମୁଜକୁ ଅବରୋଧ ପାଇଁ ବିଧ୍ୱଂସକ ଜାହାଜ ମୁତୟନ କଲା ଆମେରିକା

    15692
    Apr 14, 2026
  •  ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ
    ବିଶେଷ

    ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15246
    Apr 13, 2026
  • ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ
    ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14999
    Apr 13, 2026
  • ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ
    ଦେଶ-ଦେଶାନ୍ତର

    ବିହାରର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ

    13580
    Apr 15, 2026
  • ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ
    ଦେଶ-ଦେଶାନ୍ତର

    ଆମେରିକା ଓ ଇଣ୍ଡୋନେସିଆରେ ଶକ୍ତିଶାଳୀ ଭୂମିକମ୍ପ

    15477
    Apr 14, 2026
  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ
    ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14441
    Apr 13, 2026
  • ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା
    ଦେଶ-ଦେଶାନ୍ତର

    ଶ୍ରମିକମାନଙ୍କ ପାଇଁ ବଡ଼ ନିଷ୍ପତ୍ତି : ମଜୁରୀ ୨୧% ବୃଦ୍ଧି ଘୋଷଣା

    13626
    Apr 14, 2026
  • ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ
    ଦେଶ-ଦେଶାନ୍ତର

    ସିବିଏସଇଦଶମ ବୋର୍ଡ ପରୀକ୍ଷା ଫଳ ପ୍ରକାଶିତ

    15182
    Apr 15, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଦରମା ବଢାଇବା ଦାବିରେ କର୍ମଚାରୀଙ୍କ ହିଂସାତ୍ମକ ରୂପ

    14999
    Apr 13, 2026
  • ଦେଶ-ଦେଶାନ୍ତର

    ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14441
    Apr 13, 2026
  • ଦେଶ-ଦେଶାନ୍ତର

    ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15022
    Apr 15, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17417
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17474
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17831
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16302
    Apr 03, 2021

ବିଶେଷ

  • ଅକ୍ଷୟ ତୃତୀୟାରେ କରନ୍ତୁ ମାନସିକ ଜପ, ମିଳିବ ଖାଲି ଲାଭ

    15246
    Apr 13, 2026
  • ଫ୍ରିଜରୁ ବହୁତ ଥଣ୍ଡା ପାଣି ପିଇବା ଦ୍ଵାରା ହୋଇଥାଏ ଏହି କ୍ଷତି

    15964
    Apr 12, 2026
  • ଅମୃତଭଣ୍ଡାର ଆଶ୍ଚର୍ଯ୍ୟକାରୀ ଫାଇଦା ବିଷୟରେ ଜାଣନ୍ତୁ.....

    14671
    Apr 11, 2026
  • କିଡ୍‌ନୀକୁ ସୁସ୍ଥ ରଖିବାର ଉପାୟ ଜାଣନ୍ତୁ....

    15650
    Apr 09, 2026
  • ଭାଙ୍ଗି ଯାଇଥିବା କାଚ ଘରେ ରଖିବା ଶୁଭଙ୍କର ନୁହେଁ

    14503
    Apr 08, 2026

ବାଣିଜ୍ୟ

ଉଛୁଳିଛି ସେୟାର ବଜାର, ସୁନା ଦର ବୃଦ୍ଧି

ଆମେରିକା ସେନା ଇରାନ ଛାଡ଼ିବା ନେଇ ଟ୍ରମ୍ପଙ୍କ ଘୋଷଣା ପରେ ଉଛୁଳିଛି ସେୟାର ବଜାର ।  ବଜାର ଖୋଲିବାରୁ ସେନ୍‌ସେକ୍ସ ୧,୬୦୦ ପଏଣ୍ଟ୍ ବୃଦ୍ଧି ପାଇଥିଲା ପରେ ଏହା ୧୮୦୦ ପଏଣ୍ଟ ବୃଦ୍ଧି ପାଇଛି । ସେହିପରି ନିଫ୍ଟି ୫୦୦ ପଏଣ୍ଟ୍ ଉପରକୁ ଉଠିଛି । ନିଫ୍ଟି ୨୨ ହଜାର ୮୦୦ ପଏଣ୍ଟ ଉପରେ ରହିଥିବା ବେଳେ ସେନସେକ୍ସ ୭ ...

  • ସୁନା୬,୭୦୦ ଟଙ୍କା କମିଲା

    15334
    Mar 23, 2026
  • ପ୍ରିମିୟମ୍ ପେଟ୍ରୋଲ ୨ଟଙ୍କା ବଢ଼ିଲା

    15066
    Mar 22, 2026
  • ସୁନାରେ ବଡ଼ ହ୍ରାସ, ମଧ୍ୟବିତ୍ତଙ୍କ ପାଇଁ ଖୁସି

    15567
    Mar 22, 2026
  • ୨୭୮୦ ଟଙ୍କା ଶସ୍ତା ହେଲା ସୁନା

    13865
    Mar 20, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ବଡ଼ ଧରଣର ପ୍ରଶ୍ନପତ୍ର ଲିକ୍ ଘଟଣା, ୧୫୯ ଗିରଫ

    14441
    Apr 13, 2026
  • ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଟ୍ରମ୍ପ ମୋଦୀଙ୍କ ଆଲୋଚନା

    15022
    Apr 15, 2026
  • ଆଇଏମ୍‌ଡିର ପୂର୍ବାନୁମାନ : ଚଳିତ ବର୍ଷ ସ୍ବାଭାବିକଠାରୁ କମ୍ ବର୍ଷା

    15558
    Apr 13, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In