Odisha News Lens 4.1

Top Menu

  • About
  • Contact

Main Menu

  • Home
  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ବିଶେଷ
  • ପରିବେଶ
  • ତର୍ଜମା
  • ସଂସ୍କୃତି
READ NEWS IN ENGLISH ( ver.4.2) Wednesday, September 30, 2026, Login
  • About
  • Contact

logo

Header Banner

Odisha News Lens 4.1

  • ରାଜ୍ୟ
  • ରାଜନୀତି
  • ଦେଶ-ଦେଶାନ୍ତର
  • ଜିଲ୍ଲା ପରିକ୍ରମା
  • ଅପରାଧ
  • ମନୋରଞ୍ଜନ
  • ଖେଳ ଖବର
  • ବାଣିଜ୍ୟ
  • ଅନ୍ୟାନ୍ୟ
    • ବିଶେଷ
    • ପରିବେଶ
    • ତର୍ଜମା
    • ସଂସ୍କୃତି
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ ...

  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ...

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ...

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ...

  • ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ...

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ...

  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ...

  • ମନ କି ବାତ୍ କାର୍ୟ୍ୟକ୍ରମରେ ...

ରାଜନୀତି
Home ›› ରାଜନୀତି ››କନ୍ଦାଉଛି ପିଆଜି ଜବାବ ଦିଅ ମୋଦି, ନବୀନ ଓ ରଣେନ୍ଦ୍ର - ୟାସିର

କନ୍ଦାଉଛି ପିଆଜି ଜବାବ ଦିଅ ମୋଦି, ନବୀନ ଓ ରଣେନ୍ଦ୍ର - ୟାସିର

2023-11-01 09:46:16
15592
Share:
Facebook
Twitter
E-Mail
WhatsApp
Telegram
କନ୍ଦାଉଛି ପିଆଜି ଜବାବ ଦିଅ ମୋଦି, ନବୀନ ଓ ରଣେନ୍ଦ୍ର - ୟାସିର

ଭୁବନେଶ୍ୱର  -  ପିଆଜ ଦର ଅହେତୁକ ବୃଦ୍ଧି ପ୍ରତିବାଦରେ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଦେଶ ଛାତ୍ର କଂଗ୍ରେସ ସଭାପତି ୟାସିରଙ୍କ ନେତୃତ୍ୱରେ ରାଜ୍ୟ କୃଷିମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଭୁବନେଶ୍ୱର ସ୍ଥିତ ସରକାରୀ ବାସଭବନକୁ ଗତକାଲି ଘେରାଉ କରାଯାଇଥିଲା । କୃଷିମନ୍ତ୍ରୀ ମନ୍ତ୍ରୀଙ୍କ ବାସଭବନର ସମ୍ମୁଖରେ ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ କିଲୋପ୍ରତି ୨୦ ଟଙ୍କା ଦରରେ ପିଆଜ ବିକ୍ରି କରାଯାଇଥିଲା । ରାସ୍ତାରେ ଯାଉଥିବା ଲୋକମାନେ ଏହି ପିଆଜକୁ କ୍ରୟ କରିଥିଲେ ।

ପ୍ରଦେଶ ଛାତ୍ର କଂଗ୍ରେସ ପକ୍ଷରୁ ଶିଶୁ ଭବନ ଛକଠାରୁ ଏକ ରାଲି କୃଷିମନ୍ତ୍ରୀଙ୍କ ବାସଗୃହ ପର୍ଯ୍ୟନ୍ତ ଆସିଥିଲା ଏବଂ ସେଠାରେ ବିକ୍ଷୋଭ ପ୍ରଦର୍ଶନ ହୋଇଥିଲା । ଏହି ଅବସରରେ ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ ୟାସିର ନୱାଜ କହିଛନ୍ତି ଯେ ଦୁଇକୋଲା ପିଆଜ ହେଲେ ଜଣେ ଓଡ଼ିଆ ଦୁଇମୁଠା ପଖାଳ ଖାଏ । ମାତ୍ର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖମନ୍ତ୍ରୀ ନବୀନ ପଟ୍ଟନାୟକ ଓ କୃଷି ରଣେନ୍ଦ୍ର ପ୍ରତାପ ସ୍ୱାଇଁଙ୍କ ପାଇଁ ଆଜି ପିଆଜ ଦର ଆଜି ଆକାଶଛୁଆଁ । ଲୋକଙ୍କୁ ପିଆଜ କନ୍ଦାଉଛି । ଏହାର ଜବାବ ମୋଦି, ନବୀନ ଓ ରଣେନ୍ଦ୍ର ଦିଅନ୍ତୁ । କେବେ ଟମାଟୋ କିଲୋପ୍ରତି ୩୦୦ ହେଉଛି ତ କେବେ ପିଆଜ ଦର କିଲୋପ୍ରତି ୧୦୦ ଟଙ୍କା ହେଇଯାଉଛି । ଏବେ ବଜାରରେ ପିଆଜ ଦର ୮୦ ଟଙ୍କା । ଦର ନିୟନ୍ତ୍ରଣ ପାଇଁ କେନ୍ଦ୍ର ବା ରାଜ୍ୟ ସରକାରଙ୍କର କୌଣସି ଯୋଜନା ନାହିଁ । ଓଡ଼ିଶାରେ ପିଆଜ ଚାଷୀଙ୍କୁ ପ୍ରୋତ୍ସାହନ ନାହିଁ । ୨୦୧୫ ମସିହାରେ ନବୀନ ସରକାର ପିଆଜ ମିଶନ କଲେ । ଏଥିରେ ୧୨ କୋଟି ୧୨ଲକ୍ଷ ଟଙ୍କା ବ୍ୟୟବରାଦ ହେଲା । ମାତ୍ର ଏବେ ସେ “ପିଆଜ ମିଶନ” ଗଲା କୁଆଡ଼େ? ଏବେ ସରକାର ହିସାବ ଦେଉଛନ୍ତି ଓଡ଼ିଶାରେ ପାଖାପାଖି ୪ଲକ୍ଷ ମେଟ୍ରିକ ଟନ ପିଆଜ ବାର୍ଷିକ ଉତ୍ପାଦନ ହେଉଛି ଏବଂ ୩ଲକ୍ଷ ମେଟ୍ରିକ ଟନ ଦରକାର ପଡ଼ୁଛି । ତେଣୁ ଏହି ପିଆଜକୁ ଚାଷୀ ଶାଗମାଛ ଦରରେ ଅମଳ ସମୟରେ ବିକି ଦେଉଛି । ରାଜ୍ୟ ବାହାରକୁ ମଧ୍ୟ ପିଆଜ ପଳାଉଛି । କୃଷିମନ୍ତ୍ରୀ ବିଧାନସଭାରେ ଉପସ୍ଥାପିତ କରିଥିବା ତଥ୍ୟ ଅନୁଯାୟୀ ଓଡ଼ିଶାରେ ମାତ୍ର ଶୀତଳ ଭଣ୍ଡାର କାମ କରୁଛି ଏବଂ ୯୭ଟି ଅଚଳ ହୋଇପଡ଼ିଛି । ଏଣୁ ପିଆଜକୁ ସମ୍ପାଦିବା ପାଇଁ ଓଡ଼ିଶାରେ ଶୀତଳ ଭଣ୍ଡାର ନାହିଁ । ଅନେକ କ୍ଷେତ୍ରରେ ପିଆଜର କଳାବଜାରି କରାଯାଉଛି । ଏଣୁ ଓଡ଼ିଶା ପିଆଜ ପାଇଁ ମହାରଷ୍ଟ୍ର, କର୍ଣ୍ଣାଟକ, ତାମିଲନାଡ଼ୁ ଏବଂ ଆନ୍ଧ୍ରପ୍ରଦେଶ ଉପରେ ନିର୍ଭର କରୁଛି । ସେହିପରି ଜାତୀୟ ସ୍ତରରେ ପିଆଜ ଦରକୁ ନିୟନ୍ତ୍ରିତ ରଖିବାପାଇଁ ଏବଂ ପିଆଜ ଉତ୍ପାଦନକୁ ପ୍ରୋତ୍ସାହନ ଏବଂ ପିଆଜକୁ ସାଇତି ରଖିବାପାଇଁ ସରକାରଙ୍କର ସ୍ୱତନ୍ତ୍ର ବ୍ୟବସ୍ଥା ନାହିଁ । ତେଣୁ ପିଆଜ ଦର ଉପରେ ସରକାରଙ୍କର ଲଗାମ ରହୁନାହିଁ ।

ତୁରନ୍ତ ପିଆଜଦର ଖସାଇବାକୁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନିକଟରେ ପ୍ରଦେଶ ଛାତ୍ର କଂଗ୍ରେସ ଦାବି କରିଛି । ଓଡ଼ିଶାରେ ପର୍ଯ୍ୟାପ୍ତ ଶୀତଳ ଭଣ୍ଡାର ଏବଂ ପିଆଜ ଚାଷୀଙ୍କୁ ପ୍ରୋତ୍ସାହନ ଦେବାପାଇଁ ମଧ୍ୟ ଛାତ୍ର କଂଗ୍ରେସ ଦାବି କରିଛି । ଆଜିର ଏହି କାର୍ଯ୍ୟକ୍ରମରେ ପିସିସି ସାଧାରଣ ସଂପାଦକ ଶ୍ରୀ ପ୍ରକାଶ ମିଶ୍ର, ମନୋଜ ସାହୁ, ଆଲୋକ ଲେଙ୍କା, ଅଜୟ ସାହୁ, ନିହାର ବେହେରା, ସୁନିଲ ମାଟିଆ, ସାଗର ପଟ୍ଟନାୟକ, ରଣଜିତ ସେନାପତି, କାର୍ତିକେଶ୍ୱର କାଣ୍ଡି, ଜଗଦିଶ ଗଜେନ୍ଦ୍ର, ଆଲୋକ ଦାସ, ମହମ୍ମଦ ଗୁଲଫାମ, ରାଜେଶ କୁମାର ଦାସ, ସ୍ପନ୍ଦନ ସ୍ୱାଇଁ, ଆର୍ଯ୍ୟାନ ସାସମଲ, ସୁନିଲ ସାହୁ ଗାନ୍ଦୀ, ଶୁଭମ ଦାସ, ରାଜଦ୍ୱୀପ ବେହେରା, ସୌମ୍ୟ ବରାଳ, ପ୍ରଭୁଶକ୍ତି ପ୍ରମୁଖ ଅଂଶଗ୍ରହଣ କରିଥିଲେ ।

Powered by Froala Editor

Tags opcc , congress , pradesh congress , odisha congress

Related articles Odisha News Lens 4.1

  • ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ
    ଦେଶ-ଦେଶାନ୍ତର

    ସ୍ଥଗିତ ହେଲା ୩ ଦିନିଆ ସର୍ବଭାରତୀୟ ବ୍ୟାଙ୍କ ଧର୍ମଘଟ

    14100
    Sep 28, 2026
  • ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା
    ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14785
    Sep 28, 2026
  • ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର
    ଦେଶ-ଦେଶାନ୍ତର

    ପାକିସ୍ତାନକୁ କଡ଼ା ସମାଲୋଚନା କଲେ ଏସ୍‌. ଜୟଶଙ୍କର

    14802
    Sep 28, 2026
  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?
    ଦେଶ-ଦେଶାନ୍ତର

    ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15612
    Sep 29, 2026
  • ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍
    ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14138
    Sep 28, 2026
  • ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର
    ଦେଶ-ଦେଶାନ୍ତର

    ଶୀତଦିନିଆ ବାୟୁ ପ୍ରଦୂଷଣକୁ ନିୟନ୍ତ୍ରଣ କରିବା ପାଇଁ କଟକଣା ଘୋଷଣା କଲେ ସରକାର

    14336
    Sep 29, 2026
  • ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...
    ଦେଶ-ଦେଶାନ୍ତର

    ମନ କି ବାତ୍ କାର୍ୟ୍ୟକ୍ରମରେ ଦେଶବାସୀଙ୍କୁ ଅନେକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଲେ ...

    15620
    Sep 27, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ  ଶ୍ରେଣୀ ପିଲାଙ୍କୁ ...
    ଦେଶ-ଦେଶାନ୍ତର

    ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ...

    14433
    Sep 29, 2026
  •  ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ
    ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14001
    Sep 28, 2026

ଆପଣ ଆଗ୍ରହୀ ହୋଇପାରନ୍ତି

  • ବାଣିଜ୍ୟ

    ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

    14138
    Sep 28, 2026
  • ଜିଲ୍ଲା ପରିକ୍ରମା

    ଏସିଡ୍ ପିଇ ଗାୟିକା ଜସ୍ମିନ ମାଝୀଙ୍କ ଆତ୍ମହତ୍ୟା

    14785
    Sep 28, 2026
  • ଦେଶ-ଦେଶାନ୍ତର

    ଦକ୍ଷିଣ ଆଫ୍ରିକାରେ ୨ଟି ଗୁଳିକାଣ୍ଡ ଘଟଣାରେ ୨୭ ମୃତ

    14001
    Sep 28, 2026

Advertisement

ସଂସ୍କୃତି

ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ

ଭୁବନେଶ୍ୱର, ୧୫/୦୫ (ନି.ପ୍ର.): ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ "ନୃତ୍ୟାଞ୍ଜଳୟ ଉତ୍ସବ-୨୦୨୨" ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଧର୍ମଶାଳା ବିଧାୟକ ସ୍ଵାଧୀନ ହିମାଂଶୁ ଶେଖର ସାହୁ, ପଦ୍ମଶ୍ରୀ ଗୁରୁ କୁମକୁମ ମହାନ୍ତି, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ଉପ-ନିର୍ଦ୍ଦେଶିକା ଶ୍ରୀମ ...

  • ଓଡ଼ିଶାଲିଙ୍କ୍ସର ୮ମ ସ୍ଵନକ୍ଷତ୍ର, ଲୁହରେ ଭିଜାଇଲା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଭକ୍ତି ଆଧାରିତ ନାଟକ ‘ଅଦୃଶ୍ୟ ଜଗନ୍ନାଥ‘

    17136
    Jun 25, 2025
  • ୨୯ ତମ ଓଏମ୍‌ସି. ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବ ଉଦ୍‍ଯାପିତ

    17826
    Sep 10, 2023
  • ୨୯ ତମ ଓଏମ୍‌ସି ଗୁରୁ କେଳୁଚରଣ ମହାପାତ୍ର ପୁରସ୍କାର ଉତ୍ସବର ଚତୁର୍ଥ ସଂଧ୍ୟାରେ କୁଚିପୁଡ଼ି ନୃତ୍ୟ ସାଙ୍ଗକୁ ତବଲା ବାଦରେ ଦର୍ଶକ ବିଭୋର

    17792
    Sep 09, 2023
  • କଥକ ଶାସ୍ତ୍ରୀୟ ନୃତ୍ୟ ସହିତ ହିନ୍ଦୁସ୍ଥାନୀ କଣ୍ଠ ସଙ୍ଗୀତରେ ଦର୍ଶକ ବିଭୋର

    18205
    Sep 06, 2023

ବିଶେଷ

  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ବାରମ୍ବାର ରୋଗ ଗ୍ରସ୍ତ ହେଉଥିଲେ କରନ୍ତୁ ଏହି ଉପାୟ.......

    13937
    Sep 27, 2026
  • ଘରୁ ବାହାରକୁ ଗଲେ କାର୍ଯ୍ୟରେ ସଫଳତା ପ୍ରାପ୍ତି ପାଇଁ କରନ୍ତୁ ଏହି ଉପାୟ, ମିଳିବ ସଫଳତା

    15716
    Sep 23, 2026
  • ବ୍ରଶ୍‌‌ କରିବା ପରେ ତୁରନ୍ତ ଖାଇବା ଦ୍ୱାରା ହୋଇଥାଏ ଏହି ଅସୁବିଧା

    15282
    Sep 21, 2026
  • ଅଫିସ ବ୍ୟାଗ୍ ରଖନ୍ତୁ ଏହି ସ୍ଥାନରେ

    14656
    Sep 18, 2026

ବାଣିଜ୍ୟ

ଏଣିକି ୩୦ ଦିନର ରିଚାର୍ଜ ପ୍ଲାନ୍

ଏଣିକି ଗ୍ରାହକଙ୍କୁ ଆଉ ୨୮ ଦିନ ନୁହେଁ, ବରଂ ପୂରା ୩୦ ଦିନର ରିଚାର୍ଜ ପ୍ଲାନ୍ ମିଳିବ । ଏହା ସହ ଶସ୍ତା ଭଏସ୍ ପ୍ଲାନ୍ ବି ଉପଲବ୍ଧ ହେବ । ରବିବାର କେନ୍ଦ୍ର ସରକାର ଟେଲିକମ୍ ଗ୍ରାହକ ସୁରକ୍ଷା (ତ୍ରୟୋଦଶ ସଂଶୋଧନ) ନିୟମାବଳୀ ୨୦୨୬ କାର୍ଯ୍ୟକାରୀ କରିଛନ୍ତି । ଏହାଦ୍ୱାରା ଗ୍ରାହକଙ୍କୁ ଏବେ ବର୍ଷକୁ ୧୩ଟି ରିଚାର୍ଜରୁ ମ ...

  • ଆକ୍ସନ ଟେସା ଜାତୀୟ ବଢେଇ ଦିବସ ପାଳନ କଲା, ବଢେଇମାନଙ୍କ ନିମନ୍ତେ ବୃହତ୍‌ କଲ୍ୟାଣକାରୀ କାର୍ଯ୍ୟକ୍ରମ ଘୋଷଣା କଲା

    14301
    Sep 26, 2026
  • ବେଦାନ୍ତ ଆଲୁମିନିୟମର ଦକ୍ଷତା ବିକାଶ ପଦକ୍ଷେପ କାଳାହାଣ୍ଡିର ୧୦୦୦ ରୁ ଅଧିକ ଯୁବକଯୁବତୀଙ୍କ ଦକ୍ଷତା ବୃଦ୍ଧି ସହିତ ଜୀବିକା ନିର୍ବାହରେ ସହାୟକ ହୋଇଛି

    15945
    Sep 23, 2026
  • ଆଇଆଇଏ ଓଡ଼ିଶା ଚାପ୍ଟରର ନୂଆ ଏକଜିକ୍ୟୁଟିଭ କମିଟି ୨୦୨୬-୨୮ ନିମନ୍ତେ ଦାୟିତ୍ଵ ଗ୍ରହଣ କଲେ

    14434
    Sep 17, 2026
  • EPFOରେ ବଡ଼ ପରିବର୍ତ୍ତନ, ୧୫,୦୦୦ ଟଙ୍କାରୁ ୨୫,୦୦୦ ବଢ଼ିଲା ଟଙ୍କା ସୀମା

    15626
    Sep 17, 2026

ଅନଲାଇନ୍ ସଂଯୋଗ

  • 67944
    Followers
  • 227640
    Likes
  • 54300
    Subscribers

Subscribe to our Newsletter

Sign up to receive email updates and to hear what's going on with our magazine!

logo

ଆଜିକାଲି, ମୁଦ୍ରିତ ଖବରକାଗଜ ପଢିବା ପାଇଁ ଲୋକଙ୍କ ପାଖରେ ପର୍ଯ୍ୟାପ୍ତ ସମୟ ନାହିଁ, ଯାହା ଗତକାଲିର ସାଧାରଣ ଘଟଣାକୁ କଭର୍ କରିଥାଏ, ତେଣୁ ସର୍ବଶେଷ ଖବର ପାଇବା ପାଇଁ ସେମାନେ ସର୍ବଦା ୱେବ୍ ପୋର୍ଟାଲ୍ କିମ୍ବା ଇଲେକ୍ଟ୍ରୋନିକ୍ ମିଡିଆ ଅନୁସରଣ କରିବାକୁ ଆଗ୍ରହୀ ଅଟନ୍ତି |

ଆମର ଅନଲାଇନ୍ ନ୍ୟୁଜ୍ ପୋର୍ଟାଲ୍ ସମଗ୍ର ବିଶ୍ୱରେ ସର୍ବଶେଷ ଅଦ୍ୟତନ, ସାମ୍ପ୍ରତିକ ଘଟଣା ସହିତ ଲୋକଙ୍କୁ ଶିକ୍ଷା ଏବଂ ସୂଚନା ଦେବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଥାଏ |

  • ଖବର

  • ଇ-ଚାଲାଣ ଆଦାୟ ପାଇଁ ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ, ଜାଣନ୍ତୁ କ’ଣ ?

    15612
    Sep 29, 2026
  • ଏମିତି ଘରକୁ ରଖନ୍ତୁ ଥଣ୍ଡା.....

    14875
    Sep 29, 2026
  • ସୁପ୍ରିମକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ: ଷଷ୍ଠ ଶ୍ରେଣୀ ପିଲାଙ୍କୁ ବାଧ୍ୟତାମୂଳକ ତ୍ରିଭାଷା ଶିକ୍ଷା ନୀତିରୁ ବାଦ୍‌ ଦିଆଯାଉ

    14433
    Sep 29, 2026

About Us

  • Bhubaneswar, Odisha, India
  • 0 00000 000 00
  • odishanewslens@gmail.com

Follow us

  • Home
  • Contact Us
  • About Us
© Copyright Odisha News Lens 4.1. All rights reserved. in association with Konect.In