Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Tuesday, February 10, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ସରକାରଙ୍କ ବଜେଟ୍ ଦିଗହୀନ, ଏମିତି କାହିଁକି ...

  • ୩୧ ବର୍ଷ ପୁରୁଣା ମାମଲାରେ ପପୁ ଯାଦବଙ୍କୁ ...

  • ଶେଷ ପର୍ଯ୍ୟାୟରେ ରାଜନୈତିକ ପ୍ରଚାର, ୧୨ରେ ...

  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ...

  • ବହୁମତରେ ଲିବରାଲ ଡେମୋକ୍ରାଟିକ୍ ପାର୍ଟିର ...

  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

Home ›› ››ବିକାଶ କ୍ଷେତ୍ରରେ ଯୋଡିହେବ ନୂଆ ଫର୍ଦ୍ଦ, କଳାହାଣ୍ଡି ଯିବେ ନବୀନ

ବିକାଶ କ୍ଷେତ୍ରରେ ଯୋଡିହେବ ନୂଆ ଫର୍ଦ୍ଦ, କଳାହାଣ୍ଡି ଯିବେ ନବୀନ

2023-11-01 06:20:18
13485
Share:
Facebook
Twitter
E-Mail
WhatsApp
Telegram
ବିକାଶ କ୍ଷେତ୍ରରେ ଯୋଡିହେବ ନୂଆ ଫର୍ଦ୍ଦ, କଳାହାଣ୍ଡି ଯିବେ ନବୀନ

ଭୁବନେଶ୍ୱର : କଳାହାଣ୍ଡି ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କଳାହାଣ୍ଡି ବିକାଶ କ୍ଷେତ୍ରରେ ଯୋଡିହେବ ଆଉ ଏକ ନୂଆ ଫର୍ଦ୍ଦ । କଳାହାଣ୍ଡିର ପ୍ରତିଷ୍ଠା ଦିବସ ଅବସରରେ ଜିଲ୍ଲାକୁ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ । ଏହି ଅବସରରେ  କଳାହାଣ୍ଡି ଜିଲ୍ଲାବାସୀଙ୍କୁ ଅନେକ ଉନ୍ନୟନ ପ୍ରକଳ୍ପର ଭେଟି ଦେବା ସହ ଭିତ୍ତିପ୍ରସ୍ତର ସ୍ଥାପନ କରିବେ ।  

 ସକାଳ ୧୧ ଟା ୩୦ ମିନିଟ୍‌ରେ ହେଲିକପ୍ଟର ଯୋଗେ ମୁଖ୍ୟମନ୍ତ୍ରୀ ରେଣ୍ଡୋ ମାଝି ମେଡିକାଲ କଲେଜ ପରିସରରେ ହେଲିକପ୍ଟର ଯୋଗେ ଓହ୍ଲାଇବେ । ଏହାପରେ ନବ ନିର୍ମିତ ରେଣ୍ଡୋ ମାଝୀ ମେଡିକାଲ କଲେଜର ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ । ଏହାପରେ ୧୧ ଟା ୫୦ ମିନିଟରେ କଳାହାଣ୍ଡି ବିଶ୍ୱବିଦ୍ୟାଳୟରେ ପହଞ୍ଚିବେ । ନବ ନିର୍ମିତ ଅତ୍ୟାଧୁନିକ ଭବାନୀପାଟଣା ବସଷ୍ଟାଣ୍ଡର ଲୋକାର୍ପଣ କରିବେ । ଏଥିସହ ଲକ୍ଷ୍ମୀ ଯୋଜନାରେ ଲକ୍ଷ୍ମୀ ବସ୍‌କୁ ପତାକା ଦେଖାଇ ଶୁଭାରମ୍ଭ ମଧ୍ୟ କରିବେ । ସେଠାରେ ଏକ ସଭାରେ କଳାହାଣ୍ଡି ବାସୀଙ୍କୁ ସମ୍ବୋଧନ ଦେବେ । ଏହାସହିତ ବିଭିନ୍ନ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ଉଦ୍‌ଘାଟନ କରିବାର କାର୍ୟ୍ୟକ୍ରମ ରହିଛି ।ଉତ୍‌କେଲା ବିମାନବନ୍ଦରରୁ ୧ ଟା ୩୫ ମିନିଟରେ ଭୁବନେଶ୍ୱର ଅଭିମୁଖେ ଉଡାଣ ଭରିବେ ।

Powered by Froala Editor

Tags Naveen pattanaik

Related articles Odisha News Lens 4.1

  • ସରକାରଙ୍କ ବଜେଟ୍ ଦିଗହୀନ, ଏମିତି କାହିଁକି କହିଲେ ଅଖିଳେଶ ଜାଣନ୍ତୁ....
    ଦେଶ-ଦେଶାନ୍ତର

    ସରକାରଙ୍କ ବଜେଟ୍ ଦିଗହୀନ, ଏମିତି କାହିଁକି କହିଲେ ଅଖିଳେଶ ଜାଣନ୍ତୁ....

    15382
    Feb 10, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ
    ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14945
    Feb 09, 2026
  • ୩୧ ବର୍ଷ ପୁରୁଣା ମାମଲାରେ ପପୁ ଯାଦବଙ୍କୁ ମିଳିଲା ଜାମିନ
    ଦେଶ-ଦେଶାନ୍ତର

    ୩୧ ବର୍ଷ ପୁରୁଣା ମାମଲାରେ ପପୁ ଯାଦବଙ୍କୁ ମିଳିଲା ଜାମିନ

    14271
    Feb 10, 2026
  • ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”
    ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14457
    Feb 09, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା
    ବିଶେଷ

    ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15257
    Feb 09, 2026
  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback
    ମନୋରଞ୍ଜନ

    ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    14212
    Feb 09, 2026
  • ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା
    ଦେଶ-ଦେଶାନ୍ତର

    ଗେମ୍ ପାଇଁ ବଢ଼ିଗଲା ବ୍ଲଡ୍ ପ୍ରେସର, ଫାଟିଗଲା ଯୁବକଙ୍କ ମୁଣ୍ଡ ଶିରା

    13630
    Feb 09, 2026
  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....
    ବିଶେଷ

    ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14286
    Feb 10, 2026
  • ଶେଷ ପର୍ଯ୍ୟାୟରେ ରାଜନୈତିକ ପ୍ରଚାର, ୧୨ରେ ଭୋଟ
    ଦେଶ-ଦେଶାନ୍ତର

    ଶେଷ ପର୍ଯ୍ୟାୟରେ ରାଜନୈତିକ ପ୍ରଚାର, ୧୨ରେ ଭୋଟ

    15125
    Feb 10, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ଓଟ ପାଇଁ ହେବ “କ୍ୟାମେଲ ପାସପୋର୍ଟ”

    14457
    Feb 09, 2026
  • ବାଣିଜ୍ୟ

    ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14945
    Feb 09, 2026
  • ଦେଶ-ଦେଶାନ୍ତର

    ଶେଷ ପର୍ଯ୍ୟାୟରେ ରାଜନୈତିକ ପ୍ରଚାର, ୧୨ରେ ଭୋଟ

    15125
    Feb 10, 2026

Advertisement

ସଂସ୍କୃତି

ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

ଭୁବନେଶ୍ୱର: ରାଜଧାନୀର ଭଞ୍ଜକଳା ମଣ୍ଡପଠାରେ ଡିଜିଟାଲ ଗଣମାଧ୍ୟମ ଜଗତରେ ସ୍ୱତନ୍ତ୍ର ପରିଚିତି ହାସଲ କରିଥିବା ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର ପାଳିତ ହୋଇଛି। କ୍ରୀଡ଼ା, ଯୁବ ବ୍ୟାପାର, ଭାଷା ଓ ସଂସ୍କୃତି ଏବଂ ଉଚ୍ଚ ...

  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17328
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17401
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    17746
    Sep 06, 2023
  • ୮୫ ତମ ଉତ୍କଳ ଦିବସ

    16221
    Apr 03, 2021

ବିଶେଷ

  • ତଳିପାଦ ଦେଖି ରୋଗ ବିଷୟରେ ଜାଣନ୍ତୁ .....

    14286
    Feb 10, 2026
  • ଅଜୀର୍ଣ୍ଣ ସମସ୍ୟା ଥିଲେ, କରନ୍ତୁ ଏହା

    15257
    Feb 09, 2026
  • ଗୋଲାପ ଦିବସ

    15948
    Feb 07, 2026
  • ହଳଦୀ ପାଣିରୁ ଆରମ୍ଭ କରନ୍ତୁ ଦିନ, ମିଳିଥାଏ ଚମତ୍କାରୀ ଲାଭ

    15819
    Feb 06, 2026
  • ଭୃଷଙ୍ଗ ପତ୍ରରେ ଅଛି ଆଶ୍ଚର୍ଯ୍ୟଜନକ ଫାଇଦା, ଜାଣନ୍ତୁ କିପରି କରିବେ ବ୍ୟବହାର

    16163
    Feb 04, 2026

ବାଣିଜ୍ୟ

୧ ଏପ୍ରିଲରୁ ନୂତନ ଆୟକର ଆଇନ

୧ ଏପ୍ରିଲ, ୨୦୨୬ରୁ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଆୟକର ବିଭାଗ ଡ୍ରାଫ୍ଟ ଆୟକର ନିୟମ, ୨୦୨୬ ସହିତ ଡ୍ରାଫ୍ଟ ଟିକସ ରିଟର୍ନ ଫର୍ମ ପ୍ରକାଶ କରିଛି, ଯାହା ପ୍ରଥମ ଥର ପାଇଁ ନୂତନ ଆୟକର ଆଇନ, ୨୦୨୫ ପ୍ରକୃତରେ କିପରି କାମ କରିବ ତାହାର ଏକ ସ୍ପଷ୍ଟ ଚିତ୍ର ପ୍ରଦାନ କରିଛି।

ଦେଶରେ ବର୍ତ୍ତମାନର ଟିକସ ଆଇନ ୧୯୬୧ରୁ ...

  • ଓଡ଼ିଶା ଆପାର୍ଟମେଣ୍ଟ ମାଲିକାନା ଓ ପରିଚାଳନା ଆଇନ, ୨୦୨୩ ଅଧୀନରେ ଋୟାଲ ଆର୍କେଡ, ଭୁବନେଶ୍ୱର ଏକ ମାନଦଣ୍ଡ ସ୍ଥାପନ କଲା

    14867
    Feb 08, 2026
  • ଭୁଶୁଡିଲା ସେୟାର ମାର୍କେଟ

    14451
    Feb 01, 2026
  • ହିମାଳୟ ୱେଲ୍‌ନେସ୍‌ ଏବଂ ଆର୍‌ସିବି ମହିଳା ଟିମ୍‌ ଭାରତର ଭବିଷ୍ୟତ ମହିଳା କ୍ରିକେଟର ଗଢିତୋଳିବାକୁ ହାତ ମିଳାଇଲେ

    16060
    Jan 28, 2026
  • ଆମୱେ ଇଣ୍ଡିଆ ତ୍ୱଚା, କେଶ ଓ ନଖ ସ୍ୱାସ୍ଥ୍ୟକୁ ସମର୍ଥନ କରୁଥିବା ନୁ୍ୟଟ୍ରିଲାଇଟ୍‌ ବାୟୋଟିନ୍‌ ସି ପ୍ଲସ୍‌ (ଜିଙ୍କ୍‌ ଓ ବେଟା କାରୋଟିନ୍‌) ପ୍ରଚଳନ କଲା

    15336
    Jan 22, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଅବସର ଘୋଷଣା କରିବା ପରେ ଅରିଜିତ୍ ଙ୍କ Comeback

    14212
    Feb 09, 2026
  • ୩୧ ବର୍ଷ ପୁରୁଣା ମାମଲାରେ ପପୁ ଯାଦବଙ୍କୁ ମିଳିଲା ଜାମିନ

    14271
    Feb 10, 2026
  • ୧ ଏପ୍ରିଲରୁ ନୂତନ ଆୟକର ଆଇନ

    14945
    Feb 09, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In