Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Friday, August 21, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ...

  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ...

  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ...

  • ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ ...

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ...

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ...

  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ...

  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ...

ରାଜ୍ୟ
Home ›› ରାଜ୍ୟ ›› ନବୀନଙ୍କ ବଡ଼ ନିଷ୍ପତ୍ତି: ଶିକ୍ଷକମାନଙ୍କୁ ଦିଆଯିବ ଟ୍ୟାବ୍‌

ନବୀନଙ୍କ ବଡ଼ ନିଷ୍ପତ୍ତି: ଶିକ୍ଷକମାନଙ୍କୁ ଦିଆଯିବ ଟ୍ୟାବ୍‌

2023-11-01 06:34:48
14795
Share:
Facebook
Twitter
E-Mail
WhatsApp
Telegram
 ନବୀନଙ୍କ ବଡ଼ ନିଷ୍ପତ୍ତି: ଶିକ୍ଷକମାନଙ୍କୁ ଦିଆଯିବ ଟ୍ୟାବ୍‌

ଭୁବନେଶ୍ୱର: ପ୍ରାଥମିକ ଶିକ୍ଷାକୁ ଡିଜିଟାଲାଇଜେସନ୍‌‌ କରିବାକୁ ରାଜ୍ୟ ସରକାର ଅଭିନବ ପଦକ୍ଷେପ ନେଇଛନ୍ତି। ଅନଲାଇନ୍‌‌ରେ ଛାତ୍ରଛାତ୍ରୀଙ୍କୁ ଶିକ୍ଷା ଦେବା ପାଇଁ ଶିକ୍ଷକମାନଙ୍କୁ ଟ୍ୟାବ୍‌ ଦେବାକୁ ନିଷ୍ପତ୍ତି ନେଇଛନ୍ତି। ରାଜ୍ୟରେ ଥିବା ମୋଟ ୯୬, ୭୧୮ ଶିକ୍ଷକଙ୍କୁ ଏହି ଟ୍ୟାବ୍‌ ଦିଆଯିବା ପାଇଁ ଓଡ଼ିଶା ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ପ୍ରକ୍ରିୟା ଆରମ୍ଭ ହୋଇଛି। ଏହାଦ୍ବାରା ୪୧, ୪୪୭ ସ୍କୁଲ ଉପକୃତ ହେବ ବୋଲି ଜଣାଯାଇଛି।

ଶିକ୍ଷାଦାନ କ୍ଷେତ୍ର‌ରେ ଏହି ଟ୍ୟାବ୍‌ ଶିକ୍ଷକମାନଙ୍କୁ ବିଭିନ୍ନ ପ୍ରକାର ସହାୟତା କରିବ। ଏହା ଜରିଆରେ ଶିକ୍ଷକମାନେ ପିଲାଙ୍କ ବୋଧଗମ୍ୟ ହେବା ଭଳି ବିଷୟବସ୍ତୁର ଅଡିଓ-ଭିଡିଓ, ପାୱାର ପଏଣ୍ଟ‌ ପ୍ରେଜେଣ୍ଟେସନ୍‌ ଓ ପିଡିଏଫ୍‌ ତିଆରି କରିପାରିବେ। ସେହିପରି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ୟୁଟ୍ୟୁବ୍‌‌ ଚ୍ୟାନେଲରେ ଥିବା ପାଠ୍ୟ ବିଷୟବସ୍ତକୁ ଏହି ଟ୍ୟାବ୍‌ ଜରିଆରେ ଛାତ୍ରଛାତ୍ରୀଙ୍କୁ ପ୍ରଦର୍ଶିତ କରିପାରିବେ। ଏହାସହ ‘ଦୀକ୍ଷା’, ‘ମଧୁ’, ନିଷ୍ଠା ମଡ୍ୟୁଲ, ଇ-ପାଠଶାଳା ପ୍ରଭୃତିରୁ ବିଷୟବସ୍ତୁ ନେଇ ଶିକ୍ଷାଦାନ କରିବାରେ ଏହି ଟ୍ୟାବ୍‌ ଉପଯୋଗୀ ସାବ୍ୟସ୍ତ ହେବ। ସେହିପରି ଛାତ୍ରଛାତ୍ରୀଙ୍କ ନାମଲେଖା ପ୍ରକ୍ରିୟା ଅନ୍‌‌ଲାଇନ୍‌‌ରେ ହେଉଥିବାରୁ ସେ ଦିଗରେ ମଧ୍ୟ ଶିକ୍ଷକଙ୍କୁ ସୁବିଧା ହେବ। ଏହାସହ ଅନ୍‌‌ଲାଇନ୍‌‌ ବୈଠକ, ଉପସ୍ଥାନ, ଏମ୍‌‌ଡିଏମ୍‌‌ ତଥ୍ୟ ପରି ଅନେକ ଅନ୍‌‌ଲାଇନ୍‌‌ କାର୍ୟ୍ୟ କରିବାକୁ ସେମାନେ ସୁଯୋଗ ପାଇପାରିବେ। ହେଲେ ଶିକ୍ଷକମାନେ କୌଣସି ବ୍ୟକ୍ତିଗତ କାର୍ୟ୍ୟରେ ଏହି ଟ୍ୟାବ୍‌ ବ୍ୟବହାର କରିପାରିବେ ନାହିଁ।

ମିଳିଥିବା ସୂଚନାନୁଯାୟୀ, ମୟୂରଭଞ୍ଜ ଜିଲ୍ଲାକୁ ସର୍ବାଧିକ ୭୫୫୪ଟି ଟ୍ୟାବ୍‌ ପ୍ରଦାନ କରାଯିବ। ଜିଲ୍ଲା ଓ ବ୍ଲକ୍‌ୱାରୀ ସମସ୍ତ ସ୍କୁଲ ଏବଂ ଶିକ୍ଷକଙ୍କ ନାମ ତାଲିକା ଓଡ଼ିଶା ଶିକ୍ଷା କାର୍ୟ୍ୟକ୍ରମ ପ୍ରାଧିକରଣ (ଓସେପା) ପକ୍ଷରୁ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସମଗ୍ର ଶିକ୍ଷା ଅଭିଯାନ ପାଣ୍ଠିରୁ ୮ଇଞ୍ଚ ବିଶିଷ୍ଟ ଟ୍ୟାବ୍‌ ପ୍ରଦାନ କରାଯିବ। ଏହି ଟ୍ୟାବ୍‌ ପ୍ରଦାନ କରିବାକୁ ଏକ ଘରୋଇ ସଂସ୍ଥା ଓକାକ୍‌‌ ଦ୍ୱାରା ଚୟନ କରାଯାଇଥିବା ଜଣାଯାଇଛି। ଟ୍ୟାବ୍‌ ବଣ୍ଟନ ପାଇଁ ବ୍ଲକ ଶିକ୍ଷା ଅଧିକାରୀମାନେ ଦିନ ଧାର୍ୟ୍ୟ କରିବେ। ସମସ୍ତ ପ୍ରକ୍ରିୟାକୁ ଶୃଙ୍ଖଳିତ କରିବାକୁ ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନୁପ ଶାହା ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ଚିଠି ମାଧ୍ୟମରେ ଅବଗତ କରିଛନ୍ତି।

Powered by Froala Editor

Tags state govt take big decession for primery teacher

Related articles Odisha News Lens 4.1

  • ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ
    ଦେଶ-ଦେଶାନ୍ତର

    ଜାମ୍ମୁ-କାଶ୍ମୀରର ସୁରକ୍ଷା ବ୍ୟବସ୍ଥାକୁ ପ୍ରଶଂସା କଲେ ଆମେରିକା ରାଷ୍ଟ୍ରଦୂତ

    14078
    Aug 20, 2026
  • ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ
    ଦେଶ-ଦେଶାନ୍ତର

    ୨୦ ଟଙ୍କା ଲାଞ୍ଚ ନେଇଥିଲେ, ୩୦ ବର୍ଷ ପରେ ହେଲେ ଦୋଷମୁକ୍ତ

    13672
    Aug 20, 2026
  • ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...
    ଦେଶ-ଦେଶାନ୍ତର

    ଜନ୍ତରମନ୍ତର ଆନ୍ଦୋଳନ: ତଦନ୍ତ ପାଇଁ ସୁପ୍ରିମକୋର୍ଟଙ୍କ ୫ ଜଣିଆ ହାଇପାୱାର ଏକ୍ସପର୍ଟ ...

    14522
    Aug 21, 2026
  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର
    ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15025
    Aug 21, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ
    ଦେଶ-ଦେଶାନ୍ତର

    ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14793
    Aug 20, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...
    ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର ...

    13913
    Aug 21, 2026
  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ  ...
    ଦେଶ-ଦେଶାନ୍ତର

    ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ...

    14254
    Aug 20, 2026
  • ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ
    ଦେଶ-ଦେଶାନ୍ତର

    ୟୁକେ ଫେରିବେ ପ୍ରିନ୍ସ ହ୍ୟାରି ଏବଂ ମେଘାନ

    14068
    Aug 20, 2026
  • ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?
    ଦେଶ-ଦେଶାନ୍ତର

    ଗାନ୍ଧୀଙ୍କ ହାତଲେଖା ଚିଠି ବିକ୍ରି ହେଲା ଏତିକି ଟଙ୍କାରେ, ଜାଣନ୍ତୁ କେତେ ?

    14756
    Aug 21, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ଦେଶ-ଦେଶାନ୍ତର

    ପରଲୋକରେ ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାର

    13858
    Aug 21, 2026
  • ବାଣିଜ୍ୟ

    ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    13913
    Aug 21, 2026
  • ବିଶେଷ

    ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15025
    Aug 21, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17045
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17667
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17714
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18112
    Sep 06, 2023

ବିଶେଷ

  • ସ୍ୱାସ୍ଥ ପାଇଁ ମହୋଷଧି ଭୃଷଙ୍ଗ ପତ୍ର

    15025
    Aug 21, 2026
  • ଏହା କଲେ ହେବ ନାହିଁ ଗ୍ୟାସ୍

    15981
    Aug 17, 2026
  • ଟୟେଲେଟ୍ ଯିବାବେଳେ ବଦଳାନ୍ତୁ ଏହିସବୁ ଅଭ୍ୟାସ

    13899
    Aug 16, 2026
  • ରୋଗର ପ୍ରଥମ ସଙ୍କେତ ଦିଏ ଓଠର ରଙ୍ଗ

    14927
    Aug 13, 2026
  • ଝିଅମାନେ କାହିଁକି ଲୁଚାନ୍ତି ତାଙ୍କ ପାଖରେ ଥିବା ଏହି ଗୁଣ ଜାଣନ୍ତୁ....

    14700
    Aug 10, 2026

ବାଣିଜ୍ୟ

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି  ବେଦାନ୍ତର ୧୦୦% ମହିଳା ଅପରେଟର

ଭୁବନେଶ୍ୱର : ଔଦ୍ୟୋଗିକ କାର୍ଯ୍ୟକଳାପର ମୂଳରେ ଥିବା ଦାୟିତ୍ୱ ଗ୍ରହଣ କରି, ଉତ୍ପାଦନ କ୍ଷେତ୍ରର ଭବିଷ୍ୟତକୁ ରୂପ ଦେବାରେ ...

  • ବେଦାନ୍ତ ଆଲୁମିନିୟମ୍ କୋଇଲା ଖଣି: ପ୍ରତିଭାର ଶକ୍ତିରେ ପ୍ରଗତିର ପଥେ

    15843
    Aug 19, 2026
  • ଆଇଟିସି ଆଶୀର୍ବାଦ ସଲ୍ଟ ୬ ଲକ୍ଷ ପିଲାଙ୍କ ଭୋଜନକୁ ଆୟୋଡିନ ପୋଷଣ ଯୋଗାଉଛି

    14000
    Aug 13, 2026
  • ବେଦାନ୍ତ ଆଲୁମିନିୟମ ସମ୍ପ୍ରଦାୟର ଯୋଗଦାନ ମାଧ୍ୟମରେ ବିଶ୍ୱ ଜନଜାତି ଦିବସ ପାଳନ କରିଛି

    14264
    Aug 12, 2026
  • ଆଶୀର୍ବାଦ ଅଟ୍ଟାର ଗୁଣାତ୍ମକ ପରମ୍ପରା ପୁରୀରେ ରଥ ନିର୍ମାଣକୁ ଜୀବନ୍ତ କରି ଗଢିତୋଳିଲା

    14386
    Aug 09, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ନିଟ୍ ପରୀକ୍ଷା ବ୍ୟବସ୍ଥାକୁ ନେଇ ସୁପ୍ରିମକୋର୍ଟଙ୍କୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଦିଆଯାଇଛି ଏହି ସୂଚନା

    14254
    Aug 20, 2026
  • ବୃଦ୍ଧ ବାପା-ମାଆଙ୍କୁ ଅସମ୍ମାନ କଲେ ସମ୍ପତ୍ତିରୁ ବେଦଖଲ

    14793
    Aug 20, 2026
  • ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି

    13913
    Aug 21, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In